ଆସନ୍ତାକାଲି ଅନ୍ତିମ ପର୍ଯ୍ୟାୟ ନିର୍ବାଚନ: ଲଞ୍ଚ୍ରେ ସ୍ବାଭିମାନ ଅଞ୍ଚଳକୁ ଗଲେ ପୋଲିଂ ପାର୍ଟି
ଚିତ୍ରକୋଣ୍ଡା,୨୩ା୨(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକରେ ଗୁରୁବାର ହେବ ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟ ତ୍ରିସ୍ତରୀୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ। ଚିତ୍ରକୋଣ୍ଡା ବ୍ଲକର ୧୮ଟି ପଞ୍ଚାୟତର ୨୨୨ଟି ଓ୍ବାର୍ଡର ୨୩୩ଟି ବୁଥ୍ରେ ୪୧୭୮୨ ଜଣ ଭୋଟର କରିବେ ମତଦାନ। ଏଥିପାଇଁ…
ଭୋଟ ଦେବାକୁ ୬୦ କି.ମି. ଜଳଯାତ୍ରା
ମାଲକାନଗିରି,୨୩ା୨(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ମଙ୍ଗଳବାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ କାଲିମେଳା ବ୍ଲକରେ ଅନୁଷ୍ଠିତ ହୋଇଛି। ନିଜର ଗଣତାନ୍ତ୍ରିକ ଅଧିକାରକୁ ସାବ୍ୟସ୍ତ କରିବା ପାଇଁ ଭୋଟରମାନେ ଦୀର୍ଘ ୬୦ କିଲୋମିଟର ବୋଟ୍ରେ ଯାତ୍ରା କରି ମତଦାନ କରିଥିବା ଦେଖିବାକୁ ମିଳିଛି। କାଲିମେଳା ବ୍ଲକ…
ବେକରେ ବେଲ୍ଟ ବାନ୍ଧି ଝୁଲି ପଡ଼ିଲେ ପ୍ରେମୀ ଯୁଗଳ
ମାଲକାନଗିରି,୨୧।୨(ଡି.ଏନ୍.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଗୋମ୍ଫାକୋଣ୍ଡା ପଞ୍ଚାୟତର କନାଗୁଡା କେନାଲ ନିକଟ ଜଙ୍ଗଲ ଭିତରୁ ଜଣେ ଯୁବକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଉଭୟ ବେଲ୍ଟ ସାହାଯ୍ୟରେ ଗଛରେ ଝୁଲୁଥିବା ଅବସ୍ଥାରେ ସ୍ଥାନୀୟଲୋକ ଦେଖିଥିଲେ ।…
ସର୍ଚ୍ଚ ଅପରେଶନ ବେଳେ ବିପୁଳ ଅସ୍ତ୍ରଶସ୍ତ୍ର ଜବତ
ମାଲକାନଗିରି,୨୧।୨(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳରେ ଦୀର୍ଘ ୧୦ ବର୍ଷ ପରେ ୨୪ ତାରିଖରେ ନିର୍ବାଚନ ହେବ। ନିର୍ବାଚନକୁ ଦୃଷ୍ଟିରେ ରଖି ସେହି ଅଞ୍ଚଳରେ ବିଏସ୍ଏଫ, ଡିଭିଏଫ୍ ତରଫରୁ ପ୍ରତିଦିନ ଘନ ଘନ ସର୍ଚ୍ଚ ଅପରେଶନ କରାଯାଉଛି ।…
ଶପଥ କରାଇ ଭୋଟ ମାଗିଲେ ବିଧାୟକଙ୍କ ପୁଅ
ମାଲକାନଗିରି,୧୮ା୨(ଡି.ଏନ୍.ଏ.): ଗଣତନ୍ତ୍ରିକ ରାଷ୍ଟ୍ରରେ ଭୋଟ ଦେବାର ଅଧିକାର ସମସ୍ତଙ୍କର ରହିଛି। ଜଣେ ଭୋଟର କୌଣସି ଚାପ କିମ୍ବା ଅର୍ଥ ଲୋଭର ବଶବର୍ତ୍ତୀ ନ ହୋଇ ନିଜ ଇଚ୍ଛାରେ ମନପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବା ତାଙ୍କ ଅଧିକାର ରୂପେ ସ୍ବୀକୃତ କରାଯାଇଛି। ଯଦି…
ମେଳି କରି ଭୋଟ ଦେବାକୁ ଶପଥ କରାଇଲେ ବିଧାୟକଙ୍କ ପୁଅ
ମାଲକାନଗିରି,୧୭ା୨(ଡି.ଏନ୍.ଏ.): ଗଣତନ୍ତ୍ରିକ ରାଷ୍ଟ୍ରରେ ଭୋଟ ଦେବାର ଅଧିକାର ସମସ୍ତଙ୍କର ରହିଛି। ଜଣେ ଭୋଟର କୌଣସି ଚାପ କିମ୍ବା ଅର୍ଥ ଲୋଭର ନ ପଡି ନିଜ ଇଚ୍ଛାରେ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବା ତାଙ୍କ ଅଧିକାର ରୂପେ ସ୍ବୀକୃତ କରାଯାଇଛି। ଯଦି କେହି…
ମାଓବାଦୀ ଭୟ: ସ୍ଥାନାନ୍ତର ହେଲା ୩ ବୁଥ୍
ମାଲକାନଗିରି, ୧୭।୨(ଡି.ଏନ.ଏ.): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବ। ଏହାକୁ ଦୃଷ୍ଟିରେ ରଖି ମାଓବାଦୀ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ସୁରକ୍ଷା ଦୃଷ୍ଟିକୋଣରୁ ମାଲକାନଗିରି ଜିଲାର କରୁକୋଣ୍ଡା ବ୍ଲକର ୩ଟି…
ସ୍ବାଭିମାନ ଅଞ୍ଚଳରେ ମାଓବାଦୀଙ୍କ ଶହୀଦ ସ୍ତମ୍ଭରେ ଲାଗିଛି ପ୍ରାର୍ଥୀଙ୍କ ପୋଷ୍ଟର
ଚିତ୍ରକୋଣ୍ଡା,୧୭।୨(ଡି.ଏନ.ଏ.) ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ମାଓବାଦୀଙ୍କ ଶହୀଦ ସ୍ତମ୍ଭରେ ପଞ୍ଚାୟତ ନିର୍ବାଚନରେ ଭାଗ ନେଇଥିବା ପ୍ରାର୍ଥୀ,ପ୍ରାର୍ଥତ୍ନୀଙ୍କ ଉଦ୍ଦେଶ୍ୟରେ ଲାଗିଛି ମାଓବାଦୀ ପୋଷ୍ଟର। ପାପରମେଟେଲା ପଞ୍ଚାୟତର ଯନ୍ତାପାଇ,ପଣସପୁଟ ପଞ୍ଚାୟତର ଗୋରାସେତୁ ଓ ମସୁରିଗୁଡା ହାଟ ନିକଟରେ ଥିବା ଶହୀଦ ସ୍ତମ୍ଭରେ…
ବାଇକ୍ ଧକ୍କାରେ ଗଲା ୨ ଜୀବନ
ମାଲକାନଗିରି, ୧୩ା୨ (ଡି.ଏନ.ଏ.): ମାଲକାନଗିରି ଜିଲା ଜୟପୁର-ମାଲକାନଗିରି ମୁଖ୍ୟ ରାସ୍ତା ନାୟକଗୁଡାଠାରେ ରବିବାର ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ରାମ କୁଡୁକୁ ଏବଂ ଗୌରବ ଭୂମିଆ।…
ଭୟମୁକ୍ତ ନିର୍ବାଚନ ପାଇଁ ପୋଲିସର ଫ୍ଲାଗମାର୍ଚ୍ଚ
ଏମ୍ଭି-୭୯,୧୩ା୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ମାଲକାନଗିରି ଜିଲା ଏମ୍ଭି-୭୯ ଥାନା ପକ୍ଷରୁ ରବିବାର ଫ୍ଲାଗ୍ମାର୍ଚ୍ଚ କରାଯାଇଛି। ଥାନା ଅଧିକାରୀ ମୁକୁନ୍ଦ ମେଳକାଙ୍କ ନେତୃତ୍ୱରେ ୩୦ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀ ଥାନା ପରିସରରୁ ବାହାରି ମୁଖ୍ୟ ବଜାର…
ସୀମାନ୍ତରେ ଗୁଳି ବିନିମୟ: ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଶହୀଦ
ମାଲକାନଗିରି,୧୩।୨ (ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶନିବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ସିଆରପିଏଫ ଯବାନ ଶହୀଦ୍ ହୋଇଛନ୍ତି। ସେ ୧୬୮ ବାଟାଲିୟନ୍ର ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଶାନ୍ତି ଭୂଷଣ ତିର୍କୀ ବୋଲି ଜଣାପଡ଼ିଛି।…
ଭୋଜି ଖାଇ ୪୦ ଅସୁସ୍ଥ
ମାଲକାନଗିରି,୧୩।୨(ଡି.ଏନ୍.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଟିଗଲ ପଞ୍ଚାୟତର ଏମ୍ପିଭି-୬୫ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି l ଭୋଜି ଖାଇ ଗ୍ରାମର ଛୋଟ ପିଲାଙ୍କ ସମେତ ୪୦ରୁଊର୍ଦ୍ଧ୍ୱ ମହିଳାପୁରୁଷ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କ ମଧ୍ୟରୁ ୨୦ ଜଣଙ୍କ…
Archives


