ମାଲକାନଗିରି

ପରାଜୟ ସତ୍ତ୍ୱେ ରଖିଲେ ପ୍ରତିଶ୍ରୁତି

ମାଲକାନଗିରି,୩୧ା୩(ଡି.ଏନ.ଏ.): ନିକଟରେ ଶେଷ ହୋଇଥିବା ପୌର ନିର୍ବାଚନରେ ମାଲକାନଗିରି ପୌର ପରିଷଦରେ କଂଗ୍ରେସ ପକ୍ଷରୁ ଅଧ୍ୟକ୍ଷ ପଦ ପାଇଁ ଲଢ଼ି ହାରିଯାଇଥିଲେ ସାମାଜିକ କର୍ମୀ ଜି. ଶ୍ରୀନିବାସ ରାଓ। ତେବେ ନିର୍ବାଚନରେ ପରାଜିତ ହୋଇଥିଲେ ମଧ୍ୟ ସେ ଦେଇଥିବା ପ୍ରତିଶ୍ରୁତି ପାଳନ…

ଶିକ୍ଷକଙ୍କୁ ପିଟିଲେ ଶିକ୍ଷୟିତ୍ରୀ

କାଲିମେଳା,୩୧ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅଧୀନ ଟିଗଲ ପଞ୍ଚାୟତର ଏମ୍‌ପିଭି-୬୫ ଅପଗ୍ରେଡ ଉଚ୍ଚ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟାଳୟର ଦୁଇ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ମଧ୍ୟରେ ଥିବା ସମସ୍ୟା ସମାଧାନ କରିବାକୁ ଆସିଥିବା ଏବିଇଓ ସିଆରସିସି ଓ…

ଗୋଟିଏ ପରିବାରରେ ସ୍ବାମୀଙ୍କୁ ୪, ସ୍ତ୍ରୀଙ୍କୁ ଗୋଟିଏ ପଦବୀରେ ନିଯୁକ୍ତି

ରେମାଲକାନଗିରି,୩୦।୩ (ଡି.ଏନ.ଏ.) – ମାଲକାନଗିରି ଜିଲା ମାଥିଲି ବ୍ଲକର ଗାଙ୍ଗରାଜଗୁମ୍ମା ଗ୍ରାମର ଗୋଟିଏ ପରିବାରର ସ୍ବାମୀଙ୍କୁ ୪ଟି ପଦରେ ନିଯୁକ୍ତି ମିଳିଥିବା ବେଳେ ସ୍ତ୍ରୀଙ୍କୁ ଗୋଟିଏ ପଦବୀରେ ନିଯୁକ୍ତି ମିଳୁଛି। ସାଧାରଣତଃ ସରକାରୀ ସ୍ତରରେ ନିଯୁକ୍ତିଟିଏ ପାଇବା କଷ୍ଟକର ହେଉଥିବା ବେଳେ…

ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଗୁଣପୁର,୨୯ା୩(ଡି.ଏନ୍‌.ଏ.): ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡିଥିବା ମାଲାକନଗିରି ଜିଲା ଗ୍ରାମ ଉନ୍ନୟନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଆଶିଷ କୁମାର ଦାସଙ୍କୁ ଅମାପ ଧନ ସମ୍ପତ୍ତି ଠାବ ହେବାରେ ଲାଗିଛି। ମଙ୍ଗଳବାର ଯନ୍ତ୍ରୀ ଦାସଙ୍କୁ ଗିରଫ କରାଯାଇ…

ଠାକୁରାଣୀ ଯାତ୍ରାରୁ ଚିକେନ୍‌ ପକୋଡ଼ା ଖାଇ ୭ ଅସୁସ୍ଥ

କୁଡୁମୁଲୁଗୁମ୍ମା, ୩୦।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡାରେ ଚାଲିଥିବା ଠାକୁରାଣୀ ଯାତ୍ରା ଦେଖିବାକୁ ଯାଇ ଯାତ୍ରାରେ ମିଳୁଥିବା ଚିକେନ୍‌ ପକୋଡା ଖାଇ ୭ଜଣ ଶିଶୁ ଅସୁସ୍ଥ ହୋଇପଡିଛନ୍ତି। ସେମାନଙ୍କ ମଧ୍ୟରେ ସିନ୍ଧିଗୁଡା ଗ୍ରାମର ୪ଜଣ ଥିବା ବେଳେ କୁଡୁମୁଲୁଗୁମ୍ମାର ୩ ଜଣ ଶିଶୁ…

ଆଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର

ମାଲକାନଗିରି,୨୯।୩(ଡି.ଏନ୍‌.ଏ): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲାରେ ଆଇ.ଡି ବିସ୍ଫୋରଣରେ ୨ ଯବାନ ଗୁରୁତର ହୋଇଛନ୍ତି। ସୂଚନା ମୁତାବକ, ମଙ୍ଗଳବାର ସକାଳୁ ଡିଆର୍‌ଜି ଯବାନମାନେ ଅପରେଶନ ପାଇଁ ଜେଭଲାପଦର ରାସ୍ତାରେ ଯାତ୍ରା କରୁଥିବା ବେଳେ ସେମାନଙ୍କୁ ମାଓବାଦୀ ଟାର୍ଗେଟ୍‌ କରିଥିଲେ।…

ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ, ଚତୁର୍ଥ ଦିନରେ ମିଳିଲା ୧କୋଟି ୭୭ ଲକ୍ଷ

ମାଲକାନଗିରି,୨୮।୩(ଡି,ଏନ୍‌.ଏ.): ଯେତେ ଖୋଳିଲେ ସେତେ ବାହାରୁଛି ମାଲକାନଗିରି ଜିଲା ଅଧୀକ୍ଷଣ ଯନ୍ତ୍ରୀ ଆଶିଷ୍‌ କୁମାର ଦାସଙ୍କ ସମ୍ପତ୍ତି। ଆଜି ଚତୁର୍ଥ ଦିନରେ ଆଶିଷଙ୍କ ମାଲକାନଗିରି ଓ କଟକ ତ୍ରିଶୁଳିଆ ସ୍ଥିତ ଘରେ ଭିଜିଲାନ୍ସ ରେଡ୍‌ କରୁଛି। ତେବେ ରେଡ୍‌ ବେଳେ ଆହୁରି…

ପ୍ରେମିକାଙ୍କୁ ବିବାହ ପାଇଁ ଅଶ୍ଳୀଳ ଭିଡିଓ ଭାଇରାଲ, ୪ ମହିଳାଙ୍କ ସମେତ ୫ ଗିରଫ

ମାଲକାନଗିରି,୨୮।୩(ଡି.ଏନ.ଏ.): ପ୍ରେମିକାଙ୍କୁ ବିବାହ କରିବାକୁ ଯୋଜନା କରି ତାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରିବା ପରି ଘଟଣା ମାଲକାନଗିରି ଜିଲାରେ ଦେଖିବାକୁ ମିଳିଛି। ଏନେଇ ଅଭିଯୋଗ ପରେ ୪ ମହିଳାଙ୍କ ସମେତ ୫ ଜଣ ଗିରଫ ହୋଇଛନ୍ତି। ସେମାନେ ହେଲେ ନାରାୟଣ…

ପରିବହନ ବିଭାଗ ପକ୍ଷରୁ ଘରୋଇ ବସ୍‌ ଯାଞ୍ଚ

ମାଲକାନଗିରି,୨୭ା୩(ଡି.ଏନ.ଏ.): ମାଲକାନଗିରି ଜିଲା ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ରବିବାର ଜିଲାରେ ଚଳାଚଳ କରୁଥିବା ବିଭିନ୍ନ ଘରୋଇ ବସ୍‌ଗୁଡିକ ଯାଞ୍ଚ କରାଯାଇଥିଲା। ବିଶେଷକରି ଗ୍ରୀଷ୍ମପ୍ରବାହ ସମୟରେ ବସ୍‌ ଭିତରେ ପାଣି, ଓଆର୍‌ଏସ୍‌ ପ୍ୟାକେଟ ମହଜୁଦ ରଖିବା, ବସ୍‌ରେ ଯାତ୍ରୀଭଡ଼ା ତାଲିକା ଲଗାଇବା,…

କମ୍‌ ଦରରେ ତରଭୁଜ ବିକୁଛନ୍ତି ଚାଷୀ

ମାଲକାନଗିରି, ୨୮।୩ (ଡି.ଏନ.ଏ.): ଖରାଦିନ ଆସିଗଲେ ବଜାରରେ ବଢ଼ିଥାଏ ଖରାଦିନିଆ ଫଳର ଚାହିଦା। ଗରମରୁ ଆଶ୍ୱସ୍ତି ପାଇବା ପାଇଁ ଲୋକେ ଖୋଜିଥାନ୍ତି ତରଭୁଜ। ପିଲାଠାରୁ ବୟସ୍କ ପର୍ଯ୍ୟନ୍ତ ସମସ୍ତଙ୍କ ତରଭୁଜ ବେଶ୍‌ ପସନ୍ଦ। ମାଲକାନଗିରି ଜିଲାରେ ତରଭୁଜର ଉତ୍ପାଦନ ଅଧିକ ରହିଛି। ଜିଲାରେ…

ସରୁନି ଭିଜିଲାନ୍ସ ଖୋଳତାଡ଼: ଯନ୍ତ୍ରୀ-ଠିକାଦାର କିଙ୍ଗ୍‌ପିନ୍‌

ମାଲକାନଗିରି,୨୮ା୩(ଡି.ଏନ୍‌.ଏ.): ଯେତେ ଖୋଳିଲେ ସେତେ ବାହାରୁଛି ମାଲକାନଗିରି ଜିଲା ଅଧୀକ୍ଷଣ ଯନ୍ତ୍ରୀ ଆଶିଷ କୁମାର ଦାସଙ୍କ ସମ୍ପତ୍ତି। ଦୁଇ ଦିନ ହେଲାଣି ଭିଜିଲାନ୍ସର ଖୋଳତାଡ଼ ସରୁନାହିଁ। ଜିଲା ଚିକିତ୍ସାଳୟ ନିକଟରେ ଥିବା ଜଣେ ବଙ୍ଗାଳି ଠିକାଦାର ଏବଂ ମାଥିଲି, ଖଇରପୁଟ ବ୍ଲକ…

ସରୁନି ସାବେରି ବ୍ରିଜ୍‌ ନିର୍ମାଣ

ଏମ୍‌ଭି-୭୯,୨୭ା୩(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ମୋଟୁଠାରେ ସାବେରୀ ନଦୀ ଉପରେ ଚାଲିଥିବା ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ସରୁନାହିଁ। ନଦୀର ଉପର ମୁଣ୍ଡରେ ଚାଲିଥିବା ଏହି ବ୍ରିଜ୍‌ ନିର୍ମାଣକୁ ଇତିମଧ୍ୟରେ ୫ବର୍ଷ ବିତିଯାଇଛି। ବିଭାଗୀୟ ଅଧିକାରୀଙ୍କ ଅବହେଳା ଏବଂ ଠିକା କମ୍ପାନୀର ମନମୁଖି କାର୍ଯ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri