ମାଲକାନଗିରି

ପରିବହନ ବିଭାଗ ପକ୍ଷରୁ ଘରୋଇ ବସ୍‌ ଯାଞ୍ଚ

ମାଲକାନଗିରି,୨୭ା୩(ଡି.ଏନ.ଏ.): ମାଲକାନଗିରି ଜିଲା ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ରବିବାର ଜିଲାରେ ଚଳାଚଳ କରୁଥିବା ବିଭିନ୍ନ ଘରୋଇ ବସ୍‌ଗୁଡିକ ଯାଞ୍ଚ କରାଯାଇଥିଲା। ବିଶେଷକରି ଗ୍ରୀଷ୍ମପ୍ରବାହ ସମୟରେ ବସ୍‌ ଭିତରେ ପାଣି, ଓଆର୍‌ଏସ୍‌ ପ୍ୟାକେଟ ମହଜୁଦ ରଖିବା, ବସ୍‌ରେ ଯାତ୍ରୀଭଡ଼ା ତାଲିକା ଲଗାଇବା,…

କମ୍‌ ଦରରେ ତରଭୁଜ ବିକୁଛନ୍ତି ଚାଷୀ

ମାଲକାନଗିରି, ୨୮।୩ (ଡି.ଏନ.ଏ.): ଖରାଦିନ ଆସିଗଲେ ବଜାରରେ ବଢ଼ିଥାଏ ଖରାଦିନିଆ ଫଳର ଚାହିଦା। ଗରମରୁ ଆଶ୍ୱସ୍ତି ପାଇବା ପାଇଁ ଲୋକେ ଖୋଜିଥାନ୍ତି ତରଭୁଜ। ପିଲାଠାରୁ ବୟସ୍କ ପର୍ଯ୍ୟନ୍ତ ସମସ୍ତଙ୍କ ତରଭୁଜ ବେଶ୍‌ ପସନ୍ଦ। ମାଲକାନଗିରି ଜିଲାରେ ତରଭୁଜର ଉତ୍ପାଦନ ଅଧିକ ରହିଛି।…

ସରୁନି ଭିଜିଲାନ୍ସ ଖୋଳତାଡ଼: ଯନ୍ତ୍ରୀ-ଠିକାଦାର କିଙ୍ଗ୍‌ପିନ୍‌

ମାଲକାନଗିରି,୨୮ା୩(ଡି.ଏନ୍‌.ଏ.): ଯେତେ ଖୋଳିଲେ ସେତେ ବାହାରୁଛି ମାଲକାନଗିରି ଜିଲା ଅଧୀକ୍ଷଣ ଯନ୍ତ୍ରୀ ଆଶିଷ କୁମାର ଦାସଙ୍କ ସମ୍ପତ୍ତି। ଦୁଇ ଦିନ ହେଲାଣି ଭିଜିଲାନ୍ସର ଖୋଳତାଡ଼ ସରୁନାହିଁ। ଜିଲା ଚିକିତ୍ସାଳୟ ନିକଟରେ ଥିବା ଜଣେ ବଙ୍ଗାଳି ଠିକାଦାର ଏବଂ ମାଥିଲି, ଖଇରପୁଟ ବ୍ଲକ…

ସରୁନି ସାବେରି ବ୍ରିଜ୍‌ ନିର୍ମାଣ

ଏମ୍‌ଭି-୭୯,୨୭ା୩(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ମୋଟୁଠାରେ ସାବେରୀ ନଦୀ ଉପରେ ଚାଲିଥିବା ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ସରୁନାହିଁ। ନଦୀର ଉପର ମୁଣ୍ଡରେ ଚାଲିଥିବା ଏହି ବ୍ରିଜ୍‌ ନିର୍ମାଣକୁ ଇତିମଧ୍ୟରେ ୫ବର୍ଷ ବିତିଯାଇଛି। ବିଭାଗୀୟ ଅଧିକାରୀଙ୍କ ଅବହେଳା ଏବଂ ଠିକା କମ୍ପାନୀର ମନମୁଖି…

ଭିଜିଲାନ୍ସ ଜାଲରେ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀଯନ୍ତ୍ରୀ

ମାଲକାନଗିରି, ୨୬ା୩ (ଡି.ଏନ.ଏ.): ମାଲକାନଗିରି ଜିଲା ଗ୍ରାମ୍ୟ ନିର୍ମାଣ ବିଭାଜନ-୧ର ନିର୍ବାହୀଯନ୍ତ୍ରୀ ଆଶିଷ କୁମାର ଦାସ ଭିଜିଲାନ୍ସ ଜାଲରେ ପଡିଛନ୍ତି। ସେ ଶୁକ୍ରବାର ଡିସିବି ବ୍ୟାଙ୍କରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜମା କରିବାକୁ ଯାଇଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ…

ଟଙ୍କା ଜମାକରୁଥିବା ବେଳେ ଧରାପଡ଼ିଲେ ଭିଜିଲାନ୍ସ ହାତରେ

ମାଲକାନଗିରି,୨୫।୩(ଡି.ଏନ୍‌.ଏ.): ମାଲକାନଗିରି ଗ୍ରାମ୍ୟ ନିର୍ମାଣ ବିଭାଜନ-୧ ନିର୍ବାହୀ ଯନ୍ତ୍ରୀ ଆଶିଷ କୁମାର ଦାସ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଯନ୍ତ୍ରୀ ଦାସ ଶୁକ୍ରବାର ଡିସିବି ବ୍ୟାଙ୍କରେ ୧୦ ଲକ୍ଷ ଜମା କରିବାକୁ ଯାଇଥିବା ବେଳେ ଭିଜିଲାନ୍ସ ଅଧିକାରୀ ଚଢାଉ କରି ତାଙ୍କୁ କାବୁ…

ଅଯୋଧ୍ୟା ଗଲା ସୀତାକୁଣ୍ଡ ଜଳ

ମାଲକାନଗିରି/କୋରାପୁଟ,୨୩ା୩ (ଡି.ଏନ୍‌.ଏ./ସ୍ବ.ପ୍ର.): ମଙ୍ଗଳବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମାଲକାନଗିରି ଜିଲା ଖଇରପୁଟ ବ୍ଲକର ବଣ୍ଡାଘାଟି ଗସ୍ତ କରିଛନ୍ତି। ଅଯୋଧ୍ୟାରେ ନିର୍ମାଣ ହେଉଥିବା ରାମମନ୍ଦିର ପାଇଁ ରାଜ୍ୟପାଳ ମୁଦୁଲିପଡ଼ାରେ ଥିବା ସୀତାକୁଣ୍ଡରୁ ଜଳ ସଂଗ୍ରହ କରିଛନ୍ତି। ଉକ୍ତ ଜଳକଳସ ରାମନବମୀ ଦିନ…

ଟ୍ରକ୍‌କୁ ଧକ୍କା ଦେଇ ବାଇକ୍‌ ଆରୋହୀ ମୃତ

ମାଲକାନଗିରି,୨୧ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ତୁମୁକିମାଡକା ଗ୍ରାମ ନିକଟରେ ଜଣେ ବାଇକ୍‌ ଆରୋହୀ ଏକ ଟ୍ରକ୍‌ ପଛକୁ ଧକ୍କା ଦେଇ ଘଟଣା ସ୍ଥଳରେ ମୃତ୍ୟୁବରଣ କରିଛନ୍ତି। ରବିବାର ରାତିରେ କେନାଲ କାମରେ ନିୟୋଜିତ ଏକ ଟ୍ରକ୍‌ କାମ ସାରି…

ଭାରସାମ୍ୟ ହରାଇ ଖାଲରେ ପଡିଲା ବାଇକ୍‌: ଜଣେ ମୃତ ଜଣେ ଗୁରୁତର

ମାଲକାନଗରି,୧୮।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ସଦର ବ୍ଲକ କଲେଜ ଛକ ନିକଟରେ ଏକ ସଡକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ବାଇକ୍‌ ଖାଲରେ ପଡିବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ଜଣକ କସାବାହାଲ ଗ୍ରାମର ସହଦେବ…

ଘରେ ରଖିଥିଲେ ୧୫ ଲକ୍ଷ ଟଙ୍କାର ଗଞ୍ଜେଇ, ବାନ୍ଧିଲା ପୋଲିସ

ଚିତ୍ରକୋଣ୍ଡା,୧୭ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଚିତ୍ରକୋଣ୍ଡା ଏସ୍‌ଡିପିଓଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, ଚିତ୍ରକୋଣ୍ଡା ଥାନାଧିକାରୀ ସୂର୍ଯ୍ୟ ପ୍ରକାଶ ନାୟକଙ୍କ ନେତୃତ୍ୱରେ ଏକ ଟିମ୍‌ ବୁଧବାର ଗଞ୍ଜେଇ ଚାଲାଣ କରାଯାଉଥିବା ଖବର ପାଇ ଚିତ୍ରକୋଣ୍ଡା ଥାନା…

ଭିଜିଲାନ୍ସ ଜାଲରେ ଜିଲା କୃଷି ଅଧିକାରୀ

ମାଲକାନଗିରି,୧୫।୩(ଡି.ଏନ୍‌.ଏ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ଜିଲା କୃଷି ଅଧିକାରୀ ଏମ. ଆନନ୍ଦ ରାଓଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ମାଲକାନଗିରିସ୍ଥିତ ଅଫିସ ସମେତ ସରକାରୀ ବାସଭବନରେ ଚଢାଉ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ଘରୁ…

ମାଲକାନଗିରି ଜିଲାରେ ବଢୁଛି ସାଇବର ଅପରାଧ

ମାଲକାନଗିରି,୧୪ା୩(ଡିଏନ.ଏ.): ରାଜ୍ୟରେ ସାଇବର ଠକେଇ ବଢିବାରେ ଲାଗିଛି। ନିରୀହ ଲୋକଙ୍କୁ ବିଭିନ୍ନ ବାହାନାରେ ଅର୍ଥ ଲୋଭ ଦେଖାଇ ସାଇବର ଅପରାଧୀମାନେ ଅର୍ଥ ଲୁଟ କରୁଛନ୍ତି। ମାଲକାନଗିରି ଭଳି ଆଦିବାସୀ ଅଧ୍ୟୁଷିତ ଜିଲାରେ ମଧ୍ୟ ଏହି ଅପରାଧ ଧୀରେଧୀରେ ବଢିବାରେ ଲାଗିଛି। ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?