ମାଲକାନଗିରି

ଶିକ୍ଷକ ନିଯୁକ୍ତି ପରେ ଖୋଲିଲା ତାଲା

ମାଲକାନଗିରି,୧୫।୫(ଡି.ଏନ.ଏ.): ମାଲକାନଗିରି ଜିଲା କୁର୍ସୁବାଡାରେ ଥିବା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ ଯୋଗୁ ଛାତ୍ରୀଛାତ୍ରଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଥିବାରୁ ଶିକ୍ଷକ ନିଯୁକ୍ତି ଦାବିକରି ଶୁକ୍ରବାର ଅଭିଭାବକ ଓ ଗ୍ରାମବାସୀ ତାଲା ପକାଇ ଧାରଣାରେ ବସିଥିଲେ। ଜିଲା ଶିକ୍ଷା ବିଭାଗ…

ନଳକୂପରୁ ବାହାରୁଛି ଲୌହ ଅଂଶ, ଚୁଆପାଣି ଭରସା

ମାଲକାନଗିରି, ୧୫।୫ (ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହାକୁମାରେ ଏବେ ମଧ୍ୟ ଲୋକେ ଚୁଆପାଣି ପିଉଥିବା ଦେଖିବାକୁ ମିଳିଛି। ତାରିଣୀ ମନ୍ଦିର ସାହିରେ ପାନୀୟ ଜଳ ପାଇଁ ଥିବା ନଳକୂପ ପାଣି ବ୍ୟବହାର ଉପଯୋଗୀ ହେଉ ନ ଥିବାରୁ ସାହିବାସିନ୍ଦା ଚୁଆପାଣି…

ଲ୍ୟାଣ୍ଡମାଇନ ବିସ୍ଫୋରଣ: ୨ ଯବାନ ଗୁରୁତର

ମାଲକାନଗିରି,୧୪ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁରରେ ଶନିବାର ତାଣ୍ଡବ ରଚିଛନ୍ତି ମାଓବାଦୀ। ଲ୍ୟାଣ୍ଡମାଇନ ବିସ୍ଫୋରଣରେ ୨ ଯବାନ ଗୁରୁତର ହୋଇଛନ୍ତି। ଯବାନ ଦ୍ୱୟଙ୍କୁ ଉଦ୍ଧାର କରାଯାଇ ବିଜାପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷରେ ମାଓବାଦୀଙ୍କ ଆକ୍ରମଣ ପରେ କମ୍ବିଂ ଅପରେଶନକୁ…

ଯବାନଙ୍କୁ ଟାର୍ଗେଟ କରି ମାଓବାଦୀ ଖଞ୍ଜିଥିଲେ ବୋମା

ମାଲକାନଗିରି,୧୩ା୫(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ଯବାନଙ୍କୁ ଟାର୍ଗେଟ କରି ମାଓବାଦୀମାନେ ଏକ ବଡ଼ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି। ଫଳରେ ଅଳ୍ପଳେ ବର୍ତ୍ତି ଯାଇଛନ୍ତି ଯବାନ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀମାନେ ୫ କିଲୋ ଓଜନର ପ୍ରେସର…

ଝୁଲନ୍ତା ଅବସ୍ଥାରେ ମିଳିଲା ମହିଳାଙ୍କ ମୃତଦେହ

କୋରୁକୋଣ୍ଡା,୧୨।୫(ଡି.ଏନ୍‌.ଏ): ମାଲକାନଗିରି ଥାନା ଅନ୍ତର୍ଗତ ଏମଭି ୩୧ଠାରୁ କିଛିପାଲ୍ଲି ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ ଏକ ଗଛରେ ଝୁଲନ୍ତା ଅବସ୍ଥାରେ ଏକ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ ହେଉଛନ୍ତି କିଛିପାଲ୍ଲୀ ଗ୍ରାମର ଗାଙ୍ଗୀ ପଡିଆମୀ (୪୦)।…

ବର୍ଷେ ହେଲାଣି ଫଟା ପାଇପ୍‌ ମରାମତି ହେଉନି

ମାଲକାନଗିରି,୧୨।୫ (ଡି.ଏନ.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ପୋଡଘାଟ ପଞ୍ଚାୟତର ଅମଳାବଟା ଗ୍ରାମରେ ବଢିବାରେ ଲାଗିଛି ଜଳ କଷ୍ଟ । ଗ୍ରାମରେ ପାନୀୟ ଜଳ ଯୋଗାଣ ଲାଗି ପାଇପ ଲାଇନ ବ୍ୟବସ୍ଥା ରହିଛି। ତେବେ ଏକ ବର୍ଷ ହେଲାଣି ଏହି…

ବାତ୍ୟା ଲାଗି ସ୍କୁଲ ଛୁଟି

ମାଲକାନଗିରି,୧୧।୫(ଡି.ଏନ୍‌.ଏ.): ବାତ୍ୟା ଅସାନିକୁ ନେଇ ମାଲକାନଗିରି ପ୍ରଶାସନ ପକ୍ଷରୁ ଜିଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆନ୍ଧ୍ର ସୀମାବର୍ତ୍ତୀ ଅଞ୍ଚଳ ହୋଇଥିବାରୁ ମାଲକାନଗିରି ଜିଲା ପ୍ରଭାବିତ ହେବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲା ପ୍ରଶାସନ…

୨୦ ବର୍ଷ ପରେ ଘରକୁ ଫେରିଲେ ନିଖୋଜ ପାଣ୍ଡୁ

ମାଲକାନଗିରି,୯।୫(ଡି.ଏନ.ଏ.): ରୋଜଗାର ଆଶାରେ ବାହାର ରାଜ୍ୟକୁ ଯାଇ ଦୀର୍ଘ ୨୦ ବର୍ଷ ହେଲା ନିଖୋଜ ଥିଲେ। ତାଙ୍କ ଫେରିବା ବାଟକୁ ଚାହିଁ ମାଆବାପାଙ୍କ ଆଖିରୁ ଲୁହ ଶୁଖୁ ନ ଥିଲା। ତାଙ୍କ ପାଇଁ ସମସ୍ତେ ଚିନ୍ତିତ ହୋଇ ପଡ଼ିଥିବା ବେଳେ ସ୍ବାମୀଙ୍କ…

ମା’ପରି କିଏ ହେବ

ଜଣେ ମହିଳାଙ୍କ ପ୍ରେରଣା ପ୍ରତ୍ୟେକ ବ୍ୟକ୍ତିଙ୍କୁ ସଫଳତା ଆଣି ଦେଇଥାଏ। ମାତ୍ର ଜଣେ ମାଆ ପାଇଁ ଏହି ପ୍ରେରଣା ନିଜ ପିଲାଙ୍କ କ୍ଷେତ୍ରରେ ବହୁଗୁଣିତ ହୋଇଥାଏ। ମାଆ ସବୁ ବେଳେ ସବୁ କ୍ଷେତ୍ରରେ ପିଲାଙ୍କ ସଫଳତା କାମନା କରିଥାଏ। ରବିବାର ବିଶ୍ୱ…

ରୋଗାକ୍ରାନ୍ତ ଶାଶୁଙ୍କ ପାଇଁ ଔଷଧ କିଣିବାକୁ ଅର୍ଥ ବାଧକ

ମାଲକାନଗିରି,୮।୫ (ଡି.ଏନ.ଏ.) ମାଲକାନଗିରି ଜିଲା ଖଇରପୁଟ ବ୍ଲକ ସଦର ପଞ୍ଚାୟତ ଝରିଆଗୁଡ଼ା ଗ୍ରାମରେ ରହନ୍ତି ତୁଳସୀ ସିରଗାମଙ୍କ ପରିବାର। ସ୍ବାମୀ ସନ୍ନ୍ୟାସୀ ସିରଗାମଙ୍କର ଯକ୍ଷ୍ମାରେ ପରଲୋକ ପରେ ଏବେ ଅସହାୟ ହୋଇପଡିଛନ୍ତି ତୁଳସୀ। ବୃଦ୍ଧା ଶାଶୁ, ଦୁଇ କୋମଳମତି ଝିଅଙ୍କୁ ନେଇ…

ମାଓବାଦୀଙ୍କ ଟାର୍ଗେଟରେ ଛତିଶଗଡ଼ ମନ୍ତ୍ରୀ ମାଓବାଦୀ ସଙ୍ଗଠନ ପକ୍ଷରୁ ଚିଠି ଜାରି

ମାଲକାନଗିରି,୮।୫(ଡି.ଏନ୍‌.ଏ.): କଂଗ୍ରେସ ଶାସନାଧୀନ ଛତିଶଗଡ଼ର ମନ୍ତ୍ରୀ କବାସି ଲକ୍ଷ୍ମାଙ୍କ ବିରୋଧରେ ମାଓବାଦୀମାନେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ ପୁଞ୍ଜିପତିଙ୍କ ଇଙ୍ଗିତରେ ଚାଲିବା ସହ ଆଦିବାସୀଙ୍କ ସଂସ୍କୃତି ନଷ୍ଟକରି ଅନ୍ୟ ସଂସ୍କୃତିକୁ ପ୍ରୋତ୍ସାହିତ କରୁଛନ୍ତି ବୋଲି ଛତିଶଗଡ଼ର ବସ୍ତର ଜିଲା ସାଉଥ୍‌ ସବ୍‌…

ଗାଡ଼ି ଯାଞ୍ଚ ବେଳେ ଜବତ ହେଲା ଗଞ୍ଜେଇ

ଏମ୍‌ଭି-୭୯,୬।୫(ଡି.ଏନ୍‌.ଏ.): ମାଲାକାନଗିରି ଜିଲା କାଲିମେଳା ବ୍ଲକ ଅଧୀନ ଏମ୍‌ଭି-୭୯ ଥାନା ସମ୍ମୁଖରେ ଗାଡ଼ି ଯାଞ୍ଚ ବେଳେ ଗଞ୍ଜେଇ ଜବତ ହୋଇଛି। ଏକ ବାଇକ୍‌(ଓଡି୩୩ଏଡି-୩୧୭୭)ରେ ୨ଜଣ ଯୁବକ ଏକ ବସ୍ତାରେ ଗଞ୍ଜେଇ ନେଇ ଯାଉଥିବା ବେଳେ ପୋଲିସ ଯାଞ୍ଚ ସେମାନଙ୍କୁ ଧରିଥିଲା। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?