ମାଲକାନଗିରି

ସ୍ବାଭିମାନ ଅଞ୍ଚଳରେ ମନ୍ତ୍ରୀ, ୭ ବିଦ୍ୟାଳୟର ହଷ୍ଟେଲ ଉଦ୍‌ଘାଟନ

ଚିତ୍ରକୋଣ୍ଡା,୨୧।୧୦(ଡି.ଏନ୍‌.ଏ): ମାଲକାନଗିରି ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ବିକାଶର ଆଉ ଏକ ଫର୍ଦ୍ଦ ଯୋଡ଼ି ହୋଇଛି। ସ୍ବାଭିମାନ ଅଞ୍ଚଳ ପାପରମେଟେଲା ପଞ୍ଚାୟତ ଯନ୍ତାପାଇକୁ ଶୁକ୍ରବାର ଆଇନ, ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଗସ୍ତ କରିଛନ୍ତି। ତାଙ୍କ ସହ…

୬୩ତମ ପୋଲିସ ଶହୀଦ ଦିବସ ପାଳିତ

ମାଲକାନଗିରି,୨୧।୧୦(ଡି.ଏନ.ଏ.): ମାଲକାନଗିରି ଜିଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟଠାରେ ଶୁକ୍ରବାର ୬୩ତମ ପୋଲିସ ଶହୀଦ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମାଲକାନଗିରି ଜିଲା ଆରକ୍ଷୀ ଅଧିକ୍ଷକଙ୍କ ସହ ଅନେକ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ । ଦେଶରେ ଶାନ୍ତିଶୃଙ୍ଖଳା ରକ୍ଷା କରିବାରେ…

କୋମ୍ବିଂ ଅପରେଶନ ବେଳେ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ

ମାଲକାନଗିରି,୨୧।୧୦(ଡି.ଏନ.ଏ.): ମାଲକାନଗିରି ଜିଲା ପୋଲିସକୁ ପୁଣି ଏକ ବଡ ସଫଳତା ମିଳିଛି। ଚଳିତ ମାସ ୧୯ତାରିଖରେ ମାଲକାନଗିରି ଏସଓଜି ଯବାନମାନେ ମାଓବାଦୀ ବିରୋଧୀ ଅଭିଯାନ ନିମନ୍ତେ ତୁଳସୀ ପାହାଡ଼ ଅଭିମୁଖେ କୋମ୍ବିଂ ଅପରେଶନ ଆରମ୍ଭ କରିଥିଲେ । ତୁଳସୀ ପାହାଡ଼ ଅନ୍ତର୍ଗତ…

ଜଗନ୍ନାଥଙ୍କୁ ଚପଲ ପିନ୍ଧି ପୂଜାକଲେ ମାଲକାନଗିରି ଜିଲା ପରିଷଦ ଅଧ୍ୟକ୍ଷା

ମାଲକାନଗିରି,୨୦ା୧୦(ଡି.ଏନ.ଏ.): ଓଡ଼ିଆଙ୍କ ଆରାଧ୍ୟ ଦେବତା ସ୍ବୟଂ ଜଗନ୍ନାଥ ମହାପ୍ରଭୁଙ୍କୁ ମାଲକାନଗିରି ଜିଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲ ଅବମାନନା କରିଛନ୍ତି। ଏକ କାର୍ଯ୍ୟକ୍ରମରେ ସେ ଚପଲ ପିନ୍ଧି କାର୍ଯ୍ୟକ୍ରମକୁ ଧୂପ ଦେଇ ଉଦ୍‌ଘାଟନ କରି ପୂଜା କରିଛନ୍ତି। ଏହାକୁ ସବୁ କ୍ଷେତ୍ରରେ…

ଗଛ ତଳେ ଚାଲିଛି ଅଙ୍ଗନଓ୍ବାଡି କେନ୍ଦ୍ର

ମାଲକାନଗିରି,୧୯।୧୦(ଡି.ଏନ.ଏ.): ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନା କିପରି ଗ୍ରାମରେ ପହହଞ୍ଚତ୍ବ ଏବଂ ଲୋକେ ଉପକଅତ ହେବେ ସେଥିପାଇଁ ସରକାର ବହୁ ଅର୍ଥ ଖର୍ଚ୍ଚ କରିଥାନ୍ତି। ମାତ୍ର ସ୍ଥାନୀୟ କେତେକ ଅଧିକାରୀଙ୍କ ଅବହେଳା ଯୋଗୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ରଗେଇପୁସପାଲି ଗ୍ରାମରେ…

ସ୍ବାଭିମାନ ଅଞ୍ଚଳ ଜୁମଡ଼ାଙ୍ଗରେ ପହଞ୍ଚିଲା ଚିତ୍ରକୋଣ୍ଡା ବ୍ଲକ ପ୍ରଶାସନ

ଚିତ୍ରକୋଣ୍ଡା,୧୮।୧୦(ଡି.ଏନ୍‌.ଏ.): ଆନ୍ଧ୍ର ଓଡିଶା ସୀମାନ୍ତ ବର୍ତ୍ତୀ ଆଦିବାସୀ ବହୁଳ ଗାଁ ତଥା ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଧୂଳିପୁଟ ପଞ୍ଚାୟତର ଦୁର୍ଗମ ପାହାଡି ଜୁମଡାଙ୍ଗ ଗାଁରେ ପହଞ୍ଚିଛି ଚିତ୍ରକୋଣ୍ଡା ବ୍ଲକ ପ୍ରଶାସନ। କିଛି ଦିନ ପୂର୍ବ ଉକ୍ତ ଜୁମଡାଙ୍ଗ…

ଫାଇନାନ୍ସରେ ସ୍ବାମୀ ଫୋନ୍‌ କିଣି ଦେଇଥିବା ଜାଣି ବିଷ ପିଇଲେ ସ୍ତ୍ରୀ; ଚାଲିଗଲା ଜୀବନ

ମାଲକାନଗିରି,୧୮।୧୦(ଡି.ଏନ୍‌.ଏ.): ମୋବାଇଲ ପାଇଁ ଚାଲି ଗଲା ଜୀବନ। ଏପରି କିଛି ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲାରେ । ଜିଲା ଅନ୍ତର୍ଗତ ଏମ୍‌ପିଭି ୧୪ ଗ୍ରାମର ଜଣେ ବିବାହିତା ମୋବାଇଲ ଲାଗି ବିଷ ପିଇଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

ପୋଲିସ-ନକ୍ସଲ ଗୁଳିବିନିମୟ, ଏଏସ୍‌ଆଇ ଆହତ

ମାଲକାନଗିରି,୧୭ା୧୦(ଡି.ଏନ୍‌.ଏ.): ପୋଲିସ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ଜଣେ ଏଏସ୍‌ଆଇ ଆହତ ହୋଇଛନ୍ତି। ସୂଚନାନୁଯାୟୀ, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାର ତେରମ ଥାନା ଅଞ୍ଚଳରେ ଯବାନମାନେ କମ୍ବିଂ ଅପରେଶନ ସାରି ବେସ୍‌ କ୍ୟାମ୍ପକୁ ଫେରୁଥିବା ସମୟରେ ପୂର୍ବରୁ…

ବିଶ୍ୱ ମହିଳା ଫୁଟ୍‌ବଲ ଟୁର୍ନାମେଣ୍ଟ: ମ୍ୟାଚ୍‌ ଦେଖିବେ ସ୍ବାଭିମାନ ଅଞ୍ଚଳର ୫୦ ଛାତ୍ରୀଛାତ୍ର

ଚିତ୍ରକୋଣ୍ଡା,୧୬।୧୦(ଡି.ଏନ୍‌.ଏ): ମାଲକାନଗିରି ଜିଲା ଆଇଟିଡିଏ ଆନୁକୂଲ୍ୟରେ ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ୩ଟି ବିଦ୍ୟାଳୟରୁ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ହେଉଥିବା ବିଶ୍ୱ ମହିଳା ଫୁଟ୍‌ବଲ ଟୁର୍ନାମେଣ୍ଟ ଦେଖିବା ଲାଗି ରବିବାର ବାହାରିଛନ୍ତି। ଆଇଟିଡିଏ ସହଯୋଗରେ ଏହି ଛାତ୍ରୀଛାତ୍ର ଏକ…

ଘରବାଡ଼ି ପଟ୍ଟା ପାଇଁ ୬ ମାସ ଧରି ଧାରଣାରେ ବସିଛନ୍ତି ୭୦ରୁ ଊର୍ଦ୍ଧ୍ୱ ପରିବାର

ମାଲକାନଗିରି,୧୫ା୧୦(ଡି.ଏନ୍‌.ଏ.): ମାଲକାନଗିରି ପୌର ପରିଷଦ ଓ୍ବାର୍ଡ ନଂ. ୩ର ୭୦ରୁ ଊର୍ଦ୍ଧ୍ୱ ପରିବାର ଗତ ୬ ମାସ ଧରି ଘରବାଡ଼ି ପଟ୍ଟା ପାଇଁ ଧାରଣାରେ ବସିଛନ୍ତି। କିନ୍ତୁ ଏଯାବତ୍‌ ତାଙ୍କର କୌଣସି ସମାଧାନ ହୋଇ ପାରି ନ ଥିବା ଧାରଣାରେ ବସିଥିବା…

ହୋଟେଲ ରୁମ୍‌ରୁ ଗଞ୍ଜେଇ ଜବତ, ଜଣେ ଗିରଫ

ମାଲକାନଗିରି,୧୫ା୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମା ଆଦର୍ଶ ଥାନା ପୋଲିସ ଏକ ହୋଟେଲରୁ ଗଞ୍ଜେଇ ଜବତ କରିବା ସହ ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛନ୍ତି। ସୂଚନାନୁଯାୟୀ, କୌଣସି ସୁତ୍ରରୁ ଖବର ପାଇ ଏସ୍‌.ଆଇ ପ୍ରଭାତ ଗୌଡ଼ ଓ ଅନ୍ୟ ପୋଲିସମାନେ…

୧୭ କିମି ଚାଲି ଦୁର୍ଗମ ଅଞ୍ଚଳରେ ପହଞ୍ଚିଲେ ବିଡିଓ

ଚିତ୍ରକୋଣ୍ଡା,୧୫।୧୦: ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅଧୀନ ୧୮ ପଞ୍ଚାୟତ ମଧ୍ୟରୁ ହାତଗଣତି ଦୁଇ ତିନୋଟି ପଞ୍ଚାୟତକୁ ଛାଡିଦେଲେ ଅନ୍ୟ ସମସ୍ତ ପଞ୍ଚାୟତ ସମେତ ଅନେକ ଗ୍ରାମ ଦୂରଦୂରାନ୍ତ ପାଣିଘେର, ବିଚ୍ଛିନ୍ନ ପାହାଡ଼ ପର୍ବତ, ଦୁର୍ଗମ ଉପାନ୍ତ ଇଲାକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?