ପୋଲିସ-ନକ୍ସଲ ଗୁଳିବିନିମୟ, ଏଏସ୍ଆଇ ଆହତ
ମାଲକାନଗିରି,୧୭ା୧୦(ଡି.ଏନ୍.ଏ.): ପୋଲିସ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ଜଣେ ଏଏସ୍ଆଇ ଆହତ ହୋଇଛନ୍ତି। ସୂଚନାନୁଯାୟୀ, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାର ତେରମ ଥାନା ଅଞ୍ଚଳରେ ଯବାନମାନେ କମ୍ବିଂ ଅପରେଶନ ସାରି ବେସ୍ କ୍ୟାମ୍ପକୁ ଫେରୁଥିବା ସମୟରେ ପୂର୍ବରୁ…
ବିଶ୍ୱ ମହିଳା ଫୁଟ୍ବଲ ଟୁର୍ନାମେଣ୍ଟ: ମ୍ୟାଚ୍ ଦେଖିବେ ସ୍ବାଭିମାନ ଅଞ୍ଚଳର ୫୦ ଛାତ୍ରୀଛାତ୍ର
ଚିତ୍ରକୋଣ୍ଡା,୧୬।୧୦(ଡି.ଏନ୍.ଏ): ମାଲକାନଗିରି ଜିଲା ଆଇଟିଡିଏ ଆନୁକୂଲ୍ୟରେ ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ୩ଟି ବିଦ୍ୟାଳୟରୁ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ହେଉଥିବା ବିଶ୍ୱ ମହିଳା ଫୁଟ୍ବଲ ଟୁର୍ନାମେଣ୍ଟ ଦେଖିବା ଲାଗି ରବିବାର ବାହାରିଛନ୍ତି। ଆଇଟିଡିଏ ସହଯୋଗରେ ଏହି ଛାତ୍ରୀଛାତ୍ର ଏକ…
ଘରବାଡ଼ି ପଟ୍ଟା ପାଇଁ ୬ ମାସ ଧରି ଧାରଣାରେ ବସିଛନ୍ତି ୭୦ରୁ ଊର୍ଦ୍ଧ୍ୱ ପରିବାର
ମାଲକାନଗିରି,୧୫ା୧୦(ଡି.ଏନ୍.ଏ.): ମାଲକାନଗିରି ପୌର ପରିଷଦ ଓ୍ବାର୍ଡ ନଂ. ୩ର ୭୦ରୁ ଊର୍ଦ୍ଧ୍ୱ ପରିବାର ଗତ ୬ ମାସ ଧରି ଘରବାଡ଼ି ପଟ୍ଟା ପାଇଁ ଧାରଣାରେ ବସିଛନ୍ତି। କିନ୍ତୁ ଏଯାବତ୍ ତାଙ୍କର କୌଣସି ସମାଧାନ ହୋଇ ପାରି ନ ଥିବା ଧାରଣାରେ ବସିଥିବା…
ହୋଟେଲ ରୁମ୍ରୁ ଗଞ୍ଜେଇ ଜବତ, ଜଣେ ଗିରଫ
ମାଲକାନଗିରି,୧୫ା୧୦(ଡି.ଏନ୍.ଏ.): ମାଲକାନଗିରି ଜିଲା ସଦର ମହକୁମା ଆଦର୍ଶ ଥାନା ପୋଲିସ ଏକ ହୋଟେଲରୁ ଗଞ୍ଜେଇ ଜବତ କରିବା ସହ ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛନ୍ତି। ସୂଚନାନୁଯାୟୀ, କୌଣସି ସୁତ୍ରରୁ ଖବର ପାଇ ଏସ୍.ଆଇ ପ୍ରଭାତ ଗୌଡ଼ ଓ ଅନ୍ୟ ପୋଲିସମାନେ…
୧୭ କିମି ଚାଲି ଦୁର୍ଗମ ଅଞ୍ଚଳରେ ପହଞ୍ଚିଲେ ବିଡିଓ
ଚିତ୍ରକୋଣ୍ଡା,୧୫।୧୦: ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅଧୀନ ୧୮ ପଞ୍ଚାୟତ ମଧ୍ୟରୁ ହାତଗଣତି ଦୁଇ ତିନୋଟି ପଞ୍ଚାୟତକୁ ଛାଡିଦେଲେ ଅନ୍ୟ ସମସ୍ତ ପଞ୍ଚାୟତ ସମେତ ଅନେକ ଗ୍ରାମ ଦୂରଦୂରାନ୍ତ ପାଣିଘେର, ବିଚ୍ଛିନ୍ନ ପାହାଡ଼ ପର୍ବତ, ଦୁର୍ଗମ ଉପାନ୍ତ ଇଲାକାରେ…
ଲୋପ ପାଇଯାଉଥିବା ବାଉଁଶର ଅଭିବୃଦ୍ଧି ଉପରେ ଗୁରୁତ୍ୱ
ମାଲକାନଗିର,୧୬।୧୦ (ଡି.ଏନ୍.ଏ.): ଅବକ୍ଷୟମୁଖୀ ବାଉଁଶ ଜଙ୍ଗଲର ପୁନରୁଦ୍ଧାର, ଗୋଷ୍ଠୀଗତ ଜଙ୍ଗଲ ଜମି ପଟ୍ଟାରେ ବାଉଁଶ ଚାଷ, ବାଉଁଶର ଉପଯୁକ୍ତ ବ୍ୟବହାର ସହ ବିକ୍ରି ସମ୍ପର୍କରେ ଏକ କର୍ମଶାଳା ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ସମନ୍ବିତ…
୨୨ ବର୍ଷ ପରେ ମା’ କୋଳକୁ ଫେରିଲେ ପୁଅ, ଗୁଗ୍ଲରେ ଲୋକେସନ ସର୍ଚ୍ଚ କରି ପହଞ୍ଚିଲେ ଗାଁରେ
ମାଲକାନଗିରି,୧୩ା୧୦(ଡି.ଏନ୍.ଏ.): ସଂସାରରେ ମା’ ଠାରୁ ବଡ଼ କେହି ନାହିଁ। ଯିଏ ଯେତେ ବଡ଼ ହେଉ ନା କାହିଁକି ମା’ କଥା ମନେ ପଡ଼ିଲେ କେହି ଅଟକାଇ ପାରିବେ ନାହିଁ। ସବୁ ବାଧାବିଘ୍ନକୁ ଏଡ଼ାଇ ନିଶ୍ଚିତ ଜଣେ ପୁଅ ଆସି ମା’ ପାଖରେ…
ମାଲକାନଗିରି-ଭଦ୍ରାଚଳମ୍ ରେଳଲାଇନ ସମ୍ପ୍ରସାରଣ କାମ ଆରମ୍ଭ ହେଉନି
ମାଲକାନଗିରି,୧୩ା୧୦ (ଡି.ଏନ୍.ଏ.): ଓଡ଼ିଶା ଏବଂ ତେଲଙ୍ଗାନା ସରକାରଙ୍କ ଦାବି ପରେ ଓଡ଼ିଶାର ମାଲକାନଗିରିଠାରୁ ତେଲଙ୍ଗାନାର ଭଦ୍ରାଚଳମ୍ ପର୍ଯ୍ୟନ୍ତ ରେଳଲାଇନ ସମ୍ପ୍ରସାରଣ ନିମନ୍ତେ ରେଲ୍ଓ୍ବେ ପକ୍ଷରୁ ବଜେଟରେ ୨୮୦୦ କୋଟି ଟଙ୍କା ମଞ୍ଜୁର ହୋଇଥିଲା। ତେଲଙ୍ଗାନା ପକ୍ଷରୁ ସର୍ଭେ କାମ ଆଗେଇଥିବାବେଳେ ଓଡ଼ିଶା…
ଦଶହରା ଛୁଟିରେ ଆସିଥିଲେ ମାମୁଘର: ଚାଲିଗଲା ଜୀବନ
ଏମ୍ଭି ୭୯,୯ା୧୦(ଡି.ଏନ୍.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ମାଲଭାରମ ପଞ୍ଚାୟତ ସାଡ଼ବାନପାଲି ଗ୍ରାମରେ ସାପ କାମୁଡ଼ାରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ବିଜୟ ମାଡ଼କାମୀ। ମିଳିଥିବା ସୂଚନା ମୁତାବକ, ତାଣ୍ଡବାଇ ପଞ୍ଚାୟତ କାଟନପାଲି ଗ୍ରାମର ଜଗା ମାଡ଼କାମୀଙ୍କ ପୁଅ…
୫ମ ସ୍ଥାନରେ ମାଲକାନଗିରିର ଦେବବ୍ରତ
ମାଲକାନଗିରି, ୮।୧୦ (ଡି.ଏନ.ଏ.): ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ ମାଲକାନଗିରିର ଦେବବ୍ରତ ମହାରଣା ପଞ୍ଚମ ସ୍ଥାନ ଅଧିକାର କରି ଜିଲାପାଇଁ ଗୌରବ ଆଣିଛନ୍ତି। ସେ ସଦର ମହକୁମା କୁମୁଟିଗୁଡାର ଅବସରପ୍ରାପ୍ତ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ରବିନ୍ଦ୍ର ମହାରଣାଙ୍କ ଜ୍ୟେଷ୍ଠପୁତ୍ର। କଠିନ…
୧୦ କି.ମି. ଭାରରେ ବୁହାହେଲେ ରୋଗୀ
ମାଥିଲି,୮ା୧୦(ଡି.ଏନ୍.ଏ.): ରାଜ୍ୟ ସରକାର ସବୁ ଗ୍ରାମକୁ ପକ୍କା ରାସ୍ତା ଯୋଗାଇ ଦେଉଥିବା କହୁଛନ୍ତି। ମାତ୍ର ଦୁର୍ଗମ ଅଞ୍ଚଳରେ ଏପରି ଗ୍ରାମ ରହିଛି, ସେଠାକୁ ଏଯାଏ ପକ୍କା ରାସ୍ତାଟିଏ ନାହିଁ। ଫଳରେ ଲୋକେ ଯାତାୟାତ ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…
ମହିଳାଙ୍କୁ ସ୍ବାବଲମ୍ବୀ କରୁଛି ଟସର
ମାଲକାନଗିରି,୮।୧୦(ଡି.ଏନ.ଏ.): ମହିଳାଙ୍କୁ କିପରି ଅଧିକ ସ୍ବାବଲମ୍ବୀ କରାଯିବ ଏବଂ ସେମାନେ ଆତ୍ମନିର୍ଭରଶୀଳ ହୋଇପାରିବେ ସେହି ଲକ୍ଷ୍ୟ ନେଇ ଓଡ଼ିଶା ଜୀବିକା ମିଶନ ଏବଂ ମିଶନ ଶକ୍ତିର ପ୍ରଚେଷ୍ଟାରେ ଉପାନ୍ତ ଅଞ୍ଚଳରେ ପ୍ରତିଷ୍ଠା ହୋଇଛି ଟସର ତାଲିମ କେନ୍ଦ୍ର। ମାଲକାନଗିରି ଜିଲା କାଲିମେଳା…
Archives


