ମାଲକାନଗିରିରେ ଚାଞ୍ଚଲ୍ୟ: ଘରୁ ଟଙ୍କା ଚୋରି କରୁଥିଲେ ବୋହୂ, ଶାଶୁ ଦେଖିଦେବାରୁ ଘଟାଇଲେ ଏମିତି କାଣ୍ଡ…
ମାଲକାନଗିରି,୫ା୫(ଦୁର୍ଯ୍ୟୋଧନ ପାତ୍ର)- ଟଙ୍କା ଚୋରି କରୁଥିବା ଶାଶୁ ଜାଣିପାରିବାରୁ ବୋହୂ ଶାଶୁଙ୍କ ଦେହରେ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। ଏପରି ଘଟଣା ମାଲକାନଗିରି ଥାନା ଅନ୍ତର୍ଗତ ଏମ୍ଭି ୧୮ ଗ୍ରାମରେ ଗତ ୨୭ ତାରିଖରେ ଘଟିଛି। ଏ ସମ୍ପର୍କରେ ରେଣୁକା ବୈଦ୍ୟଙ୍କ…
୨ ଯାଆଁଳା ଭାଇ ମାଲକାନଗିରି ଜିଲା ଟପ୍ପର
ମାଲକାନଗିରି/ଏମ୍ଭି ୭୯, ୩ା୫(ଦୁର୍ଯ୍ୟୋଧନ ପାତ୍ର/ଭିକି ବାରିକ): ମାଟ୍ରିକ୍ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଦୁଇ ଯାଆଁଳା ଭାଇ ସମାନ ନମ୍ବର ରଖି ମାଲକାନଗିରି ଜିଲା ଟପ୍ପର ହୋଇଛନ୍ତି। କାଲିମେଳା ବ୍ଲକ୍ ଏମ୍.ଭି. ୭୯ସ୍ଥିତ ସାବେରୀ ଉଚ୍ଚ ବିଦ୍ୟାଳୟରେ ମୋହନ ଲେଙ୍କାଙ୍କ ଦୁଇ…
ବିଜାପୁର ମାଓବାଦୀ ସଂଗଠନକୁ ବଡ଼ ଧକ୍କା
ମାଲକାନଗିରି,୨୮ା୪: ଛତିଶଗଡ଼ ବିଜାପୁରରେ ୨୪ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଛତିଶଗଡ଼ରେ ମାଓବାଦୀ ଦମନ ଅଭିଯାନ ଜୋର୍ଦାରରେ ଚାଲିଥିବା ବେଳେ ଅନେକ ପୋଲିସ ଗୁଳିରେ ନିହତ ହୋଇଛନ୍ତି। ଏହି କ୍ରମରେ ପଶ୍ଚିମ ବସ୍ତର ଡିଭିଜନର ୨୪ ମାଓବାଦୀ ସଙ୍ଗଠନ ଛାଡ଼ି ପୋଲିସ ନିକଟରେ…
ରଶି ଲଗାଇ ଜୀବନ ହାରିଲେ ନାବାଳିକା: ଗର୍ଭବତୀ ଥିବା ସନ୍ଦେହ
ପଡିଆ,୨୪ା୪ (ଭାସ୍କର ରାଓ): ରଶି ଲଗାଇ ଜଣେ ନାବାଳିକା ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଥିଲେ। ଏପରି ଏକ ଘଟଣା ଦେଖିବାକୁ ମିଳିଛି ଏମଭି ୭୯ ଥାନା ଶିମିଳି ବାଞ୍ଛା ପଞ୍ଚାୟତ ଅଞ୍ଚଳରେ। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ. ୩/୨୫)…
ଗର୍ଭପାତ ନ କରିବାରୁ ପ୍ରେମିକାଙ୍କୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ ପ୍ରେମିକ
ମାଲକାନଗିରି,୨୧ା୪(ଗୌରୀଶଙ୍କର ପଣ୍ଡା): ଗତ ଏପ୍ରିଲ ୧୨ରେ ମାଲକାନଗିରି ବ୍ଲକ ରେଙ୍ଗାବନ୍ଧ ଗ୍ରାମ ନିକଟ ଜଙ୍ଗଲରେ ଜଣେ ଯୁବତୀଙ୍କ ଗଳିତ ମୃତଦେହ ଜବତ ଘଟଣାରେ ପୋଲିସ ତଦନ୍ତ କରିଥିଲା। ପରେ ଘଟଣାର ପର୍ଦ୍ଦାଫାଶ କରିବା ସହ ଏଥିରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ରବିବାର…
ପୋଲିସ ଏନକାଉଣ୍ଟରରେ ଗଡ଼ିଲା ଦୁଇ ଟପ୍ କ୍ୟାଡର ମାଓବାଦୀଙ୍କ ମୁଣ୍ଡ : ୧୩ ଲକ୍ଷର ଥିଲା
ମାଲକାନଗିରି,୧୬।୪(ଦୁର୍ଯ୍ୟୋଧନ ପାତ୍ର): ପୁଣି ପୋଲିସ ଏନକାଉଣ୍ଟରରେ ଦୁଇ ଟପ୍ କ୍ୟାଡର ମାଓବାଦୀଙ୍କ ମୁଣ୍ଡ ଗଡ଼ିଛି। ଛତିଶଗଡ଼ର କୋଣ୍ଡାଗାଓଁ ଜିଲାର କିଲମ ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ପୋଲିସ ଏନକାଉଣ୍ଟରରେ ନିହତ ହୋଇଥିବା ମାଓବାଦୀ ପୁର୍ବ ବସ୍ତର ସଙ୍ଗଠନର…
ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଟଳିଲେ ୨ ହାର୍ଡକୋର ମାଓବାଦୀ
ମାଲକାନଗିରି,୧୨ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ପୋଲିସକୁ ବଡ଼ ସଫଳତା ମିଳିଛି। ଦାନ୍ତଓ୍ବୋଡା ଏବଂ ବିଜାପୁର ସୀମାନ୍ତ ଇନ୍ଦ୍ରାବତୀ ଜଙ୍ଗଲରେ ପୋଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର ମାଓବାଦୀ ନିହତ। ଏବେବି ଗୁଳିବିନିମୟ ଜାରି ରହିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଅଧିକ ମାଓବାଦୀ…
କାଳବୈଶାଖୀ ପ୍ରଭାବରେ ବର୍ଷା: ଲିଭିଲା ଜଙ୍ଗଲ ନିଆଁ
ମାଲକାନଗିରି,୧୧।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କକାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ବନାଞ୍ଚଳରେ ଜଙ୍ଗଲରେ ଲାଗିଥିବା ନିଆଁ ଲିଭିଯାଇଛି । ଫଳରେ ବନ କର୍ମଚାରୀ ଏବଂ କ୍ଷେତ୍ର କର୍ମଚାରୀ ମାନେ ଆଶ୍ୱସ୍ତ ଲାଭ କରିଛନ୍ତି।…
କାର୍ଯ୍ୟକଳାପରେ ଅସନ୍ତୋଷ: ପଡ଼ିଆ ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା
ମାଲକାନଗିରି,୫।୪ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡିଆ ବ୍ଲକରେ ଦୀର୍ଘ ଦିନ ଧରି ବ୍ଲକ୍ ଅଧ୍ୟକ୍ଷାଙ୍କ ବିରୋଧରେ ସମିତି ସଭ୍ୟଙ୍କ ବିକ୍ଷୋଭ ଚାଲିଥିବା ବେଳେ ଶୁକ୍ରବାର ଏହାର ଅବସାନ ଘଟିଛି। ୮ ଜଣ ସମିତି ସଭ୍ୟଙ୍କ ମଧ୍ୟରୁ ୭ ଜଣ ଶୁକ୍ରବାର…
ପୋଲିସ ସହ ଗୁଳି ବିନିମୟରେ ମହିଳା ମାଓବାଦୀ ମୃତ
ମାଲକାନଗିରି,୩୧ା୩(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଓ ବିଜାପୁର ଜିଲା ସୀମାନ୍ତରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ହୋଇଛି। କୋମ୍ବିଂ ଅପରେଶନ ଜାରି ରହିଛି, ଅଧିକ ମାଓବାଦୀଙ୍କ ମୃତଦେହ ମିଳିପାରେ ବୋଲି…
ସୁକ୍ମା ଏନ୍କାଉଣ୍ଟର: ୧୮ ମାଓବାଦୀ ନିହତ
ମାଲକାନଗିରି, ୩୦ା୩(ଦୁର୍ଯ୍ୟୋଧନ ପାତ୍ର), ସୁକମା (ପି.ଟି.):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକ୍ମା ଜିଲା ଅଧୀନ କେରାଲପାଲ ଜଙ୍ଗଲରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଶନିବାର ସକାଳେ ଗୁଳି ବିନିମୟ ଘଟିଛି। ସୁରକ୍ଷା କର୍ମୀଙ୍କ ଗୁଳିରେ ୧୭ ମାଓବାଦୀ ନିହତ ହୋଇଛନ୍ତି।…
ବିଧାନସଭା ଘେରିଲେ ରାଜ୍ୟ ରଙ୍ଗତୂଳୀ କଳାକାର
ମାଲକାନଗିରି,୨୯ା୩: ଅଲ୍ ଓଡିଶା ପେଣ୍ଟିଂ ଆର୍ଟିଷ୍ଟ ଓ୍ବାର୍କର୍ସ ଆସୋସିଏଶନ ପକ୍ଷରୁ ୧୦ ଦଫା ଦାବି ନେଇ ରଜ୍ୟର ରଙ୍ଗତୂଳୀ କଳାକାରଙ୍କ ଏକ ବିରାଟ ଶୋଭାଯାତ୍ରା ରାଜମହଲ ଛକଠାରୁ ବାହାରି ବିଧାନସଭା ଧାରଣା ସ୍ଥଳ ନିକଟରେ ପହଞ୍ଚିଛି। ରଙ୍ଗତୂଳୀ ଦ୍ୱାରା ପାରମ୍ପରିକ ପଦ୍ଧତିରେ…
Archives


