ମାଲକାନଗିରି

ଜମି ଅଧିଗ୍ରହଣ ତ୍ୱରାନ୍ବିତ ଉପରେ ଗୁରୁତ୍ୱ

ମାଲକାନଗିରି/କୋରାପୁଟ/ଜୟପୁର,୨୩ା୪(ଡି.ଏନ୍‌.ଏ./ସ୍ବ.ପ୍ର./ନି.ପ୍ର.): ରେଳ, ଯୋଗାଯୋଗ ଓ ଇଲେକ୍‌ଟ୍ରୋନିକ୍ସ, ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁକ୍ରବାର ଦିନିକିଆ କୋରାପୁଟ-ମାଲକାନଗିରି ଜିଲା ଗସ୍ତକରି ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ବିଶାଖାପାଟଣାରୁ ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ କୋରାପୁଟ ଷ୍ଟେଶନରେ ପହଞ୍ଚତ୍ବା ପରେ ତାଙ୍କୁ…

ମାଲକାନିଗିରିରେ କେନ୍ଦ୍ର ରେଳମନ୍ତ୍ରୀ, ଉଦ୍‌ଘାଟନ କଲେ ଡାକଘର

ମାଲକାନଗିରି,୨୨ା୪(ଡି.ଏନ୍‌.ଏ.): କେନ୍ଦ୍ର ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁକ୍ରବାର ମାଲକାନଗିରି ଗସ୍ତ କରି ଜିଲା ଡାକଘରର ଶୁଭ ଉଦ୍‌ଘାଟନ କରିଛନ୍ତି। ପରେ ଗ୍ରାମ ଉନ୍ନୟନ ସମ୍ମିଳନୀ କକ୍ଷରେ ଜିଲା ପ୍ରଶାସନିକ ଅଧିକାରୀମାନଙ୍କୁ ନେଇ କେନ୍ଦ୍ର…

ଜଳ ଛତ୍ରରେ ଦୁର୍ବୃତ୍ତ ମିସାଇଲେ ବିଷ: ପାଣି ପିଇ ୩ ଗୁରୁତର

ମାଲକାନଗିରି,୨୧।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଏମ୍ପିଭି ୪୯ ଗ୍ରାମରେ ଜଳ ଛତ୍ରରେ ଗୁରୁବାର ଦୁର୍ବୃତ୍ତ ବିଷ ମିସାଇଦେଇଛନ୍ତି । ବିଷ ପାଣି ପିଇ ୩ ଗୁରୁତର ହୋଇଛନ୍ତି। ସୂଚନାନୁଯାୟୀ, ମାଲକାନଗିରି ଜିଲା ଅନ୍ତର୍ଗତ ଏମ୍ପିଭି ୪୯ ଗ୍ରାମରେ ପ୍ରଚଣ୍ଡ ଖରାକୁ ଦୃଷ୍ଟିରେ ରଖି…

ଭିକାରୀ ବେଶଧରି ଚୋରି କରୁଥିଲେ

କାଲିମେଳା,୨୧।୪(ଡି.ଏନ.ଏ.): ମାଲାକାନଗିରି ଜିଲା କାଲିମେଳା ଥାନା ଅଞ୍ଚଳରେ ବାରମ୍ବାର ଚୋରି ଅଭିଯୋଗ ହେଉଥିଲା। କାଲିମେଳା ସଦର ଅଞ୍ଚଳରେ ଜଣଙ୍କ ଘରୁ ଚୋରି ମାମଲାର ତଦନ୍ତବେଳେ ପୋଲିସ ତଦନ୍ତ କରି ଚୋର ଗ୍ୟାଙ୍ଗର ୪ ସଦସ୍ୟଙ୍କୁ ଧରିବାରେ ସଫଳ ହୋଇଛି। ସେମାନେ ହେଲେ…

ପୋଲିସ-ମାଓବାଦୀ ଗୁଳି ବିନିମୟ, ଯବାନ ଆହତ

ମାଲକାନଗିରି,୨୦ା୪ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସାର୍କୋଗୁଡ଼ା ସିଲଗରର ମୋକୁର ଅଞ୍ଚଳରେ ମଙ୍ଗଳବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଯବାନ ଗୁରୁତର ହୋଇଛନ୍ତି। ଖବରରୁ ଜଣାପଡିଛି, କୋବ୍ରା, ଏସ୍‌ଟିଏଫ୍‌, ସିଆର୍‌ପିଏଫ୍‌ ଏବଂ ଜିଲା…

ଚୂନ ମାରି ଲୁଟୁଛନ୍ତି ଅଧିକାରୀ, ଠିକାଦାର

ମାଲକାନଗିରି,୧୮।୪ (ଡି.ଏନ.ଏ.): ଖରା ଦିନ ଆସିଲେ ମାଲକାନଗିରି ଜିଲାରେ ଜଳ କଷ୍ଟ ବଢିଥାଏ। ଜିଲାରେ ସବୁ ବର୍ଷ ଜଳ କଷ୍ଟ ଦେଖାଦେଉଥିବା ବେଳେ ଏହା ଦୂର କରିବା ବାହାନରେ ଅଚଳ ପାନୀୟ ଜଳ ପ୍ରକଳ୍ପରେ ଚୂନ ମାରି ଅର୍ଥ ଲୁଟ କରାଯାଉଛି।…

ରକ୍ଷଣାବେକ୍ଷଣ ହେଉନି: ନଷ୍ଟ ହେବାକୁ ବସିଲାଣି ପଞ୍ଚାୟତ ଉଦ୍ୟାନ

ମାଲକାନଗିରି,୧୮।୪ (ଡି.ଏନ.ଏ.): ଗ୍ରାମ ପଞ୍ଚାୟତ ସଦରକୁ ସୌନ୍ଦର୍ଯ୍ୟକରଣ କରିବା ପାଇଁ ବହୁ ଅର୍ଥ ଖର୍ଚ୍ଚ ହେଉଛି। ତେବେ ରକ୍ଷଣାବେକ୍ଷଣ ଅଭାବରୁ କିଛି ବର୍ଷ ମଧ୍ୟରେ ସେସବୁ ନିଜର ପରିଚୟ ହରାଇବା ସ୍ଥିତିକୁ ଚାଲିଆସୁଛି। ଏପରି ଦେଖିବାକୁ ମିଳିଛି ମାଲକାନଗିରି ଜିଲା କୋରୁକୋଣ୍ଡା…

ଯବାନଙ୍କ କ୍ୟାମ୍ପ୍‌ ଉପରେ ମାଓବାଦୀଙ୍କ ଗୁଳିବର୍ଷଣ: ୪ ଯବାନ ଆହତ

ମାଲକାନଗିରି,୧୮ା୪(ଡି.ଏନ୍‌.ଏ.): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ପୋଲିସ କ୍ୟାମ୍ପ୍‌ ଉପରେ ମାଓବାଦୀ ହମଲା କରିଛନ୍ତି। କୁଟରୁ ଥାନା ଅନ୍ତର୍ଗତ ଦରଭା ପୋଲିସ କ୍ୟାମ୍ପ୍‌ ଉପରେ ରବିବାର ରାତିରେ ଶତାଧିକ ମାଓବାଦୀ ଆକ୍ରମଣ କରିଥିଲେ। ମାଓବାଦୀଙ୍କ ପକ୍ଷରୁ ଗୁଳି ଚାଳନା କରାଯିବା ସହ…

ନାକାମାମୁଡ଼ି-ନାରିଙ୍ଗିଝୋଲା ରାସ୍ତାରେ କଟାଯାଇଛି ଶତାଧିକ ଗଛ

ମାଲକାନଗିରି,୧୭।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଭରପୂର ରହିଛି ଜଙ୍ଗଲ ସମ୍ପଦ। ମାତ୍ର କେତେଜଣ ବିଭାଗୀୟ କର୍ମଚାରୀ ଏବଂ ବନ ସଂରକ୍ଷଣ ସମିତି ଅବହେଳାରୁ ଜଙ୍ଗଲରୁ ଶତାଧିକ ଗଛ କଟାଯାଉଥିବା ଅଭିଯୋଗ ହେଉଛି। ମାଲକାନଗିରି ଜିଲା ବାଲିମେଳା ରେଞ୍ଜ ପାହାଡ଼ ଉପରେ ଥିବା ନାକାମାମୁଡି-ନାରିଙ୍ଗିଝୋଲା…

୫ ବର୍ଷ ମଧ୍ୟରେ ରେଳ ସେବା ପାଇବେ ମାଲକାନଗିରିବାସୀ

ମାଲକାନଗିରି,୧୭।୪(ଡି.ଏନ୍‌.ଏ.): ଆସନ୍ତା ୬ମାସ ମଧ୍ୟରେ ରେଳଲାଇନ ନେଇ ରହିଥିବା ଜମି ଅଧିଗ୍ରହଣ କାର୍ଯ୍ୟ ସରିବ। ୫ବର୍ଷ ମଧ୍ୟରେ ମାଲକାନଗିରିବାସୀ ରେଳ ସେବା ପାଇବେ। ରେଳଲାଇନ କାର୍ଯ୍ୟର ସମୀକ୍ଷା ପାଇଁ ଶନିବାର ମାଲକାନଗିରି ଜିଲାକୁ ଗସ୍ତରେ ଆସିଥିବା ବିଶାଖାପାଟଣା ଡିଭିଜନାଲ ରେଲଓ୍ବେ ମ୍ୟାନେଜର…

ବାଇକ୍‌ରେ ୧୫ କି.ମି. ବୋହିନେଲେ ଝିଅର ମୃତଦେହ

ମାଲକାନଗିରି,୧୧।୪ (ଡି.ଏନ.ଏ.): ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ସରକାର ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଶିଶୁଙ୍କ ସୁରକ୍ଷା ପାଇଁ ମମତା ଯୋଜନାଠାରୁ ମୃତ୍ୟୁହେଲେ ସତ୍କାର ପାଇଁ ହରିଶ୍ଚନ୍ଦ୍ର ଯୋଜନା ପର୍ଯ୍ୟନ୍ତ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି। ମାତ୍ର କେତେକ କ୍ଷେତ୍ରରେ ଯୋଜନା କାର୍ଯ୍ୟକାରିତା…

ଅଟୋରେ ନେଉଥିଲେ ୨କୁଇଣ୍ଟାଲ ଗଞ୍ଜେଇ

ଚିତ୍ରକୋଣ୍ଡା,୧୦ା୪(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ୨୦୮ କେଜି ୮ଶହ ଗ୍ରାମ ଗଞ୍ଜେଇ ଜବତ କରି ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଦିଲଶାଦ କୁରେଶି(୩୦), କସିମ ହୁସେନ(୩୩) ଓ ବିଜୟ କୁମାର ଶର୍ମା(୫୭)। ଗଞ୍ଜେଇ ଚୋରା ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?