ମାଲକାନଗିରି

ମାଓବାଦୀ ସଙ୍ଗଠନକୁ ଧକ୍କା, ଦୁର୍ଦ୍ଦାନ୍ତ ମାଓବାଦୀ ଆର୍‌.କେ. ମୃତ: ମୁଣ୍ଡ ପାଇଁ ଥିଲା ୧କୋଟି ପୁରସ୍କାର

ମାଲକାନଗିରି, ୧୫।୧୦(ଡି.ଏନ୍‌.ଏ.): ଦୁର୍ଦ୍ଦାନ୍ତ ମାଓବାଦୀ ଆର୍‌.କେ.ଙ୍କର ଶୁକ୍ରବାର ମୃତ୍ୟୁ ହୋଇଛି। ସେ ଅନେକ ଦିନ ଧରି କିଡ୍‌ନୀଜନିତ ରୋଗରେ ଆକ୍ରାନ୍ତ ଥିଲେ। ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦକ୍ଷିଣ ବସ୍ତର ଜଙ୍ଗଲରେ ତାଙ୍କର ମୃତ୍ୟୁ ହୋଇଛି। ଏ ନେଇ ମାଓବାଦୀ ସଙ୍ଗଠନ…

ତୁଳସୀପାହାଡ଼ରେ ପୁଣି ପୋଲିସ-ମାଓବାଦୀ ଗୁଳି ବିନିମୟ 

ମାଲକାନଗିରି, ୧୫।୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ଥାନା ଅଧୀନ ତୁଳସୀପାହାଡ଼ରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ପୁଣି ଗୁଳି ବିନିମୟ ହୋଇଛି। ଡିଭିଏଫ୍‌ ଓ ଏସ୍‌ଓଜି ବାହିନୀ  ମିଳିତଭାବେ  କୋମ୍ବିଂ ଅପରେଶନ କରୁଥିବାବେଳେ ତୁଳସୀପାହାଡ଼ରେ ମାଓବାଦୀ କ୍ୟାମ୍ପ ଠାବହୋଇଥିଲା।  ଏହି ସମୟରେ…

ମୋଷ୍ଟ ଓ୍ବାଣ୍ଟେଡ୍‌ ଥିଲେ ୩ ମାଓବାଦୀ: ଡିଜିପି

ମାଲକାନଗିରି,୧୪।୧୦(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ବ୍ଳକର ତୁଳସୀ ପାହାଡ଼ରେ ମଙ୍ଗଳବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟରେ ମୃତ୍ୟୁବରଣ କରିଥିବା ୩ଜଣ ମାଓବାଦୀ ମୋଷ୍ଟ ଓ୍ବାଣ୍ଟେଡ୍‌ ଥିଲେ ବୋଲି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ବୁଧବାର ମାଲକାନଗିରି ଜିଲା ଗସ୍ତ ଅବସରରେ…

ମାଲକାନଗିରିରେ ଡିଜିପି: ମାଓବାଦୀ ଦମନ ନେଇ ବ୍ଲ୍ୟୁପ୍ରିଣ୍ଟ ପ୍ରସ୍ତୁତ

ମାଲକାନଗିରି,୧୩।୧୦(ଡି.ଏନ୍‌.ଏ.): ଡିଜିପି ଅଭୟ ବୁଧବାର ମାଲକାନଗିରି ଜିଲା ଗସ୍ତରେ ଯାଇଛନ୍ତି। ତାଙ୍କ ସହ ଇଣ୍ଟେଲିଜେନ୍ସ ଡାଇରେକ୍ଟର ଲଳିତ ଦାସ, ଇଣ୍ଟେଲିଜେନ୍ସ ଆଇଜି ଅମିତାଭ ଠାକୁର ଏସ୍‌ଆଇଡବ୍ଲ୍ୟୁ ଡିଆଇଜି ଅନିରୁଦ୍ଧ ସିଂ ଏବଂ ଦକ୍ଷିଣାଞ୍ଚଳ ଡିଆଇଜି ରାଜେଶ ପଣ୍ଡିତ ମଧ୍ୟ ପହଞ୍ଚିଛନ୍ତି। ତେବେ…

୩ ମାଓବାଦୀ ନିହତ

ମାଲକାନଗିରି,୧୩।୧୦ (ଡି.ଏନ.ଏ.): ମାଲକାନଗିରି ଜିଲାର ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡ଼ରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ମଙ୍ଗଳବାର ଗୁଳି ବିନିମୟ ହୋଇଛି। ଏଥିରେ ୩ ଜଣ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଦୁଇ ଜଣ ମହିଳା ଓ ଜଣେ…

ପୋଲିସ ଗୁଳିରେ ୩ ମାଓବାଦୀ ନିହତ

ମାଲକାନଗିରି,୧୨।୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ତୁଳସୀ ପାହାଡ଼ରେ ପୋଲିସ ଓ ମାଓବାଦୀ ମଧ୍ୟରେ ମଙ୍ଗଳବାର ଗୁଳି ବିନିମୟ ହୋଇଛି। ଏଥିରେ ୩ ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଛି । ତୁଳସୀ ପାହାଡ଼ ଜଙ୍ଗଲରେ ଏକ ମାଓବାଦୀ ଶିବିର ଥିବା…

ସାନଙ୍କୁ ବଞ୍ଚାଇବାକୁ ଯାଉଥିଲେ, ଶେଷରେ ବୁଡ଼ିଗଲେ ୨ ଭଉଣୀ

ମାଲକାନଗିରି,୯ା୧୦(ଡି.ଏନ୍‌.ଏ.): ମାଲକାନଗିରି ଆଦର୍ଶ ଥାନା ଅଧୀନ ହୁଡୁପା ପଞ୍ଚାୟତ ମଙ୍ଗ ଗ୍ରାମରେ ଶନିବାର ଘଟିଛି ଅଘଟଣ। ସାନଙ୍କୁ ବଞ୍ଚାଇବାକୁ ଉଦ୍ୟମ କରୁଥିଲେ ବଡ଼ ଭଉଣୀ। ଶେଷରେ ୨ ଭଉଣୀ ପାଣିରେ ବୁଡ଼ି ଜୀବନ ହରାଇଛନ୍ତି। ମିଳିଥିବା ସୂଚନା ମୁତାବକ, ମଙ୍ଗ ଗ୍ରାମର…

ନକଲି ବନ୍ଧୁକ ଧରି ଚୋରି କରିବାକୁ ଆସିଥିଲେ ଦୁର୍ବୃତ୍ତ, ନିର୍ଧୂମ ଛେଚିଲେ ଗ୍ରାମବାସୀ

ମାଲକାନଗିରି,୭ା୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲାର ପଦ୍ମଗିରି ପଞ୍ଚାୟତରେ ବୁଧବାର ବିଳମ୍ବିତ ରାତିରେ ସୀମାନ୍ତ ଛତିଶଗଡ଼ ରାଜ୍ୟର କିଛି ଚୋର ଗାଁକୁ ଚୋରି କରିବା ଉଦ୍ଦେଶ୍ୟରେ ପଶି ଆସିଥିଲେ। ଚୋରମାନେ ପଦ୍ମଗିରି ଗ୍ରାମରେ ପଶି ଚୋରି କରିବାକୁ ଯାଉଥିବା ବେଳେ ଗ୍ରାମର କିଛି ଲୋକ…

ବ୍ୟାଙ୍କ କଲୋନୀରୁ ୮ ଫୁଟର ଅଜଗର ଉଦ୍ଧାର

ଚିତ୍ରକୋଣ୍ଡା,୨।୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅନ୍ତର୍ଗତ ବ୍ୟାଙ୍କ କଲୋନୀରୁ ଏକ ଆଠ ଫୁଟର ଅଜଗର ସାପ ଉଦ୍ଧାର କରାଯାଇଛି। ସାପଟି କଲୋନୀର ରବୀ ପତଙ୍ଗ ବାଡ଼ିରେ ବୁଲୁଥିବା ବେଳେ ଏହାକୁ ଦେଖି ସେ ସ୍ନେକ୍‌ ହେଲ୍ପଲାଇନ୍‌ଙ୍କୁ ଜଣାଇ ଥିଲେ। ପରେ ସେମାନେ…

ଆଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର

ମାଲକାନଗିରି,୩୦।୯(ଡି.ଏନ୍‌.ଏ.): କିଛି ଦିନର ନିରବତା ପରେ ପୁଣି ମାଓବାଦୀମାନେ ମାଲକାନଗିରି ସାମାନ୍ତରେ ହିଂସାକାଣ୍ଡ ଘଟାଇଛନ୍ତି। ମାଓବାଦୀଙ୍କ ଆଇଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଆହତ ୨ ଯବାନ ବାଲ କିଶନ ଓ ସୋନିଦୁଲ ଇସଲାମ…

‘ମାଓବାଦୀ ମୁଖ୍ୟସ୍ରୋତରେ ସାମିଲ ହୁଅନ୍ତୁ’

ମାଲକାନଗିରି/ଖଇରପୁଟ, ୩୦।୯(ଡି.ଏନ୍‌.ଏ.): ବଣ୍ଡାଘାଟି ଅଞ୍ଚଳର ବିକାଶକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ମାଓବାଦୀମାନେ ବିକାଶରେ ବାଧକ ନ ସାଜି ସମାଜର ମୁଖ୍ୟସ୍ରୋତରେ ସାମିଲ ହୁଅନ୍ତୁ। ବିଏସ୍‌ଏଫ୍‌ ମାଲକାନଗିରି ଜିଲା ତଥା ବଣ୍ଡାଘାଟି ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ସର୍ବଦା ସଜାଗ ରହିଛି। ମାଲକାନଗିରି…

ସ୍ବାମୀ, ସ୍ତ୍ରୀଙ୍କୁ କାଟି ଫିଙ୍ଗି ଦେଲେ

କାଲିମେଳା,୨୪ା୯(ଡି.ଏନ.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମ୍‌ଭି-୬୯ ଗ୍ରାମ ପଛପଟେ ଥିବା ଏକ ଚାଷଜମିରୁ ଶୁକ୍ରବାର ଦମ୍ପତିଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ଉଭୟେ ନିଜ ଜମି ନିକଟରେ କରିଥିବା କୁଡ଼ିଆରେ ରହୁଥିଲେ। ତାଙ୍କୁ ହତ୍ୟାକରି ଚାଷଜମିକୁ ଫିଙ୍ଗା ଯାଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri