ମାଲକାନଗିରି

ଚାଉଳ,ଭତ୍ତା ପାଇପାରୁନାହାନ୍ତି ବାରେ

କୋରୁକୋଣ୍ଡା ୧୪ା୧୧ (ଡି.ଏନ.ଏ): ଗରିବ ଶ୍ରେଣୀର ହିତାଧିକାରଙ୍କ ପାଇଁ ସରକାର ବହୁ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ସେମାନେ କିପରି ସବୁ ସରକାରୀ ସୁବିଧା ପାଇବେ ବ୍ୟବସ୍ଥା କରୁଛନ୍ତି। ଏହା ସତ୍ୱେ କେତେକ ସରକାରୀ ନିୟମ ହିତାଧିକାରୀଙ୍କ ପାଇଁ କଣ୍ଟା ହୋଇଛି। ହିତାଧିକାରୀଙ୍କ…

ଜନସେବା କେନ୍ଦ୍ର ଖୋଲି ଠକେଇ: ବନ୍ଧାହେଲେ ଯୁବକ

ଚିତ୍ରକୋଣ୍ଡା,୧୩।୧୧: ଜନସେବା କେନ୍ଦ୍ର ଖୋଲି ଟଙ୍କା ଠକେଇ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳ ଅଧୀନ ବଡ଼ ପଞ୍ଚାୟତ ଜାନବାଇ ଗ୍ରାମର ତରୁଣ ସାହା(୨୦)। ମିଳିଥିବା ସୂଚନା…

ସ୍ବାଭିମାନ ଅଞ୍ଚଳରେ ଶିଶୁ ମୃତ୍ୟୁହାର ରୋକିବାକୁ ପ୍ରୟାସ

ଚିତ୍ରକୋଣ୍ଡା,୧୩।୧୧: ଓଡ଼ିଶାରେ ଶିଶୁ ମୃତ୍ୟୁର ଏକ ପ୍ରମୁଖ କାରଣ ହେଉଛି ନିମୋନିଆ। ଯାହା ମାଲକାନଗିରି ଜିଲାର ଅଧିକାଂଶ ସ୍ଥାନରେ ଦେଖିବାକୁ ମିଳୁଛି। ବିଗତ ଦିନରେ ଉକ୍ତ ଜିଲାରେ ମ୍ୟାଲେରିଆ ରୋକିବାକୁ ସ୍ବାସ୍ଥ୍ୟ ବିଭାଗକୁ ନାକେଦମ୍‌ ହେବାକୁ ପଡ଼ିଥିଲା। ବିଶେଷକରି ଚିତ୍ରକୋଣ୍ଡା ବିଛିନ୍ନାଞ୍ଚଳରେ…

ମୁଖ୍ୟ ସ୍ରୋତକୁ ଫେରିଲେ ୪୦୦ରୁ ଊର୍ଦ୍ଧ୍ୱ ମାଓବାଦୀ ସମର୍ଥକ: ପୋଡ଼ିଲେ ଡ୍ରେସ୍‌

ଚିତ୍ରକୋଣ୍ଡା,୫।୧୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପାପରମେଟେଲା ପଞ୍ଚାୟତ ଲାଉଗୁଡ଼ାଠାରେ ୪୦୦ରୁ ଊର୍ଦ୍ଧ୍ୱ ମାଓବାଦୀ ସମର୍ଥକ ଶନିବାର ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି। ଏପରି କି ଅଗଷ୍ଟ ୨୨ରେ ଗୁରୁପ୍ରିୟାଠାରେ ୧୮୦ ଶିମିଳିଆ ଏବଂ ୫୦୦ରୁ ଊର୍ଦ୍ଧ୍ୱ ମାଓବାଦୀ…

ବଣ୍ଡା ଜନଜାତିର ଚଳଣି

ମାଲକାନଗିରି(ଦୁର୍ଯ୍ୟୋଧନ ପାତ୍ର): ଓଡ଼ିଶାର ବିଭିନ୍ନ ପାର୍ବତ୍ୟାଞ୍ଚଳରେ ବହୁ ସଂଖ୍ୟାରେ ଅନୁସୂଚିତ ଜନଜାତି ଆଦିବାସୀ ସମ୍ପ୍ରଦାୟ ଦୀର୍ଘ ବର୍ଷ ଧରି ବାସ କରି ଆସୁଛନ୍ତି। ଭାରତରେ ୮୨ ଆଦିବାସୀ ସମ୍ପ୍ରଦାୟ ଥିବାବେଳେ ଓଡ଼ିଶାରେ ୬୦ ପ୍ରକାର ଆଦିବାସୀ ଜନଜାତି ଦେଖିବାକୁ ମିଳିଥାଏ ।…

ବଣ୍ଡା ଜନଜାତିର ଚଳଣି

ମାଲକାନଗିରି: ଓଡ଼ିଶାର ବିଭିନ୍ନ ପାର୍ବତ୍ୟାଞ୍ଚଳରେ ବହୁ ସଂଖ୍ୟାରେ ଅନୁସୂଚିତ ଜନଜାତି ଆଦିବାସୀ ସମ୍ପ୍ରଦାୟ ଦୀର୍ଘ ବର୍ଷ ଧରି ବାସ କରି ଆସୁଛନ୍ତି। ଭାରତରେ ୮୨ ଆଦିବାସୀ ସମ୍ପ୍ରଦାୟ ଥିବାବେଳେ ଓଡ଼ିଶାରେ ୬୦ ପ୍ରକାର ଆଦିବାସୀ ଜନଜାତି ଦେଖିବାକୁ ମିଳିଥାଏ ା ସେମାନଙ୍କ…

୫୩ ମୃତବ୍ୟକ୍ତିଙ୍କ ନାମରେ ଉଠାଯାଉଥିଲା ଭତ୍ତା

କାଲିମେଳା,୪ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପଡ଼ିଆ ବ୍ଲକରେ ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ତଥା ଜନଶୁଣାଣି ଶିବିର ପଞ୍ଚାୟତ ସମିତି ପଡ଼ିଆଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲାପାଳ ମହେଶ୍ୱର ନାୟକ, ବ୍ଲକ ଅଧ୍ୟକ୍ଷା ଯମୁନା ମୂଷାକ୍ଷୀ, ବିଡିଓ ରାମକୃଷ୍ଣ…

ନିଜକୁ ଗୁଳିକରି ଜୀବନ ହାରିଲେ ଯବାନ

ମାଲକାନଗିରି,୩।୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲାରେ ଗୁରୁବାର ଜଣେ ଯବାନ ନିଜ ରାଇଫଲରୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି। ସେ ହେଲେ କୋହକାମେଟା ପୋଲିସ ଷ୍ଟେସନରେ କାର୍ଯ୍ୟରତ ହେଡ କନଷ୍ଟେବଳ ଅରୁଣ ଉଇକେ। ସେ ଧମତାରୀ ଜିଲାର ସିହାୱା…

ଛାତ୍ରୀଛାତ୍ରଙ୍କୁ ନିସ୍ତୁକ ମାଡ଼ ମାରିଲେ ପ୍ରଧାନଶିକ୍ଷକ, ଉତ୍ତ୍ୟକ୍ତ ହୋଇ ସ୍କୁଲ ଘେରିଲେ ଗ୍ରାମବାସୀ

କୋରୁକୋଣ୍ଡା,୩।୧୧(ଡି.ଏନ.ଏ): ପ୍ରଧାନଶିକ୍ଷକଙ୍କ ମାଡରେ ଛାତ୍ରୀଛାତ୍ର ଆହତ। ଉତ୍ତ୍ୟକ୍ତ ହୋଇ ବିଦ୍ୟାଳୟ ଘେରିଲେ ଗ୍ରାମବାସୀ। ଏଭଳି ଏକ ଅଭାବନୀୟ ଘଟଣା ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ପୁରୁଣା ଚିମଟାପାଲ୍ଲୀ ପଞ୍ଚାୟତର ସୁବର୍ଣ୍ଣପୁର ଗ୍ରାମର ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ…

ଅବସରପ୍ରାପ୍ତ କର୍ମଚାରୀଙ୍କ ବିଭିନ୍ନ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ମାଲକାନଗିରି,୩ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ବିଭିନ୍ନ ଦାବି ନେଇ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ସଂଘର ସମ୍ପାଦକ ରବିନ୍ଦ୍ର ମହାରଣାଙ୍କ ନେତୃତ୍ୱରେ ସୁବାସ ଛକ ସଂଘ କାର୍ଯ୍ୟାଳୟ ପରିସରରୁ…

କଏଦୀଙ୍କ ପାଇଁ ଗୁଟ୍‌ଖା ନେଇ ମହିଳା ୱାର୍ଡେନ ନିଲମ୍ବିତ

ମାଲକାନଗିରି,୩୧ା୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଉପ କାରାଗାରରେ କଏଦୀଙ୍କ ପାଇଁ ଗୁଟ୍‌ଖା ନେଉଥିବା ବେଳେ ଧରାପଡ଼ି ଜଣେ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ସେ ହେଲେ ମହିଳା ୱାର୍ଡେନ ରୀତା ମାଣ୍ଡିଆ। ସୂଚନା ଅନୁଯାୟୀ, ରୀତା ମହିଳା ୱାର୍ଡ ଦାୟିତ୍ୱରେ ଅଛନ୍ତି। ସୋମବାର ସେ…

ବାଣ ବିସ୍ଫୋରଣରେ ଆହତ ଛାତ୍ରଙ୍କୁ ସହାୟତାର ସୁଅ

ମାଲକାନଗିରି,୩୦।୧୦(ଡି.ଏନ୍‌.ଏ): ଦୀପାବଳି ଅବସରରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ମାଟିହାଣ୍ଡିରେ ବାଣ ରଖି ଫୁଟାଇବାବେଳେ ଏହା ବିସ୍ଫୋରଣ ହୋଇଥିଲା। ଫଳରେ ଛାତ୍ରଟି ଗୁରୁତର ଆହତ ହୋଇ ମାଲକାନଗିରି ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ସେ ହେଲେ ମାଲକାନଗିରି ସଦର ମହକୁମା ତଳସାହିରେ ରହୁଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri