ମାଲକାନଗିରି

ଅର୍ଥ ସାଜିଛି ପ୍ରତିବନ୍ଧକ, ପାର୍ବତୀଙ୍କ ପାଠପଢ଼ା ଅଧାରୁ ବନ୍ଦ

ବୈପାରିଗୁଡ଼ା,୧୬ା୯(ଡି.ଏନ୍‌.ଏ.): ଆଦିବାସୀ ଝିଅ ପାର୍ବତୀ ପୂଜାରୀ (୧୦)। ଘର ବୈପାରିଗୁଡ଼ା ବ୍ଲକ ମାଠପଡ଼ା ପଞ୍ଚାୟତର ବାଣୁଆଗୁଡ଼ା ଗ୍ରାମରେ । ଚଳିତ ବର୍ଷ ମାଠପଡ଼ା ପ୍ରାଥମିକ ବିଦ୍ୟାଳୟରେ ପଞ୍ଚମଶ୍ରେଣୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ସହାୟତା ନ ମିଳିବାରୁ ତାଙ୍କ ପାଠପଢ଼ାରେ ପ୍ରତିବନ୍ଧକ ସୃଷ୍ଟି ହୋଇଛି।…

ଡାକିଲେ, ଅସମ୍ମାନ କଲେ

ମାଲକାନଗିରି,୧୫ା୯ (ଡି.ଏନ୍‌.ଏ.): ଓଡ଼ିଶା ବିଧାନସଭା ଗୃହ ତଥା ସଦାଚାର କମିଟି ବୈଠକ ବୁଧବାର ମାଲକାନଗିରି ଜିଲା ଗସ୍ତ କରି ସମୀକ୍ଷା କରିଛନ୍ତି। ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜ୍ୟୋସ୍ନାମୟୀ ଆଚାର୍ଯ୍ୟ ଏହି ବୈଠକକୁ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଡାକିଥିଲେ। ବୈଠକର…

ଭାସିଯାଇଥିଲେ ନଦୀରେ: ୧୨ ଘଣ୍ଟା ପରେ ମିଳିଲା ମୃତଦେହ

ମାଲକାନଗିରି,୧୪।୯(ଡି.ଏନ୍‌.ଏ.): ନଦୀରେ ଭାସିଯାଇ ୩୫ ବର୍ଷୀୟ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମାଲକାନଗିରି ଜିଲା ମାଥିଲି ଥାନା ଅଞ୍ଚଳ କର୍ତ୍ତନପାଲି ପଞ୍ଚାୟତ ଉଦୟଗିରି ଗ୍ରାମର ମଙ୍ଗରାଜ ଭୂମିଆ। ମିଳିଥିବା ସୂଚନା ମୁତାବକ, ମଙ୍ଗଳବାର ଅପରାହ୍ନ ୩ଟାରେ ମଙ୍ଗରାଜ ସବେରୀ…

ଅଜଣା ରୋଗରେ ଛାତ୍ରଙ୍କ ମୃତ୍ୟୁ

ମାଥିଲି/ ମାଲକାନଗିରି,୧୪ା୯ (ଡି.ଏନ୍‌.ଏ.): ଗତ ଦୁଇ ସପ୍ତାହ ଧରି ମାଲକାନଗିରି ଜିଲା ମାଥିଲି ବ୍ଲକ ସାଲିମି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗ ବ୍ୟାପିଛି। ତେବେ ଏଥିରେ ୮ଜଣଙ୍କ ମୃତ୍ୟୁ ହୋଇଥିବା ସରକାରୀ ଭାବେ କୁହାଯାଉଥିବା ବେଳେ ପ୍ରକୃତରେ ୧୪ ଜଣଙ୍କ…

ଆନ୍ଧ୍ର-ମୋଟୁ ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି, ୧୩ା୯(ଡି.ଏନ.ଏ.):୪ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ ମାଲକାନଗିରି ଜିଲାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲାର ସିଲେରୁ, ସାବେରୀ, ପୋଟେରୁ କାଙ୍ଗୁରୁକୋଣ୍ଡା ସହ ଗୋଦାବରୀ ନଦୀରେ ଜଳସ୍ତର ବିପଦ ସଙ୍କେତ ଛୁଇଁଛି। ବର୍ଷା ପ୍ରଭାବରେ ମାଲକାନଗିରି ଜିଲାର…

ବୁଡ଼ିଲା ପୋଲ: ଆନ୍ଧ୍ର- ଓଡିଶା ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି,୧୨।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ୪ ଦିନ ଧରି ବର୍ଷା ଲାଗି ରହିଛି। ଲଗାଣ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲାର ସିଲେରୁ, ସାବେରୀ, ପୋଟେରୁ ଓ କାଙ୍କୁରୁକୋଣ୍ଡା ନଦୀରେ ଜଳସ୍ତର ବିପଦ ସଙ୍କେତ ଉପରେ ରହିଛି । ମୋଟୁ ସୀମାନ୍ତଠାରୁ ଦୁଇ…

ମା’ଙ୍କ ମୃତ୍ୟୁ ପରେ ନିରାଶ୍ରୟ ହୋଇଗଲେ ତିନି ଝିଅ

କୁଡୁମୁଲୁଗୁମ୍ମା,୧୨ା୯(ଡି.ଏନ.ଏ.): ମାଲାକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ରାସବେଡା ପଞ୍ଚାୟତର ତାଗାବେଡା ଗ୍ରାମରେ ଗୋଟିଏ ପରିବାରର ୩ ଭଉଣୀ ନିରାଶ୍ରୟ ହୋଇପଡିଛନ୍ତି। ସେମାନେ ପିଲାଟି ଦିନରୁ ବାପାଙ୍କୁ ହରାଇଥିବା ବେଳେ ଗତମାସରେ ମା’ ଛନକି ଶିଶାଙ୍କ ମୃତ୍ୟୁ ହୋଇଛି। ଫଳରେ ଏହି…

ମଦ, ବିଷାକ୍ତ ଖାଦ୍ୟ ନେଉଛି ଜୀବନ

ମାଥିଲି,୧୨ା୯ (ଡି.ଏନ.ଏ):ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ହଳଦୀକୁଣ୍ତ ଗ୍ରାମରେ ଦେଖାଦେଇଥିବା ଅଜଣା ରୋଗର କାରଣ ଏବେ ସ୍ପଷ୍ଟ ହୋଇଛି। ମଦ ଓ ବିଷାକ୍ତ ଖାଦ୍ୟ ଖାଇ ଲୋକେ ପ୍ରାଣ ହରାଉଥିବା ମାଥିଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ ଏନେଇ…

ନିର୍ମାଣ କାର୍ଯ୍ୟରେ ଛାତ୍ରଙ୍କୁ ନିୟୋଜିତ କରି ପ୍ରଧାନଶିକ୍ଷକ ନିଲମ୍ବିତ

ମାଲକାନଗିରି,୧୧ା୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଟେମୁରୁପାଥି ପଞ୍ଚାୟତ କଂସାରିପୁଟ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରମାନଙ୍କୁ ବିଦ୍ୟାଳୟର ଭାଙ୍ଗି ଯାଇଥିବା ପାଚେରି ନିର୍ମାଣ କାର୍ଯ୍ୟରେ ନିୟୋଜିତ କରିବା ପ୍ରଧାନ ଶିକ୍ଷକଙ୍କୁ ମହଙ୍ଗା ପଡ଼ିଛି। ଏଥିଲାଗି ସେଠାକାର ପ୍ରଧାନ ଶିକ୍ଷକ ପୁରୁଷୋତ୍ତମ ବେହେରାଙ୍କୁ…

କମୁନି କଇଁଛ ଚୋରାଚାଲାଣ

ଏମ୍‌ଭି ୭୯,୧୧ା୯(ଡି.ଏନ.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ମୋଟୁ ଅଞ୍ଚଳରୁ କଇଁଛ ଚୋରାଚାଲାଣ କମିବା ନାଁ ଧରୁନି। ପୂର୍ବରୁ ୨ ଥର ବନ ବିଭାଗ ଚଢ଼ାଉ କରି ଯଥାକ୍ରମେ ୩୫୦ ଓ ୧୫୦ଟି କଇଁଛ ଜବତ କରିଥିବା ବେଳେ ଶନିବାର…

ଅଜଣା ରୋଗ: ଆଉ ଜଣଙ୍କର ମୃତ୍ୟୁ

ମାଲକାନଗିରି/ମାଥିଲି,୧୧ା୯(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ହଳଦୀକୁଣ୍ତ ଗ୍ରାମରେ ଦେଖାଦେଇଥିବା ଅଜଣା ରୋଗରେ ଶନିବାର ଜଣକର ମୃତ୍ୟୁ ହୋଇଛି। ଫଳରେ ମୃତ୍ୟୁସଂଖ୍ୟା ୧୨ ରେ ପହଞ୍ଚତ୍ଛି। ମୃତକ ହେଲେ ହଳଦୀକୁଣ୍ତ ଗ୍ରାମର ଆଇତା ମାଡକାମୀ। କିଛି ଦିନ ତଳେ ଆଇତାଙ୍କ…

ନଦୀରେ ଭାସିଯାଇ ମହିଳାଙ୍କ ଜୀବନ ଗଲା

କୋରୁକୋଣ୍ଡା,୧୦ା୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ସୋମନାଥପୁର ପଞ୍ଚାୟତ ହାତିଆମ୍ବ ଗ୍ରାମର ଲାଛା ମୁଦୁଲିଙ୍କ ସ୍ତ୍ରୀ ଆଙ୍ଗ୍ରି ମୁଦୁଲି(୪୦)ଙ୍କ ଗ୍ରାମ ନିକଟ ନଦୀରେ ଭାସି ଯାଇ ମୃତ୍ୟୁ ଘଟିଛି। ସୂଚନା ମୁତାବକ ଜିଲାରେ ଲାଗି ରହିଥିବା ଲଗାଣ ବର୍ଷାରେ ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?