୨. ୮୦ ଲକ୍ଷ ଟଙ୍କାର ହିସାବ ଦେଇପାରିଲେନି ଆଇଆଇସି
ଏମ୍ଭି ୭୯,(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ପଡିଛନ୍ତି ମାଲକାନଗିରି ଜିଲା କାଲିମେଳା ବ୍ଳକ ମୋଟୁ ଥାନା ଆଇଆଇସି ସୁଶାନ୍ତ ସାହୁ। ସେ ମୋଟୁରୁ ନିଜ ଘର କଟକ ଜିଲା ଫୁଲନଖରା ଯାଉଥିବା ସମୟରେ ଖୋର୍ଦ୍ଧା ନିକଟରେ ତାଙ୍କୁ ଭିଜିଲାନ୍ସ ଧରିଛି। ସେ ୨…
ପୋଲିସ, ଆର୍ଟିଓଙ୍କ ସହଯୋଗରେ ଚାଲିଛି ଗ୍ରାନାଇଟ୍ ଚାଲାଣ
ମାଲକାନଗିରି,୧୯।୯(ଡି.ଏନ୍.ଏ.): ମାଲକାନଗିରି ଜିଲା ମୋଟୁ ଥାନାଧିକାରୀ ଏବଂ ପରିବହନ ଅଧିକାରୀ(ଆର୍ଟିଓ)ଙ୍କ ମିଳିତ ସହଯୋଗରେ ମୋଟୁ ତହସିଲ ଅଧୀନ ପେଟା ଗ୍ରାମରୁ ଭିଜି ଗ୍ରାନାଇଟ୍ ବେଆଇନ ପରିବହନ କରାଯାଇଥିବା ପୂର୍ବତନ ନବରଙ୍ଗପୁର ଏମ୍ପି ତଥା କଂଗ୍ରେସ ନେତା ପ୍ରଦୀପ ମାଝି ଅଭିଯୋଗ କରିଛନ୍ତି।…
ଖୋଜି ଖୋଜି ୩ ମାଓବାଦୀଙ୍କୁ ଧରିଲେ
ମାଲକାନଗିରି,୮ା୯(ଡି.ଏନ୍.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ଯବାନଙ୍କୁ ବଡ଼ ସଫଳତା ମିଳିଛି। ସର୍ଚ୍ଚ ଅପରେଶନବେଳେ ମାଓବାଦୀଙ୍କ ଏକ ସ୍ମାରକୀ ସ୍ତୂପକୁ ଭଙ୍ଗାଯିବା ସହ ବିଜାପୁର ଜିଲା ବାସାଗୁଡ଼ା ଥାନା ମୁରୁଦଣ୍ଡାପଟେଲପାରା ଜଙ୍ଗଲରୁ ୩ ମାଓବାଦୀଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଜାଗରଗୁଣ୍ଡାର କୁଞ୍ଜାମ…
ସୀମାନ୍ତରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ: ସିଆରପିଏଫ୍ ଯବାନ ଆହତ
ମାଲକାନଗିରି,୨ା୯(ଡି.ଏନ୍.ଏ.): ମାଲକାନଗିରି ସୀମାନ୍ତ ବିଜାପୁର ଜିଲା ତିମାପୁରଠାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ଘଟି ଜଣେ ଯବାନ ଆହତ ହୋଇଛନ୍ତି। ତିମାପୁରଠାରେ ରାସ୍ତା କାର୍ଯ୍ୟ ଚାଲୁଥିବାରୁ ସୁରକ୍ଷା ଦେବା ପାଇଁ ଏହି ଯବାନମାନେ ବାହାରିଥିଲେ। ତେବେ ମାଓବାଦୀଙ୍କ ଦ୍ୱାରା ଖଞ୍ଜା ହୋଇଥିବା ଲ୍ୟାଣ୍ଡମାଇନ୍ ବିସ୍ଫୋରଣ…
ବିଭିନ୍ନ ଦାବି ନେଇ ଡ୍ୟାମ ସମ୍ମୁଖରେ ଧାରଣାରେ ବସିଲେ ସୁରକ୍ଷାକର୍ମୀ
ଚିତ୍ରକୋଣ୍ଡା,୧ା୯(ଡି.ଏନ୍.ଏ.): ମାଲକାନଗିରି ଜିଲା ବାଲିମେଳା ଡ୍ୟାମ ପ୍ରକଳ୍ପ ଦାରା ପରିଚାଳିତ ଚିତ୍ରକୋଣ୍ଡା କାର୍ଯ୍ୟାଳୟରେ ଆଜକୁ ଦୀର୍ଘ ବର୍ଷ ହେଲା କାର୍ଯ୍ୟରତ ସୁରକ୍ଷାକର୍ମୀମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ପ୍ରକଳ୍ପ ଅଧିକାରୀଙ୍କୁ ଜଣାଇବା ସତ୍ତ୍ୱେ ସମସ୍ୟା ସମାଧାନ ପାଇଁ ବିଚାରକୁ ନ ନିଆଯାଉନାହିଁ।…
୫ ଟପ୍ କ୍ୟାଡର ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି, ୨୮।୮(ଡି.ଏନ୍.ଏ.): ଶୁକ୍ରବାର ଛତିଶଗଡ଼ ଓ ତେଲଙ୍ଗାନା ରାଜ୍ୟରେ ୫ ଟପ୍ କ୍ୟାଡର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ବୁଦୁରା ସୋଡି, ମନକି ଆଲାମୀ, ସୁନ୍ଦର ପାଦାମୀ, ମୋଟି ମାଣ୍ଡବୀ ଓ ସୀତାରାମ ରେଡ୍ଡି। ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଦନ୍ତଓ୍ବୋଡା…
ଅମାନିଆ ହୋଇ ଡଙ୍ଗା ଧାରରେ ବସିଥିଲେ: ଖସିପଡ଼ିବାରୁ ଜୀବନ ଗଲା
ଚିତ୍ରକୋଣ୍ଡା,୨୪।୮(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଡଙ୍ଗାରୁ ନଦୀରେ ଖସିପଡ଼ି ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ବଡ଼ପଡ଼ା ପଞ୍ଚାୟତ ବାଇଲିଗୁମା ଗ୍ରାମର ଘେନୁ ପାଙ୍ଗି(୪୦)। ସୂଚନାନୁଯାୟୀ, ଘେନୁ ଟଙ୍କା ଉଠାଇବାକୁ ନିଜ ଗ୍ରାମରୁ ଚିତ୍ରକୋଣ୍ଡା ବ୍ୟାଙ୍କ ଆସିଥିଲେ l…
ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ
ମାଲକାନଗିରି,୨୪।୮(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ୨ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଛତିଶଗଡ଼ର ଗମପଦ ଓ କାହ୍ନୟଗୁଡ଼ା ମଧ୍ୟରେ ସର୍ଚ୍ଚ ଅପରେଶନ ଚାଲିଥିଲାବେଳେ ସୁରକ୍ଷାକର୍ମୀଙ୍କୁ ଦେଖି ମାଓବାଦୀମାନେ ଗୁଳି ଚଳାଇଥିଲେ। ପରେ…
ଟ୍ରାକ୍ଟର ଚକା ଲିକ୍ ହେବାରୁ ଚାଲିଗଲା ୩ ଜୀବନ
ମାଲକାନଗିରି,୨୨ା୮(ଡି.ଏନ୍.ଏ.): ମାଲକାନଗିରି ଆଦର୍ଶ ଥାନା ଅନ୍ତର୍ଗତ ଏମ୍ଭି-୧୬ ଗ୍ରାମ ନିକଟରେ ଏକ ଟ୍ରାକ୍ଟରକୁ ଟ୍ରକ୍ ଧକ୍କା ଦେଇଛି। ଫଳରେ ଟ୍ରାକ୍ଟରରେ ଥିବା ୩ ଜଣଙ୍କ ମୃତ୍ୟୁ ଘଟିଛି। ୨ଜଣ ଆହତ ହୋଇଛନ୍ତି। ମୃତକମାନେ ହେଲେ ମାଲକାନଗିରି ଥାନା ଅନ୍ତର୍ଗତ ମୁଣ୍ଡାଗୁଡା ଗ୍ରାମର…
କୋମ୍ବିଂ ଅପରେଶନ ବେଳେ ଗଲା ୨ ଯବାନଙ୍କ ଜୀବନ
ମାଲକାନଗିରି,୨୦ା୮(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବସ୍ତର ଜିଲାରେ ଶୁକ୍ରବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ଜଣ ଯବାନ ଶହୀଦ ହୋଇଛନ୍ତି। ସେମାନେ ହେଲେ ଏସ୍ଏସ୍ଆଇ ସୁଧାକର ସିନ୍ଧେ ଓ ପ୍ଲାଟୁନ କମାଣ୍ଡର ଗୁରୁମୁଖ୍ ସିଂ। ବସ୍ତର ଜିଲା କଡେନାଡ…
ମାଲକାନଗିରିରେ ପହଞ୍ଚି ବିଏ୍କେଓ୍ବାଇ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
ମାଲକାନଗିରି,୨୦।୮(ଡି.ଏନ୍.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମାଲକାନଗିରି ଗସ୍ତରେ ଯାଇଛନ୍ତି। ସେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମାଲାକାନଗିରି ଷ୍ଟାଡିୟମରେ ପହଞ୍ଚି ଥିଲେ। ପରେ ସେଠାରୁ ସଂସ୍କୃତି ଭବନରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବିଏ୍କେଓ୍ବାଇ ଶୁଭାରମ୍ଭ କରିଥିଲେ। ଶୁଭାରମ୍ଭ…
ଆଜି ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ
ମାଲକାନଗିରି,୨୦ା୮(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମାଲକାନଗିରି ଜିଲା ଗସ୍ତ କରିବେ। ସେ ସଂସ୍କୃତି ଭବନ ନିକଟରେ ଥିବା ହେଲିପ୍ୟାଡରେ ଅବତରଣ କରି ସଂସ୍କୃତି ଭବନରେ କେତେକ ହିତାଧିକାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରି ଏହି…
Archives


