କରୋନା ଆକ୍ରାନ୍ତ ମହିଳାଙ୍କ ସୁରକ୍ଷିତ ପ୍ରସବ କରାଇଲେ ଡାକ୍ତର
ମାଲକାନଗିରି,୨୬ା୪: ମାଲକାନଗିରି ଜିଲା ସଦରସ୍ଥିତ କୋଭିଡ୍ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ମହିଳା ସୋମବାର ଏକ ଶିଶୁପୁତ୍ର ଜନ୍ମ ଦେଇଛନ୍ତି। ମହିଳା ଜଣକ କରୋନା ସଂକ୍ରମିତ ହୋଇଥିବାରୁ ତାଙ୍କର ପ୍ରସବ କିପରି ହେବ ସେ ନେଇ ପରିବାର ଲୋକେ ଚିନ୍ତିତ ଥିଲେ।…
ଅପହୃତ ଏଏସ୍ଆଇଙ୍କୁ ହତ୍ୟା କଲେ ମାଓବାଦୀ, ଅଟକାଇଲେ ଯାତ୍ରୀବାହୀ ଟ୍ରେନ୍; ଲଗାଇଲେ ପୋଷ୍ଟର
ମାଲକାନଗିରି,୨୪।୪(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଜଣେ ପୋଲିସ ଏଏସ୍ଆଇଙ୍କୁ ଅପହରଣର ତିନିଦିନ ପରେ ମାଓବାଦୀମାନେ ଶୁକ୍ରବାର ପ୍ରଜାକୋର୍ଟରେ ହତ୍ୟା କରିଛନ୍ତି। ଡିଆରଜି ଯବାନ ଭାବେ କାର୍ଯ୍ୟ କରୁଥିବା ମୁରଲି ତାତି ଗତ ଛୁଟିରେ ନିଜ ଗଁା ବିଜାପୁର…
ବିଭାଗୀୟ ଅଧିକାରୀଙ୍କ ଖାମଖିଆଲ ମନୋଭାବ ଯୋଗୁ ଭାଙ୍ଗିଲା କେନାଲ
ମାଲକାନଗିରି,୨୧ା୪: ମାଲକାନଗିରି ଜିଲା ପୋଟେରୁ ଜଳସେଚନ ବିଭାଗର ତମସା ମୁଖ୍ୟ କେନାଲ ଭାଙ୍ଗି ବୁଧବାର ଏକ ଘାଇ ସୃଷ୍ଟି ହୋଇଛି। ଫଳରେ ପାଣି ମାଡି ଚାଷ ଜମି ବାଲିଚର ହୋଇଯାଇଛି। ଏପରି କି ୬ ଜଣଙ୍କ ଘରେ ପାଣି ପଶିଛି। ମିଳିଥିବା…
ମାଓବାଦୀ ନେତା କ୍ରିଷ୍ଣାଙ୍କ ଆତ୍ମସମର୍ପଣ
ମାଲକାନଗିରି,୨୧।୪ (ଡି.ଏନ୍.ଏ.): ଆନ୍ଧ୍ର- ଓଡ଼ିଶା ବର୍ଡର ଜୋନାଲ କମିଟିର ମାଓବାଦୀ ନେତା ତଥା ସ୍ବାଭିମାନ ଅଞ୍ଚଳରେ ସଙ୍ଗଠନର ମୁଖ୍ୟ ଥିବା ଜଳନ୍ଧର ରେଡ୍ଡି ଓରଫ ଭେଙ୍କାଟା କ୍ରିଷ୍ଣା ଓରଫ କ୍ରିଷ୍ଣା ମଙ୍ଗଳବାର ବିଜୟଓ୍ବାଡାଠାରେ ଆତ୍ମସମର୍ପଣ କରିଛନ୍ତି। ଏନେଇ ଆନ୍ଧ୍ର ଡିଜିପି ଗୌତମ…
ମାଓବାଦୀଙ୍କ ବର୍ବର କାଣ୍ଡ: ପୋଲିସ ଇନ୍ଫର୍ମର ସନ୍ଦେହରେ ଦୁଇ ଛାତ୍ରଙ୍କୁ ହତ୍ୟା
ମାଲକାନଗିରି,୧୯।୪(ଡି.ଏନ୍.ଏ.):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ ସୋମବାର ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି । ମାନବିକତାକୁ ଳାଳି ଦେଇ ଦୁଇ ଛାତ୍ରଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ମାଓବାଦୀ। ସୂଚନୁନୁଯାୟୀ, ସୁକୁମା ଜିଲା ଜଗରଗୁଣ୍ଡା ଥାନା ଅନ୍ତର୍ଗତ…
ଏବେ ପୁଣି ଖୋଜା ପଡ଼ିଲାଣି ବେଡ୍ ଆଉ ତକିଆ
ମାଲକାନଗିରି,୧୭।୪(ଡି.ଏନ୍.ଏ.): ମାଲକାନଗିରି ଜିଲାର ପ୍ରତି ପଞ୍ଚାୟତରେ ଗତବର୍ଷ ଠିକ୍ ଏହି ଦିନରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯିବା ସହ ପୌରପରିଷଦ, ମ୍ୟୁନିସିପାଲିଟି ଅଞ୍ଚଳରେ ଅଧିକରୁ ଅଧିକ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲା ଯାଇଥିଲା। ସେଠାରେ ରୋଗୀମାନଙ୍କ ପାଇଁ ବେଡ୍, ଚଦର, ତକିଆ, ବାଲ୍ଟି, ପାଣି…
ମାଲକାନଗିରିରେ ଶଟ୍ଡାଉନ୍ର ପ୍ରଭାବ: ରାସ୍ତାଘାଟ ଜନଶୂନ୍ୟ
ମାଲକାନଗିରି,୧୭।୪(ଡି.ଏନ୍.ଏ.): କରୋନା ମହାମାରୀର ଦ୍ୱିତୀୟ ଲହର ଆଜି ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିବା ସହ ଏହାକୁ କିପରି ରୋକାଯାଇପାରିବ ସେଥିପାଇଁ ରାଜ୍ୟ ସରକାର ଓ ଜିଲା ପ୍ରଶାସନ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରିଛନ୍ତି। ସହର ଠାରୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ଜନସାଧାରଣଙ୍କୁ…
ଫୁଲ ତୋଳିବା ସମୟରେ ଗଛରୁ ଖସିପଡ଼ି ସୁରକ୍ଷାକର୍ମୀଙ୍କ ଜୀବନ ଗଲା
କୋରୁକୋଣ୍ଡା,୧୧।୪(ଡି.ଏନ୍.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦ ସଦର ମହକୁମାରେ ଥିବା ବାଲିମେଳା ଜଳ ବିଦ୍ୟୁତ୍ କେନ୍ଦ୍ରର ମୁଖ୍ୟ କାର୍ଯ୍ୟାଳୟ ପରିସରରେ ରବିବାର ଏକ ଦୁଃଖଦ ଘଟଣା ଘଟିଛି। ଏହି କାର୍ଯ୍ୟାଳୟ ପରିସରରେ ଇଏସ୍ଏସ୍ ସିକ୍ୟୁରିଟି ସଂସ୍ଥା ଅଧୀନରେ କାର୍ଯ୍ୟରତ…
୩ ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ମାଓବାଦୀଙ୍କ ଅପହରଣ
ମାଲକାନଗିରି, ୧୦।୪(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକ୍ମା-ବିଜାପୁର ସୀମାନ୍ତବର୍ତ୍ତୀ ଜଙ୍ଗଲରେ ମାଓବାଦୀ-ପୋଲିସ ଗୁଳି ବିନିମୟରେ ଗତ ଶନିବାର ୨୨ ସୁରକ୍ଷା କର୍ମୀ ନିହତ ହୋଇଥିଲେ। ଏହି ସମୟରେ ମାଓବାଦୀମାନେ ଯବାନ ରାକେଶ୍ୱର ସିଂ ମନହାସ୍ଙ୍କୁ ଅପହରଣ କରି ନେଇଥିଲେ। ଗୁରୁବାର…
ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ଶେଷରେ ଆଖିବୁଜିଲେ ପୀଡ଼ିତା
କୋରୁକୋଣ୍ଡା,୮୪(ଡି.ଏନ୍. ଏ.): ବଳାତ୍କାରର ଶୀକାର ହୋଇଛନ୍ତି ଜଣେ ନାବାଳିକା। ଏଭଳି ଲଜ୍ଜାଜନକ ଘଟଣା ଘଟିଛି ମାଲକାନଗିରି ଜିଲାରେ। ଗତ କିଛିଦିନ ତଳେ ଏହି ଜିଲାରେ ଏକ ବିବାହ ଅନୁଷ୍ଠିତ ହୋଇଥିଲା। ଉକ୍ତ ବିବାହରେ ଜଣେ ନାବାଳିକା ନାଚ ଗୀତରେ ମସ୍ଗୁଲ ଥିଲେ।…
ଦେଢ଼ କୋଟି ଟଙ୍କାର ଗଞ୍ଜେଇ ଜବତ
ଚିତ୍ରକୋଣ୍ଡା,୮।୪(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ବଡ଼ପଦର ପଞ୍ଚାୟତ ପଳାସପଦର ଗ୍ରାମ ନିକଟରୁ ୧୭ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଏହାର ଆନୁମାନିକ ମୂଲ୍ୟ ଦେଢ଼ ଗୋଟି ଟଙ୍କା। ଏ ନେଇ ଥାନା ଅଧିକାରୀ ସୂର୍ଯ୍ୟ ପ୍ରକାଶ ନାୟକ ସୂଚନା…
ପାଣି ପାଇଁ ହାଣ୍ଡି, ମାଠିଆଧରି ବ୍ଲକ ଆଗରେ ଧାରଣା ଦେଲେ ଗ୍ରାମବାସୀ
ଚିତ୍ରକୋଣ୍ଡା, ୫।୪(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ କୁରୁମାନୁର ପଞ୍ଚାୟତ କୁରୁମାନୁର ଗ୍ରାମର ଶତାଧିକ ଗ୍ରାମବାସୀ ପାଣି ସମସ୍ୟା ନେଇ ସୋମବାର ଚିତ୍ରକୋଣ୍ଡା ବ୍ଲକ ଆଗରେ ଧାରଣା ଦେଇଥିଲେ। ୭୫ ପରିବାରର ଶତାଧିକ ମହିଳା ଓ ପୁରୁଷ ହାତରେ ହାଣ୍ଡି,…
Archives


