ମାଲକାନଗିରି

ସୀମାନ୍ତରେ ଗୁଳି ବିନିମୟ: ୬ ମାଓବାଦୀ ମୃତ

ରାୟପୁର/ମାଲକାନଗିରି,୨୭ା୧୨(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ତେଲେଙ୍ଗାନା ଓ ଛତିଶଗଡ଼ ଜଙ୍ଗଲ ମଧ୍ୟରେ ପୋଲିସ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଗୁଳି ବିନିମୟରେ ୬ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେହି ଜଙ୍ଗଲ ମଧ୍ୟରେ କିଛି ମାଓବାଦୀ କ୍ୟାମ୍ପ…

ସିଆରପିଏଫ୍‌ କ୍ୟାମ୍ପରେ ଏସ୍‌ଆଇଙ୍କୁ ପିଟିପିଟି ମାରିଦେଲେ

ମାଲକାନଗିରି,୨୬ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ତେଲଙ୍ଗାନା ରାଜ୍ୟ ମୁଲୁଗୁ ଜିଲା ଭେଙ୍କେଟପୁରମ୍‌ ପୋଲିସ ଷ୍ଟେଶନ ଅନ୍ତର୍ଗତ ସିଆରପିଏଫ୍‌ କ୍ୟାମ୍ପରେ ରବିବାର ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଛି। ଫଳରେ ଜଣେ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଏସ୍‌ଆଇ ରମେଶ ଚନ୍ଦ୍ର। ଅନ୍ୟ…

ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ

ମାଲକାନଗିରି,୨୫ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳ ଆନ୍ଧ୍ର ସମାନ୍ତକୁ ଲାଗି ଥିବା ଯୋଡ଼ାମ୍ବ ଥାନା ଅନ୍ତର୍ଗତ ମାରଓ୍ବାଡା ଗ୍ରାମ ନିକଟ ଜଙ୍ଗଲରେ କମ୍ବିଂ ଅପରେଶନ ସମୟରେ ଏକ ସ୍ଥାନରେ ମାଓବାଦୀମାନେ ବ୍ୟବହାର କରିଥିବା ଅନେକ ସାମଗ୍ରୀ ଦେଖିବାକୁ ପାଇଥିଲେ। ସାମଗ୍ରୀଗୁଡ଼ିକ ମଧ୍ୟରେ…

ଥାନା ସମ୍ମୁଖରେ ଧାରଣାରେ ବସିଲେ ଖବରଦାତା

ମାଲକାନଗିରି,୧୯ା୧୨(ଡି.ଏନ୍‌.ଏ.): ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭର କଣ୍ଠରୋଧ କରିବାକୁ ଉଦ୍ୟମ କରୁଛି ମାଲକାନଗିରି ପୋଲିସ। ବିନା କାରଣରେ ୫ ଜଣ ଖବରଦାତାଙ୍କୁ ଉଠାଇ ନେଇ ଗିରଫ କରିଛି। ସେମାନଙ୍କୁ କୋର୍ଟ ଚାଲାଣ କରିଥିବା ବେଳେ ଖବରଦାତାମାନେ ଦେଇଥିବା ଏତଲା ଉପରେ ପୋଲିସ କୌଣସି…

ମାଓବାଦୀଙ୍କ ବର୍ବର କାଣ୍ଡ

ମାଲକାନଗିରି,୧୪।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲା ଏରାବର ଗାଁରେ ମାଓବାଦୀଙ୍କ ବର୍ବର କାଣ୍ଡ ଦେଖିବାକୁ ମିଳିଛି। ଜଙ୍ଗଲ ଜମି ନଷ୍ଟ ସହ ବେଆଇନ ଭାବେ ଜମି ଦଖଲ କରୁଥିବାରୁ ମାଓବାଦୀମାନେ ଏରାବର ଗାଁର ନବୀନଙ୍କୁ ହତ୍ୟା କରିଥିବା ଏକ…

ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଡିଜିପିି

ଚିତ୍ରକୋଣ୍ଡା,୧୨।୧୨(ଡି.ଏନ୍‌.ଏ.): ଆନ୍ଧ୍ରଓଡ଼ିଶା ସୀମାନ୍ତ ମାଲକାନଗିରି ସ୍ବାଭିମାନ ଅଞ୍ଚଳ ଲାଲଗଡ ଘନବେଢ଼ା ବିଏସଏଫ୍‌ କ୍ୟାମ୍ପରେ ରବିବାର ପୋଲିସ ମହାନିର୍ଦ୍ଦେଶକ ପହଞ୍ଚିଛନ୍ତି। ମାଓବାଦୀ ଦମନ ତଥା ଉକ୍ତ ଅଞ୍ଚଳକୁ ମାଓବାଦୀଙ୍କ କବଳରୁ ମୁକ୍ତ କରିବା ନେଇ ସେ ସେଠାରେ ପହଞ୍ଚିଥିବା ସୂଚନା ମିଳିଛି। ତାଙ୍କ…

ଚାଇଲ୍ଡ ଲାଇନର ଚଢାଉ: ୨ ସ୍ଥାନରୁ ୨୧ ଉଦ୍ଧାର

ମାଲକାନଗିରି,୧୧।୧୨ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚାଇଲ୍ଡ ଲାଇନ ପକ୍ଷରୁ ଶୁକ୍ରବାର ୨ଟି ସ୍ଥାନରୁ କାର୍ଯ୍ୟରେ ନିୟୋଜିତ ଥିବା ୧୦ ଶିଶୁଶ୍ରମିକ ଏବଂ ତେଲଙ୍ଗାନାକୁ ଶ୍ରମିକ ଭାବେ କାମ କରିବାକୁ ଯାଉଥିବା ୧୧ ଜଣଙ୍କୁ ଉଦ୍ଧାର କରାଯାଇଛି। ମାଲକାନଗିରିସ୍ଥିତ ସଂସ୍କୃତି ଭବନ କାର୍ଯ୍ୟାଳୟ…

ମାଓବାଦୀଙ୍କ ଭୟ ଦୂର କରିବ ବିଏସ୍‌ଏଫ କ୍ୟାମ୍ପ

ମାଲକାନଗିରି/ଚିତ୍ରକୋଣ୍ଡା,୯ା୧୨(ଡି.ଏନ.ଏ.): ଆନ୍ଧ୍ର ଓଡ଼ିଶା ସୀମାନ୍ତରେ ମାଓବାଦୀଙ୍କ ପାର୍ଦୁଭାବକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ତଥା ପଣସପୁଟ ପଞ୍ଚାୟତ ଘନବେଢାଠାରେ ଗୁରୁବାର ଏକ ବିଏସ୍‌ଏଫ୍‌ କ୍ୟାମ୍ପ ପ୍ରତିଷ୍ଠା ହୋଇଛି। ବିଏସଏଫ ଡ଼ିଆଇଜି ସଞ୍ଜୟ କୁମାର ସିଂ, ମାଲକାନଗିରି ଏସ୍‌ପି…

ଅନ୍ୟକୁ ରୋଜଗାର ଦେଇଛନ୍ତି ବନିତା

ଏମ୍‌ଭି୭୯,୬ା୧୨(ଡି.ଏନ.ଏ.): ଇଚ୍ଛା ଓ ଆଗ୍ରହ ଥିଲେ ଜଣେ ଯେକୌଣସି ଅସମ୍ଭବ କାର୍ଯ୍ୟକୁ ସମ୍ଭବ କରିପାରେ। ତା’ର ସଫଳତାକୁ କୌଣସି ପ୍ରତିବନ୍ଧକ ରୋକିପାରେ ନାହିଁ। ମାଲକାନଗିରି ଜିଲା ପରି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଜଣେ ଝିଅ ନିଜ ଆଗ୍ରହ ଓ ନିଷ୍ଠା ବଳରେ…

ଫାଣ୍ଡି ଭିତରେ ଗୁଳିକରି ଆତ୍ମହତ୍ୟା କଲେ ଯବାନ

ମାଲକାନଗିରି/କାଲିମେଳା,୪ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ପଟେରୁଠାରେ ନିୟୋଜିତ ଥିବା ଜଣେ ଓଏସ୍‌ଏପି ଯବାନ ଶନିବାର ଫାଣ୍ଡି ଭିତରେ ନିଜ ସର୍ଭିସ୍‌ ବନ୍ଧୁକରୁ ନିଜକୁ ଗୁଳିକରି ଆତ୍ମହତ୍ୟା କରିଛନ୍ତି। ତାଙ୍କ ନାମ ଦୁର୍ଯ୍ୟୋଧନ ମାଝି। ତେବେ ତାଙ୍କ ଆତ୍ମହତ୍ୟାର କାରଣ…

ମାନଚିତ୍ରରେ ନ ଥିବା ଗାଁ ଚିହ୍ନଟ କଲେ ତହସିଲଦାର

ମାଲକାନଗିରି, ୪।୧୨ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାନଚିତ୍ରରେ ନ ଥିବା ଗାଁ ଚିହ୍ନଟ କରିଛନ୍ତି ତହସିଲଦାର। ଏହି ନୂତନ ଗ୍ରାମ ହେଲା ଖଇରପୁଟ ବ୍ଲକ ରାସବେଡ଼ା ପଞ୍ଚାୟତ ଅନ୍ତର୍ଗତ ଘାସିଙ୍ଗବେଡ଼ା। ଗାଁରେ ୭୦ରୁ ଊର୍ଦ୍ଧ୍ୱ ଡିଡାଇ ସମ୍ପ୍ରଦାୟର ଲୋକେ ବସବାସ କରୁଛନ୍ତି।…

ମାନଚିତ୍ରରେ ନ ଥିବା ଗାଁ ହେଲା ଚିହ୍ନଟ

ମାଲକାନଗିରି,୪ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାନଚିତ୍ରରେ ନ ଥିବା ଗାଁ ଚିହ୍ନଟ କରିଛନ୍ତି ତହସିଲଦାର। ଏହି ନୂତନ ଗ୍ରାମ ହେଲା ଖଇରପୁଟ ବ୍ଲକ ରାସବେଡ଼ା ପଞ୍ଚାୟତ ଅଧୀନ ଘାସିଙ୍ଗବେଡ଼ା। ଗାଁରେ ୭୦ରୁ ଊର୍ଦ୍ଧ୍ୱ ଡିଡାଇ ସମ୍ପ୍ରଦାୟର ଲୋକେ ବସବାସ କରୁଛନ୍ତି। ହେଲେ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?