ବାପା, ପ୍ରେମିକ ସହ ମିଶି ଯୁବକଙ୍କୁ ହତ୍ୟା କଲେ ପ୍ରେମିକା! ତ୍ରିକୋଣୀୟ ପ୍ରେମ ବ୍ୟାପାରକୁ ନେଇ…
ମାଲକାନଗିରି,୧୮ା୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ଥାନା କତାପାଲ୍ଲୀ ପଞ୍ଚାୟତ ବଡାଗୁଡା ଗ୍ରାମ ନିକଟ କ୍ରସର ନିକଟ ଏକ ପୋଖରୀରୁ ଉଦ୍ଧାର ହୋଇଥିବା ମୃତଦେହ ଘଟଣାରେ ୩ଜଣଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ଅଭିଯୁକ୍ତମାନେ ହେଲେ ବିନୋଦ କୁମାର, ଶଙ୍କର ଇଣ୍ଡିଆ, ସାଗର…
ଭାଜପା କର୍ମୀଙ୍କୁ ବାରମ୍ବାର ଆସୁଥିଲା ଧମକ: ଶେଷରେ ଘରୁ ଡାକିନେଇ…
ମାଲକାନଗିରି,୧୪।୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁରରେ ପୁଣି ମାଓବାଦୀ ସକ୍ରିୟ ହୋଇଛନ୍ତି।ଘରୁ ଡାକି ନେଇ ଭାଜପା କର୍ମୀଙ୍କୁ ହତ୍ୟା କରାଯାଇଛି। ପୋଲିସ ଇନ୍ଫର୍ମର ସନ୍ଦେହରେ ଭାଜପା କର୍ମୀଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ସତ୍ୟମ ପୁନେମ, ସେ ବିଜାପୁରରେ ଭାଜପାର ମଣ୍ଡଳସ୍ତରୀୟ କର୍ମୀ।…
ଧୋକା ଦେଲେ BSF ଯବାନ: ନ୍ୟାୟ ପାଇଁ ଶ୍ୱଶୁର ଘର ଆଗରେ ବସିଲେ ସ୍ତ୍ରୀ
କାଲିମେଳା,୧୪।୧୦(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ନଲାଗଣ୍ଠି ପଞ୍ଚୟତ ଏମ.ଭି ୭୨ ଗାଁରେ ସ୍ତ୍ରୀ ନିଜ ଅଧିକାର ପାଇ ସ୍ବାାମୀ ଘର ଆଗରେ ଧାରଣା ଦେଇଛନ୍ତି। ଏହି ଘଟଣା ଏବେ ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି…
ମୋବାଇଲ ଧରିବାକୁ ମନା କଲେ ବାପା, ରାଗିଯାଇ ଚରମ ନିଷ୍ପତ୍ତି ନେଲେ ନାବାଳିକା
ମାଲକାନଗିରି/ଖଇରପୁଟ,୮ା୧୦(ଦୁର୍ଯ୍ୟୋଧନ ପାତ୍ର/ଜଗନ୍ନାଥ ମାଝି): ବୟସ ମାତ୍ର ୧୦ ବର୍ଷ। ଜୀବନ କ’ଣ ଭଲ ଭାବେ ଜାଣିନାହାନ୍ତି। ମୋବାଇଲ ଦେଖିବାକୁ ଜିଦ୍ ଧରିଲେ। ବାପା ମନା କରିବାରୁ ଏଥିରେ ଉତ୍କ୍ଷିପ୍ତ ହୋଇ ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଲେ। ଏଭଳି ଏକ ସମ୍ବେଦନଶୀଳ…
ଭାଜପାରେ ମିଶିଲେ କଂଗ୍ରେସ, ବିଜେଡି କର୍ମୀ
ମାଲକାନଗିରି,୪।୧୦(ଦୁର୍ଯ୍ୟୋଧନ ପାତ୍ର): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶନିବାର ମାଲକାନଗିରି ଦିନିକିଆ ଗସ୍ତରେ ଆସିଛନ୍ତି। ଏହି ଅବସରରେ ଭାଜପା ଜିଲା ସଭାପତି ଅଶୋକ କୁମାର ପରିଡାଙ୍କ ଅଧ୍ୟକ୍ଷତାରେ ମାଲକାନଗିରି ଜିଲା ଭାଜପା କାର୍ଯ୍ୟାଳୟଠାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…
ପ୍ରବଳ ବର୍ଷା: ଏହି ଜିଲାରେ ଆଜି ସମସ୍ତ ସ୍କୁଲ ଛୁଟି ଘୋଷଣା
ମାଲକାନଗିରି,୨୬।୯: ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲାର ସମସ୍ତ ସ୍କୁଲକୁ ଶୁକ୍ରବାର ଛୁଟି ଘୋଷଣା କରାଯାଇଛି। ଫଳରେ ମାଲକାନଗିରି ଜିଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରହିବ। କିନ୍ତୁ…
ପ୍ରେମରେ ମିଳିଲା ଧୋକା, ବିଏସ୍ସି ନର୍ସିଂ ଛାତ୍ରୀଙ୍କ ଆତ୍ମହତ୍ୟା
ମାଲକାନଗିରି,୨୫।୯: ମାଲକାନଗିରି ଜିଲାର ଏମ୍ଭି-୧୩ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ପ୍ରେମରେ ପ୍ରତାରଣାର ଶିକାର ହୋଇ ଜଣେ ୨୧ ବର୍ଷୀୟ ବିଏସ୍ସି ନର୍ସିଂ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତ ଛାତ୍ରୀ ଜଣଙ୍କ ମାଲକାନଗିରି ଥାନା ଅନ୍ତର୍ଗତ ଏମ୍ଭି-୩୬ ଗ୍ରାମର ବାସିନ୍ଦା…
ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ହେଡ୍କ୍ୱାର୍ଟର୍ସ ନ ଛାଡ଼ିବାକୁ କଡ଼ା ନିର୍ଦ୍ଦେଶ
ମାଲକାନଗିରି,୨୪ା୯: ମାଲକାନଗିରି ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ଜିଲା ପ୍ରଶାସନ। ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲାପାଳ ଏହି ଛୁଟି ବାତିଲ କରିଛନ୍ତି। ଏହି…
ବ୍ୟବସାୟୀଙ୍କୁ ଅପହରଣ କରି ଲୁଟି ନେଇଥିଲେ ଟଙ୍କା: ଧରାପଡ଼ିଲେ ମହିଳା କନ୍ଷ୍ଟେବଳ
ମାଲକାନଗିରି,୨୨।୯(ଦୁର୍ଯ୍ୟୋଧନ ପାତ୍ର): କର୍ନାଟକର ଜଣେ ବ୍ୟବସାୟୀଙ୍କୁ ଅପହରଣ ଏବଂ ଲୁଟ୍ ମାମଲାରେ ମାଲକାନଗିରି ପୋଲିସ ଜଣେ ମହିଳା କନ୍ଷ୍ଟେବଲଙ୍କ ସମେତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମାଲକାନଗିରି ଜିଲା ଓର୍କେଲ ଥାନାର କନ୍ଷ୍ଟେବଲ…
ଗୁରୁଦିବସରେ ଦିଲ୍ଲୀରେ ଓଡ଼ିଶାର ୨ ଶିକ୍ଷକଙ୍କୁ ମିଳିଲା ଜାତୀୟ ଶିକ୍ଷକ ସମ୍ମାନ
ନୂଆଦିଲ୍ଲୀ/ଭୁବନେଶ୍ୱର,୫ା୯: ଆଜି ପବିତ୍ର ଗୁରୁଦିବସ ଅବସରରେ ଦିଲ୍ଲୀ ବିଜ୍ଞାନ ଭବନରେ ଜାତୀୟ ଶିକ୍ଷକ ସମ୍ମାନ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ୪୫ ଶିକ୍ଷକଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିରେ ଓଡ଼ିଶାର ୨ ଜଣ ଶିକ୍ଷକଙ୍କୁ ମିଳିଛି…
ସୀମାନ୍ତରୁ ଗିରଫ ହେଲେ ୧୬ ମାଓବାଦୀ
ମାଲକାନଗିରି,୩ା୯(ଦୁର୍ଯ୍ୟୋଧନ): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାର ସିଆର୍ପିଏଫ୍, କୋବ୍ରା ବାହିନୀ ମିଳିତ ଭାବେ ମାଓବାଦୀ ଦମନ କାର୍ଯ୍ୟକ୍ରମରେ ସର୍ଚ୍ଚ ଅପରେଶନରେ ବାହାରିଥିବାବେଳେ ବାସାଗୁଡ଼ା ଥାନା ଅଞ୍ଚଳରୁ ଦୁଇଜଣ, ଗଙ୍ଗାଲୁର ଥାନା ଅଞ୍ଚଳରୁ ୬ ଜଣ, ଜଙ୍ଗଲା ଥାନା ଅଞ୍ଚଳରୁ…
ଲଘୁଚାପ ବର୍ଷାରେ ବେହାଲ କାଲିମେଳା ଅଞ୍ଚଳ: ଯୋଗାଯୋଗ ବିଚ୍ଛିନ୍ନ
କାଲିମେଳା, ୨/୯(ଜୀବନ କୃଷ୍ଣ ଦାସ): ମାଲାକାନଗିରି ଜିଲାରେ ଲଘୁଚାପ ବର୍ଷା ପାଇଁ ଅରେଞ୍ଜ ୱାର୍ନିିଂ ପାଣିପାଗ ବିଭାଗ ଘୋଷାଣା କରିଥିବା ବେଳେ ତେବେ ରାତି ତମାମ ଲଗାଣ ବର୍ଷା ଜାରି ରହିଛି। ଫଳରେ ୩୨୬ ଜାତୀୟ ରାଜପଥ ଉପରେ ଥିବା କାଙ୍ଗରକୋଣ୍ଡା…

