ବୈଠକ ବର୍ଜନ କଲେ ମୃତ୍ୟୁଦଣ୍ଡ
ମାଲକାନଗିରି,୧୬।୩(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଲାଲ୍ବାହିନୀ ଧୀରେ ଧୀରେ ସକ୍ରିୟ ହେବାରେ ଲାଗିଛି। ସେମାନେ ବହୁ ସ୍ଥାନରେ ବିଭିନ୍ନ ସମୟରେ ବୈଠକମାନ କରି ନିଜ ଶକ୍ତି ବଢ଼ାଉଛନ୍ତି। ଏଥିରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣଙ୍କୁ ଜୋର ଜବରଦସ୍ତ ସାମିଲ କରୁଛନ୍ତି। କେହି ଯଦି ସେମାନଙ୍କ…
ପୋଲିସକୁ ମିଳିଲା ଟିଫିନ ବୋମା ସହିତ ୨ ଡେଟୋନେଟର
ମାଲକାନଗିରି,୧୪ା୩: ଦୀର୍ଘ ଦିନର ନୀରବତା ପରେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅଞ୍ଚଳରେ ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ କେହି ମୃତାହତ ହୋଇନାହାନ୍ତି। ପୋଲିସ ଟିଫିନ ବୋମା ସହ ଅନେକ ମାଓବାଦୀ ବ୍ୟବହୃତ ସାମଗ୍ରୀ ଜବତ…
ଅସ୍ତ୍ରୋପଚାର ପରେ ଚାଲିଗଲା ଝିଅର ଜୀବନ, ମୃତଦେହ ରଖି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
ମାଲକାନଗିରି,୧୦।୩(ଡି.ଏନ୍.ଏ.): ମାଲକାନଗିରି ସଦର ମହକୁମାସ୍ଥିତ ଭାମ୍ବେ କଲୋନୀରେ ରହୁଥିବା ସହଦେବ ନାଗଙ୍କ ଝିଅ ଏଲିସା ନାଗ (୯) ସ୍ଥନୀୟ ତୁମୁଟିଗୁଡ଼ା ପ୍ରାଥମିକ ବିଦ୍ୟାଳୟରେ ୩ୟ ଶ୍ରେଣୀରେ ପାଠ ପଢୁଥିବା ବେଳେ କଟକ ମେଡିକାଲରେ ଡାହାଣ ହାତ ଅସ୍ତ୍ରୋପଚାର କରାଯାଇଥିଲା। ମାତ୍ର ଡାକ୍ତରଙ୍କ…
ବଣ୍ଡାଘାଟିରେ ଡିଜିପି ଅଭୟ
ମାଲକାନଗିରି/ଗୋବିନ୍ଦପାଲି, ରାୟଗଡା ଅଫିସ,୭।୩: ମାଲକାନଗିରି ଜିଲା ଖଇରପୁଟ ବ୍ଲକର ଦୁର୍ଗମ ଅଞ୍ଚଳ ତଥା ମାଓବାଦୀ ଅଧ୍ୟୁଷିତ ବଣ୍ତାଘାଟିକୁ ରବିବାର ଡିଜିପି ଅଭୟ ଗସ୍ତ କରିଥିଲେ। ବଣ୍ତାଘାଟିରେ କିଛିଦିନ ତଳେ ପ୍ରତିଷ୍ଠା ହୋଇଥିବା ୨ ବିଏସ୍ଏଫ୍ କ୍ୟାମ୍ପ ପରିଦର୍ଶନ କରି ସେ ମାଓବାଦୀଙ୍କ…
ବଣ୍ଡା ଘାଟିରେ ଓଲଟିଲା ଅଗ୍ନିଶମ ଗାଡ଼ି
କୋରୁକୋକଣ୍ଡା, ୭।୩(ଡି.ଏନ୍.ଏ): ମାଲକାନଗିରି ଜିଲାର ବଣ୍ଡା ଘାଟିରେ ଏକ ଅଗ୍ନିଶମ ଗାଡ଼ି ଶନିବାର ଓଲଟି ୫ ଆହତ ହୋଇଛନ୍ତି। ଏଥିରେ ୫ଜଣ ଅଗ୍ନିଶମ ବିଭାଗର କର୍ମଚାରୀ ଥିବା ବେଳେ ସେଥିମଧ୍ୟରୁ ୪ ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ ମନୋଜ କୁମାର…
ଝିଅକୁ ଅଣ୍ଟାରେ ବାନ୍ଧି କୂଅକୁ ଡେଇଁଲେ ମା’
ମାଲକାନଗିରି,୬ା୩: ମାଲକାନଗିରି ଜିଲା ମାଥିଲି ଥାନା ଅଧୀନ ଚେଡେଙ୍ଗା ପଞ୍ଚାୟତର କଉଡ଼ିଗୁଡ଼ା ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ୪ ବର୍ଷର ଶିଶୁକନ୍ୟାକୁ ଧରି ମା’ କୂଅକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମା’ ଓ ଶିଶୁକନ୍ୟାଙ୍କ ମୃତଦେହ କୂଅରୁ ଜବତ…
ଦଶାହ କାର୍ଯ୍ୟକୁ ଆସି ଭାସିଗଲେ ନଦୀରେ
ଚିତ୍ରକୋଣ୍ଡା,୬ା୩: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅଧୀନ ସିଲେରୁ ନଦୀରେ ଭାସିଯାଇ ଜଣେ ବ୍ୟକ୍ତି ନିଖୋଜ ହୋଇଯାଇଛନ୍ତି। ସେ ହେଲେ ଶୈଳ ଠାକୁର। ଶୁକ୍ରବାର କଳାହାଣ୍ଡି ସାହିର ଜଣେ ପଡ଼ୋଶୀଙ୍କ ଦଶାହ କାର୍ଯ୍ୟରେ ଯୋଗଦେଇ ଶୈଳ ସିଲେରୁ ନଦୀର ଦୋରାଗୁଡ଼ା ଘାଟକୁ…
ଶିବ ମନ୍ଦିର ବଟ ବୃକ୍ଷରେ ଲାଗିଲା ନିଆଁ
ମାଲକାନଗିରି, ୨।୩(ଡି.ଏନ୍.ଏ.): ମାଲକାନଗିରି ଜିଲା ସଦର ମହକୁମା ପୁରୁଣା ମେଡିକାଲ ନିକଟରେ ଏକ ପୂରାତନ ଶିବ ମନ୍ଦିରକୁ ଲାଗିଥିବା ବଟ ଗଛରେ ନିଆଁ ଲାଗି ମନ୍ଦିରର କିଛି ଅଂଶ କ୍ଷତି ହୋଇଛି। ଏହି ମନ୍ଦିର ସର୍ବ ପୂରାତନ ଏବଂ ବଟ ବୃକ୍ଷଟି…
ଚାକିରି ହୋଇଛି କହି ମିଠାରେ ନିଶା ଔଷଧ ଦେଲେ ଭଡ଼ାଟିଆ: ମାଲିକଙ୍କ ଘରୁ ଲୁଟିନେଲେ ୩୫ ଲକ୍ଷର ସୁନାଗହଣା
ମାଲକାନଗିରି,୨।୩(ଡି.ଏନ୍.ଏ.): ମାଲକାନଗିରି ସଦର ମହକୁମା ବିବିଗୁଡା କଲୋନୀରେ ମିଠାରେ ନିଶା ମିଶାଇ ଖାଇବାକୁ ଦେଇ ଅତି ସହଜରେ ସୁନାରୀଙ୍କ ଘରୁ କଳାକନା ବୁଲାଇଲେ ଭଡାରେ ରହୁଥିବା ଲୁଟେରା। ୩୫ ଲକ୍ଷ ଟଙ୍କାର ସୁନା ଗହଣା ସହ ଦୁଇ ଲକ୍ଷ ଟଙ୍କା ଧରି…
ତେଲୁଗୁ ବଦଳରେ ଓଡ଼ିଆ ପଢିବେ ଛାତ୍ରୀଛାତ୍ର
ଚିତ୍ରକୋଣ୍ଡା,୨୮ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଧୂଳିପୁଟ ପଞ୍ଚାୟତର ଜୁମଡାଙ୍ଗ ଗ୍ରାମକୁ ପୂର୍ବରୁ ବିଇଓ ଗାୟତ୍ରୀ ଦେବୀ ଗସ୍ତକରି ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଗ୍ରାମର ପିଲାଙ୍କୁ ଶିକ୍ଷାଦାନ ନେଇ ବ୍ୟବସ୍ଥା କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ସେହି ଅନୁସାରେ ଶନିବାର…
ପୋଲିସ କ୍ୱାର୍ଟର୍ସରେ ମହିଳା ମାଓବାଦୀଙ୍କ ଆତ୍ମହତ୍ୟା
ମାଲକାନଗିର,୨୫ା୨: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡ଼ା ଜିଲାରେ ଆତ୍ମସମର୍ପଣ କରିଥିବା ଜଣେ ମହିଳା ମାଓବାଦୀ ଆତ୍ମହତ୍ୟା କରିଛନ୍ତି। ତାଙ୍କ ନାମ ପାଣ୍ଡେ କବାସୀ। ସେ ଫେବୃୟାରୀ ୧୯ରେ ଆତ୍ମସମର୍ପଣ କରିଥିଲେ। ପୋଲିସ ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ଥାନୀୟ ପୋଲିସ କଲୋନୀରେ…
ମାଓବାଦୀଙ୍କ ବ୍ୟାଗ୍ରୁ ମିଳିଲା ଲ୍ୟାଣ୍ଡମାଇନ, ଟିଫିନ ବୋମା
ଚିତ୍ରକୋଣ୍ଡା,୨୪ା୨(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ହାନ୍ତାଳଗୁଡ଼ା ୯ ବାଟାଲିୟନ ବିଏସ୍ଏଫ୍ ଯବାନମାନେ ପୁଣିଥରେ ମାଓବାଦୀଙ୍କ ଯୋଜନାକୁ ପଣ୍ଡ କରିଛନ୍ତି। ଯବାନଙ୍କ ଉଦ୍ଦେଶ୍ୟରେ ସେମାନେ ଜଙ୍ଗଲ ରାସ୍ତାରେ ଖଞ୍ଜିଥିବା ଲ୍ୟାଣ୍ଡମାଇନ ଓ ଟିଫିନ ବୋମାକୁ ଠାବ କରାଯାଇଛି। ଏଥିସହ…
Archives


