ବିଦ୍ୟାଳୟ ପାଚେରି ନିର୍ମାଣରେ ଛାତ୍ରଙ୍କୁ ଲଗାଇଥିଲେ ଶିକ୍ଷକ, ଭିଡିଓ ହେଲା ଭାଇରାଲ
ମାଥିଲି/ମାଲକାନଗିରି, ୨୮ା୮(ଡି.ଏନ୍.ଏ.): କେନ୍ଦ୍ର ଏବଂ ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କ ଶିକ୍ଷାର ଉନ୍ନତି ସହ ବିଦ୍ୟାଳୟର ଭିତ୍ତିଭୂମି ସୁଦୃଢ଼ ପାଇଁ ବହୁ ଅର୍ଥ ଖର୍ଚ୍ଚ କରୁଛନ୍ତିି। ପିଲାମାନଙ୍କ ପାଇଁ ନୂତନ ବିଦ୍ୟାଳୟ ଗୃହ ନିର୍ମାଣଠାରୁ ଆରମ୍ଭକରି ବିଦ୍ୟାଳୟରେ ଶୁଦ୍ଧ ପାନୀୟ ଜଳ, ପାଠ୍ୟ…
ସାଇକେଲ ମରାମତି କରି ପରିବାର ଚଳାଉଛନ୍ତି ମଙ୍ଗଳୁ
ଦଶମନ୍ତପୁର, ୨୮ା୮( ଡି.ଏନ.ଏ.): ଶାରୀରିକ ଭିନ୍ନକ୍ଷମ ହୋଇ ମଧ୍ୟ ସେ ହାର ମାନିଯାଇନାହାନ୍ତି। କୌଣସି ସରକାରୀ ସହାୟତା ନ ପାଇ ମଧ୍ୟ ନିଜ ଗୋଡ଼ରେ ନିଜେ ଠିଆହେବାକୁ ସକ୍ଷମ ହୋଇଛନ୍ତି। ସେ ହେଉଛନ୍ତି ଏ. ମାଲକାନଗିରି ପଞ୍ଚାୟତର ମଙ୍ଗଳୁ ପାଇକ (୪୦)।…
ଟ୍ରକ୍ ଧକ୍କାରେ ପୂର୍ବତନ ବିଧାୟକ ଗୁରୁତର
କୋରାପୁଟ,୨୭ା୮(ସ୍ବ.ପ୍ର.): ମାଲକାନଗିରିର ପୂର୍ବତନ ବିଧାୟକ ନିମାଇଁ ସରକାର ଶନିବାର କୋରାପୁଟ ସହରରେ ଏକ ଟ୍ରକ୍ ଧକ୍କାରେ ଗୁରୁତର ହୋଇଥିବା ଜଣାପଡ଼ିଛି। ଆଜି ପୂର୍ବତନ ବିଧାୟକ ଓ ତାଙ୍କ ସାଙ୍ଗ ହେମା ରାଓ ମୋଟରସାଇକେଲ ଯୋଗେ ଓଏମ୍ପି ଯାଉଥିବାବେଳେ କୋରାପୁଟ ମ୍ୟୁନିସିପାଲିଟି କାର୍ଯ୍ୟାଳୟ…
ପୋଲିସ ଇନ୍ଫର୍ମର ସନ୍ଦେହରେ ଯୁବକଙ୍କ ଗଳାକାଟି ହତ୍ୟା
ମାଲକାନଗିରି,୨୭।୮(ସ୍ବ.ପ୍ର.): ମାଲକାନଗିରି ଛତିଶଗଡ଼ ସୀମାନ୍ତ ନାରାୟଣପୁର ଜିଲାରେ ପୁଣି ମାଓହିଂସା ଦେଖିବାକୁ ମିଳିଛି । ପୋଲିସ ଇନ୍ଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ଶୁକ୍ରବାର ମାଓବାଦୀ ହତ୍ୟା କରିଛନ୍ତି। ମୃତକ ହେଉଛନ୍ତି ଫରେଷ୍ଟଗାଓ ଥାନା ଅନ୍ତର୍ଗତ ଖଡ଼କାଗାଓ ଗ୍ରାମର ରାମଲାଲ ପୋଡ଼ାଇ। ବିଳମ୍ବିତ…
୨ ବାଇକ୍ ମୁହାଁମୁହିଁ: ପଛରୁ ଆସି ଚଢ଼ିଗଲା ଟ୍ରକ୍
ଏମ୍ଭି ୭୯,୨୬ା୮(ଡି.ଏନ.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ସୀମାନ୍ତ ମୋଟୁ ଥାନାଠାରୁ ପ୍ରାୟ ୨ କି.ମି. ଦୂର ୩୨୬ ନଂ. ଜାତୀୟ ରାଜପଥରେ ୨ ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ସମୟରେ ପଛପଟୁ ଆସୁଥିବା ଏକ ଟ୍ରକ ବାଇକ୍ ଉପରେ…
ପୁଣି ୧୫୦ କଇଁଛ ଜବତ
ମାଲକାନଗିରି/ଏମ୍ଭି-୭୯, ୨୬ା୮(ସ୍ବ.ପ୍ର./ଡି.ଏନ.ଏ.): କାଲିମେଳା ବନ ବିଭାଗ ପକ୍ଷରୁ ଗତ ଦୁଇ ଦିନ ତଳେ ୩୫୦ କଇଁଛ ଚୋରାଚାଲାଣ ବେଳେ ଜବତ କରାଯାଇଥିବା ବେଳେ ଗୁରୁବାର ଏମଭି-୭୯ ବନ ବିଭାଗ ପକ୍ଷରୁ ଚୋରାଚାଲାଣ ବେଳେ ୧୫୦ଟି ଜିଅନ୍ତା କଇଁଛ ଜବତ କରାଯାଇଛି। କଇଁଛ ଚୋରାଚାଲାଣ…
ଅବ୍ୟବସ୍ଥାରେ ଚାଲିଛି ଅଙ୍ଗନଓ୍ବାଡି କେନ୍ଦ୍ର
ମାଥିଲି,୨୬ା୮(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଟେମୁରୁପାଲି ପଞ୍ଚାୟତର ସର୍ଗିଗୁଡ଼ା ଗ୍ରାମର ଅଙ୍ଗନୱାଡି କେନ୍ଦ୍ର ବିଭିନ୍ନ ଅବ୍ୟବସ୍ଥାରେ ଚାଲୁଥିବା ଦେଖିବାକୁ ମିଳୁଛି। କେନ୍ଦ୍ର ପରିସରରେ ପାନୀୟ ଜଳ ପାଇଁ ନଳକୂପ ନାହିଁ। ପାଇଖାନା କି ବିଦ୍ୟୁତ୍ ବ୍ୟବସ୍ଥା ମଧ୍ୟ ନାହିଁ।…
ଡାକ୍ତରଖାନାରେ ପାଣି ନାହିଁ, ରୋଗୀଙ୍କ ଡାଏଲିସିସ୍ ବନ୍ଦ
ମାଲକାନଗିରି,୨୫।୮(ଡି.ଏନ୍.ଏ.): ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟରେ କିଛିଦିନ ହେଲା ପାଣିର ଅଭାବ ଦେଖାଦେଇଛି। ଫଳରେ କିଡ୍ନୀ ରୋଗୀଙ୍କ ସେବା ବାଧାପ୍ରାପ୍ତ ହୋଇଛି। ପରିସ୍ଥିତି ଏଭଳି ହୋଇଛି ଯେ, ଡାଏଲିସିସ୍ ପାଇଁ ଆସୁଥିବା ରୋଗୀଙ୍କୁ ସ୍ବାସ୍ଥ୍ୟ କର୍ମଚାରୀ ଫେରାଇ ଦେଉଛନ୍ତି। ସୂଚନା ଅନୁଯାୟୀ,…
ମିଛ କହି କିଡ୍ନୀ ବିକିଦେଲେ ସ୍ବାମୀ
ମାଲକାନଗିରି,୨୫ା୮(ଡି.ଏନ୍.ଏ./ସ୍ବ.ପ୍ର.): ମାଲକାନଗିରି ଜିଲାର ଜଣେ ମହିଳାଙ୍କ କିଡ୍ନୀକୁ ତାଙ୍କ ସ୍ବାମୀ ଛଳନା କରି ବିକ୍ରି କରିଦେଇଥିବା ଆଦର୍ଶ ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତା ଜଣକ ହେଲେ ମାଲକାନଗିରି ସଦର ବ୍ଲକ କତାମେଟା ଗ୍ରାମର ରଞ୍ଜିତା କୁଣ୍ଡୁ। ସେ ବୁଧବାର ଗଣମାଧ୍ୟମକୁ କହିଛନ୍ତି,…
୩୫୦ରୁ ଊର୍ଦ୍ଧ୍ୱ କଇଁଛ ଉଦ୍ଧାର
କାଲିମେଳା, ୨୪ା୮(ଡି.ଏନ.ଏ.): ଚୋରାରେ କଇଁଛ ବିକ୍ରି ଚାଲିଥିବା ବେଳେ ମାଲକାନଗିରି ଜିଲା କାଲିମେଳା ବନ ବିଭାଗ ଚଡାଉ କରି ବିପୁଳ ପରିମାଣର ଜିଅନ୍ତା କଇଁଛ ଜବତ କରିଛି l ଏହାର ଆନୁମାନିକ ବଜାର ମୂଲ୍ୟ ୨.୫ ଲକ୍ଷ ଟଙ୍କାରୁ ଊଦ୍ଧ୍ୱର୍ର୍ ହେବ…
ହସ୍ପିଟାଲରୁ ଉଦ୍ଧାର ହେଲା ଅଜଗର
ଚିତ୍ରକୋଣ୍ଡା,୨୩।୮(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟ ଷ୍ଟାଫ କ୍ୱାର୍ଟର୍ସ ପଛପଟୁ ସୋମବାର ରାତିରେ ଏକ ଅଜଗର ସାପ ଉଦ୍ଧାର କରାଯାଇଛି। ସାପଟି ରୁମ୍କୁ ପଶିବାକୁ ଚେଷ୍ଟା କରୁଥିବା ବେଳେ କର୍ମଚାରୀମାନେ ଦେଖିବାକୁ ପାଇଥିଲେ। ଏନେଇ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। କର୍ତ୍ତୃପକ୍ଷ…
ମୁଖ୍ୟ ସ୍ରୋତକୁ ଫେରିଲେ ୫ଶହ ମାଓବାଦୀ ସମର୍ଥକ, ଭାଙ୍ଗିଲେ ଶହୀଦ ସ୍ତମ୍ଭ
ଚିତ୍ରକୋଣ୍ଡା/ମାଲକାନଗିରି,୨୨।୮(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଗୁରୁପ୍ରିୟାଠାରେ ସୋମବାର ପୋଲିସ ପ୍ରଶାସନ ପକ୍ଷରୁ ଏକ ସ୍ବତନ୍ତ୍ର ଜନ ସମ୍ପର୍କ କାର୍ଯ୍ୟକ୍ରମ କରାଯାଇଥିଲା। ଏଥିରେ ସ୍ବାଭିମାନ ଅଞ୍ଚଳ ରାଲେଗା ଓ ଧୂଳିପୁଟ ପଞ୍ଚାୟତ ଅଞ୍ଚଳରୁ ୧୮୦ ମିଲେସିଆ ଏବଂ ୩୧୭ ଶହରୁ…
Archives


