୨ ସପ୍ତାହରେ ଛିଡ଼ା ହେଲା ହସ୍ପିଟାଲ
ଚିତ୍ରକୋଣ୍ଡା,୧୦।୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବଭିମାନ ଅଞ୍ଚଳରେ ଆମେରିକାନ ଇଣ୍ଡିଆ ଫାଉଣ୍ଡେସନ ପକ୍ଷରୁ ୨ କୋଟି ଟଙ୍କାର ଏକ ଅତ୍ୟାଧୁନିକ ଭ୍ରାମ୍ୟମାଣ ମେଡିକାଲ ନିର୍ମାଣ କରାଯାଇଛି। ସୋମବାର ନବରଙ୍ଗପୁର ଏମ୍ପି ରମେଶ ଚନ୍ଦ୍ର ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ…
ବିଶ୍ୱ ବଜାରରେ ବିକ୍ରି ହେବ ସ୍ବାଭିମାନ ଅଞ୍ଚଳର ହଳଦୀ
ମାଲକାନଗିରି,୯ା୧ (ଡି.ଏନ୍.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳର ଉତ୍ପାଦିତ ହଳଦୀ ଆମାଜନରେ ବିକ୍ରି ହେବ। ଚିତ୍ରକୋଣ୍ଡା ବ୍ଲକର ସ୍ବାଭିମାନ ଅଞ୍ଚଳରେ ବାର୍ଷିକ ୫୦ ଟନରୁ ଉର୍ଦ୍ଧ୍ୱ ହଳଦୀ ଅମଳ ହେଉଛି। ସ୍ବାଭିମାନ ଅଞ୍ଚଳବାସୀଙ୍କୁ ସ୍ବାବଲମ୍ବୀ କରିବା ଲାଗି ପ୍ରାୟ ୫ କୋଟି…
ମାଟିତଳେ ଲୁଚାଯାଇଥିଲା ବିସ୍ଫୋରକ
ମାଲକାନଗିରି,୮।୧(ଡି.ଏନ୍.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ନୂତନ କରି ନିର୍ମାଣ ହୋଇଥିବା ଘନବେଡା ସିଓବି ୯ ବାଟାଲିୟନର ବିଏସ୍ଏଫ୍କୁ ଏକ ବଡ଼ ସଫଳତା ମିଳିଛି। ଜଙ୍ଗଲରେ କିଛି ମାଓବାଦୀ ସାମଗ୍ରୀ ଲୁଚାଇ ରଖିଥିବା ଗୁଇନ୍ଦା ସୂତ୍ରରୁ ଖବର ପାଇ ଶନିବାର ଯବାନମାନଙ୍କ…
ଗଛରେ ଫସିରହିଛି ଭାଲୁ
ମାଲକାନଗିରି,୫।୧(ଡି.ଏନ୍.ଏ.): ମାଲକାନଗିରି ଜିଲା ଗୋରାଖୁଣ୍ଟ ପଞ୍ଚାୟତ ଏମ୍ ଭି୨୦ ଗ୍ରାମର ଏକ ଗଛରେ ଜଙ୍ଗଲୀ ଭାଲୁ ଫସିରହିଛି। ଭାଲୁଟି ଖାଦ୍ୟ ଅନ୍ବେଷଣରେ ଗାଁ ଅଭିମୁଖେ ପଶି ଆସି ଜଙ୍ଗଲକୁ ନ ଯାଇ ପାରି ଗଛରେ ଚଢ଼ିଯାଇଥିଲା। ଗ୍ରାମବାସୀ ଏହା ଦେଖି ବନ…
ପୋଖରୀରେ କୁମ୍ଭୀର
ମାଲକାନଗିରି,୪ା୧(ଡି.ଏନ.ଏ.): ମାଲକାନଗିରି ଜିଲା ବାଲିମେଳା ବନାଞ୍ଚଳ ଅଧୀନ ଶଦାସିବପୁର ଗାଁ ପୋଖରୀରୁ ୫.୬ ଇଞ୍ଚ ଫୁଟ ଲମ୍ବର ଏକ କୁମ୍ଭୀରକୁ ଗ୍ରାମବାସୀ ଉଦ୍ଧାର କରି ବନବିଭାଗକୁ ହସ୍ତାନ୍ତର କରିଛନ୍ତି। ମଙ୍ଗଳବାର ଗ୍ରାମବାସୀ ପୋଖରୀରେ ମାଛ ଧରୁଥିଲେ। ସେତିକି ବେଳେ ପୋଖରୀରେ ଏକ…
ବର୍ଷ ଆରମ୍ଭରୁ ମାଓବାଦୀ ସଙ୍ଗଠନକୁ ଶକ୍ତ ଧକ୍କା
ମାଲକାନଗିରି,୧।୧(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତରେ ନୂତନ ବର୍ଷର ପ୍ରଥମ ଦିନରେ ମାଓବାଦୀ ସଙ୍ଗଠନକୁ ଲାଗିଛି ଶକ୍ତ ଧକ୍କା। ମାଲକାନଗିରି ଜିଲା ସୀମାନ୍ତକୁ ଲାଗିଥିବା ଛତିଶଗଡ଼ର ସୁକ୍ମାରେ ଏହା ଦେଖିବାକୁ ମିଳିଛି। ସଙ୍ଗଠନକୁ ବିରୋଧ କରି ୯ ଜଣ ମହିଳାଙ୍କ ସମେତ ୪୪…
ମଜୁରି ବାବଦରେ ମିଳିଲା ନକଲି ଟଙ୍କା
ମାଲକାନଗିରି,୧ା୧(ଡି.ଏନ୍.ଏ.): ଜଣେ ଠିକାଦାର ଶ୍ରମିକଙ୍କୁ କାମ କରାଇ ମଜୁରି ବାବଦରେ ନକଲି ଟଙ୍କା ଦେଇ ଠକିଛନ୍ତି। ଏ ସମ୍ପର୍କରେ ଶ୍ରମିକମାନେ ଥାନାରେ ଅଭିଯୋଗ କରିବା ପରେ ସମ୍ପୃକ୍ତ ଠିକାଦାରଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଏମ୍ପିଭି-୭୦ ଗ୍ରାମର ରସିକ ମଣ୍ଡଳ।…
ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ
ମାଲକାନଗିରି,୩୧ା୧୨(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳରେ ପୋଲିସ ଓ ବିଏସ୍ଏଫ୍ ଯବାନଙ୍କ ଦ୍ୱାରା ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ ହୋଇଛି। ତଥ୍ୟ ଅନୁଯାୟୀ, ଆନ୍ଧ୍ର ଓଡ଼ିଶା ସୀମାନ୍ତ ଅଞ୍ଚଳରେ ମାଓବାଦୀଙ୍କ ସାମଗ୍ରୀ ଥିବା ବିଶେଷ ସୂତ୍ରରୁ ଖବର…
ଅଟୋ ସାହାଯ୍ୟରେ ଧାନ ଅମଳ
ଚିତ୍ରକୋଣ୍ଡା,୩୦ା୧୨(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ କିଛିଦିନ ତଳେ ମୋଟରସାଇକେଲ ମାଧ୍ୟମରେ ଚାଷୀ ଫସଲ ଅମଳ କରୁଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା। ଏବେ ଚିତ୍ରକୋଣ୍ଡା ଉପାନ୍ତ ଅଞ୍ଚଳ ଗୁଣ୍ଠାଓ୍ବା ପଞ୍ଚାୟତ ଆର୍ଏସ୍ସି ଆଠ ଏବଂ ଆରଙ୍ଗି ଗ୍ରାମରେ ଭିନ୍ନ ଉପାୟରେ…
ସୀମାନ୍ତରେ ଗୁଳି ବିନିମୟ: ୬ ମାଓବାଦୀ ମୃତ
ରାୟପୁର/ମାଲକାନଗିରି,୨୭ା୧୨(ଡି.ଏନ୍.ଏ.): ମାଲକାନଗିରି ସୀମାନ୍ତ ତେଲେଙ୍ଗାନା ଓ ଛତିଶଗଡ଼ ଜଙ୍ଗଲ ମଧ୍ୟରେ ପୋଲିସ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଗୁଳି ବିନିମୟରେ ୬ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେହି ଜଙ୍ଗଲ ମଧ୍ୟରେ କିଛି ମାଓବାଦୀ କ୍ୟାମ୍ପ…
ସିଆରପିଏଫ୍ କ୍ୟାମ୍ପରେ ଏସ୍ଆଇଙ୍କୁ ପିଟିପିଟି ମାରିଦେଲେ
ମାଲକାନଗିରି,୨୬ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ତେଲଙ୍ଗାନା ରାଜ୍ୟ ମୁଲୁଗୁ ଜିଲା ଭେଙ୍କେଟପୁରମ୍ ପୋଲିସ ଷ୍ଟେଶନ ଅନ୍ତର୍ଗତ ସିଆରପିଏଫ୍ କ୍ୟାମ୍ପରେ ରବିବାର ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଛି। ଫଳରେ ଜଣେ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଏସ୍ଆଇ ରମେଶ ଚନ୍ଦ୍ର। ଅନ୍ୟ…
ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ
ମାଲକାନଗିରି,୨୫ା୧୨(ଡି.ଏନ୍.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳ ଆନ୍ଧ୍ର ସମାନ୍ତକୁ ଲାଗି ଥିବା ଯୋଡ଼ାମ୍ବ ଥାନା ଅନ୍ତର୍ଗତ ମାରଓ୍ବାଡା ଗ୍ରାମ ନିକଟ ଜଙ୍ଗଲରେ କମ୍ବିଂ ଅପରେଶନ ସମୟରେ ଏକ ସ୍ଥାନରେ ମାଓବାଦୀମାନେ ବ୍ୟବହାର କରିଥିବା ଅନେକ ସାମଗ୍ରୀ ଦେଖିବାକୁ ପାଇଥିଲେ। ସାମଗ୍ରୀଗୁଡ଼ିକ ମଧ୍ୟରେ…
Archives


