ମାଲକାନଗିରି

ହୋର୍ଡିଙ୍ଗକୁ ନେଇ ଉତ୍ତେଜନା

କୋରୁକୋଣ୍ଡା,୨୪।୧(ଡି.ଏନ୍‌.ଏ.): ରାଜ୍ୟରେ ତ୍ରିସ୍ତରୀୟ ନିର୍ବାଚନ ତାରିଖ ଘୋଷଣା ହେବା କ୍ଷଣି ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି । ଏହା ପରେ ନିର୍ବାଚନକୁ ମୁକ୍ତ , ଅବାଧ ଓ ନିରପେକ୍ଷ କରିବା ପାଇଁ ବିଭିନ୍ନ ସ୍ଥାନରେ ରାଜନୈତିକ ଦଳଗୁଡିକ ପକ୍ଷରୁ ଲାଗିଥିବା…

ମାଲକାନଗିରି: ୨୭୧୮ରୁ ୧୧୪ ପ୍ରାର୍ଥିପତ୍ର ନାକଚ

ମାଲକାନଗିରି,୨୪।୧ (ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରାର୍ଥିପତ୍ର ଯାଞ୍ଚ ପରେ ରବିବାର ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଜିଲାରେ ସରପଞ୍ଚ, ସମିତିସଭ୍ୟ, ଓ୍ବାର୍ଡମେମ୍ବର ଓ ଜିଲା ପରିଷଦ ପାଇଁ ମୋଟ ୨୭୧୮ ଜଣ ପ୍ରାର୍ଥୀ ପ୍ରାର୍ଥତ୍ପତ୍ର ଦାଖଲ କରିଥିବା…

ଗୋଟିଏ ଆସନରେ ବିଧାୟକଙ୍କ ପରିବାରରୁ ୩ ପ୍ରାର୍ଥୀ

ମାଲକାନଗିରି, ୨୪।୧ (ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରବିବାର ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ତେବେ ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ନାୟକଗୁଡ଼ା ପଞ୍ଚାୟତର ସମିତିସଭ୍ୟ ଆସନ ପାଇଁ ଚିତ୍ରକୋଣ୍ଡା ବିଧାୟକଙ୍କ ପରିବାରରୁ ୩ ଜଣ ପ୍ରାର୍ଥୀ ନାମାଙ୍କନପତ୍ର…

ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରି ଟେଣ୍ଡର ଖୋଲିଲେ ବିଡିଓ

ମାଲକାନଗିରି, ୨୪।୧ (ଡି.ଏନ.ଏ.) ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକରେ ରବିବାର ରୂପାନ୍ତରିତ ବିଦ୍ୟାଳୟର ସାମଗ୍ରୀ କ୍ରୟ ନିମନ୍ତେ ଟେଣ୍ଡର ପ୍ରକ୍ରିୟା ପୂର୍ବରୁ କରାଯାଇଥିଲ। ଏବେ ଏହି ଟେଣ୍ଡର ଖୋଲିବା ନେଇ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଛି। ଖବରରୁ…

ଜଙ୍ଗଲରୁ ପୋଡ଼ି ଯାଇଥିବା କାର୍‌ ଠାବ

କାଲିମେଳା/ଏମ୍‌ଭି-୭୯, ୨୩|୧(ଡି.ଏନ.ଏ.) ମାଲକାନଗିରି ଜିଲା କାଲିମେଳା ବ୍ଲକ ତଥା ଏମଭି- ୭୯ ଥାନା ଅନ୍ତର୍ଗତ ତେଳରାଇ ପଞ୍ଚାୟତର ଏମ୍‌ଭି-୧୨୬ ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗୋଟିଏ ପୋଡ଼ିଯାଇଥିବା କାର୍‌ ପଡ଼ିରହିଥିବା ଦେଖିବାକୁ ମିଳିଛି l ୩୨୬ ଜାତୀୟ ରାଜପଥଠାରୁ ପ୍ରାୟ ୩୦ ମିଟର…

ପୋଲିସ ଇନ୍‌ଫର୍ମର ସନ୍ଦେହରେ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୨।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ ଦେଖିବାକୁ ମିଳିଛି। ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କରାଯାଇଛି। ଛତିଶଗଡ଼ ବିଜାପୁର ଜିଲା ଗାଙ୍ଗାଲୁର ଅଞ୍ଚଳରେ ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଗୁଇନ୍ଦା କର୍ମଚାରୀଙ୍କୁ ମାଓବାଦୀ ହତ୍ୟା…

ମାଓବାଦୀଙ୍କ ବର୍ବର କାଣ୍ଡ: ଜାଳିଦେଲେ ଗାଡ଼ି

ମାଲକାନଗିରି,୨୨।୧(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ ଦେଖିବାକୁ ମିଳିଛି । ରାସ୍ତା ନିର୍ମାଣ ପାଇଁ ନିୟୋଜିତ ଥିବା ଗାଡ଼ିିକୁ ମାଓବାଦୀ ଜାଳି ଦେଇଛନ୍ତି। ଛତିଶଗଡ଼ ବିଜାପୁର ଜିଲା ଅନ୍ତର୍ଗତ ଭାମରାଗଡ଼ ତହସିଲ ଅନ୍ତର୍ଭୁକ୍ତ ଧୋନ୍ଦ୍ରାଜରୁ କଭାଣ୍ଡେ ପର୍ଯ୍ୟନ୍ତ…

୨୬ରୁ ସ୍ବାଭିମାନ ଅଞ୍ଚଳରେ ବୋଟ୍‌ ଆମ୍ବୁଲାନ୍ସ ସେବା

ଚିତ୍ରକୋଣ୍ଡା,୨୦।୧(ଡି.ଏନ.ଏ.) ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଳକର ସ୍ବାଭିମାନ ଅଞ୍ଚଳବାସୀଙ୍କୁ ଆସନ୍ତା ୨୬ରୁ ବୋଟ୍‌ ଆମ୍ବୁଲାନ୍ସ ସେବା ମିଳିବ। ବିଚ୍ଛିନ୍ନାଞ୍ଚଳବାସୀଙ୍କ ପାଇଁ ଜିଲା ପ୍ରଶାସନ ପୂର୍ବରୁ ୨ଟି ବୋଟ୍‌ ଆମ୍ବୁଲାନ୍ସ ଯୋଗାଇ ଦେଇଛି। ଏହା ସ୍ପଲ୍‌େଓ ଲଞ୍ଚ ଘାଟରେ ଉଦ୍‌ଘାଟିତ ହୋଇ ଅଞ୍ଚଳବାସୀଙ୍କୁ…

ମହୁପଦରରେ ଲାଗିଲା ମାଓବାଦୀ ବିରୋଧୀ ପୋଷ୍ଟର

ମାଲକାନଗିରି,୨୦।୧ (ଡି.ଏନ.ଏ.) ମାଲକାନଗିରି ଜିଲା ମାଥିଲି ବ୍ଲକ ମହୁପଦର ପଞ୍ଚାୟତ କେରିମିଟି ଗ୍ରାମର ନିରୀହ ଆଦିବାସୀ ଯୁବକ ଆନନ୍ଦ ସାହୁଙ୍କୁ ପୋଲିସ ସୂଚନାଦାତା ସନ୍ଦେହରେ ମାଓବାଦୀମାନେ ହତ୍ୟା କରିବା ଘଟଣାକୁ ବିରୋଧ କରି ମାଓବାଦୀ ବିରୋଧୀ ପୋଷ୍ଟର ଲାଗିଛି। ଏହି ପୋଷ୍ଟର…

ପୋଲିସ-ମାଓବାଦୀ ଗୁଳି ବିନିମୟ: ଟଳିପଡ଼ିଲେ ମାଓବାଦୀ ମୁନି

ମାଲକାନଗିରି,୨୦ା୧(ଡି.ଏନ୍‌.ଏ.): ମାଲକାନଗିରି ସୀମାରେ ପୋଲିସ ଏନ୍‌କାଉଣ୍ଟରରେ ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ ହୋଇଛନ୍ତି। ମୃତ ମାଓବାଦୀ ମହୁପଦର ଏଲ୍‌ଓଏସ କମାଣ୍ଡର ମୁନି ବୋଲି ଜଣାପଡ଼ିଛି । ମୁନିଙ୍କ ନାଁରେ ୫ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା। ସୂଚନାଯୋଗ୍ୟ, କଟେକଲ୍ୟାଣ ଥାନା ଅନ୍ତର୍ଗତ…

ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୫ ମାଓବାଦୀ ମୃତ

ମାଲକାନଗିରି,୧୮।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତବର୍ତ୍ତୀ ଛତିଶଗଡ ଓ ତେଲେଙ୍ଗାନାର ୨ଟି ପୃଥକ ସ୍ଥାନରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଦୁଇ ମହିଳା ମାଓବାଦୀ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ତେଲେଙ୍ଗାନା ରାଜ୍ୟ ଓ ଛତିଶଗଡ…

ଘରୁ ଡ଼ାକି ନେଇ ମାରି ଜାଳିଦେଲେ ମାଓବାଦୀ

ମାଲକାନଗିର,(ଡି.ଏନ୍‌.ଏ.): ପ୍ରଜାକୋର୍ଟରେ ଜଣଙ୍କୁ ହତ୍ୟା କଲେ ମାଓବାଦୀ।ଏଭଳି ଘଟଣା ଘଟିଛି ମାଲକାନଗିରି ଜିଲା ମହୁପଦର ଅଞ୍ଚଳର କେରିମିଟି ଗାଁ ରେ । ମୃତକ ଜଣକ ହେଉଛନ୍ତି ଆନନ୍ଦ। ଗତ ଗୁରୁବାର ଆନନ୍ଦକୁ ମାଓବାଦୀ ନିଜ ଦଳଦଳି ଗାଁରୁ ଡାକିନେଇ ଥିଲେ। ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?