ମାଲକାନଗିରି

କାଳବୈଶାଖୀରେ ଭାଙ୍ଗିଲା ଘର, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରୁକୋଣ୍ଡା,୬।୫(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ସଦର ସମେତ ଆଖପାଖ ପଞ୍ଚାୟତରେ କାଳବୈଶାଖୀରେ ଝଡ଼ତୋଫା ହୋଇ ବ୍ୟାପକ କ୍ଷୟକ୍ଷତି ହୋଇଛି। ଜୋରରେ ପବନ ବହିବା ଯୋଗୁ ଅଞ୍ଚଳର ବିଭିନ୍ନ ସ୍ଥାନରେ ଗଛ ପଡ଼ି ରାସ୍ତା ଅବରୋଧ ହୋଇଛି । ସେହିପରି କୋରୁକୋଣ୍ଡା ବ୍ଲକ…

ଗୋଷ୍ଠୀ ଶୌଚାଳୟରୁ ଫିଟୁନି ତାଲା

କୋରୁକୋଣ୍ଡା, ୫।୫(ଡି.ଏନ୍‌.ଏ.) : ନିର୍ମାଣ ପରଠାରୁ ମାତ୍ର ୧୫ ଦିନ ଲୋକଙ୍କ ସେବାରେ ଲାଗିଛି। ତା’ପରଠାରୁ ତାଲା ପଡ଼ି ରହିଛି ଗୋଷ୍ଠୀ ଶୌଚାଳୟ। ଜନକଲ୍ୟାଣ ଉଦ୍ଦେଶ୍ୟରେ ବିଭିନ୍ନ ପ୍ରକଳ୍ପରେ କେନ୍ଦ୍ର ଓ ରାଜ୍ୟ ସରକାର ଖର୍ଚ୍ଚ କରୁଥିବା ଅର୍ଥ ଏପରି ଅପବ୍ୟୟ…

ପାଣି ମୁନ୍ଦେ ପାଇବାକୁ ୪ଶହ ଲୋକ କଲବଲ

ମାଲକାନଗିରି,୫।୫(ଡି.ଏନ୍‌.ଏ.): ରାଜ୍ୟ ସରକାର ପ୍ରତି ଗ୍ରାମରେ ପାନୀୟ ଜଳ ଯୋଗାଇଦେବା ପାଇଁ ବସୁଧା ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ଏହାକୁ କାର୍ଯ୍ୟକାରୀ କରିବାରେ ଆନ୍ତରିକତାର ଅଭାବ ଯୋଗୁ ଯୋଜନା କେବଳ ସରକାରୀ କାଗଜପତ୍ରରେ ସୀମିତ ରହିଯାଉଛି। ଲୋକେ ପାନୀୟ ଜଳ ମୁନ୍ଦେ…

ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ୨ ମୃତ, ୫ ଆହତ

କାଲିମେଳା, ୩୦ା୪(ଡି.ଏନ.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଭେଜାଙ୍ଗିୱାଡl ଓ ବଦଲିଗୁଡା ଗ୍ରାମ ମଧ୍ୟରେ ଶୁକ୍ରବାର ଅପରାହ୍ନ ୧ଟାରେ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟିପଡିଛି। ଫଳରେ ଏଥିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୨ଜଣଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଏମ୍‌ପିଭି-୨୯…

ନିଜକୁ ଗୁଳି କଲେ ଯବାନ

ମାଲକାନଗିରି,୨୮।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର କାଙ୍କେର ଜିଲାରେ ଗୁରୁବାର ଜଣେ ବିଏସ୍‌ଏଫ୍‌ ଯବାନ ନିଜକୁ ଗୁଳିକରି ଆତ୍ମହତ୍ୟା କରିଛନ୍ତି। ତାଙ୍କ ନାମ ଉଜଲ ନନ୍ଦୀ। କାଙ୍କେର ଜିଲାର କାମଟେଡ଼ା ବିଏଏସ୍‌ଏଫ୍‌ କ୍ୟାମ୍ପରେ ଗୁରୁବାର ଜଣେ ଯବାନ ଏକ କେଠରିରେ କେହି…

ମାଲକାନଗିରିର ପୂର୍ବତନ ଏଏସ୍‌ଆଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ମାଲକାନଗିରି, ୨୮।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ କିଆଙ୍ଗ ଫାଣ୍ଡିର ପୂର୍ବତନ ଏଏସ୍‌ଆଇ ଜୟଦାସ ଖରାଙ୍କ ବାସଭବନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଉଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟଦାସଙ୍କ ବିଭିନ୍ନ ସ୍ଥାନରେ ଥିବା ଘରେ ଭିଜିଲାନ୍ସ ଚଢ଼ାଉ…

ଡଙ୍ଗା ବୁଡ଼ି ୨ ନିଖୋଜଙ୍କ ମିଳିଲା ମୃତଦେହ

ଚିତ୍ରକୋଣ୍ଡା,୨୭।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳ ବାଲିମେଳା ଜଳଭଣ୍ଡାରରେ ଦୁଇଦିନ ତଳେ ଡଙ୍ଗା ବୁଡି ଦୁଇ ଜଣ ନିଖୋଜ ଥିଲେ। ବୁଧବାର ସକାଳୁ ସେମାନଙ୍କ ମୃତଦେହ ଜବତ କରାଯାଇଛି। ଜଗନ୍ନାଥ ଗୋଲାରୀ(୧୯) ଏବଂ ପିତାମ୍ବର ମୁଦୁଲି (୧୯)ଙ୍କ ମୃତଦେହ…

ଆଦିବାସୀଙ୍କୁ ତାଳସଜ ଦେଉଛି ରୋଜଗାର

ମାଲକାନଗିରି,୨୫।୪ (ଡି.ଏନ.ଏ.): ଖରାଦିନେ ଥଣ୍ଡା ପାନୀୟର ରହିଛି ଅନେକ ଚାହିଦା। ପ୍ରଚଣ୍ଡ ଗ୍ରୀଷ୍ମତାପରୁ ଟିକେ ଆଶ୍ୱସ୍ଥ ପାଇବା ଲାଗି ଲୋକେ ପଇଡ, ବିଭିନ୍ନ କମ୍ପାନୀର ଥଣ୍ଡା ପାନୀୟକୁ ଆଦରି ନେଇଥାନ୍ତି। ମାତ୍ର ଖରାଦିନେ ମିଳୁଥିବା ତାଳସଜ ଗ୍ରୀଷ୍ମତାପରୁ ଶରୀରକୁ ଆଶ୍ୱସ୍ଥି ଦେଇ…

ବସ୍‌ ଜାଳିଦେଲେ ମାଓବାଦୀ

ମାଲକାନଗିରି,୨୫ା୪(ଡି.ଏନ୍‌.ଏ.): ମାଲକାନଗିରି ସୀମାରେ ପୁଣି ମାଓବାଦୀମାନେ ତାଣ୍ଡବ ରଚିଛନ୍ତି। ଏକ ଯାତ୍ରୀବାହୀ ବସ୍‌ରୁ ଯାତ୍ରୀମାନଙ୍କୁ ବାହାର କରି ବସ୍‌ରେ ନିଆଁ ଲଗାଇ ଦେଇଛନ୍ତି। ମାଲକାନଗିରି ସୀମାନ୍ତ ଆନ୍ଧ୍ରପ୍ରଦେଶ କଣ୍ଟାଠାରୁ ୧୫ କିଲୋମିଟର ଦୂରରେ ଏକ ଯାତ୍ରୀବାହୀ ବସ୍‌ରେ ମାଓବାଦୀମାନେ ନିଆଁ ଲଗାଇଛନ୍ତି।…

୨ ହାର୍ଡକୋର ମାଓବାଦୀ ଗିରଫ

ମାଲକାନଗିରି,୨୪।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ପୋଲିସ ୨ଜଣ ହାର୍ଡକୋର ମାଓବାଦୀଙ୍କୁ ଗିରଫ କରିଛି। ସେମାନେ ହେଲେ ଆଶି ରାମ(୩୮) ଓ ସନ୍ନୁ ମାଡଭି(୨୮)। ମାଓବାଦୀ ବିରୋଧୀ ଅପରେଶନ ନାରାୟଣପୁର ଜିଲାରେ ଜାରି ରହିଥିବା ବେଳେ ଶନିବାର ଡିଆର୍‌ଜି ଯବାନମାନେ…

ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବାର ଦ୍ୱିତୀୟ ପର୍ଯ୍ୟାୟ ଚିକିତ୍ସା ଆରମ୍ଭ

ମାଲକାନଗିରି,୨୪।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବାର ଦ୍ୱିତୀୟ ପର୍ଯ୍ୟାୟ ଚିକିତ୍ସା ସେବା ଶନିବାର ଆରମ୍ଭ ହୋଇଛି। ଏହି ଚିକିତ୍ସା ୨ଦିନ ଧରି ଚାଲିବ । ଏଥିରେ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ଲେପ୍ରୋ ସର୍ଜରି ଡା. ବନବିହାରୀ…

ପାଣି ମୁନ୍ଦେ ପାଇଁ ଚାଲିବାକୁ ପଡୁଛି ମାଇଲ ମାଇଲ ବାଟ

ମାଲକାନଗିରି,୨୪।୪(ଡି.ଏନ୍‌.ଏ.): ପ୍ରଚଣ୍ଡ ଗ୍ରୀଷ୍ମତାପକୁ ଜଳକଷ୍ଟ ଏବେ ଲୋକଙ୍କ ସମସ୍ୟାକୁ ଦ୍ୱିଗୁଣିତ କରିଛି। ପାନୀୟ ଜଳ ମୁନ୍ଦେ ପାଇଁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ସେମାନଙ୍କୁ ମାଇଲ ମାଇଲ ବାଟ ଚାଲିବାକୁ ପଡୁଛି। ଏପରି ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?