ମାଲକାନଗିରି

ପୋଲିସ-ମାଓବାଦୀ ଗୁଳି ବିନିମୟ, ଯବାନ ଆହତ

ମାଲକାନଗିରି,୨୦ା୪ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସାର୍କୋଗୁଡ଼ା ସିଲଗରର ମୋକୁର ଅଞ୍ଚଳରେ ମଙ୍ଗଳବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଯବାନ ଗୁରୁତର ହୋଇଛନ୍ତି। ଖବରରୁ ଜଣାପଡିଛି, କୋବ୍ରା, ଏସ୍‌ଟିଏଫ୍‌, ସିଆର୍‌ପିଏଫ୍‌ ଏବଂ ଜିଲା…

ଚୂନ ମାରି ଲୁଟୁଛନ୍ତି ଅଧିକାରୀ, ଠିକାଦାର

ମାଲକାନଗିରି,୧୮।୪ (ଡି.ଏନ.ଏ.): ଖରା ଦିନ ଆସିଲେ ମାଲକାନଗିରି ଜିଲାରେ ଜଳ କଷ୍ଟ ବଢିଥାଏ। ଜିଲାରେ ସବୁ ବର୍ଷ ଜଳ କଷ୍ଟ ଦେଖାଦେଉଥିବା ବେଳେ ଏହା ଦୂର କରିବା ବାହାନରେ ଅଚଳ ପାନୀୟ ଜଳ ପ୍ରକଳ୍ପରେ ଚୂନ ମାରି ଅର୍ଥ ଲୁଟ କରାଯାଉଛି।…

ରକ୍ଷଣାବେକ୍ଷଣ ହେଉନି: ନଷ୍ଟ ହେବାକୁ ବସିଲାଣି ପଞ୍ଚାୟତ ଉଦ୍ୟାନ

ମାଲକାନଗିରି,୧୮।୪ (ଡି.ଏନ.ଏ.): ଗ୍ରାମ ପଞ୍ଚାୟତ ସଦରକୁ ସୌନ୍ଦର୍ଯ୍ୟକରଣ କରିବା ପାଇଁ ବହୁ ଅର୍ଥ ଖର୍ଚ୍ଚ ହେଉଛି। ତେବେ ରକ୍ଷଣାବେକ୍ଷଣ ଅଭାବରୁ କିଛି ବର୍ଷ ମଧ୍ୟରେ ସେସବୁ ନିଜର ପରିଚୟ ହରାଇବା ସ୍ଥିତିକୁ ଚାଲିଆସୁଛି। ଏପରି ଦେଖିବାକୁ ମିଳିଛି ମାଲକାନଗିରି ଜିଲା କୋରୁକୋଣ୍ଡା…

ଯବାନଙ୍କ କ୍ୟାମ୍ପ୍‌ ଉପରେ ମାଓବାଦୀଙ୍କ ଗୁଳିବର୍ଷଣ: ୪ ଯବାନ ଆହତ

ମାଲକାନଗିରି,୧୮ା୪(ଡି.ଏନ୍‌.ଏ.): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ପୋଲିସ କ୍ୟାମ୍ପ୍‌ ଉପରେ ମାଓବାଦୀ ହମଲା କରିଛନ୍ତି। କୁଟରୁ ଥାନା ଅନ୍ତର୍ଗତ ଦରଭା ପୋଲିସ କ୍ୟାମ୍ପ୍‌ ଉପରେ ରବିବାର ରାତିରେ ଶତାଧିକ ମାଓବାଦୀ ଆକ୍ରମଣ କରିଥିଲେ। ମାଓବାଦୀଙ୍କ ପକ୍ଷରୁ ଗୁଳି ଚାଳନା କରାଯିବା ସହ…

ନାକାମାମୁଡ଼ି-ନାରିଙ୍ଗିଝୋଲା ରାସ୍ତାରେ କଟାଯାଇଛି ଶତାଧିକ ଗଛ

ମାଲକାନଗିରି,୧୭।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଭରପୂର ରହିଛି ଜଙ୍ଗଲ ସମ୍ପଦ। ମାତ୍ର କେତେଜଣ ବିଭାଗୀୟ କର୍ମଚାରୀ ଏବଂ ବନ ସଂରକ୍ଷଣ ସମିତି ଅବହେଳାରୁ ଜଙ୍ଗଲରୁ ଶତାଧିକ ଗଛ କଟାଯାଉଥିବା ଅଭିଯୋଗ ହେଉଛି। ମାଲକାନଗିରି ଜିଲା ବାଲିମେଳା ରେଞ୍ଜ ପାହାଡ଼ ଉପରେ ଥିବା ନାକାମାମୁଡି-ନାରିଙ୍ଗିଝୋଲା…

୫ ବର୍ଷ ମଧ୍ୟରେ ରେଳ ସେବା ପାଇବେ ମାଲକାନଗିରିବାସୀ

ମାଲକାନଗିରି,୧୭।୪(ଡି.ଏନ୍‌.ଏ.): ଆସନ୍ତା ୬ମାସ ମଧ୍ୟରେ ରେଳଲାଇନ ନେଇ ରହିଥିବା ଜମି ଅଧିଗ୍ରହଣ କାର୍ଯ୍ୟ ସରିବ। ୫ବର୍ଷ ମଧ୍ୟରେ ମାଲକାନଗିରିବାସୀ ରେଳ ସେବା ପାଇବେ। ରେଳଲାଇନ କାର୍ଯ୍ୟର ସମୀକ୍ଷା ପାଇଁ ଶନିବାର ମାଲକାନଗିରି ଜିଲାକୁ ଗସ୍ତରେ ଆସିଥିବା ବିଶାଖାପାଟଣା ଡିଭିଜନାଲ ରେଲଓ୍ବେ ମ୍ୟାନେଜର…

ବାଇକ୍‌ରେ ୧୫ କି.ମି. ବୋହିନେଲେ ଝିଅର ମୃତଦେହ

ମାଲକାନଗିରି,୧୧।୪ (ଡି.ଏନ.ଏ.): ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ସରକାର ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଶିଶୁଙ୍କ ସୁରକ୍ଷା ପାଇଁ ମମତା ଯୋଜନାଠାରୁ ମୃତ୍ୟୁହେଲେ ସତ୍କାର ପାଇଁ ହରିଶ୍ଚନ୍ଦ୍ର ଯୋଜନା ପର୍ଯ୍ୟନ୍ତ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି। ମାତ୍ର କେତେକ କ୍ଷେତ୍ରରେ ଯୋଜନା କାର୍ଯ୍ୟକାରିତା…

ଅଟୋରେ ନେଉଥିଲେ ୨କୁଇଣ୍ଟାଲ ଗଞ୍ଜେଇ

ଚିତ୍ରକୋଣ୍ଡା,୧୦ା୪(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ୨୦୮ କେଜି ୮ଶହ ଗ୍ରାମ ଗଞ୍ଜେଇ ଜବତ କରି ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଦିଲଶାଦ କୁରେଶି(୩୦), କସିମ ହୁସେନ(୩୩) ଓ ବିଜୟ କୁମାର ଶର୍ମା(୫୭)। ଗଞ୍ଜେଇ ଚୋରା ଚାଲାଣ ହେଉଥିବା…

ସ୍କୁଲ ପିଲାଙ୍କୁ ପଢ଼ାଇଲେ ଉପଜିଲାପାଳ

ମାଲକାନଗିରି,୭ା୪(ଡି.ଏନ୍‌.ଏ.): ମାଲକାନଗିରି ଉପଜିଲାପାଳ ତଥା ଆଇଟିଡିଏର ଭାରପ୍ରାପ୍ତ ପିଏ ଅକ୍ଷୟ କୁମାର କେମୁଡୁ ବୁଧବାର କାଲିମେଳା ବ୍ଲକ ଏମ୍‌ଭି-୭୯ସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ଏଠାରେ ସେ ନବମ ଓ ଦଶମ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ବିଜ୍ଞାନ…

ପରାଜୟ ପରେ ବି ପ୍ରତିଶ୍ରୁତି ରଖିଲେ ଶ୍ରୀନିବାସ

ମାଲକାନଗିରି,୭ା୪(ଡି.ଏନ୍‌.ଏ.): ମାଲକାନଗିରି ସଦର କୁମୁଟିଗୁଡ଼ାସ୍ଥିତ ଶାନ୍ତି କୁମାରୀ ବାଘଙ୍କ ଘରେ ବର୍ଷେ ହେଲା ବିଦ୍ୟୁତ୍‌ ସଂଯୋଗ ନାହିଁ। ନିର୍ବାଚନ ପ୍ରଚାରବେଳେ ବିଦ୍ୟୁତ୍‌ ସଂଯୋଗ ପାଇଁ ପ୍ରତିଶ୍ରୁତି ଦେଇଥିଲେ ପ୍ରାର୍ଥୀ। ନିର୍ବାଚନରେ ପରାଜିତ ହୋଇଥିଲେ ମଧ୍ୟ ଏବେ ବିଦ୍ୟୁତ୍‌ ସଂଯୋଗ ପହଞ୍ଚିବାରେ ସାହାଯ୍ୟ…

ମାଡ଼ ମାରିଥିବା ଶିକ୍ଷୟିତ୍ରୀ ସମେତ ୨ ନିଲମ୍ବିତ

କାଲିମେଳା,୨ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଟିଗଲ ପଞ୍ଚାୟତର ଏମ୍‌ପିଭି-୬୫ ଅପ୍‌ଗ୍ରେଡ୍‌ ହାଇସ୍କୁଲରେ ଦୁଇ ଶିକ୍ଷାଧିକାରୀଙ୍କ ସମ୍ମୁଖରେ ଜଣେ ଶିକ୍ଷକଙ୍କୁ ସେହି ସ୍କୁଲର ଶିକ୍ଷୟିତ୍ରୀ ମାଡ଼ ମାରିବା ଘଟଣାରେ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ମାଡ଼ ମାରିଥିବା ସହକାରୀ ଶିକ୍ଷୟିତ୍ରୀ ଇଲା…

ଅଧିକାରୀଙ୍କ ସମ୍ମୁଖରେ ସହକର୍ମୀ ଶିକ୍ଷକଙ୍କୁ ମାଡ଼ ମାରିଲେ ଶିକ୍ଷୟିତ୍ରୀ

କାଲିମେଳା,୧ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଟିଗଲ ପଞ୍ଚାୟତର ଏମ୍‌ପିଭି-୬୫ ଅପ୍‌ଗ୍ରେଡ୍‌ ଉଚ୍ଚ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟାଳୟର ଦୁଇ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ମଧ୍ୟରେ ଥିବା ସମସ୍ୟା ସମାଧାନ କରିବାକୁ ଆସିଥିବା ଏବିଇଓ ସିଆର୍‌ସିସି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?