୨୬ରୁ ସ୍ବାଭିମାନ ଅଞ୍ଚଳରେ ବୋଟ୍ ଆମ୍ବୁଲାନ୍ସ ସେବା
ଚିତ୍ରକୋଣ୍ଡା,୨୦।୧(ଡି.ଏନ.ଏ.) ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଳକର ସ୍ବାଭିମାନ ଅଞ୍ଚଳବାସୀଙ୍କୁ ଆସନ୍ତା ୨୬ରୁ ବୋଟ୍ ଆମ୍ବୁଲାନ୍ସ ସେବା ମିଳିବ। ବିଚ୍ଛିନ୍ନାଞ୍ଚଳବାସୀଙ୍କ ପାଇଁ ଜିଲା ପ୍ରଶାସନ ପୂର୍ବରୁ ୨ଟି ବୋଟ୍ ଆମ୍ବୁଲାନ୍ସ ଯୋଗାଇ ଦେଇଛି। ଏହା ସ୍ପଲ୍େଓ ଲଞ୍ଚ ଘାଟରେ ଉଦ୍ଘାଟିତ ହୋଇ ଅଞ୍ଚଳବାସୀଙ୍କୁ…
ମହୁପଦରରେ ଲାଗିଲା ମାଓବାଦୀ ବିରୋଧୀ ପୋଷ୍ଟର
ମାଲକାନଗିରି,୨୦।୧ (ଡି.ଏନ.ଏ.) ମାଲକାନଗିରି ଜିଲା ମାଥିଲି ବ୍ଲକ ମହୁପଦର ପଞ୍ଚାୟତ କେରିମିଟି ଗ୍ରାମର ନିରୀହ ଆଦିବାସୀ ଯୁବକ ଆନନ୍ଦ ସାହୁଙ୍କୁ ପୋଲିସ ସୂଚନାଦାତା ସନ୍ଦେହରେ ମାଓବାଦୀମାନେ ହତ୍ୟା କରିବା ଘଟଣାକୁ ବିରୋଧ କରି ମାଓବାଦୀ ବିରୋଧୀ ପୋଷ୍ଟର ଲାଗିଛି। ଏହି ପୋଷ୍ଟର ଓଡିଶା…
ପୋଲିସ-ମାଓବାଦୀ ଗୁଳି ବିନିମୟ: ଟଳିପଡ଼ିଲେ ମାଓବାଦୀ ମୁନି
ମାଲକାନଗିରି,୨୦ା୧(ଡି.ଏନ୍.ଏ.): ମାଲକାନଗିରି ସୀମାରେ ପୋଲିସ ଏନ୍କାଉଣ୍ଟରରେ ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ ହୋଇଛନ୍ତି। ମୃତ ମାଓବାଦୀ ମହୁପଦର ଏଲ୍ଓଏସ କମାଣ୍ଡର ମୁନି ବୋଲି ଜଣାପଡ଼ିଛି । ମୁନିଙ୍କ ନାଁରେ ୫ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା। ସୂଚନାଯୋଗ୍ୟ, କଟେକଲ୍ୟାଣ ଥାନା ଅନ୍ତର୍ଗତ…
ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୫ ମାଓବାଦୀ ମୃତ
ମାଲକାନଗିରି,୧୮।୧(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତବର୍ତ୍ତୀ ଛତିଶଗଡ ଓ ତେଲେଙ୍ଗାନାର ୨ଟି ପୃଥକ ସ୍ଥାନରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଦୁଇ ମହିଳା ମାଓବାଦୀ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ତେଲେଙ୍ଗାନା ରାଜ୍ୟ ଓ ଛତିଶଗଡ…
ଘରୁ ଡ଼ାକି ନେଇ ମାରି ଜାଳିଦେଲେ ମାଓବାଦୀ
ମାଲକାନଗିର,(ଡି.ଏନ୍.ଏ.): ପ୍ରଜାକୋର୍ଟରେ ଜଣଙ୍କୁ ହତ୍ୟା କଲେ ମାଓବାଦୀ।ଏଭଳି ଘଟଣା ଘଟିଛି ମାଲକାନଗିରି ଜିଲା ମହୁପଦର ଅଞ୍ଚଳର କେରିମିଟି ଗାଁ ରେ । ମୃତକ ଜଣକ ହେଉଛନ୍ତି ଆନନ୍ଦ। ଗତ ଗୁରୁବାର ଆନନ୍ଦକୁ ମାଓବାଦୀ ନିଜ ଦଳଦଳି ଗାଁରୁ ଡାକିନେଇ ଥିଲେ। ଶୁକ୍ରବାର…
ବଣ୍ଡାଘାଟିରେ ନୂତନ ହାଟ ଉଦ୍ଘାଟିତ
ମାଲକାନଗିରି,୧୭।୧(ଡି.ଏନ.ଏ.) ମାଲକାନଗିରି ଜିଲା ଖଇରପୁଟ ବ୍ଲକର ବଣ୍ଡା ଘାଟିରେ ୩୫ ବଣ୍ଡା ଲୋକଙ୍କ ସୁବିଧା ପାଇଁ ଏକ ନୂତନ ହାଟ ବସିଛି। ଏହା ଅଣ୍ଡରାହାଲ ପଞ୍ଚାୟତଠାରୁ ୩ କିମି ଦୂରରେ ରହିଛି। ଏହାଦ୍ୱାରା କାତାଙ୍ଗଗୁଡା ଲୋକେ ଉପକୃତ ହେବେ। ଏହି ହାଟ ଚିତ୍ରକୋଣ୍ଡା…
ମଣ୍ଡିରୁ ୯୨ କୁଇଣ୍ଟାଲ ଧାନ ଜବତ
ମାଲକାନଗିରି, ୧୭।୧ (ଡି.ଏନ.ଏ.) ମାଲକାନଗିରି ଜିଲାରେ ଯୋଗାଣ ବିଭାଗ ଚଢାଉ କରି ମଣ୍ଡିରୁ ୯୨ କୁଇଣ୍ଟାଲ ଧାନ ଜବତ କରିଛି। ଫଳରେ ଜିଲାରେ ଯେ ମଣ୍ଡି ସୁରୁଖୁରୁରେ ଚାଲିନି ଏହା ସ୍ପଷ୍ଟ ହୋଇଛି। ଜିଲାର ବିଭିନ୍ନ ମଣ୍ଡିରେ ଧାନ ବିକ୍ରି ସମୟରେ…
ମୁମ୍ବାଇରେ ମାଲକାନଗିରିର ୧୩ ଆଦିବାସୀ ପିଲା
ମାଲକାନଗିରି,୧୬।୧ (ଡି.ଏନ୍.ଏ.) କାହା ପାଖରେ ପ୍ରତିଭା ଅଛି ତ ସୁଯୋଗ ନାହିଁ, ଆଉ କାହା ପାଖରେ ସୁଯୋଗ ଅଛି ତ ପ୍ରତିଭା ନାହିଁ। ଯେଉଁଠି ପ୍ରତିଭା ଅଛନ୍ତି ସେଠାରେ ସୁଯୋଗ ସୃଷ୍ଟି ହୋଇ ଅଞ୍ଚଳ ପାଇଁ ଗୌରବ ଆଣିଥାଏ। ଏପରି ଦେଖିତ୍ବାକୁ…
ମୋବାଇଲ ଧରିଲେ କଡ଼ା ଦଣ୍ଡ
ମାଲକାନଗିରି,୧୩।୧(ଡି.ଏନ୍.ଏ.): ପୋଲିସ ଇନ୍ଫର୍ମର ସନ୍ଦେହରେ ମାଓବାଦୀମାନେ ଗ୍ରାମବାସୀଙ୍କ ମୋବାଇଲ୍ ଫୋନ୍ ଭାଙ୍ଗି ଦେଇଛନ୍ତି। ମୋବାଇଲ୍ ବ୍ୟବହାର ନ କରିବାକୁ ଚେତାବନୀ ମଧ୍ୟ ଦିଆଯାଇଛି। ମାଲକାନଗିରି ଜିଲା ମାଥିଲି ଥାନା ଅଧୀନ ତୁଳସୀ ଗାଁରୁ ଏଭଳି ଅଭିଯୋଗ ଆସିଛି। ଗ୍ରାମବାସୀ ମାଓବାଦୀ ସଙ୍ଗଠନ…
ଭାରରେ ବୁହାହେଲେ ରୋଗୀ
ମାଲକାନଗିରି,୧୩।୧(ଡି.ଏନ.ଏ.) ମାଲକାନଗିରି ଜିଲାରେ ପୁଣି ଦେଖିବାକୁ ମିଳିଛି ସ୍ବାସ୍ଥ୍ୟସେବାର କରୁଣ ଚିତ୍ର। ରାସ୍ତା ଖରାପ ଯୋଗୁ ଗ୍ରାମକୁ ୧୦୮ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ରୋଗୀଙ୍କୁ ଭାରରେ ବୋହି ଡାକ୍ତରଖାନା ଆଣିବା ପରି ଦୃଶ୍ୟ ଦେଖିବାକୁ ମିଳିଛି। ଜିଲାର ଖଇରପୁଟ ବ୍ଲକ ଅନ୍ତର୍ଗତ…
ମୁଣ୍ଡ ନେଲେ ମାଓବାଦୀ
ମାଲକାନଗିରି,୧୧ା୧(ଡି.ଏନ୍.ଏ.): ନୂଆବର୍ଷ ଆରମ୍ଭରୁ ସୀମାନ୍ତରେ ମାଓବାଦୀମାନେ ଉପଦ୍ରବ ଜାରି ରଖିଛନ୍ତି। ମାଲକାନଗିରି ଜିଲା ସୀମାନ୍ତ ବିଜାପୁରର କୂଟରୁ ଅଞ୍ଚଳର କେଟୁଲନାର ଗ୍ରାମରେ ମାଓବାଦୀମାନେ ମଙ୍ଗଳବାର ଜଣେ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି। ସପ୍ତାହକ ମଧ୍ୟରେ ମାଓବାଦୀ ୭ଜଣଙ୍କୁ ହତ୍ୟା କରିଥିବା ଜଣାପଡିଛି। ପୋଲିସ…
ଆତ୍ମସମର୍ପଣ କଲେ ହାର୍ଡକୋର ମାଓବାଦୀ, ମୁଣ୍ଡ ଉପରେ ଥିଲା ୩ ଲକ୍ଷର ପୁରସ୍କାର
ମାଲକାନଗିରି,୧୦ା୧(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଏସ୍ପିଙ୍କ ନିକଟରେ ଜଣେ ହାର୍ଡକୋର ମାଓବାଦୀ ସୋମବାର ଆତ୍ମସମର୍ପଣ କରିଛନ୍ତି। ସେ ହେଲେ ପାଣ୍ଡୁରାମ ସାଲବାମ। ତାଙ୍କ ନାମରେ ୩ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା। ପାଣ୍ଡୁରାମ ତେଲଙ୍ଗାନା-ଛତିଶଗଡ଼ ସୀମାନ୍ତ ମାଓବାଦୀ…
Archives


