ଝିଅ ଆଗରେ ନଦୀକୁ ଡେଇଁଲେ ବାପା
ମାଲକାନଗିରି,୩୦ା୧୦(ଡି.ଏନ୍.ଏ.): ଦାରିଦ୍ରତା ଉଜାଡ଼ି ଦେଇଛି ପରିବାର। ପରିସ୍ଥିତି ଏପରି ହୋଇଛି ଶେଷରେ ଝିଅ ଆଗରେ ନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ବାପା। ଏଭଳି ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ପଣସପୁଟ ପଞ୍ଚାୟତରେ। ମିଳିଥିବା...
ଅଜ୍ଞାତ ସ୍ଥାନରେ ଚାଲିଛି ମାଓବାଦୀ କମାଣ୍ଡର ହିଡ଼ମାଙ୍କ ଚିକିତ୍ସା
ମାଲକାନଗିରି,୨୭ା୧୦(ଡି.ଏନ୍.ଏ.): ହାର୍ଡକୋର ମାଓବାଦୀ କମାଣ୍ଡର ହିଡ଼ମା ଅସୁସ୍ଥ ହୋଇପଡ଼ିଛନ୍ତି। ଏକ ଅଜ୍ଞାତ ସ୍ଥାନରେ ତାଙ୍କର ଚିକିତ୍ସା କରାଯାଉଥିବା ଜଣାପଡ଼ିଛି। କେନ୍ଦ୍ରୀୟ ଗୋଇନ୍ଦା ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ମାଓବାଦୀ କମାଣ୍ଡର ହିଡ଼ମା ଅସୁସ୍ଥ ହୋଇପଡ଼ି ଆନ୍ଧ୍ର ପ୍ରଦେଶ କିମ୍ବା...
ଆନ୍ଧ୍ରରେ ବନ୍ଧା ୨ ହଜାର ବଣ୍ଡା
ମାଲକାନଗିରି,୨୭।୧୦: ମାଲକାନଗିରି ଜିଲା ଖଇରପୁଟ ବ୍ଲକ ବଣ୍ଡାଘାଟିରେ ରହୁଛନ୍ତି ବଣ୍ଡା ଆଦିବାସୀ। ଏହି ଆଦିମ ଜନଜାତିଙ୍କ ଜୀବନମାନରେ ଉନ୍ନତି ଆଣିବା ପାଇଁ ସରକାରୀ ଓ ଘରୋଇ ସଂସ୍ଥା ପକ୍ଷରୁ ଚେଷ୍ଟା ହୋଇଛି। କିନ୍ତୁ ତାହା ସମ୍ଭବ ହୋଇପାରିନାହିଁ। ଏହାର ମୁଖ୍ୟ...
ମାଓବାଦୀ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ: ୩ ମାଓବାଦୀ ମୃତ
ମାଲକାନଗିରି,୨୫।୧୦(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ବିଜାପୁର ଅଧୀନରେ ଥିବା ଟେକୁଲାଗୁଡେମ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ମାଓବାଦୀ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହା ସହ ଘଟଣାସ୍ଥଳରେ ଗୋଟିଏ...
ଟଙ୍କା ପାଇଁ ଭାରୋତ୍ତୋଳକ ସାଜିଲେ ଦିନମଜୁରିଆ
ମାଲକାନଗିରି,୨୪ା୧୦ (ଡି.ଏନ.ଏ.): ଦିନେ ରାଜ୍ୟ ତଥା ଜିଲା ପାଇଁ ଗୌରବ ଆଣିଥିବା ଯୁବକ ଆଜି ପାଲଟିଛନ୍ତି ଦିନ ମଜୁରିଆ । ଅର୍ଥାଭାବରୁ ତାଙ୍କ ପ୍ରତିଭା ଅନ୍ଧାରରେ ହଜିଯାଉଛି। ପ୍ରତିଭା ଥିବା ସତ୍ତ୍ୱେ ଅଭାବ ତାଙ୍କ ବାଟ ଓଗାଳିଛି। ସେ ପାଲଟି...
ଭଙ୍ଗା କୁଡ଼ିଆରେ ଅସହାୟ ଅବସ୍ଥାରେ ଗୁରୁ
ମାଲକାନଗିରି,୨୪।୧୦(ଡି.ଏନ୍.ଏ.): ବୟସର ଅପରାହ୍ନରେ ପରିବାର ଲୋକଙ୍କ ସ୍ନେହ ଓ ସେବା ଲୋଡ଼ାହୁଏ। ଶେଷ ସମୟରେ ନିଜର ଲୋକେ ନ ପଚାରିଲେ ଜୀବନ ଜିଇଁବା କଷ୍ଟକର ହୋଇପଡ଼େ। ମାଲକାନଗିରି ପୌରାଞ୍ଚଳର ୧ନମ୍ବର ଓ୍ବାର୍ଡ ଅନ୍ତର୍ଗତ ମୁଣ୍ଡାଗୁଡ଼ାଠାରେ ଜଣେ ବୃଦ୍ଧ ଏଭଳି ଅସହାୟ...
୪୩ ମାଓବାଦୀଙ୍କ ସହ ଏକାଠି ଖାଇଲେ ସୁକୁମା ଏସ୍ପି
ମାଲକାନଗିରି, ୨୧ା୧୦ (ଡି.ଏନ.ଏ.): ସୁକ୍ମା ପୋଲିସ ନିକଟରେ ୪୩ ଜଣ ମାଓବାଦୀ ଗୁରୁବାର ଆତ୍ମ ସମର୍ପଣ କରିଛନ୍ତି। ତେବେ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା ଏହି ମାଓବାଦୀଙ୍କ ସହ ତଳେ ବସି ସୁକୁମା ଏସ୍ପି ଏକାଠି ଖାଦ୍ୟ ଖାଇଥିଲେ। ଏମିତି...
ମାଓବାଦୀ ସଙ୍ଗଠନକୁ ଧକ୍କା, ଦୁର୍ଦ୍ଦାନ୍ତ ମାଓବାଦୀ ଆର୍.କେ. ମୃତ: ମୁଣ୍ଡ ପାଇଁ ଥିଲା ୧କୋଟି ପୁରସ୍କାର
ମାଲକାନଗିରି, ୧୫।୧୦(ଡି.ଏନ୍.ଏ.): ଦୁର୍ଦ୍ଦାନ୍ତ ମାଓବାଦୀ ଆର୍.କେ.ଙ୍କର ଶୁକ୍ରବାର ମୃତ୍ୟୁ ହୋଇଛି। ସେ ଅନେକ ଦିନ ଧରି କିଡ୍ନୀଜନିତ ରୋଗରେ ଆକ୍ରାନ୍ତ ଥିଲେ। ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦକ୍ଷିଣ ବସ୍ତର ଜଙ୍ଗଲରେ ତାଙ୍କର ମୃତ୍ୟୁ ହୋଇଛି। ଏ ନେଇ ମାଓବାଦୀ...
ତୁଳସୀପାହାଡ଼ରେ ପୁଣି ପୋଲିସ-ମାଓବାଦୀ ଗୁଳି ବିନିମୟ
ମାଲକାନଗିରି, ୧୫।୧୦(ଡି.ଏନ୍.ଏ.): ମାଲକାନଗିରି ଜିଲା ମାଥିଲି ଥାନା ଅଧୀନ ତୁଳସୀପାହାଡ଼ରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ପୁଣି ଗୁଳି ବିନିମୟ ହୋଇଛି। ଡିଭିଏଫ୍ ଓ ଏସ୍ଓଜି ବାହିନୀ ମିଳିତଭାବେ କୋମ୍ବିଂ ଅପରେଶନ କରୁଥିବାବେଳେ ତୁଳସୀପାହାଡ଼ରେ ମାଓବାଦୀ କ୍ୟାମ୍ପ ଠାବହୋଇଥିଲା। ଏହି...
ମୋଷ୍ଟ ଓ୍ବାଣ୍ଟେଡ୍ ଥିଲେ ୩ ମାଓବାଦୀ: ଡିଜିପି
ମାଲକାନଗିରି,୧୪।୧୦(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ବ୍ଳକର ତୁଳସୀ ପାହାଡ଼ରେ ମଙ୍ଗଳବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟରେ ମୃତ୍ୟୁବରଣ କରିଥିବା ୩ଜଣ ମାଓବାଦୀ ମୋଷ୍ଟ ଓ୍ବାଣ୍ଟେଡ୍ ଥିଲେ ବୋଲି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ବୁଧବାର ମାଲକାନଗିରି ଜିଲା ଗସ୍ତ...
ମାଲକାନଗିରିରେ ଡିଜିପି: ମାଓବାଦୀ ଦମନ ନେଇ ବ୍ଲ୍ୟୁପ୍ରିଣ୍ଟ ପ୍ରସ୍ତୁତ
ମାଲକାନଗିରି,୧୩।୧୦(ଡି.ଏନ୍.ଏ.): ଡିଜିପି ଅଭୟ ବୁଧବାର ମାଲକାନଗିରି ଜିଲା ଗସ୍ତରେ ଯାଇଛନ୍ତି। ତାଙ୍କ ସହ ଇଣ୍ଟେଲିଜେନ୍ସ ଡାଇରେକ୍ଟର ଲଳିତ ଦାସ, ଇଣ୍ଟେଲିଜେନ୍ସ ଆଇଜି ଅମିତାଭ ଠାକୁର ଏସ୍ଆଇଡବ୍ଲ୍ୟୁ ଡିଆଇଜି ଅନିରୁଦ୍ଧ ସିଂ ଏବଂ ଦକ୍ଷିଣାଞ୍ଚଳ ଡିଆଇଜି ରାଜେଶ ପଣ୍ଡିତ ମଧ୍ୟ ପହଞ୍ଚିଛନ୍ତି।...
୩ ମାଓବାଦୀ ନିହତ
ମାଲକାନଗିରି,୧୩।୧୦ (ଡି.ଏନ.ଏ.): ମାଲକାନଗିରି ଜିଲାର ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡ଼ରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ମଙ୍ଗଳବାର ଗୁଳି ବିନିମୟ ହୋଇଛି। ଏଥିରେ ୩ ଜଣ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଦୁଇ ଜଣ ମହିଳା ଓ...
Archives


