ମାଲକାନଗିରି

ପୋଲିସ ଏନ୍‌କାଉଣ୍ଟରରେ ମାଓବାଦୀ କମାଣ୍ଡର ନିହତ: ରହିଥିଲା ୩ ଲକ୍ଷ ଟଙ୍କାର ପୁରସ୍କାର

ମାଲକାନଗିରି,୧ା୭: ମାଲକାନଗିରି ଜିଲା ସୀମାନ୍ତରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ବହୁ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଛତିଶଗଡ଼ର ବସ୍ତର ଜିଲାର ଏଲାଙ୍ଗନାର ଅଞ୍ଚଳରେ କଟେକଲ୍ୟାଣ ଓ କାଙ୍ଗେର ଘାଟି…

ପୂର୍ବତନ ଉପବାଚସ୍ପତି ଗୁରୁତର

ମାଲକାନଗିରି,୩୦ା୬: ପୂର୍ବତନ ଉପ ବାଚସ୍ପତି ତଥା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପ୍ରହଲ୍ଲାଦ ଦୋରା ମଙ୍ଗଳବାର ରାତିରେ ଅସୁସ୍ଥ ହୋଇପଡିଛନ୍ତି। ତାଙ୍କୁ ଭୁବନେଶ୍ୱରସ୍ଥିତ ସମ୍‌ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଦୀର୍ଘ ଦିନ ହେବ ସେ…

ଏକାକି ବୁଲି ବାହାରିଥିଲେ ଡଙ୍ଗାରେ, ଘଟିଲା ଏମିତି

ଚିତ୍ରକୋଣ୍ଡା,୨୦ା୬: ବାଲିମେଳା ଜଳଭଣ୍ଡାରରେ ଏକ ଦେଶୀ ଡଙ୍ଗା ବୁଡ଼ିଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ଚିତ୍ରକୋଣ୍ଡା ଟି.କଲୋନୀ ନିବାସୀ ଦିଲୀପ କୁମାର ମିଶ୍ରଙ୍କ ପୁଅ ଦୀପ୍ତିମାନଦେବାଶିଷ ମିଶ୍ର(୨୦)। ରବିବାର ସନ୍ଧ୍ୟା ସୁଦ୍ଧା ତାଙ୍କ ମୃତଦେହ ଉଦ୍ଧାର ହୋଇପାରିନାହିଁ। ସୂଚନା ମୁତାବକ,…

ବଡ଼ ଆକ୍ରମଣ ଯୋଜନାରେ ଥିଲେ ମାଓବାଦୀ

ମାଲକାନଗିରି,୨୦ା୬: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ନାରାୟଣପୁର ଜିଲା ଅନ୍ତର୍ଗତ ଆର୍ଛା ଜଙ୍ଗଲରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୨ ଜଣ ମାଓବାଦୀ କମାଣ୍ଡର ନିହତ ହୋଇଛନ୍ତି। ସେମାନଙ୍କ ପରିଚୟ ମିଳିପାରିନାହିଁ। ଉଭୟେ ଦଣ୍ଡକାରଣ୍ୟ ଡିଭିଜନର ଦରଭା କମିଟିରେ…

ମାଲକାନଗିରି ଜିଲାପାଳଙ୍କୁ କରୋନା

ମାଲକାନଗିରି,୨୦ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାପାଳ ଓ୍ବାଇ ବିଜୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମାଲକାନଗିରି ଜିଲ୍ଲାପାଳ ଓ୍ବାଇ ବିଜୟଙ୍କ ପରିବାରର ୪ ଜଣ ସଦସ୍ୟଙ୍କ ସହ ତାଙ୍କ ସରକାରୀ ବାସଭବନର ମୋଟ୍‌ ୬…

ଏନ୍‌କାଉଣ୍ଟରରେ ମହିଳା ମାଓବାଦୀ ନିହତ

ମାଲକାନଗିରି/ଏମ୍‌ଭି୭୯,୧୮ା୬: ପୋଲିସ ଏନ୍‌କାଉଣ୍ଟରରେ ଶୁକ୍ରବାର ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ବନ୍ଧୁକ ସମେତ ବହୁ ମାଓବାଦୀ ସାମଗ୍ରୀ ପୋଲିସ ଜବତ କରିଛି। ମିଳିଥିବା ସୂଚନା ମୁତାବକ, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ବସ୍ତର ଏବଂ ସୁକ୍‌ମା ଜିଲା…

୬ ହାର୍ଡକୋର ମାଓବାଦୀ ମୃତ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ର ପ୍ରଦେଶ ବିଶାଖାପାଟଣା ଜିଲା କାୟାଉର ଥାନା ଅନ୍ତର୍ଗତ ମେଟା ଜଙ୍ଗଲରେ ବୁଧବାର ଭୋର୍‌ରୁ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇ ଏଥିରେ ୬ ଜଣ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା…

କୁଲାବେଡା ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳିବିନିମୟ ଜାରି

ମାଲକାନଗିରି,୧୬।୬(ଡି.ଏନ.ଏ): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ କୁଲାବେଡା ଜଙ୍ଗଲରେ ପୋଲିସ ମାଓବାଦୀ ଗୁଳିବିନିମୟ ଜାରି ରହିଛି। କୁଲାବେଡା ଜଙ୍ଗଲରେ ମାଓ ଶିବିର ଥିବାର ସୂଚନା ପାଇ ଅପରେସନ ଆରମ୍ଭ କରାଯାଇଥିଲା। ଏସ୍‌ଓଜି ଓ ଡିଭିଏଫ୍‌ ବାହିନୀ ଗତକାଲି ଅପରେସନରେ ଯାଇଥିଲେ।…

ମାଓବାଦୀ ଦମ୍ପତିଙ୍କ ଆତ୍ମସମର୍ପଣ

ଏମ୍‌ଭି ୭୯,୧୩ା୬: ମାଲକାନଗିରି ସୀମାନ୍ତ ଛତିଶଗଡ଼ର କାଣ୍ଡକାପାରା ପୋଲିସ ନିକଟରେ ଶନିବାର ଅପରାହ୍ନରେ ଏକ ମାଓବାଦୀ ଦମ୍ପତି ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ କୋରସା ଲାଚୁ(୩୨) ଓ ତାଙ୍କ ସ୍ତ୍ରୀ କୋରସା ଅନିତା(୨୯)। ଉଭୟେ ମାଓବାଦୀଙ୍କ ବିଜାପୁର ଜିଲା ଗଙ୍ଗାଲୁର କ୍ଷେତ୍ର…

ମା’ଙ୍କ ସୁଦ୍ଧି କ୍ରିୟାରେ ଭୋଜି ନ କରି ବୃଦ୍ଧାଶ୍ରମରେ ବାଣ୍ଟିଲେ ଶୁଖିଲା ଖାଦ୍ୟ

ମାଲକାନଗିରି,୬ା୬: ମାଲକାନଗିରି ଜିଲା ସଦର ବ୍ଲକ ଏମଭି-୮୪ ଗ୍ରାମର ସଞ୍ଜୟ ଢାଲି ତାଙ୍କ ମା’ଙ୍କ ପରଲୋକରେ ଦଶାହ କାର୍ଯ୍ୟରେ ଜ୍ଞାତି କୁଟୁମ୍ବ, ଅତିଥିମାନଙ୍କୁ ନିମନ୍ତ୍ରଣ କରି ଭୋଜି ନ ଦେଇ ଗରିବ ଅସହାୟ, ବୃଦ୍ଧାଶ୍ରମ ଏବଂ ବିଭିନ୍ନ ମନ୍ଦିର ସମ୍ମୁଖରେ ଭିକ୍ଷାବୃତ୍ତି…

ଯବାନଙ୍କ ଗୁଳିରେ ଓ୍ବାଣ୍ଟେଡ୍‌ ମହିଳା ମାଓବାଦୀ ମୃତ

ମାଲକାନଗିରି,୩୧ା୫: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡା ଜିଲାର ଗୁମେଲନାଡ ଜଙ୍ଗଲରେ ମାଓବାଦୀ ଦମନ ଅପରେଶନ ବେଳେ ଯବାନଙ୍କ ଗୁଳିରେ ଜଣେ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପାୟୋକେ ବେକୋ। ସୂଚନା ଅନୁଯାୟୀ, ମାଓବାଦୀମାନେ ଏକ କ୍ୟାମ୍ପରେ…

ମାଓବାଦୀ କମାଣ୍ଡରରୁ ବିଧାୟିକା

ମାଲକାନଗିରି,୨୯ା୫: ଦିନ ଥିଲା ମାଓବାଦୀ ସଙ୍ଗଠନର ସେ ନେତୃତ୍ୱ ନେଉଥିଲେ। ତାଙ୍କ ନିର୍ଦ୍ଦେଶରେ ପରିଚାଳିତ ହେଉଥିଲେ ସମସ୍ତେ। ଯେକୌଣସି ସ୍ଥାନରେ ପୋଲିସ ଉପରକୁ ଆକ୍ରମଣ ହେଉ ଅବା ହତ୍ୟା ଘଟଣାର ସେ ପ୍ରସ୍ତୁତ କରୁଥିଲେ ନକ୍ସା। ସେ ଥିଲେ ମହିଳା ମାଓବାଦୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri