୨୦ ବର୍ଷ ପରେ ଘରକୁ ଫେରିଲେ ନିଖୋଜ ପାଣ୍ଡୁ
ମାଲକାନଗିରି,୯।୫(ଡି.ଏନ.ଏ.): ରୋଜଗାର ଆଶାରେ ବାହାର ରାଜ୍ୟକୁ ଯାଇ ଦୀର୍ଘ ୨୦ ବର୍ଷ ହେଲା ନିଖୋଜ ଥିଲେ। ତାଙ୍କ ଫେରିବା ବାଟକୁ ଚାହିଁ ମାଆବାପାଙ୍କ ଆଖିରୁ ଲୁହ ଶୁଖୁ ନ ଥିଲା। ତାଙ୍କ ପାଇଁ ସମସ୍ତେ ଚିନ୍ତିତ ହୋଇ ପଡ଼ିଥିବା ବେଳେ ସ୍ବାମୀଙ୍କ ଫେରିବା…
ମା’ପରି କିଏ ହେବ
ଜଣେ ମହିଳାଙ୍କ ପ୍ରେରଣା ପ୍ରତ୍ୟେକ ବ୍ୟକ୍ତିଙ୍କୁ ସଫଳତା ଆଣି ଦେଇଥାଏ। ମାତ୍ର ଜଣେ ମାଆ ପାଇଁ ଏହି ପ୍ରେରଣା ନିଜ ପିଲାଙ୍କ କ୍ଷେତ୍ରରେ ବହୁଗୁଣିତ ହୋଇଥାଏ। ମାଆ ସବୁ ବେଳେ ସବୁ କ୍ଷେତ୍ରରେ ପିଲାଙ୍କ ସଫଳତା କାମନା କରିଥାଏ। ରବିବାର ବିଶ୍ୱ…
ରୋଗାକ୍ରାନ୍ତ ଶାଶୁଙ୍କ ପାଇଁ ଔଷଧ କିଣିବାକୁ ଅର୍ଥ ବାଧକ
ମାଲକାନଗିରି,୮।୫ (ଡି.ଏନ.ଏ.) ମାଲକାନଗିରି ଜିଲା ଖଇରପୁଟ ବ୍ଲକ ସଦର ପଞ୍ଚାୟତ ଝରିଆଗୁଡ଼ା ଗ୍ରାମରେ ରହନ୍ତି ତୁଳସୀ ସିରଗାମଙ୍କ ପରିବାର। ସ୍ବାମୀ ସନ୍ନ୍ୟାସୀ ସିରଗାମଙ୍କର ଯକ୍ଷ୍ମାରେ ପରଲୋକ ପରେ ଏବେ ଅସହାୟ ହୋଇପଡିଛନ୍ତି ତୁଳସୀ। ବୃଦ୍ଧା ଶାଶୁ, ଦୁଇ କୋମଳମତି ଝିଅଙ୍କୁ ନେଇ…
ମାଓବାଦୀଙ୍କ ଟାର୍ଗେଟରେ ଛତିଶଗଡ଼ ମନ୍ତ୍ରୀ ମାଓବାଦୀ ସଙ୍ଗଠନ ପକ୍ଷରୁ ଚିଠି ଜାରି
ମାଲକାନଗିରି,୮।୫(ଡି.ଏନ୍.ଏ.): କଂଗ୍ରେସ ଶାସନାଧୀନ ଛତିଶଗଡ଼ର ମନ୍ତ୍ରୀ କବାସି ଲକ୍ଷ୍ମାଙ୍କ ବିରୋଧରେ ମାଓବାଦୀମାନେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ ପୁଞ୍ଜିପତିଙ୍କ ଇଙ୍ଗିତରେ ଚାଲିବା ସହ ଆଦିବାସୀଙ୍କ ସଂସ୍କୃତି ନଷ୍ଟକରି ଅନ୍ୟ ସଂସ୍କୃତିକୁ ପ୍ରୋତ୍ସାହିତ କରୁଛନ୍ତି ବୋଲି ଛତିଶଗଡ଼ର ବସ୍ତର ଜିଲା ସାଉଥ୍ ସବ୍…
ଗାଡ଼ି ଯାଞ୍ଚ ବେଳେ ଜବତ ହେଲା ଗଞ୍ଜେଇ
ଏମ୍ଭି-୭୯,୬।୫(ଡି.ଏନ୍.ଏ.): ମାଲାକାନଗିରି ଜିଲା କାଲିମେଳା ବ୍ଲକ ଅଧୀନ ଏମ୍ଭି-୭୯ ଥାନା ସମ୍ମୁଖରେ ଗାଡ଼ି ଯାଞ୍ଚ ବେଳେ ଗଞ୍ଜେଇ ଜବତ ହୋଇଛି। ଏକ ବାଇକ୍(ଓଡି୩୩ଏଡି-୩୧୭୭)ରେ ୨ଜଣ ଯୁବକ ଏକ ବସ୍ତାରେ ଗଞ୍ଜେଇ ନେଇ ଯାଉଥିବା ବେଳେ ପୋଲିସ ଯାଞ୍ଚ ସେମାନଙ୍କୁ ଧରିଥିଲା। ପୋଲିସ…
କାଳବୈଶାଖୀରେ ଭାଙ୍ଗିଲା ଘର, ଉଡ଼ିଲା ଆଜ୍ବେଷ୍ଟସ୍
କୋରୁକୋଣ୍ଡା,୬।୫(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ସଦର ସମେତ ଆଖପାଖ ପଞ୍ଚାୟତରେ କାଳବୈଶାଖୀରେ ଝଡ଼ତୋଫା ହୋଇ ବ୍ୟାପକ କ୍ଷୟକ୍ଷତି ହୋଇଛି। ଜୋରରେ ପବନ ବହିବା ଯୋଗୁ ଅଞ୍ଚଳର ବିଭିନ୍ନ ସ୍ଥାନରେ ଗଛ ପଡ଼ି ରାସ୍ତା ଅବରୋଧ ହୋଇଛି । ସେହିପରି କୋରୁକୋଣ୍ଡା ବ୍ଲକ…
ଗୋଷ୍ଠୀ ଶୌଚାଳୟରୁ ଫିଟୁନି ତାଲା
କୋରୁକୋଣ୍ଡା, ୫।୫(ଡି.ଏନ୍.ଏ.) : ନିର୍ମାଣ ପରଠାରୁ ମାତ୍ର ୧୫ ଦିନ ଲୋକଙ୍କ ସେବାରେ ଲାଗିଛି। ତା’ପରଠାରୁ ତାଲା ପଡ଼ି ରହିଛି ଗୋଷ୍ଠୀ ଶୌଚାଳୟ। ଜନକଲ୍ୟାଣ ଉଦ୍ଦେଶ୍ୟରେ ବିଭିନ୍ନ ପ୍ରକଳ୍ପରେ କେନ୍ଦ୍ର ଓ ରାଜ୍ୟ ସରକାର ଖର୍ଚ୍ଚ କରୁଥିବା ଅର୍ଥ ଏପରି ଅପବ୍ୟୟ ହେଉଥିବା…
ପାଣି ମୁନ୍ଦେ ପାଇବାକୁ ୪ଶହ ଲୋକ କଲବଲ
ମାଲକାନଗିରି,୫।୫(ଡି.ଏନ୍.ଏ.): ରାଜ୍ୟ ସରକାର ପ୍ରତି ଗ୍ରାମରେ ପାନୀୟ ଜଳ ଯୋଗାଇଦେବା ପାଇଁ ବସୁଧା ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ଏହାକୁ କାର୍ଯ୍ୟକାରୀ କରିବାରେ ଆନ୍ତରିକତାର ଅଭାବ ଯୋଗୁ ଯୋଜନା କେବଳ ସରକାରୀ କାଗଜପତ୍ରରେ ସୀମିତ ରହିଯାଉଛି। ଲୋକେ ପାନୀୟ ଜଳ ମୁନ୍ଦେ ପାଇବାକୁ…
ପିକ୍ଅପ୍ ଭ୍ୟାନ୍ ଓଲଟି ୨ ମୃତ, ୫ ଆହତ
କାଲିମେଳା, ୩୦ା୪(ଡି.ଏନ.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଭେଜାଙ୍ଗିୱାଡl ଓ ବଦଲିଗୁଡା ଗ୍ରାମ ମଧ୍ୟରେ ଶୁକ୍ରବାର ଅପରାହ୍ନ ୧ଟାରେ ଏକ ପିକ୍ଅପ୍ ଭ୍ୟାନ୍ ଓଲଟିପଡିଛି। ଫଳରେ ଏଥିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୨ଜଣଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଏମ୍ପିଭି-୨୯…
ନିଜକୁ ଗୁଳି କଲେ ଯବାନ
ମାଲକାନଗିରି,୨୮।୪(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର କାଙ୍କେର ଜିଲାରେ ଗୁରୁବାର ଜଣେ ବିଏସ୍ଏଫ୍ ଯବାନ ନିଜକୁ ଗୁଳିକରି ଆତ୍ମହତ୍ୟା କରିଛନ୍ତି। ତାଙ୍କ ନାମ ଉଜଲ ନନ୍ଦୀ। କାଙ୍କେର ଜିଲାର କାମଟେଡ଼ା ବିଏଏସ୍ଏଫ୍ କ୍ୟାମ୍ପରେ ଗୁରୁବାର ଜଣେ ଯବାନ ଏକ କେଠରିରେ କେହି…
ମାଲକାନଗିରିର ପୂର୍ବତନ ଏଏସ୍ଆଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ମାଲକାନଗିରି, ୨୮।୪(ଡି.ଏନ୍.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ କିଆଙ୍ଗ ଫାଣ୍ଡିର ପୂର୍ବତନ ଏଏସ୍ଆଇ ଜୟଦାସ ଖରାଙ୍କ ବାସଭବନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଉଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟଦାସଙ୍କ ବିଭିନ୍ନ ସ୍ଥାନରେ ଥିବା ଘରେ ଭିଜିଲାନ୍ସ ଚଢ଼ାଉ…
ଡଙ୍ଗା ବୁଡ଼ି ୨ ନିଖୋଜଙ୍କ ମିଳିଲା ମୃତଦେହ
ଚିତ୍ରକୋଣ୍ଡା,୨୭।୪(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳ ବାଲିମେଳା ଜଳଭଣ୍ଡାରରେ ଦୁଇଦିନ ତଳେ ଡଙ୍ଗା ବୁଡି ଦୁଇ ଜଣ ନିଖୋଜ ଥିଲେ। ବୁଧବାର ସକାଳୁ ସେମାନଙ୍କ ମୃତଦେହ ଜବତ କରାଯାଇଛି। ଜଗନ୍ନାଥ ଗୋଲାରୀ(୧୯) ଏବଂ ପିତାମ୍ବର ମୁଦୁଲି (୧୯)ଙ୍କ ମୃତଦେହ…
Archives


