ମାଲକାନଗିରି

ଚିତ୍ରକୋଣ୍ଡାରେ ଜୁଆଆଡ୍ଡା ଠାବ: ୭ ଗିରଫ

ଚିତ୍ରକୋଣ୍ଡା,୮।୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଭୁକ୍ତ ବାଲିମେଳା ଚିତ୍ରକୋଣ୍ଡା ନାକମାମୁଢୀ ରାସ୍ତା ନୀଳାପାରି ଗ୍ରାମରେ ପୋଲିସ ଜୁଆଆଡ୍ଡାକୁ ଠାବ କରିଛି। ରବିବାର ଅପରାହ୍ନରେ ଚିତ୍ରକୋଣ୍ଡା ଥାନାର ପୋଲିସ ପାଟ୍ରୋଲିଂ ଟିମ୍‌ ଥାନା ଅଧିକାରୀ ସୂର୍ଯ୍ୟ ପ୍ରକାଶ ନାୟକଙ୍କ ନେତୃତ୍ୱରେ ପାଟ୍ରୋଲିଂ…

୫ ଗ୍ରାମବାସୀଙ୍କୁ ଉଠାଇ ନେଲେ ମାଓବାଦୀ

ମାଲକାନଗିରି,୭ା୧୧(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ କୋଣ୍ଟା ବ୍ଲକ ଅଧୀନ ବଟେର ଗ୍ରାମରୁ ୫ ଜଣଙ୍କୁ ମାଓବାଦୀ ଅପହରଣ କରିନେଇଛନ୍ତି। ମାଓବାଦୀମାନେ ଶନିବାର ରାତିରେ ଗ୍ରାମକୁ ଆସି ଗ୍ରାମର ୫ ଜଣଙ୍କୁ ଘରୁ ଜୋରଜବରଦସ୍ତ ଉଠାଇ ନେଇଥିଲେ। ତେବେ ବର୍ତ୍ତମାନ ସୁଦ୍ଧା ତାଙ୍କୁ…

ପୋଲିସ ଗୁଳିରେ ଟଳିଲେ ହାର୍ଡକୋର ମାଓବାଦୀ

ମାଲକାନଗିରି,୬।୧୧(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ଦନ୍ତେୱାଡା ଜିଲାର ମେଘନାର ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଶନିବାର ଗୁଳି ବିନିମୟ ହୋଇଛି। ପୋଲିସ ଗୁଳିରେ ଜଣେ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଛି। ତାଙ୍କ ନାମରେ ୫ଲକ୍ଷ ଟଙ୍କା ପୁରସ୍କାର ରହିଥିଲା। ମୃତ ମାଓବାଦୀ…

ଗିରଫ ହେଲେ ୮ ମାଓବାଦୀ

ମାଲକାନଗିରି,୬ା୧୧(ଡି.ଏନ.ଏ.): ଜଙ୍ଗଲରେ ସର୍ଚ୍ଚ ଅପରେଶନ ଚାଲିଥିବା ସମୟରେ ଶୁକ୍ରବାର ସୁକ୍‌ମା ପୋଲିସ ହାତରେ ୮ ମାଓବାଦୀ ଧରାପଡିଛନ୍ତି। ଜିଲାର ଚିନ୍ତଲନାର ଥାନା ଅନ୍ତର୍ଗତ ମୋରାପାଲ୍ଲି, ତିମ୍ମାପୁରମ ଓ ଜଜ୍ବାଗଟା ଜଙ୍ଗଲରେ ଡିଆରଜି ଓ ୨୦୧ କୋବ୍ରା ବାଟାଲିୟନ ଯବାନମାନେ ମିଳିତ ଭାବେ…

ବିଦ୍ୟୁତ୍‌ ଯୋଗାଣ ବନ୍ଦ କରି ଦେବାରୁ ରୋଗୀଣା ମା’ଙ୍କୁ ଟ୍ରଲିରେ ବୋହିଲେ

ମାଲକାନଗିରି, ୩୧ା୧୦(ଡି.ଏନ୍‌.ଏ.): ମନମାନି ଚଳାଇଛି ଟାଟା କମ୍ପାନୀ। ବିଦ୍ୟୁତ୍‌ ବିଲ୍‌ ପୈଠ ସତ୍ତ୍ୱେ ଉପଭୋକ୍ତାଙ୍କ ବିଦ୍ୟୁତ୍‌ କାଟୁଛି। ଘରୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହେତୁ ଘରେ ଚିକିତ୍ସାଧୀନ ଥିବା ଜଣେ ବୃଦ୍ଧାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିବାରୁ ପ୍ରତିବାଦ ସ୍ବରୂପ ତାଙ୍କ ପୁଅ…

ଝିଅ ଆଗରେ ନଦୀକୁ ଡେଇଁଲେ ବାପା

ମାଲକାନଗିରି,୩୦ା୧୦(ଡି.ଏନ୍‌.ଏ.): ଦାରିଦ୍ରତା ଉଜାଡ଼ି ଦେଇଛି ପରିବାର। ପରିସ୍ଥିତି ଏପରି ହୋଇଛି ଶେଷରେ ଝିଅ ଆଗରେ ନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ବାପା। ଏଭଳି ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ପଣସପୁଟ ପଞ୍ଚାୟତରେ। ମିଳିଥିବା ସୂଚନା…

ଅଜ୍ଞାତ ସ୍ଥାନରେ ଚାଲିଛି ମାଓବାଦୀ କମାଣ୍ଡର ହିଡ଼ମାଙ୍କ ଚିକିତ୍ସା

ମାଲକାନଗିରି,୨୭ା୧୦(ଡି.ଏନ୍‌.ଏ.): ହାର୍ଡକୋର ମାଓବାଦୀ କମାଣ୍ଡର ହିଡ଼ମା ଅସୁସ୍ଥ ହୋଇପଡ଼ିଛନ୍ତି। ଏକ ଅଜ୍ଞାତ ସ୍ଥାନରେ ତାଙ୍କର ଚିକିତ୍ସା କରାଯାଉଥିବା ଜଣାପଡ଼ିଛି। କେନ୍ଦ୍ରୀୟ ଗୋଇନ୍ଦା ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ମାଓବାଦୀ କମାଣ୍ଡର ହିଡ଼ମା ଅସୁସ୍ଥ ହୋଇପଡ଼ି ଆନ୍ଧ୍ର ପ୍ରଦେଶ କିମ୍ବା ତେଲଙ୍ଗାନାର…

ଆନ୍ଧ୍ରରେ ବନ୍ଧା ୨ ହଜାର ବଣ୍ଡା

ମାଲକାନଗିରି,୨୭।୧୦: ମାଲକାନଗିରି ଜିଲା ଖଇରପୁଟ ବ୍ଲକ ବଣ୍ଡାଘାଟିରେ ରହୁଛନ୍ତି ବଣ୍ଡା ଆଦିବାସୀ। ଏହି ଆଦିମ ଜନଜାତିଙ୍କ ଜୀବନମାନରେ ଉନ୍ନତି ଆଣିବା ପାଇଁ ସରକାରୀ ଓ ଘରୋଇ ସଂସ୍ଥା ପକ୍ଷରୁ ଚେଷ୍ଟା ହୋଇଛି। କିନ୍ତୁ ତାହା ସମ୍ଭବ ହୋଇପାରିନାହିଁ। ଏହାର ମୁଖ୍ୟ କାରଣ…

ମାଓବାଦୀ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ: ୩ ମାଓବାଦୀ ମୃତ

ମାଲକାନଗିରି,୨୫।୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ବିଜାପୁର ଅଧୀନରେ ଥିବା ଟେକୁଲାଗୁଡେମ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ମାଓବାଦୀ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହା ସହ ଘଟଣାସ୍ଥଳରେ ଗୋଟିଏ ଏକେ…

ଟଙ୍କା ପାଇଁ ଭାରୋତ୍ତୋଳକ ସାଜିଲେ ଦିନମଜୁରିଆ

ମାଲକାନଗିରି,୨୪ା୧୦ (ଡି.ଏନ.ଏ.): ଦିନେ ରାଜ୍ୟ ତଥା ଜିଲା ପାଇଁ ଗୌରବ ଆଣିଥିବା ଯୁବକ ଆଜି ପାଲଟିଛନ୍ତି ଦିନ ମଜୁରିଆ । ଅର୍ଥାଭାବରୁ ତାଙ୍କ ପ୍ରତିଭା ଅନ୍ଧାରରେ ହଜିଯାଉଛି। ପ୍ରତିଭା ଥିବା ସତ୍ତ୍ୱେ ଅଭାବ ତାଙ୍କ ବାଟ ଓଗାଳିଛି। ସେ ପାଲଟି ଯାଇଛନ୍ତି…

ଭଙ୍ଗା କୁଡ଼ିଆରେ ଅସହାୟ ଅବସ୍ଥାରେ ଗୁରୁ

ମାଲକାନଗିରି,୨୪।୧୦(ଡି.ଏନ୍‌.ଏ.): ବୟସର ଅପରାହ୍ନରେ ପରିବାର ଲୋକଙ୍କ ସ୍ନେହ ଓ ସେବା ଲୋଡ଼ାହୁଏ। ଶେଷ ସମୟରେ ନିଜର ଲୋକେ ନ ପଚାରିଲେ ଜୀବନ ଜିଇଁବା କଷ୍ଟକର ହୋଇପଡ଼େ। ମାଲକାନଗିରି ପୌରାଞ୍ଚଳର ୧ନମ୍ବର ଓ୍ବାର୍ଡ ଅନ୍ତର୍ଗତ ମୁଣ୍ଡାଗୁଡ଼ାଠାରେ ଜଣେ ବୃଦ୍ଧ ଏଭଳି ଅସହାୟ ଅବସ୍ଥାରେ…

୪୩ ମାଓବାଦୀଙ୍କ ସହ ଏକାଠି ଖାଇଲେ ସୁକୁମା ଏସ୍‌ପି

ମାଲକାନଗିରି, ୨୧ା୧୦ (ଡି.ଏନ.ଏ.): ସୁକ୍‌ମା ପୋଲିସ ନିକଟରେ ୪୩ ଜଣ ମାଓବାଦୀ ଗୁରୁବାର ଆତ୍ମ ସମର୍ପଣ କରିଛନ୍ତି। ତେବେ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା ଏହି ମାଓବାଦୀଙ୍କ ସହ ତଳେ ବସି ସୁକୁମା ଏସ୍‌ପି ଏକାଠି ଖାଦ୍ୟ ଖାଇଥିଲେ। ଏମିତି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?