ମାଲକାନଗିରି

ବର୍ଷ ଆରମ୍ଭରୁ ମାଓବାଦୀ ସଙ୍ଗଠନକୁ ଶକ୍ତ ଧକ୍କା

ମାଲକାନଗିରି,୧।୧(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତରେ ନୂତନ ବର୍ଷର ପ୍ରଥମ ଦିନରେ ମାଓବାଦୀ ସଙ୍ଗଠନକୁ ଲାଗିଛି ଶକ୍ତ ଧକ୍କା। ମାଲକାନଗିରି ଜିଲା ସୀମାନ୍ତକୁ ଲାଗିଥିବା ଛତିଶଗଡ଼ର ସୁକ୍‌ମାରେ ଏହା ଦେଖିବାକୁ ମିଳିଛି। ସଙ୍ଗଠନକୁ ବିରୋଧ କରି ୯ ଜଣ ମହିଳାଙ୍କ ସମେତ ୪୪…

ମଜୁରି ବାବଦରେ ମିଳିଲା ନକଲି ଟଙ୍କା

ମାଲକାନଗିରି,୧ା୧(ଡି.ଏନ୍‌.ଏ.): ଜଣେ ଠିକାଦାର ଶ୍ରମିକଙ୍କୁ କାମ କରାଇ ମଜୁରି ବାବଦରେ ନକଲି ଟଙ୍କା ଦେଇ ଠକିଛନ୍ତି। ଏ ସମ୍ପର୍କରେ ଶ୍ରମିକମାନେ ଥାନାରେ ଅଭିଯୋଗ କରିବା ପରେ ସମ୍ପୃକ୍ତ ଠିକାଦାରଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଏମ୍‌ପିଭି-୭୦ ଗ୍ରାମର ରସିକ ମଣ୍ଡଳ।…

ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ

ମାଲକାନଗିରି,୩୧ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳରେ ପୋଲିସ ଓ ବିଏସ୍‌ଏଫ୍‌ ଯବାନଙ୍କ ଦ୍ୱାରା ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ ହୋଇଛି। ତଥ୍ୟ ଅନୁଯାୟୀ, ଆନ୍ଧ୍ର ଓଡ଼ିଶା ସୀମାନ୍ତ ଅଞ୍ଚଳରେ ମାଓବାଦୀଙ୍କ ସାମଗ୍ରୀ ଥିବା ବିଶେଷ ସୂତ୍ରରୁ ଖବର…

ଅଟୋ ସାହାଯ୍ୟରେ ଧାନ ଅମଳ

ଚିତ୍ରକୋଣ୍ଡା,୩୦ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ କିଛିଦିନ ତଳେ ମୋଟରସାଇକେଲ ମାଧ୍ୟମରେ ଚାଷୀ ଫସଲ ଅମଳ କରୁଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା। ଏବେ ଚିତ୍ରକୋଣ୍ଡା ଉପାନ୍ତ ଅଞ୍ଚଳ ଗୁଣ୍ଠାଓ୍ବା ପଞ୍ଚାୟତ ଆର୍‌ଏସ୍‌ସି ଆଠ ଏବଂ ଆରଙ୍ଗି ଗ୍ରାମରେ ଭିନ୍ନ ଉପାୟରେ…

ସୀମାନ୍ତରେ ଗୁଳି ବିନିମୟ: ୬ ମାଓବାଦୀ ମୃତ

ରାୟପୁର/ମାଲକାନଗିରି,୨୭ା୧୨(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ତେଲେଙ୍ଗାନା ଓ ଛତିଶଗଡ଼ ଜଙ୍ଗଲ ମଧ୍ୟରେ ପୋଲିସ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଗୁଳି ବିନିମୟରେ ୬ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେହି ଜଙ୍ଗଲ ମଧ୍ୟରେ କିଛି ମାଓବାଦୀ କ୍ୟାମ୍ପ…

ସିଆରପିଏଫ୍‌ କ୍ୟାମ୍ପରେ ଏସ୍‌ଆଇଙ୍କୁ ପିଟିପିଟି ମାରିଦେଲେ

ମାଲକାନଗିରି,୨୬ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ତେଲଙ୍ଗାନା ରାଜ୍ୟ ମୁଲୁଗୁ ଜିଲା ଭେଙ୍କେଟପୁରମ୍‌ ପୋଲିସ ଷ୍ଟେଶନ ଅନ୍ତର୍ଗତ ସିଆରପିଏଫ୍‌ କ୍ୟାମ୍ପରେ ରବିବାର ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଛି। ଫଳରେ ଜଣେ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଏସ୍‌ଆଇ ରମେଶ ଚନ୍ଦ୍ର। ଅନ୍ୟ…

ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ

ମାଲକାନଗିରି,୨୫ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳ ଆନ୍ଧ୍ର ସମାନ୍ତକୁ ଲାଗି ଥିବା ଯୋଡ଼ାମ୍ବ ଥାନା ଅନ୍ତର୍ଗତ ମାରଓ୍ବାଡା ଗ୍ରାମ ନିକଟ ଜଙ୍ଗଲରେ କମ୍ବିଂ ଅପରେଶନ ସମୟରେ ଏକ ସ୍ଥାନରେ ମାଓବାଦୀମାନେ ବ୍ୟବହାର କରିଥିବା ଅନେକ ସାମଗ୍ରୀ ଦେଖିବାକୁ ପାଇଥିଲେ। ସାମଗ୍ରୀଗୁଡ଼ିକ ମଧ୍ୟରେ…

ଥାନା ସମ୍ମୁଖରେ ଧାରଣାରେ ବସିଲେ ଖବରଦାତା

ମାଲକାନଗିରି,୧୯ା୧୨(ଡି.ଏନ୍‌.ଏ.): ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭର କଣ୍ଠରୋଧ କରିବାକୁ ଉଦ୍ୟମ କରୁଛି ମାଲକାନଗିରି ପୋଲିସ। ବିନା କାରଣରେ ୫ ଜଣ ଖବରଦାତାଙ୍କୁ ଉଠାଇ ନେଇ ଗିରଫ କରିଛି। ସେମାନଙ୍କୁ କୋର୍ଟ ଚାଲାଣ କରିଥିବା ବେଳେ ଖବରଦାତାମାନେ ଦେଇଥିବା ଏତଲା ଉପରେ ପୋଲିସ କୌଣସି…

ମାଓବାଦୀଙ୍କ ବର୍ବର କାଣ୍ଡ

ମାଲକାନଗିରି,୧୪।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲା ଏରାବର ଗାଁରେ ମାଓବାଦୀଙ୍କ ବର୍ବର କାଣ୍ଡ ଦେଖିବାକୁ ମିଳିଛି। ଜଙ୍ଗଲ ଜମି ନଷ୍ଟ ସହ ବେଆଇନ ଭାବେ ଜମି ଦଖଲ କରୁଥିବାରୁ ମାଓବାଦୀମାନେ ଏରାବର ଗାଁର ନବୀନଙ୍କୁ ହତ୍ୟା କରିଥିବା ଏକ…

ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଡିଜିପିି

ଚିତ୍ରକୋଣ୍ଡା,୧୨।୧୨(ଡି.ଏନ୍‌.ଏ.): ଆନ୍ଧ୍ରଓଡ଼ିଶା ସୀମାନ୍ତ ମାଲକାନଗିରି ସ୍ବାଭିମାନ ଅଞ୍ଚଳ ଲାଲଗଡ ଘନବେଢ଼ା ବିଏସଏଫ୍‌ କ୍ୟାମ୍ପରେ ରବିବାର ପୋଲିସ ମହାନିର୍ଦ୍ଦେଶକ ପହଞ୍ଚିଛନ୍ତି। ମାଓବାଦୀ ଦମନ ତଥା ଉକ୍ତ ଅଞ୍ଚଳକୁ ମାଓବାଦୀଙ୍କ କବଳରୁ ମୁକ୍ତ କରିବା ନେଇ ସେ ସେଠାରେ ପହଞ୍ଚିଥିବା ସୂଚନା ମିଳିଛି। ତାଙ୍କ…

ଚାଇଲ୍ଡ ଲାଇନର ଚଢାଉ: ୨ ସ୍ଥାନରୁ ୨୧ ଉଦ୍ଧାର

ମାଲକାନଗିରି,୧୧।୧୨ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚାଇଲ୍ଡ ଲାଇନ ପକ୍ଷରୁ ଶୁକ୍ରବାର ୨ଟି ସ୍ଥାନରୁ କାର୍ଯ୍ୟରେ ନିୟୋଜିତ ଥିବା ୧୦ ଶିଶୁଶ୍ରମିକ ଏବଂ ତେଲଙ୍ଗାନାକୁ ଶ୍ରମିକ ଭାବେ କାମ କରିବାକୁ ଯାଉଥିବା ୧୧ ଜଣଙ୍କୁ ଉଦ୍ଧାର କରାଯାଇଛି। ମାଲକାନଗିରିସ୍ଥିତ ସଂସ୍କୃତି ଭବନ କାର୍ଯ୍ୟାଳୟ…

ମାଓବାଦୀଙ୍କ ଭୟ ଦୂର କରିବ ବିଏସ୍‌ଏଫ କ୍ୟାମ୍ପ

ମାଲକାନଗିରି/ଚିତ୍ରକୋଣ୍ଡା,୯ା୧୨(ଡି.ଏନ.ଏ.): ଆନ୍ଧ୍ର ଓଡ଼ିଶା ସୀମାନ୍ତରେ ମାଓବାଦୀଙ୍କ ପାର୍ଦୁଭାବକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ତଥା ପଣସପୁଟ ପଞ୍ଚାୟତ ଘନବେଢାଠାରେ ଗୁରୁବାର ଏକ ବିଏସ୍‌ଏଫ୍‌ କ୍ୟାମ୍ପ ପ୍ରତିଷ୍ଠା ହୋଇଛି। ବିଏସଏଫ ଡ଼ିଆଇଜି ସଞ୍ଜୟ କୁମାର ସିଂ, ମାଲକାନଗିରି ଏସ୍‌ପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?