ନଦୀରେ ଭାସିଯାଇ ମହିଳାଙ୍କ ଜୀବନ ଗଲା
କୋରୁକୋଣ୍ଡା,୧୦ା୯(ଡି.ଏନ୍.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ସୋମନାଥପୁର ପଞ୍ଚାୟତ ହାତିଆମ୍ବ ଗ୍ରାମର ଲାଛା ମୁଦୁଲିଙ୍କ ସ୍ତ୍ରୀ ଆଙ୍ଗ୍ରି ମୁଦୁଲି(୪୦)ଙ୍କ ଗ୍ରାମ ନିକଟ ନଦୀରେ ଭାସି ଯାଇ ମୃତ୍ୟୁ ଘଟିଛି। ସୂଚନା ମୁତାବକ ଜିଲାରେ ଲାଗି ରହିଥିବା ଲଗାଣ ବର୍ଷାରେ...
ତଥ୍ୟ ଦେବାକୁ ୨ ବିଡିଓଙ୍କୁ ଲୋକପାଳଙ୍କ ନିର୍ଦ୍ଦେଶ
ମାଲକାନଗିର, ୧୦।୯(ସ୍ବ.ପ୍ର./ଡି.ଏନ୍.ଏ.): ଏମ୍ଜିଏନ୍ଆରଇଜିଏସ୍ରେ ଜାଣିବାକୁ ଚାହୁଁଥିବା କାର୍ଯ୍ୟ ସମ୍ପର୍କରେ ତଥ୍ୟ ମାଗି ନିରାଶ ହେବା ପରେ ଆବେଦନକାରୀ ଲୋକପାଳଙ୍କ ଦ୍ୱାରସ୍ଥ ହୋଇଥିଲେ। ଲୋକପାଳ ମାମଲାକୁ ଗ୍ରହଣକରି ଆବେଦନକାରୀଙ୍କୁ ଶୀଘ୍ର ତଥ୍ୟ ଯୋଗାଇଦେବାକୁ ମାଲକାନଗିରି ଜିଲାର ୨ଜଣ ବିଡିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।...
ସପ୍ତାହକରେ ଗଲାଣି ୧୧ ଜୀବନ
ମାଲକାନଗିରି/ମାଥିଲି,୧୦।୯(ଡି.ଏନ.ଏ): ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଟେମୃପାଲି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗରେ ଗତ ସପ୍ତାହକ ମଧ୍ୟରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ମାଥିଲି ଉପଖଣ୍ଡ ଚିକିତ୍ସାଳୟରୁ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିବା...
ସପ୍ତାହକରେ ଗଲାଣି ୧୧ ଜୀବନ
ମାଲକାନଗିରି/ମାଥିଲି,୧୦ା୯(ଡି.ଏନ.ଏ): ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଟେମୃପାଲି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗରେ ଗତ ସପ୍ତାହକ ମଧ୍ୟରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ମାଥିଲି ଉପଖଣ୍ଡ ଚିକିତ୍ସାଳୟରୁ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିବା...
ମାଲକାନଗିରିରେ ଅଜଣା ରୋଗ: ସପ୍ତାହକରେ ଗଲାଣି ୧୧ ଜୀବନ
ମାଲକାନଗିରି/ମାଥିଲି,୯ା୯(ଡି.ଏନ୍.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅଧୀନ ଟେମୃପାଲି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗରେ ଗତ ସପ୍ତାହକ ମଧ୍ୟରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି । ଶୁକ୍ରବାର ମାଥିଲି ଉପଖଣ୍ଡ ଚିକିତ୍ସାଳୟରୁ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର...
ପୋଲିସ-ମାଓବାଦୀ ଗୁଳି ବିନିମୟ
ମାଲକାନଗିରି,୮।୯(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଗରିଆବନ୍ଧ ଜିଲାରେ ମାଓବାଦୀ ଦମନ ପାଇଁ ସର୍ଚ୍ଚ ଅପରେଶନ ଚାଲିଥିବା ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ବିପୁଳ ପରିମାଣରେ ମାଓବାଦୀ ସାମଗ୍ରୀ ଜବତ ହୋଇଛି। ମିଳିଥିବା...
ଖତ ହେଉଛି ସମବାୟ ବ୍ୟାଙ୍କର ଭ୍ରାମ୍ୟମାଣ ଶାଖା ଗାଡ଼ି
ମାଲକାନଗିରି, ୭।୯(ଡି.ଏନ୍.ଏ.): ମାଲକାନଗିରି ଜିଲାରେ କୃଷକମାନଙ୍କ ବିଭିନ୍ନ ସମସ୍ୟା ଦୂରକରିବା ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ସେଥିମଧ୍ୟରୁ କୃଷକମାନେ ଯେପରି ନିଜ ଗ୍ରାମରେ ଥାଇ ଚାଷ ସମ୍ପର୍କିତ ସମସ୍ତ ସୁବିଧା ପାଇପାରିବେ ସେଥିପାଇଁ ନାବାର୍ଡ ମାଧ୍ୟମରେ...
ପଦାରେ ପଡ଼ିଲା ବନ ବିଭାଗ ଚାରା ଦୁର୍ନୀତି
ମାଥିଲି, ୬।୯ (ଡି.ଏନ.ଏ.):ମାଲକାନଗିରି ଜିଲା ମାଥିଲି ବ୍ଲକରେ ବନ ବିଭାଗର ଚାରାରୋପଣରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ମାଥିଲି ବ୍ଲକର ଗୋଡିଆଳି ଗ୍ରାମର ଗୋଡିଆଳି ସଂରକ୍ଷିତ ଜଙ୍ଗଲରେ ଚଳିତ ବର୍ଷ ବନ ବିଭାଗ ୩୦ ହେକ୍ଟର ଜମିରେ ଚାରାରୋପଣ କରିଥିବା...
କିଡ୍ନୀ ବିକ୍ରି ଘଟଣାରେ ସ୍ବାମୀ ଗିରଫ
ମାଲକାନଗିରି,୪।୯(ଡି.ଏନ.ଏ.): ସ୍ତ୍ରୀଙ୍କ ଅଜାଣତରେ ତାଙ୍କ ସ୍ବାମୀ ତାଙ୍କ କିଡ୍ନୀ ବିକିଦେବା ଘଟଣାରେ ସମ୍ପୃକ୍ତ ସ୍ବାମୀଙ୍କୁ ମାଲକାନଗିରି ପୋଲିସ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ତାଙ୍କ ନାମ ପ୍ରଶାନ୍ତ କୁଣ୍ଡୁ। ଏହି ଘଟଣାରେ ଅଭିଯୋଗ ହେବା ପରେ ପୋଲିସ ଖୋଳତାଡ...
ଆଶ୍ରମ ବିଦ୍ୟାଳୟରେ ଛାତ୍ର ଅସନ୍ତୋଷ: ରାତିଅଧରେ ଡେଇଁଲେ ପାଚେରି
କୋରୁକୋଣ୍ଡା,୩।୯(ଡି.ଏନ୍.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ମାରିୱାଡା ଆଶ୍ରମ ବିଦ୍ୟାଳୟରେ ଦୀର୍ଘଦିନ ଧରି ଅବ୍ୟବସ୍ଥା ଲାଗି ରହିଛି। ଏ ନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ କିମ୍ବା ଜିଲା ମଙ୍ଗଳ ଅଧିକାରୀ କୃପାସିନ୍ଧୁ ବେହେରାଙ୍କୁ ଅନେକ ଥର ଜଣାଇଲେ ମଧ୍ୟ ସେମାନେ ଶୁଣୁ...
ନାଡପାଲି ଜଙ୍ଗଲରୁ ୨ ମାଓବାଦୀ ଗିରଫ
ମାଲକାନଗିରି,୨ା୯(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ପୋଲିସର ସର୍ଚ୍ଚ ଅପରେଶନ ବେଳେ ନାଡପାଲି ଜଙ୍ଗଲରୁ ୨ ଜଣ ମାଓବାଦୀ ଗିରଫ ହୋଇଛନ୍ତି। ସେମାନେ ହେଲେ କାକା କିସ୍ତା ଓ କଡତି ନରସ। ପୋଲିସ ଓ ସିଆରପିଏଫ୍ର ପକ୍ଷରୁ ଏହି...
ହଷ୍ଟେଲ ଛାଡୁଛନ୍ତି ଛାତ୍ରୀଛାତ୍ର
ମାଲକାନଗିରି, ୨ା୯(ଡି.ଏନ.ଏ.):ମାଲକାନଗିରି ଜିଲା ପଡିଆ ବ୍ଲକ କାଲଦାପାଲି ପଞ୍ଚାୟତ ଅନ୍ତର୍ଗତ କଲାଗଣ୍ଡାସ୍ଥିତ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳିତ ବିଦ୍ୟାଳୟରେ ଅଜଣା ରୋଗରେ ୨ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିଲା। ଏହାକୁ ନେଇ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ହଷ୍ଟେଲ ଛାଡି ଘରକୁ ଚାଲି ଯାଉଥିବା...
Archives


