ମାଲକାନଗିରି

ପୋଲିସ ଗୁଇନ୍ଦା ସୂଚନାଦାତାଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୧୦ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଦାନ୍ତଓ୍ବୋଡ଼ାଠାରେ ପୋଲିସର ଗୁଇନ୍ଦା ସୂଚନାଦାତା ସମ୍ବନ୍ଧରେ ଜଣଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ଯବାନ ଜଣଙ୍କ ହେଲେ ଟାଟୁମ ଗ୍ରାମର ବାସିନ୍ଦା ଉମେଶ ମାର୍କମ। ମଙ୍ଗଳବାର ରାତିରେ ଗାଁକୁ କିଛି ମାଓବାଦୀ ଆସି ଉମେଶଙ୍କୁ ହତ୍ୟା…

ଅପହୃତ ଗ୍ରାମବାସୀଙ୍କୁ ଛାଡିଦେଲେ ମାଓବାଦୀ

ମାଲକାନଗିରି,୮।୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ବଟେର ଗ୍ରାମରୁ ଶନିବାର ରାତିରେ ୫ ଜଣ ଗ୍ରାମବାସୀଙ୍କୁ ମାଓବାଦୀମାନେ ଅପହରଣ କରିନେଇଥିଲେ। ମାଓବାଦୀମାନେ ସୋମବାର ୫ଜଣଙ୍କୁ ଛାଡିଦେଇଛନ୍ତି। ଫଳରେ ଅପହୃତ ୫ ଗ୍ରାମବାସୀ ନିଜ ଘରକୁ ଫେରିଛନ୍ତି। ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀମାନେ ଅପହରଣ…

ଦୁର୍ଘଟଣାରେ ଚାଲିଗଲା ଦମ୍ପତିଙ୍କ ଜୀବନ

ମାଲକାନଗିରି/କୋରୁକୋଣ୍ଡା,୮ା୧୧(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୁଣ୍ଡା ବ୍ଲକ ଅନ୍ତର୍ଗତ ଏମ୍‌ଭି-୩୬ ମୁଖ୍ୟ ରାସ୍ତାରେ ଏକ ଟ୍ରକ୍‌ ଓ ବାଇକ ମଧ୍ୟରେ ସୋମବାର ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଦମ୍ପତିଙ୍କ ମୃତ୍ୟୁ ହେବା ସହ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଏମ୍‌ଭି-୩୬ ଗ୍ରାମର…

ନିଜ ସର୍ଭିସ ବନ୍ଧୁକରୁ ସାଥୀ ଯବାନଙ୍କ ଉପରେ ଗୁଳି ଚଳାଇଲେ ଯବାନ: ୪ ମୃତ, ୩ ଗୁରୁତର

ମାଲକାନଗିରି,୮ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତବର୍ତ୍ତୀ ସୁକୁମା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ସିଆରପିଏଫ୍‌ ଯବାନ ନିଜ ସର୍ଭିସ୍‌ ବନ୍ଧୁକରେ ସାଥୀ ଯବାନମାନଙ୍କ ଉପରେ ଗୁଳି ବର୍ଷାଇଥିଲେ। ଫଳରେ ୪ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଥିବା…

ଚିତ୍ରକୋଣ୍ଡାରେ ଜୁଆଆଡ୍ଡା ଠାବ: ୭ ଗିରଫ

ଚିତ୍ରକୋଣ୍ଡା,୮।୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଭୁକ୍ତ ବାଲିମେଳା ଚିତ୍ରକୋଣ୍ଡା ନାକମାମୁଢୀ ରାସ୍ତା ନୀଳାପାରି ଗ୍ରାମରେ ପୋଲିସ ଜୁଆଆଡ୍ଡାକୁ ଠାବ କରିଛି। ରବିବାର ଅପରାହ୍ନରେ ଚିତ୍ରକୋଣ୍ଡା ଥାନାର ପୋଲିସ ପାଟ୍ରୋଲିଂ ଟିମ୍‌ ଥାନା ଅଧିକାରୀ ସୂର୍ଯ୍ୟ ପ୍ରକାଶ ନାୟକଙ୍କ ନେତୃତ୍ୱରେ ପାଟ୍ରୋଲିଂ…

୫ ଗ୍ରାମବାସୀଙ୍କୁ ଉଠାଇ ନେଲେ ମାଓବାଦୀ

ମାଲକାନଗିରି,୭ା୧୧(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ କୋଣ୍ଟା ବ୍ଲକ ଅଧୀନ ବଟେର ଗ୍ରାମରୁ ୫ ଜଣଙ୍କୁ ମାଓବାଦୀ ଅପହରଣ କରିନେଇଛନ୍ତି। ମାଓବାଦୀମାନେ ଶନିବାର ରାତିରେ ଗ୍ରାମକୁ ଆସି ଗ୍ରାମର ୫ ଜଣଙ୍କୁ ଘରୁ ଜୋରଜବରଦସ୍ତ ଉଠାଇ ନେଇଥିଲେ। ତେବେ ବର୍ତ୍ତମାନ ସୁଦ୍ଧା ତାଙ୍କୁ…

ପୋଲିସ ଗୁଳିରେ ଟଳିଲେ ହାର୍ଡକୋର ମାଓବାଦୀ

ମାଲକାନଗିରି,୬।୧୧(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ଦନ୍ତେୱାଡା ଜିଲାର ମେଘନାର ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଶନିବାର ଗୁଳି ବିନିମୟ ହୋଇଛି। ପୋଲିସ ଗୁଳିରେ ଜଣେ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଛି। ତାଙ୍କ ନାମରେ ୫ଲକ୍ଷ ଟଙ୍କା ପୁରସ୍କାର ରହିଥିଲା। ମୃତ ମାଓବାଦୀ…

ଗିରଫ ହେଲେ ୮ ମାଓବାଦୀ

ମାଲକାନଗିରି,୬ା୧୧(ଡି.ଏନ.ଏ.): ଜଙ୍ଗଲରେ ସର୍ଚ୍ଚ ଅପରେଶନ ଚାଲିଥିବା ସମୟରେ ଶୁକ୍ରବାର ସୁକ୍‌ମା ପୋଲିସ ହାତରେ ୮ ମାଓବାଦୀ ଧରାପଡିଛନ୍ତି। ଜିଲାର ଚିନ୍ତଲନାର ଥାନା ଅନ୍ତର୍ଗତ ମୋରାପାଲ୍ଲି, ତିମ୍ମାପୁରମ ଓ ଜଜ୍ବାଗଟା ଜଙ୍ଗଲରେ ଡିଆରଜି ଓ ୨୦୧ କୋବ୍ରା ବାଟାଲିୟନ ଯବାନମାନେ ମିଳିତ ଭାବେ…

ବିଦ୍ୟୁତ୍‌ ଯୋଗାଣ ବନ୍ଦ କରି ଦେବାରୁ ରୋଗୀଣା ମା’ଙ୍କୁ ଟ୍ରଲିରେ ବୋହିଲେ

ମାଲକାନଗିରି, ୩୧ା୧୦(ଡି.ଏନ୍‌.ଏ.): ମନମାନି ଚଳାଇଛି ଟାଟା କମ୍ପାନୀ। ବିଦ୍ୟୁତ୍‌ ବିଲ୍‌ ପୈଠ ସତ୍ତ୍ୱେ ଉପଭୋକ୍ତାଙ୍କ ବିଦ୍ୟୁତ୍‌ କାଟୁଛି। ଘରୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହେତୁ ଘରେ ଚିକିତ୍ସାଧୀନ ଥିବା ଜଣେ ବୃଦ୍ଧାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିବାରୁ ପ୍ରତିବାଦ ସ୍ବରୂପ ତାଙ୍କ ପୁଅ…

ଝିଅ ଆଗରେ ନଦୀକୁ ଡେଇଁଲେ ବାପା

ମାଲକାନଗିରି,୩୦ା୧୦(ଡି.ଏନ୍‌.ଏ.): ଦାରିଦ୍ରତା ଉଜାଡ଼ି ଦେଇଛି ପରିବାର। ପରିସ୍ଥିତି ଏପରି ହୋଇଛି ଶେଷରେ ଝିଅ ଆଗରେ ନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ବାପା। ଏଭଳି ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ପଣସପୁଟ ପଞ୍ଚାୟତରେ। ମିଳିଥିବା ସୂଚନା…

ଅଜ୍ଞାତ ସ୍ଥାନରେ ଚାଲିଛି ମାଓବାଦୀ କମାଣ୍ଡର ହିଡ଼ମାଙ୍କ ଚିକିତ୍ସା

ମାଲକାନଗିରି,୨୭ା୧୦(ଡି.ଏନ୍‌.ଏ.): ହାର୍ଡକୋର ମାଓବାଦୀ କମାଣ୍ଡର ହିଡ଼ମା ଅସୁସ୍ଥ ହୋଇପଡ଼ିଛନ୍ତି। ଏକ ଅଜ୍ଞାତ ସ୍ଥାନରେ ତାଙ୍କର ଚିକିତ୍ସା କରାଯାଉଥିବା ଜଣାପଡ଼ିଛି। କେନ୍ଦ୍ରୀୟ ଗୋଇନ୍ଦା ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ମାଓବାଦୀ କମାଣ୍ଡର ହିଡ଼ମା ଅସୁସ୍ଥ ହୋଇପଡ଼ି ଆନ୍ଧ୍ର ପ୍ରଦେଶ କିମ୍ବା ତେଲଙ୍ଗାନାର…

ଆନ୍ଧ୍ରରେ ବନ୍ଧା ୨ ହଜାର ବଣ୍ଡା

ମାଲକାନଗିରି,୨୭।୧୦: ମାଲକାନଗିରି ଜିଲା ଖଇରପୁଟ ବ୍ଲକ ବଣ୍ଡାଘାଟିରେ ରହୁଛନ୍ତି ବଣ୍ଡା ଆଦିବାସୀ। ଏହି ଆଦିମ ଜନଜାତିଙ୍କ ଜୀବନମାନରେ ଉନ୍ନତି ଆଣିବା ପାଇଁ ସରକାରୀ ଓ ଘରୋଇ ସଂସ୍ଥା ପକ୍ଷରୁ ଚେଷ୍ଟା ହୋଇଛି। କିନ୍ତୁ ତାହା ସମ୍ଭବ ହୋଇପାରିନାହିଁ। ଏହାର ମୁଖ୍ୟ କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?