ମାଲକାନଗିରି

ବିଏସ୍‌ଏଫ୍‌ ଓ ପୋଲିସ ଜବତ କଲେ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ

ମାଲକାନଗିରି,୨୯।୧୦(ଡି.ଏନ୍‌.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଜଡ଼ାମ୍ବ ଥାନା ଅନ୍ତର୍ଗତ କୁସୁମପୁଟ ଗ୍ରାମ ନିକଟ ଜଙ୍ଗଲରୁ ପୋଲିସ ଓ ବିଏସ୍‌ଏଫ୍‌ ମିଳିତ ଭାବେ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ କରିଛନ୍ତି। ତଥ୍ୟ ମୁତାବକ ବିଶେଷ ସୂତ୍ରରୁ ଖବର ପାଇ ଗତ…

୩ ଇଞ୍ଜେକ୍ସନ ଦେବାରୁ ୨ ମାସର ଶିଶୁ ମୃତ

ଦଶମନ୍ତପୁର, ୨୭।୧୦(ଡି.ଏନ.ଏ.): ଏକା ସାଙ୍ଗରେ ୩ଟି ଇଞ୍ଜେକ୍ସନ ଦେବାରୁ ଏକ ୨ ମାସର ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆଣିଛନ୍ତି ପରିବାର ଲୋକେ। କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଏ. ମାଲକାନଗିରି ପଞ୍ଚାୟତର କେ. ମାଳିଗୁଡା…

ଟେଣ୍ଡର ଅପେକ୍ଷାରେ ନବନର୍ମିତ ଦୋକାନ ଗୃହ, ବ୍ୟବସାୟୀ ହନ୍ତସନ୍ତ

କୋରୁକୋଣ୍ଡା,୨୬ା୧୦(ଡି.ଏନ୍‌.ଏ.): ଟେଣ୍ଡର ଅପେକ୍ଷାରେ ପଡ଼ି ରହିଛି ଏନ୍‌ଏସିର ଅଧିକାଂଶ ଦୋକାନ ଗୃହ। ଏପରି ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲା ବାଲିମେଳା ଏନ୍‌ଏସିରେ। ତେବେ ଆଜିକୁ ଦୀର୍ଘ ଦେଢ଼ ବର୍ଷରୁ ଊଦ୍ଧର୍‌ବ ସମୟ ହେବ ବାଲିମେଳା ଏନ୍‌ଏସିର ପ୍ରାୟ ୩୦ଟି ନବନିର୍ମିତ…

ଏବେ ମାଓବାଦୀଙ୍କ ରାଜ୍‌ ଚଳିବ ନାହିଁ, ସ୍ବାଭିମାନ ଅଞ୍ଚଳରେ ପୋଲିସ-ଗୁଇନ୍ଦା ବିଭାଗ ମାରିଲା ପୋଷ୍ଟର

ଚିତ୍ରକୋଣ୍ଡା,୨୬ା୧୦(ଡି.ଏନ୍‌.ଏ.): ଆନ୍ଧ୍ର ଓଡ଼ିଶା ସୀମାନ୍ତ ଆଦିବାସୀ ବହୁଳ ତଥା ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସୀମାନ୍ତ ଅଞ୍ଚଳରୁ ମାଓବାଦୀ ମୂଳପୋଛ ପାଇଁ ପ୍ରୟାସ ଜାରି ରହିଛି। ଦିନ ଥିଲା ଉକ୍ତ ଅଞ୍ଚଳରେ ମାଓବାଦୀ ରାଜ୍‌ କରୁଥିଲେ ତାଙ୍କ ବିନା ଇସାରାରେ ପତ୍ରଟିଏ…

ବ୍ଲକ ଶିକ୍ଷାଧିକାରୀଙ୍କ ଦାୟିତ୍ୱ ଗ୍ରହଣ

କୋରୁକୋଣ୍ଡା,୨୬ା୧୦(ଡି.ଏନ୍‌.ଏ.): କୋରୁକୋଣ୍ଡା ବ୍ଲକ ଶିକ୍ଷାଧିକାରୀ ଭାବେ ପତିତପାବନ ଦାସ ଦୀର୍ଘଦିନ ରହିଥିବାବେଳେ ଗତ ମେ’ ମାସରେ ଅବସର ଗ୍ରହଣ କରିଥିଲେ। ତେବେ ୪ ମାସ ଅସ୍ଥାୟୀ ଭାବେ ଦୁଇଜଣ ଶିକ୍ଷାଧିକାରୀ ଦାୟିତ୍ୱ ତୁଲାଇ ଆସୁଥିବା ବେଳେ ଆଜି ନୂତନ ଭାବେ କାଲିମେଳା…

ରାସ୍ତା ଅବସ୍ଥା ଶୋଚନୀୟ, ତୁରନ୍ତ ମରାମତି ପାଇଁ ଦାବି

ମାଲକାନଗିରି,୨୬।୧୦(ଡି.ଏନ.ଏ.):  ସରକାରୀ ସ୍ତରରେ ପଛୁଆ ଅଞ୍ଚଳର ବିକାଶ ପାଇଁ ବହୁ ଯୋଜନା କାର୍ଯ୍ୟକାରୀ ହେଉଛି। ବହୁ ଅର୍ଥ ମଧ୍ୟ ବ୍ୟୟ କରାଯାଉଛି। ମାତ୍ର ପ୍ରଶାସନିକ ସ୍ତରରେ ଅବହେଳା ଯୋଗୁ ଜିଲ୍ଲା ସଦରରେ ଲୋକଙ୍କୁ ବିଭିନ୍ନ ସମସ୍ୟା ଭୋଗିବାକୁ ପଡୁଛି। ଏପରି ଦେଖିବାକୁ…

ଜଳକଷ୍ଟ ଭୋଗୁଛନ୍ତି ସିଂଗୁଡା ଗ୍ରାମବାସୀ

ମାଥିଲି,୨୪ା୧୦(ଡି.ଏନ.ଏ.):ମାଲକାନଗିରି ଜିଲା ମାଥିଲି ବ୍ଲକ ଉଦୁଲିବେଡା ପଞ୍ଚାୟତ ସିଂଗୁଡା ଗ୍ରାମରେ ସରକାରଙ୍କ ପାନୀୟ ଜଳ ଯୋଗାଣ ଯୋଜନା ଫେଲ୍‌ ମାରିଛି। ଗ୍ରାମରେ ୪୫ରୁ ଉଦ୍ଧର୍‌ବ ପରିବାରର ୨୫୦ ଲୋକ ବସବାସ କରୁଛନ୍ତି। ରହିଥିବା ୩ଟ ନଳକୂପରୁ ଗୋଟିଏ ରେ ବହୁ ସମୟ…

ଭରା ନଦୀରେ ବାଜି ଲାଗୁଛି ଜୀବନ

ମାଥିଲି,୨୩।୧୦(ଡି.ଏନ. ଏ.): ପ୍ରତେକ ଦିନ ଭରା ନଈରେ ବାଜି ଲାଗୁଛି ଜୀବନ। ଜୀବୀକା ଆଗରେ ଜୀବନ ହୋଇଛି ତୁଚ୍ଛ। କେବଳ ଶିଳାନ୍ୟାଶ ପରେ ପୋଲ ନିର୍ମାଣ ଆରମ୍ଭ ହୋଇ ୫ବର୍ଷ ହେଲା ସରୁନି। ଯାତାୟାତ ଲାଗି ଲୋକେ ନାହିଁ ନ ଥିବା ହଇରାଣ…

ସ୍ବାଭିମାନ ଅଞ୍ଚଳରେ ମନ୍ତ୍ରୀ, ୭ ବିଦ୍ୟାଳୟର ହଷ୍ଟେଲ ଉଦ୍‌ଘାଟନ

ଚିତ୍ରକୋଣ୍ଡା,୨୧।୧୦(ଡି.ଏନ୍‌.ଏ): ମାଲକାନଗିରି ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ବିକାଶର ଆଉ ଏକ ଫର୍ଦ୍ଦ ଯୋଡ଼ି ହୋଇଛି। ସ୍ବାଭିମାନ ଅଞ୍ଚଳ ପାପରମେଟେଲା ପଞ୍ଚାୟତ ଯନ୍ତାପାଇକୁ ଶୁକ୍ରବାର ଆଇନ, ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଗସ୍ତ କରିଛନ୍ତି। ତାଙ୍କ ସହ…

୬୩ତମ ପୋଲିସ ଶହୀଦ ଦିବସ ପାଳିତ

ମାଲକାନଗିରି,୨୧।୧୦(ଡି.ଏନ.ଏ.): ମାଲକାନଗିରି ଜିଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟଠାରେ ଶୁକ୍ରବାର ୬୩ତମ ପୋଲିସ ଶହୀଦ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମାଲକାନଗିରି ଜିଲା ଆରକ୍ଷୀ ଅଧିକ୍ଷକଙ୍କ ସହ ଅନେକ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ । ଦେଶରେ ଶାନ୍ତିଶୃଙ୍ଖଳା ରକ୍ଷା କରିବାରେ…

କୋମ୍ବିଂ ଅପରେଶନ ବେଳେ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ

ମାଲକାନଗିରି,୨୧।୧୦(ଡି.ଏନ.ଏ.): ମାଲକାନଗିରି ଜିଲା ପୋଲିସକୁ ପୁଣି ଏକ ବଡ ସଫଳତା ମିଳିଛି। ଚଳିତ ମାସ ୧୯ତାରିଖରେ ମାଲକାନଗିରି ଏସଓଜି ଯବାନମାନେ ମାଓବାଦୀ ବିରୋଧୀ ଅଭିଯାନ ନିମନ୍ତେ ତୁଳସୀ ପାହାଡ଼ ଅଭିମୁଖେ କୋମ୍ବିଂ ଅପରେଶନ ଆରମ୍ଭ କରିଥିଲେ । ତୁଳସୀ ପାହାଡ଼ ଅନ୍ତର୍ଗତ…

ଜଗନ୍ନାଥଙ୍କୁ ଚପଲ ପିନ୍ଧି ପୂଜାକଲେ ମାଲକାନଗିରି ଜିଲା ପରିଷଦ ଅଧ୍ୟକ୍ଷା

ମାଲକାନଗିରି,୨୦ା୧୦(ଡି.ଏନ.ଏ.): ଓଡ଼ିଆଙ୍କ ଆରାଧ୍ୟ ଦେବତା ସ୍ବୟଂ ଜଗନ୍ନାଥ ମହାପ୍ରଭୁଙ୍କୁ ମାଲକାନଗିରି ଜିଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲ ଅବମାନନା କରିଛନ୍ତି। ଏକ କାର୍ଯ୍ୟକ୍ରମରେ ସେ ଚପଲ ପିନ୍ଧି କାର୍ଯ୍ୟକ୍ରମକୁ ଧୂପ ଦେଇ ଉଦ୍‌ଘାଟନ କରି ପୂଜା କରିଛନ୍ତି। ଏହାକୁ ସବୁ କ୍ଷେତ୍ରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri