ଏବେ ମାଓବାଦୀଙ୍କ ରାଜ୍ ଚଳିବ ନାହିଁ, ସ୍ବାଭିମାନ ଅଞ୍ଚଳରେ ପୋଲିସ-ଗୁଇନ୍ଦା ବିଭାଗ ମାରିଲା ପୋଷ୍ଟର
ଚିତ୍ରକୋଣ୍ଡା,୨୬ା୧୦(ଡି.ଏନ୍.ଏ.): ଆନ୍ଧ୍ର ଓଡ଼ିଶା ସୀମାନ୍ତ ଆଦିବାସୀ ବହୁଳ ତଥା ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସୀମାନ୍ତ ଅଞ୍ଚଳରୁ ମାଓବାଦୀ ମୂଳପୋଛ ପାଇଁ ପ୍ରୟାସ ଜାରି ରହିଛି। ଦିନ ଥିଲା ଉକ୍ତ ଅଞ୍ଚଳରେ ମାଓବାଦୀ ରାଜ୍ କରୁଥିଲେ ତାଙ୍କ ବିନା ଇସାରାରେ ପତ୍ରଟିଏ…
ବ୍ଲକ ଶିକ୍ଷାଧିକାରୀଙ୍କ ଦାୟିତ୍ୱ ଗ୍ରହଣ
କୋରୁକୋଣ୍ଡା,୨୬ା୧୦(ଡି.ଏନ୍.ଏ.): କୋରୁକୋଣ୍ଡା ବ୍ଲକ ଶିକ୍ଷାଧିକାରୀ ଭାବେ ପତିତପାବନ ଦାସ ଦୀର୍ଘଦିନ ରହିଥିବାବେଳେ ଗତ ମେ’ ମାସରେ ଅବସର ଗ୍ରହଣ କରିଥିଲେ। ତେବେ ୪ ମାସ ଅସ୍ଥାୟୀ ଭାବେ ଦୁଇଜଣ ଶିକ୍ଷାଧିକାରୀ ଦାୟିତ୍ୱ ତୁଲାଇ ଆସୁଥିବା ବେଳେ ଆଜି ନୂତନ ଭାବେ କାଲିମେଳା…
ରାସ୍ତା ଅବସ୍ଥା ଶୋଚନୀୟ, ତୁରନ୍ତ ମରାମତି ପାଇଁ ଦାବି
ମାଲକାନଗିରି,୨୬।୧୦(ଡି.ଏନ.ଏ.): ସରକାରୀ ସ୍ତରରେ ପଛୁଆ ଅଞ୍ଚଳର ବିକାଶ ପାଇଁ ବହୁ ଯୋଜନା କାର୍ଯ୍ୟକାରୀ ହେଉଛି। ବହୁ ଅର୍ଥ ମଧ୍ୟ ବ୍ୟୟ କରାଯାଉଛି। ମାତ୍ର ପ୍ରଶାସନିକ ସ୍ତରରେ ଅବହେଳା ଯୋଗୁ ଜିଲ୍ଲା ସଦରରେ ଲୋକଙ୍କୁ ବିଭିନ୍ନ ସମସ୍ୟା ଭୋଗିବାକୁ ପଡୁଛି। ଏପରି ଦେଖିବାକୁ…
ଜଳକଷ୍ଟ ଭୋଗୁଛନ୍ତି ସିଂଗୁଡା ଗ୍ରାମବାସୀ
ମାଥିଲି,୨୪ା୧୦(ଡି.ଏନ.ଏ.):ମାଲକାନଗିରି ଜିଲା ମାଥିଲି ବ୍ଲକ ଉଦୁଲିବେଡା ପଞ୍ଚାୟତ ସିଂଗୁଡା ଗ୍ରାମରେ ସରକାରଙ୍କ ପାନୀୟ ଜଳ ଯୋଗାଣ ଯୋଜନା ଫେଲ୍ ମାରିଛି। ଗ୍ରାମରେ ୪୫ରୁ ଉଦ୍ଧର୍ବ ପରିବାରର ୨୫୦ ଲୋକ ବସବାସ କରୁଛନ୍ତି। ରହିଥିବା ୩ଟ ନଳକୂପରୁ ଗୋଟିଏ ରେ ବହୁ ସମୟ…
ଭରା ନଦୀରେ ବାଜି ଲାଗୁଛି ଜୀବନ
ମାଥିଲି,୨୩।୧୦(ଡି.ଏନ. ଏ.): ପ୍ରତେକ ଦିନ ଭରା ନଈରେ ବାଜି ଲାଗୁଛି ଜୀବନ। ଜୀବୀକା ଆଗରେ ଜୀବନ ହୋଇଛି ତୁଚ୍ଛ। କେବଳ ଶିଳାନ୍ୟାଶ ପରେ ପୋଲ ନିର୍ମାଣ ଆରମ୍ଭ ହୋଇ ୫ବର୍ଷ ହେଲା ସରୁନି। ଯାତାୟାତ ଲାଗି ଲୋକେ ନାହିଁ ନ ଥିବା ହଇରାଣ…
ସ୍ବାଭିମାନ ଅଞ୍ଚଳରେ ମନ୍ତ୍ରୀ, ୭ ବିଦ୍ୟାଳୟର ହଷ୍ଟେଲ ଉଦ୍ଘାଟନ
ଚିତ୍ରକୋଣ୍ଡା,୨୧।୧୦(ଡି.ଏନ୍.ଏ): ମାଲକାନଗିରି ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ବିକାଶର ଆଉ ଏକ ଫର୍ଦ୍ଦ ଯୋଡ଼ି ହୋଇଛି। ସ୍ବାଭିମାନ ଅଞ୍ଚଳ ପାପରମେଟେଲା ପଞ୍ଚାୟତ ଯନ୍ତାପାଇକୁ ଶୁକ୍ରବାର ଆଇନ, ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଗସ୍ତ କରିଛନ୍ତି। ତାଙ୍କ ସହ…
୬୩ତମ ପୋଲିସ ଶହୀଦ ଦିବସ ପାଳିତ
ମାଲକାନଗିରି,୨୧।୧୦(ଡି.ଏନ.ଏ.): ମାଲକାନଗିରି ଜିଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟଠାରେ ଶୁକ୍ରବାର ୬୩ତମ ପୋଲିସ ଶହୀଦ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମାଲକାନଗିରି ଜିଲା ଆରକ୍ଷୀ ଅଧିକ୍ଷକଙ୍କ ସହ ଅନେକ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ । ଦେଶରେ ଶାନ୍ତିଶୃଙ୍ଖଳା ରକ୍ଷା କରିବାରେ…
କୋମ୍ବିଂ ଅପରେଶନ ବେଳେ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ
ମାଲକାନଗିରି,୨୧।୧୦(ଡି.ଏନ.ଏ.): ମାଲକାନଗିରି ଜିଲା ପୋଲିସକୁ ପୁଣି ଏକ ବଡ ସଫଳତା ମିଳିଛି। ଚଳିତ ମାସ ୧୯ତାରିଖରେ ମାଲକାନଗିରି ଏସଓଜି ଯବାନମାନେ ମାଓବାଦୀ ବିରୋଧୀ ଅଭିଯାନ ନିମନ୍ତେ ତୁଳସୀ ପାହାଡ଼ ଅଭିମୁଖେ କୋମ୍ବିଂ ଅପରେଶନ ଆରମ୍ଭ କରିଥିଲେ । ତୁଳସୀ ପାହାଡ଼ ଅନ୍ତର୍ଗତ…
ଜଗନ୍ନାଥଙ୍କୁ ଚପଲ ପିନ୍ଧି ପୂଜାକଲେ ମାଲକାନଗିରି ଜିଲା ପରିଷଦ ଅଧ୍ୟକ୍ଷା
ମାଲକାନଗିରି,୨୦ା୧୦(ଡି.ଏନ.ଏ.): ଓଡ଼ିଆଙ୍କ ଆରାଧ୍ୟ ଦେବତା ସ୍ବୟଂ ଜଗନ୍ନାଥ ମହାପ୍ରଭୁଙ୍କୁ ମାଲକାନଗିରି ଜିଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲ ଅବମାନନା କରିଛନ୍ତି। ଏକ କାର୍ଯ୍ୟକ୍ରମରେ ସେ ଚପଲ ପିନ୍ଧି କାର୍ଯ୍ୟକ୍ରମକୁ ଧୂପ ଦେଇ ଉଦ୍ଘାଟନ କରି ପୂଜା କରିଛନ୍ତି। ଏହାକୁ ସବୁ କ୍ଷେତ୍ରରେ…
ଗଛ ତଳେ ଚାଲିଛି ଅଙ୍ଗନଓ୍ବାଡି କେନ୍ଦ୍ର
ମାଲକାନଗିରି,୧୯।୧୦(ଡି.ଏନ.ଏ.): ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନା କିପରି ଗ୍ରାମରେ ପହହଞ୍ଚତ୍ବ ଏବଂ ଲୋକେ ଉପକଅତ ହେବେ ସେଥିପାଇଁ ସରକାର ବହୁ ଅର୍ଥ ଖର୍ଚ୍ଚ କରିଥାନ୍ତି। ମାତ୍ର ସ୍ଥାନୀୟ କେତେକ ଅଧିକାରୀଙ୍କ ଅବହେଳା ଯୋଗୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ରଗେଇପୁସପାଲି ଗ୍ରାମରେ…
ସ୍ବାଭିମାନ ଅଞ୍ଚଳ ଜୁମଡ଼ାଙ୍ଗରେ ପହଞ୍ଚିଲା ଚିତ୍ରକୋଣ୍ଡା ବ୍ଲକ ପ୍ରଶାସନ
ଚିତ୍ରକୋଣ୍ଡା,୧୮।୧୦(ଡି.ଏନ୍.ଏ.): ଆନ୍ଧ୍ର ଓଡିଶା ସୀମାନ୍ତ ବର୍ତ୍ତୀ ଆଦିବାସୀ ବହୁଳ ଗାଁ ତଥା ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଧୂଳିପୁଟ ପଞ୍ଚାୟତର ଦୁର୍ଗମ ପାହାଡି ଜୁମଡାଙ୍ଗ ଗାଁରେ ପହଞ୍ଚିଛି ଚିତ୍ରକୋଣ୍ଡା ବ୍ଲକ ପ୍ରଶାସନ। କିଛି ଦିନ ପୂର୍ବ ଉକ୍ତ ଜୁମଡାଙ୍ଗ…
ଫାଇନାନ୍ସରେ ସ୍ବାମୀ ଫୋନ୍ କିଣି ଦେଇଥିବା ଜାଣି ବିଷ ପିଇଲେ ସ୍ତ୍ରୀ; ଚାଲିଗଲା ଜୀବନ
ମାଲକାନଗିରି,୧୮।୧୦(ଡି.ଏନ୍.ଏ.): ମୋବାଇଲ ପାଇଁ ଚାଲି ଗଲା ଜୀବନ। ଏପରି କିଛି ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲାରେ । ଜିଲା ଅନ୍ତର୍ଗତ ଏମ୍ପିଭି ୧୪ ଗ୍ରାମର ଜଣେ ବିବାହିତା ମୋବାଇଲ ଲାଗି ବିଷ ପିଇଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…
Archives


