ମାଲକାନଗିରି

ବଣ୍ଡାଘାଟିରେ ଖୋଲାଆକାଶ ତଳେ ସ୍କୁଲ

ମାଲକାନଗିରି,୨୮।୬(ଡି.ଏନ୍‌.ଏ.):ଶିକ୍ଷା ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ୫-ଟି ଅଧୀନରେ ହାଇସ୍କୁଲଗୁଡ଼ିକର ବିକାଶ ମଧ୍ୟ କରୁଛନ୍ତି। ହେଲେ ଉପାନ୍ତ ଆଦିବାସୀ ଅଞ୍ଚଳରେ ପ୍ରାଥମିକ ସ୍କୁଲ ଖୋଲା ଆକାଶ ତଳେ ଚାଲିଛି। ମାଲକାନଗିରି ଜିଲା ଖଇରପୁଟ ବ୍ଲକ ମୁଦୁଲିପଡ଼ାସ୍ଥିତ…

ସୀମାନ୍ତରୁ ଧରାପଡିଲେ ୫ ମାଓବାଦୀ

ମାଲକାନଗିରି,୨୪ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡରେ ପୋଲିସ ଏବଂ ସିଆରପିଏଫ-୧୫୧ବାଟାଲିୟନ ପକ୍ଷରୁ ସର୍ଚ୍ଚ ଅପରେଶନ ବେଳେ ଜାରପାଲି ଜଙ୍ଗଲରୁ ୫ ଜଣ ମାଓବାଦୀ ଧରାପଡିଛନ୍ତି। ସେମାନଙ୍କ ମଧ୍ୟରେ ୨ ଜଣ ନାବାଳକ ଥିବା ଜଣାପଡିଛି। ଅନ୍ୟ ୩ ଜଣ ହେଲେ କୁଞ୍ଜାମ…

ଥାନାରେ କଂଗ୍ରେସକର୍ମୀଙ୍କ ଭଙ୍ଗାରୁଜା

ଚିତ୍ରକୋଣ୍ଡା,୨୦।୬: ମାଲକାନଗିରି ପ୍ରଦେଶ କଂଗ୍ରେସ ନେତୃ୍‌ତ୍ୱରେ ଚିତ୍ରକୋଣ୍ଡାରେ ସୋମବାର ୧୮ଟି ପଞ୍ଚାୟତର ୫ ହଜାରରୁ ଊର୍ଦ୍ଧ୍ୱ ଆଦିବାସୀ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଏକାଠି ହୋଇଥିଲେ। ଏଥିରେ ମାଲକାନଗିରି ଜିଲା ସଭାପତି ଗୋବିନ୍ଦ ପାତ୍ର, ଯୁବ ସଭାପତି ମଙ୍ଗୁ ଖିଲ, ବରିଷ୍ଠ କଂଗ୍ରେସ…

ମାଓବାଦୀଙ୍କ ବର୍ବରତା: ଭିନ୍ନକ୍ଷମ ଯୁବକଙ୍କୁ ହତ୍ୟା

ମାଲକାନଗିରି,୧୯ା୬ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ମାଓବାଦୀଙ୍କ ବର୍ବରତା ଦେଖିବାକୁ ମିଳିଛି। କଣ୍ଡାଗାଁ ଜିଲା ମର୍ଦାପାଲ ଥାନା ଅନ୍ତର୍ଗତ ଖଡ଼ଖଡ଼ି ଗ୍ରାମରେ ଜଣେ ଭିନ୍ନକ୍ଷମ ଯୁବକଙ୍କୁ ମାଓବାଦୀମାନେ ଶନିବାର ରାତିରେ ହତ୍ୟା କରିଛନ୍ତି। ତାଙ୍କ ନାମ ରାମୁ ବୋଲି ଜଣାପଡ଼ିଛି।…

ଜବରଦଖଲ କରି ରହୁଥିବା ୨୬ ବ୍ୟକ୍ତିଙ୍କୁ ମିଳିଲା ପଟ୍ଟା

ମାଲକାନଗିରି,୧୯ ।୬ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାରେ ୫୦୦ରୁ ଊର୍ଦ୍ଧ୍ୱ ପରିବାର ଦୀର୍ଘ ବର୍ଷ ଧରି ଗ୍ରାମକଣ୍ଠ ପରମବୋକ କିସମ ଜମିରେ ଘର କରି ବସବାସ କରି ଆସୁଥିଲେ। ସେମାନଙ୍କୁ ସ୍ଥାୟୀ ପଟ୍ଟା ଦେବାକୁ ବିଭିନ୍ନ ସମୟରେ ଜିଲାପାଳ, ଦକ୍ଷିଣାଞ୍ଚଳ ରାଜସ୍ବ…

ଲୁଣରେ ଲୁଚାଇ ନେଉଥିଲେ ଗଞ୍ଜେଇ

ଚିତ୍ରକୋଣ୍ଡା,୧୬ା୬(ଡି.ଏନ୍‌.ଏ.): ଆନ୍ଧ୍ର ପ୍ରଦେଶର ଦାରାକୋଣ୍ଡା ଅଞ୍ଚଳରୁ ଛତିଶଗଡ଼ ରାୟପୁରକୁ ଏକ ଲୁଣ ବୋଝେଇ ଟ୍ରକରେ ଗଞ୍ଜେଇ ଚାଲାଣ କରାଯାଉଥିବା ବେଳେ ଧରାପଡିଛି। ବୁଧବାର ରାତିରେ ପାଟ୍ରୋଲିଂ ବେଳେ ରାଜଲକୋଣ୍ଡା ଛକଠାରେ ପୋଲିସ ଏକ ଟ୍ରକକୁ(ନଂ.ଓଡ଼ି ୦୭ ଏଲ୍‌-୯୧୭୪) ଅଟକାଇ ଯାଞ୍ଚ କରିଥିଲା।…

ଓଲଟିଲା ଯାତ୍ରୀବାହୀ ବସ୍‌: ୫ ମୃତ, ୩୦ ଆହତ

ମାଲକାନଗିରି,୧୩ା୬(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ବୋଡୁଗୁଡମ ନିକଟରେ ସୋମବାର ଭୋର୍‌ରୁ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ସମସ୍ତ ମୃତକ ଓଡ଼ିଶାର ବୋଲି ଜଣାପଡ଼ିଛି। ବସ୍‌ଟି ବିଜୟଓ୍ବାଡାରୁ ଭବାନୀପାଟଣା ଆସୁଥିଲା। ଭାରସାମ୍ୟ ହରାଇ ବୁଲାଣି ରାସ୍ତାରେ…

ପୋଡ଼ିଲେ ମାଓବାଦୀ ପୋଷାକ, ସମାଜର ମୁଖ୍ୟସ୍ରୋତରେ ହେଲେ ସାମିଲ

ଚିତ୍ରକୋଣ୍ଡା,୧୧ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ସଫଳ ହେବାକୁ ଲାଗିଛି ସରକାରଙ୍କ ଆଣ୍ଟି ମାଓବାଦୀ ଅପରେଶନ। ଜିଲାରୁ ମାଓବାଦୀଙ୍କୁ ସମ୍ପୂର୍ଣ୍ଣ ଭାବରେ ମୂଳପୋଛ କରିବା ପାଇଁ ବିଏସ୍‌ଏଫ୍‌ ଆସିବା ପରେ ମାଲକାନଗିରିର ଚିତ୍ର ବଦଳିଗଲା। ଧୀରେ ଧୀରେ ଗୋଟିଏ ପରେ ଗୋଟିଏ ମାଓବାଦୀ ଦୁର୍ଗ…

ମହିଳାଙ୍କୁ ଘରୁ ଡାକି ପୋଲିସ ମାଡ଼ ମାରିଥିବା ଅଭିଯୋଗ

ଚିତ୍ରକୋଣ୍ଡା,୯।୬(ଡି.ଏନ୍‌.ଏ.): ଗଞ୍ଜେଇ ଚାଲାଣ ସୂଚନା ପାଇ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ପୋଲିସ ସୋମବାର ରାତିରେ ନୂଆଗୁଡ଼ା ପଞ୍ଚାୟତର ଆର୍‌ଏସସି ୧୩, ଆର୍‌ଏସି ୧୦, ଆର୍‌ଏସି ୧୧ ଗ୍ରାମରେ ଯାନବାହନ ଯାଞ୍ଚ ସମୟରେ ୧୫୯୬ କେଜି ୩୦୦ ଗ୍ରାମ ଗଞ୍ଜେଇ ଜବତ…

ଚିତ୍ରକୋଣ୍ଡାରୁ ମିଳିଲା ମାଓବାଦୀ ପୋଷ୍ଟର

ଚିତ୍ରକୋଣ୍ଡା,୭।୬: ଦୀର୍ଘ ଦିନର ବ୍ୟବଧାନ ପରେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅଞ୍ଚଳର ଟନେଲ କ୍ୟାମ୍ପ ମୁଖ୍ୟ ରାସ୍ତାରୁ ସୋମବାର ମାଓବାଦୀଙ୍କ ଏକ ଧମକପୂର୍ଣ୍ଣ ପୋଷ୍ଟର ମିଳିଛି। ଦଣ୍ଡକାରଣ୍ୟ ଡିଭିଜନ ପକ୍ଷରୁ ଲାଗିଥିବା ଏହି ପୋଷ୍ଟରରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଉଲ୍ଲେଖ…

୧୫୦ ଶିକାରୀଙ୍କୁ ଶପଥ କରାଇଲେ

ଚିତ୍ରକୋଣ୍ଡା,୪ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ବେଧଡ଼କ ଭାବେ ପଶୁ ଶିକାର ଚାଲିଛି। ଏହାକୁ ରୋକିବା ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଉଦ୍ୟମ କରାଯାଉଛି। ଇତିମଧ୍ୟରେ ଶୁକ୍ରବାର ଶିକାର କରିବା ଉଦ୍ଦେଶ୍ୟରେ କାଲିମେଳା ଗମ୍ପାକୋଣ୍ଡା ଅଞ୍ଚଳରୁ ସିଲେରୁ ଦେଇ ୧୫୦ରୁ…

ସର୍ଚ୍ଚ ଅପରେଶନ ବେଳେ ହାର୍ଡକୋର ମାଓବାଦୀ ଗିରଫ

ମାଲକାନଗିରି,୩ା୬ (ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଧାମତରୀ ପୋଲିସ ସର୍ଚ୍ଚ ଅପରେଶନ ବେଳେ ଜଣେ ହାର୍ଡକୋର ମାଓବାଦୀଙ୍କୁ ଗିରଫ କରିଛି। ତାଙ୍କ ନାମ ମୁକେଶ ଓରଫ ସୁକଲୁଗାୱାଡେ। ତାଙ୍କ ନାମରେ ୨ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା। ଖବରରୁ ଜଣାପଡିଛି ଧାମତରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri