ମାଲକାନଗିରି

ମାଲକାନଗିରି: ଜିଲା ବିଜେଡି ଉପସଭାପତି ହେଲେ ଉଦୟ

ମାଥିଲି, ୧୨।୧୦(ସୁବାସ ଚନ୍ଦ୍ର ଖୁଡୁପିଆ ): ମାଲକାନଗିରି ଜିଲା ବିଜେଡି ନେତା ତଥା ମାଥିଲି ଜୋନ୍‌ ୨ର ପୂର୍ବତନ ଜିଲା ପରିଷଦ ସଭ୍ୟ ଉଦୟନାଥ ମାଦ୍ରି ବିଜେଡି ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀ ଉପସଭାପତି ଭାବେ ନିଯୁକ୍ତି ହୋଇଛନ୍ତି। ଆଗାମୀ ସାଧାରଣ...

ଆଜି ଲକ୍ଷ୍ମୀ ବସ୍‌ ସେବା ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ମାଲକାନଗିରି,୧୨ା୧୦(ଦୁର୍ଯ୍ୟୋଧନ ପାତ୍ର)ଲକ୍ଷ୍ମୀ ବସ୍‌ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ମାଲକାନଗିରି ଜିଲାରୁ ଶୁଭାରମ୍ଭ କରିବେ। ଏହାକୁ ନେଇ ଜିଲାରେ ବ୍ୟାପକ ପ୍ରସ୍ତୁତି ଦେଖିବାକୁ ମିଳିଛି। ଜିଲା ପ୍ରଶାସନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବିଭିନ୍ନ ପଦକ୍ଷେପ ନିଆଯାଇଥିବା ଦେଖିବାକୁ...

ବିଏସ୍‌ଏଫ୍‌ ଯବାନଙ୍କ ଦ୍ୱାରା ୫ ଟିଫିନ୍‌ ବୋମା ଜବତ

ମାଲକାନଗିରି, ୧ ୧।୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକରେ ଥିବା ୧୪୨ ବାଟାଲିୟନ ବିଏସ୍‌ଏଫ୍‌ ଯବାନଙ୍କ ଦ୍ୱାରା ୫ ଟିଫିନ ବୋମା ଜବତ କରାଯାଇଛି। ପ୍ରକାଶ ଯେ, ମଙ୍ଗଳବାର ସକାଳେ ପଡ଼ିଆସ୍ଥିତ ୧୪୨ ବାଟାଲିୟନ ବିଏସ୍‌ଏଫ୍‌ ଯବାନମାନେ...

ଗଛରେ ପିଟି ହୋଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋରୁକୋଣ୍ଡା,୫।୧୦(ଅବିନାଶ ବେହେରା): ମାଲକାନଗିରି ଜିଲା ସଦରମହକୁମାରରୁ ବାଲିମେଳାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା କୋରୁକୋଣ୍ଡା ବ୍ଲକ ସଦର ସାରଦାଗୁଡା ଛକ ନିକଟରେ ଏକ ଗଛରେ ପିଟି ହୋଇ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଲିମେଳା ୧୧...

ଧ୍ୱଂସ ହେଲା ମାଓବାଦୀ କ୍ୟାମ୍ପ

ମାଲକାନଗିର,୨ା୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜଲା ସୀମାନ୍ତ ଛତିଶଗଡ ବିଜାପୁର ଜିଲାରେ ଯବାନମାନେ ମାଓବାଦୀ କ୍ୟାମ୍ପ ଧ୍ୱଂସ କରିବା ସହ ବିପୁଳ ପରିମାଣରେ ସାମଗ୍ରୀ ଜବତ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ମିତୁର ଥାନା କୁଡମେର ଓ ମଦପାଲ ଜଙ୍ଗଲରେ ବୈରମଗଡ...

କାରରୁ ୮୮ କିଲୋ ଗଞ୍ଜେଇ ଜବତ

ମାଲକାନିଗିର,୧।୧୦: ମାଲକାନିଗିରି ଚିତ୍ରକୋଣ୍ଡା ଅଞ୍ଚଳରୁ ଆନ୍ଧ୍ରପ୍ରଦେଶକୁ ଗଞ୍ଜେଇ ଚୋରା ଚାଲାଣ ହେଉଥିଲା ବେଳେ ଧରାପଡ଼ିଛି। ଏହି ସମୟରେ ଗୌଡଗୁଡା ଛକ ନିକଟରେ ଏକ କାରଟିକୁ ଅବକାରୀ ବିଭାଗ ଅଟକାଇ ଥିଲା । ଯାଞ୍ଚ ପରେ ସେଥିରୁ ୮୮ କିଲୋ ଗଞ୍ଜେଇ...

ଜାତିଗତ ପ୍ରମାଣପତ୍ର ପାଇଁ ଧର୍ମ ପରିବର୍ତ୍ତନ କରିବାକୁ ରାଜସ୍ବ ନିରୀକ୍ଷକଙ୍କ ଚାପ

ମାଲକାନଗିରି, ୨୮ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଲୁଗେଲ ପଞ୍ଚାୟତର ଏମପିଭି-୪୭ ଗ୍ରାମର ସୁନିତା ମଣ୍ଡଳ ନାମକ ମହିଳା ନିଜର ଜାତିଗତ ପ୍ରମାଣପତ୍ର ପାଇଁ ରାଜସ୍ବ ନିରୀକ୍ଷକଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହି ସମୟରେ ରାଜସ୍ବ ନିରୀକ୍ଷକ ତାଙ୍କୁ ଧର୍ମ ପରିବର୍ତ୍ତନ କଲେ...

ଯବାନଙ୍କ ପରିବେଶ ଚିନ୍ତା, କ୍ୟାମ୍ପସ୍‌ରେ ଲଗାଇ ସାରିଲେଣି ୪ ହଜାର ଚାରା

ମାଲକାନଗିରି, ୨୮ା୯(ଦୁର୍ଯ୍ୟୋଧନ ପାତ୍ର): ଆମ ଦେଶର ସୁରକ୍ଷା କର୍ମୀ ବିଏସ୍‌ଏଫ୍‌, ଡିଆର୍‌ଜି , ସିଆରପିଏଫ, କୋବ୍ରା, ଓଡିଶା ରାଜ୍ୟ ଆର୍ମ ଫୋର୍ସର ଯବାନମାନେ ନିଜ ଜୀବନକୁ ବାଜି ଲଗାଇ ଦେଶର ସୁରକ୍ଷା ସହ ଜନତାଙ୍କ ଧନ ଜୀବନ ରକ୍ଷା କରିବା...

ପୋଲ ପାଲଟିଛି ମରଣଯନ୍ତା: ବ୍ୟୟ ଅଟକଳ ସହ ସରିଛି ଟେଣ୍ଡର, ଆରମ୍ଭ ହେଉନି କାମ

ପୋଟେରୁ, ୨୮ା୯ (ସୌରଭ ମଣ୍ଡଳ): ମାଲକାନଗିରି ଜିଲାରୁ ମାଲକାନଗିର-ମୋଟୁକୁ ସଂଯୋଗ କରୁଥିବା ୩୨୬ ନମ୍ବର ଜାତୀୟ ରାଜପଥର ପୋଟେରୁ ପୋଲ ମରଣଯନ୍ତା ପାଲଟିଛି। ପୋଲ ଉପରେ ବଡ଼ ବଡ଼ ଗାତ ହୋଇ ଯାତାୟାତରେ ସମସ୍ୟା ସୃଷ୍ଟି ହେଉଛି। ବର୍ଷା୍‌ଦିନେ ଏହି...

ବାପ ମା’ ଛେଉଣ୍ଡ ଛାତ୍ରଙ୍କୁ ଗ୍ରହଣ ସହ ଶିକ୍ଷା ପାଇଁ ପ୍ରତିଶ୍ରୁତି

ମାଲକାନଗିରି, ୨୭।୯(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ରୋଟାରି କ୍ଲବ ତରଫରୁ ମଙ୍ଗଳବାର ଏକ ବାପ ମା ଚେଉଣ୍ଡ ଛାତ୍ରଙ୍କୁ ପୋଷ୍ୟ ଭାବେ ଗ୍ରହଣ କରି ଉଚ୍ଚ ଶିକ୍ଷା ପାଇଁ ସମସ୍ତ ଦାୟିତ୍ୱ ନେବା ସହ ଭୁବନେଶ୍ୱର ସ୍ଥିତ କିସ୍‌ରେ ପାଠ ପଢାଇବା...

ଆସନ୍ତା ୨ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ମାଲକାନଗିରି,୨୬ା୯(ଦୁର୍ଯ୍ୟୋଧନ ପାତ୍ର)l: ରାଜ୍ୟ ସରକାର ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନରେ ମାଲକାନଗିରି ଜିଲାକୁ ଅନ୍ତର୍ଭୁକ୍ତ କରାଯାଇଥିଲା। ସୋମବାର ଭୁବନେଶ୍ୱରରୁ ମାଲକାନଗିରି ଜିଲାକୁ ପ୍ରଥମେ ଲକ୍ଷ୍ମୀ ଯୋଜନାରେ ବସ୍‌ ଯାଇ ପହଞ୍ଚିଛି। ମାଲକାନଗିରି ଜିଲାରେ ମୋଟ ୩୬ଟି ବସ୍‌...

ସରକାରୀ ସହାୟତା, ଶିକ୍ଷା ବ୍ୟବସ୍ଥା ନୀତିନିୟମ ଜଣାଉଛି କାର୍ଯ୍ୟକ୍ରମ

ଚିତ୍ରକୋଣ୍ଡା, ୨୪।୯(୨୩ା୯): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ବଡ଼ପଡ଼ା ପଞ୍ଚାୟତର ବଡ଼ପଡ଼ା ସରକାରୀ ଆଦିବାସୀ ହରିଜନ ଉନ୍ନୟନ ବାଳିକା ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଶତ୍ରୁଘନ ସ୍ବାଇଁଙ୍କ ତତ୍ୱାବଧାନରେ ଆମେ ଜାଣିବା, ଆମେ ଜିଣିବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri