ମାଲକାନଗିରି

ନୂଆବର୍ଷରେ ହ୍ରାସ ପାଇଲା ପର୍ଯ୍ୟଟକଙ୍କ ସଂଖ୍ୟା

ମାଲକାନଗିରି,୧ା୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦରମହକୁମା ଠାରୁ ୫ କିଲୋମିଟର ଦୂର ସତୀଗୁଡ଼ା ଜଳଭଣ୍ଡାରକୁ ଲାଗି ରହିଥିବା ସତୀଗୁଡ଼ା ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ଏବଂ ଚିତ୍ରକୋଣ୍ଡାଠାରେ ଥିବା ପ୍ରାକୃତିକ ପର୍ଯ୍ୟଟନସ୍ଥଳୀରେ ପୂର୍ବବର୍ଷ ଭଳି ନୂଆବର୍ଷରେ ପର୍ଯ୍ୟଟକଙ୍କ ସଂଖ୍ୟା କମ୍‌ ଦେଖିବାକୁ ମିଳିଛି। ପ୍ରତିବର୍ଷ ନୂଆବର୍ଷରେ…

ପିଅନଙ୍କ ଟାଙ୍ଗିଆ ଚୋଟରେ ଗୁରୁଜୀଙ୍କ ଜୀବନ ଗଲା

ମାଲକାନଗିରି,୧ା୧(ଡି.ଏନ୍‌.ଏ.): ପିଅନଙ୍କ ଟାଙ୍ଗିଆ ଚୋଟରେ ଜଣେ ଗୁରୁଜୀଙ୍କ ଜୀବନ ଯାଇଛି। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲା ସଦର ସରସତୀ ଶିଶୁ ବିଦ୍ୟାମନ୍ଦିର ବିଦ୍ୟାଳୟରେ। ପିଅନ ନରେଶ କ୍ଷତ୍ରୀୟଙ୍କ ଟାଙ୍ଗିଆ ଚୋଟରେ ଗୁରୁଜୀ ନିରାକାର ସେଠୀଙ୍କ ମୃତ୍ୟୁ ହୋଇଛି।…

ଡ୍ୟାମ୍‌ ନିର୍ମାଣକୁ ବିରୋଧ କରି ଆଦିବାସୀଙ୍କ ପ୍ରଜାମେଳି

ମାଲକାନଗିରି/ମାଥିଲି,୨୯ା୧୨(ଡି.ଏନ.ଏ.): ଓଡ଼ିଶା ସୀମାରେ ପଡୋଶୀ ଛତିଶଗଡ଼ର ପ୍ରକଳ୍ପକୁ ବିରୋଧ କରି ଗୁରୁବାର ଶତାଧିକ ଆଦିବାସୀ ରାସ୍ତାକୁ ଓହ୍ଲାଇଛନ୍ତି। ଆଦିବାସୀ ସଂଘ ମାଧ୍ୟମରେ ଏକାଠି ହୋଇ ମେଳି କରି ଏହାର ପ୍ରତିବାଦ କରିଛନ୍ତି। ଛତିଶଗଡ଼ ମାଲକାନଗିରି ଜିଲା ସୀମାନ୍ତ ସାବେରୀ ନଦୀର ଭୀମସେନ…

ଜାତୀୟସ୍ତରକୁ ମନୋନୀତ ହେଲେ ଭାଗ୍ୟଶ୍ରୀ

ମାଲକାନଗିରି,୨୭ା୧୨ (ଡି.ଏନ୍‌.ଏ.):ମାଲକାନଗିରି ଜିଲା ପଡିଆ ସଦର ବ୍ଲକର ଜଣେ ଛାତ୍ରୀ ମହିଳା କ୍ରିକେଟ ଟିମ୍‌ ଓଡ଼ିଶା ଦଳରେ ୧୫ ବର୍ଷରୁ କମ୍‌ ବର୍ଗରେ ମନୋନୀତ ହୋଇଛନ୍ତି। ସେ ହେଲେ ପଡିଆ ସଦର ବ୍ଲକର ଏନ୍‌. ଭାଗ୍ୟଶ୍ରୀ। ଏହି ଖବର ଜଣାପଡିବା ପରେ…

ଦୁର୍ଗମ ଅଞ୍ଚଳରେ ଦୁର୍ଦ୍ଦଶାରେ ଗ୍ରାମବାସୀ

ମାଥିଲି,୨୬ା୧୨(ଡି.ଏନ.ଏ.):ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ମାଳମାଳ ଯୋଜନା କାର୍ଯ୍ୟକାରୀ ହେଉଛି ସତ ମାତ୍ର ଦୁର୍ଗମ ଅଞ୍ଚଳରେ ସେସବୁ ପହଞ୍ଚତ୍ପାରୁନି। ପ୍ରଶାସନ ପକ୍ଷରୁ ମଧ୍ୟ ଲୋକଙ୍କ ନିକଟରେ ଯୋଜନାର ସୁଫଳ ପହଞ୍ଚାଇବା ଲାଗି ଆନ୍ତରିକ ଉଦ୍ୟମ ନାହିଁ। ସ୍ବାଧୀନତାର ଦୀର୍ଘ ବର୍ଷ ପରେ…

ଗୀତା,ଶ୍ଳୋକ ଆବୃତ୍ତି କରି ଚର୍ଚ୍ଚାରେ ମହେଶ, ଧନେଶ୍ୱରୀ

ମାଲକାନଗିରି,୨୫।୧୨(ଡି.ଏନ.ଏ.): ଅନର୍ଗଳ ମୁହଁରୁ ତାଙ୍କର ବାହାରି ପଡୁଛି ଗୀତା ଶ୍ଲୋକ। ଜିଲା ସ୍ତରରେ ଗୀତା ଶ୍ଲୋକ ଆବୃତ୍ତି କରି ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ପରେ ଏବେ ସେ ରାଜ୍ୟସ୍ତରରେ ନିଜ ପ୍ରତିଭାର ପରିଚୟ ଦେବେ। ସେ ହେଉଛନ୍ତି ବଡଡୁରାଲ…

ପୋଲିସ କାର୍ଯ୍ୟାଳୟରେ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୨ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡ଼ା ଜିଲା ପୋଲିସ ନିକଟରେ ଜଣେ ମହିଳା ମାଓବାଦୀ ଗୁରୁବାର ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ କୁମାରୀ ହେମଲା। ଛତିଶଗଡ଼ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ‘ଘରକୁ ଫେରିଆସ ଅଭିଯାନ’ରେ ଅନୁପ୍ରାଣିତ ହୋଇ ସେ…

ଯନ୍ତ୍ରୀ, ଜନ୍ତାବାଇରେ ବିଏସ୍‌ଏଫ୍‌ ଏଡିଜି

ଚିତ୍ରକୋଣ୍ଡା,୨୧ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ଯନ୍ତ୍ରୀ ଓ ଯୋଡ଼ାମ୍ବ ପଞ୍ଚାୟତକୁ ବିଏସ୍‌ଏଫ୍‌ ଏଡ଼ିଜି ଅନୁରାଗ ଗର୍ଜ ଗସ୍ତ କରି ମାଓବାଦୀ ଦମନ ନେଇ ଅଧିକାରୀମାନଙ୍କ ସହ ଆଲୋଚନା କରି ସମୀକ୍ଷା କରିଛନ୍ତି। ଏଡିଜି ଗର୍ଜଙ୍କ ଏହା ମାଲକାନଗିରି…

ଆତ୍ମସମର୍ପଣ କଲେ ୯୦୭ ମାଓବାଦୀ, ସମର୍ଥକ

ମାଲକାନଗିରି/ଚିତ୍ରକୋଣ୍ଡା, ୨୦ା୧୨ (ଡି.ଏନ୍‌.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ପଣସପୁଟ ପଞ୍ଚାୟତ ଘନବେଡା ବିଏସ୍‌ଏଫ୍‌ କ୍ୟାମ୍ପରେ ମଙ୍ଗଳବାର ୯୦୭ ଜଣ ମାଓବାଦୀ ଓ ମାଓବାଦୀ ସମର୍ଥକ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରେ ୪୬୭ ଜଣ ମାଓବାଦୀ ସମର୍ଥକ ରହିଥିବା ଜଣାପଡିଛି। ଅବଶିଷ୍ଟ…

ଜୀବନ୍ତ ବୋମା ଉଦ୍ଧାର

ଚିତ୍ରକୋଣ୍ଡା, ୧୮ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଯନ୍ତ୍ରୀ ପଞ୍ଚାୟତର ତୋଟାଗୁଡା ନିକଟସ୍ଥ ଜଙ୍ଗଲରୁ ମାଟି ତଳେ ଖଞ୍ଜା ଯାଇଥିବା ଏକ ଜୀବନ୍ତ ବୋମାକୁ ଶନିବାର ବିଏସ୍‌ଏଫ୍‌ ଯବାନମାନେ ଜବତ କରିଛନ୍ତି। ଯନ୍ତ୍ରୀ ପଞ୍ଚାୟତ ଓ ଏହାର ଆଖପାଖ ଅଞ୍ଚଳରେ…

୨ ଯକ୍ଷ୍ମା ରୋଗୀଙ୍କୁ ପୋଷ୍ୟ ଭାବେ ଗ୍ରହଣ କଲେ ବ୍ଲକ ଅଧ୍ୟକ୍ଷା

ଚିତ୍ରକୋଣ୍ଡା,୧୫।୧୨: ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଜାନବାଇ ମେଡିକାଲ ପିଏଚ୍‌ସିରେ ୨ ଯକ୍ଷ୍ମା ରୋଗୀଙ୍କୁ ଚିତ୍ରକୋଣ୍ଡା ବ୍ଲକ ଅଧ୍ୟକ୍ଷା ରାଜେଶ୍ୱରୀ ଖିଲ ଗୁରୁବାର ପୋଷ୍ୟ ଭାବେ ଗ୍ରହଣ କରିଛନ୍ତି। ସେମାନେ ହେଲେ ବଡପଡ଼ା ପଞ୍ଚାୟତ ଖଜୁରୀଗୁମା ଗ୍ରାମର…

ମାଥିଲିରେ ସରକାରଙ୍କ ପାନୀୟ ଜଳ ଯୋଗାଣ ଯୋଜନା ଫେଲ୍‌

ମାଥିଲି,୧୫ା୧୨(ଡି.ଏନ.ଏ.): ମାଥିଲିରେ ସରକାରଙ୍କ ପାନୀୟ ଜଳ ଯୋଗାଣ ଯୋଜନା ଫେଲ୍‌ ମାରିଛି। ଶୁଦ୍ଧ ପାନୀୟଜଳ ଘରେ ଘରେ ପହଞ୍ଚାଇବା ଲାଗି ରାଜ୍ୟ ଓ କେନ୍ଦ୍ର ସରକାର ବହୁ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବାସ୍ତବରେ ଏଥିରୁ ଲୋକେ ସୁଫଳ ପାଉନଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?