ମାଲକାନଗିରି

ଆତ୍ମସମର୍ପଣ କଲେ ୩ ହାଡକୋର ମାଓବାଦୀ

ମାଲକାନଗିରି,୩୧।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମା ଏସ୍‌ପିଙ୍କ କାର୍ଯ୍ୟାଳୟରେ ବୁଧବାର ୩ ହାଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏ ନେଇ ଏକ ଖବରଦାତା ସମ୍ମିଳନୀରେ ମାଲକାନଗିରି ଏସ୍‌ପି. ରିଷିକେଶ ଡି ଖିଲାରି ସୂଚନା ଦେଇଛନ୍ତି। ଏହି ତିନିଜଣଙ୍କ ମଧ୍ୟରୁ ଜଣେ ଛତିଶଗଡ଼…

କଂଗ୍ରେସ ନେତାଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି, ୨୮।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡରେ ମାଓବାଦୀମାନେ ଜଣେ କଂଗ୍ରେସ ନେତାଙ୍କୁ ଗୁଳିକରି ହତ୍ୟା କରିଥିବା ସୂଚନା ମିଳିଛି। ସେ ହେଲେ ଛତିଶଗଡ ରାଜ୍ୟ ବିଜାପୁର ଜିଲା ମିରତୁର ଅଞ୍ଚଳର ଜିଲା ପଞ୍ଚାୟତ ସଦସ୍ୟ ବୁଦ୍ଧରାମ କଶ୍ୟପ। ତେବେ ଏହି…

ପୋଖରୀରେ ବୁଡ଼ି ୨ ଶିଶୁଙ୍କ ଜୀବନ ଗଲା

କୋରୁକୋଣ୍ଡା,୨୪ା୩: ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ୍‌ ତାରଲାକୋଟା ପଞ୍ଚାୟତର ସି-କଲୋନୀରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡ଼ି ୨ ଶିଶୁଙ୍କ ଜୀବନ ଯାଇଛି। ସେମାନେ ହେଲେ ସି-କଲୋନୀର ଧାନୁ ଗୋଲରୀଙ୍କ ଝିଅ ରଞ୍ଜିତା(୭) ଏବଂ ଗୋପୀ ଖରାଙ୍କ ପୁଅ…

ବାହାର ରାଜ୍ୟରୁ ଆସିଲେ ହୋମ୍‌ ଆଇସୋଲେଶନ ବାଧ୍ୟତାମୂଳକ

ମାଲକାନଗିରି,୨୪।୩(ଡି.ଏନ୍‌.ଏ.): ବାହାର ରାଜ୍ୟରୁ ମାଲକାନଗିରି ଜିଲାକୁ ଆସିବା ବ୍ୟକ୍ତିଙ୍କ ପାଇଁ ଆଜିଠାରୁ ହୋମ୍‌ ଆଇସୋଲେଶନରେ ରହିବାକୁ ଜିଲା ପ୍ରଶାସନ ପକ୍ଷରୁ ନିୟମ ଲାଗୁ କରାଯାଇଛି ା ବାହାର ରାଜ୍ୟରୁ ଆସୁଥିବା ବ୍ୟକ୍ତିମାନଙ୍କୁ ୭ ଦିନ ଗୃହ ସଙ୍ଗରୋଧରେ ରହିବାକୁ ଜିଲାପାଳ ଡଃ.ଓ୍ବାଇ.…

ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ: ୫ ଯବାନ ଶହୀଦ

ମାଲକାନଗିରି,୨୪ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲାର କନହର ଜଙ୍ଗଲ ରାସ୍ତାରେ ମାଓବାଦୀମାନେ ଯବାନଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟାଇଛନ୍ତି। ଫଳରେ ୫ଜଣ ଯବାନ ଶହୀଦ ହେବା ସହ ୮ଜଣ ଗୁରୁତର ହୋଇଛନ୍ତି। ୨୧ଜଣ ସାମାନ୍ୟ ଆହତ ହୋଇଥିବା…

ପୁଣି ଓଡ଼ିଶାକୁ ଫେରିଲା ନାଇଟ୍‌ କର୍ଫ୍ୟୁ

ମାଲକାନଗିରି,୨୨।୩(ଡି.ଏନ୍‌.ଏ.): ପୁଣି କରୋନା ଚିନ୍ତା ବଢ଼ାଇ ଦେଇଛି। ଏହାକୁ ଦୃଷ୍ଟିରେ ରଖି ଦେଶର ବିଭିନ୍ନ ସ୍ଥାନରେ ନାଇଟ କର୍ଫ୍ୟୁ ଓ ଲକ୍‌ଡାଉନ ଲାଗୁ କରାଯାଉଛି। ନାଇଟ କର୍ଫ୍ୟୁ ବର୍ତ୍ତମାନ ଓଡ଼ିଶାକୁ ଫେରିଛି। ମାଲକାନଗିରି ଜିଲାରେ ନାଇଟ କର୍ଫ୍ୟୁ ଘୋଷଣା କରାଯାଇଛି। ଏ…

ଏନ୍‌କାଉଣ୍ଟରରେ ୨ ମାଓବାଦୀ ନିହତ

ମାଲକାନଗିରି,୨୧।୩: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡା ଜିଲାରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷଙ୍କ ମଧ୍ୟରେ ଗୁଡ଼ରା ଜଙ୍ଗଲରେ ଗୁଳି ବିନିମୟ ଘଟିଛି। ଏଥିରେ ୨ ଜଣ ମାଓବାଦୀ ନିହତ ହୋଇଛନ୍ତି। ଖବରରୁ ପ୍ରକାଶ, ମାଓବାଦୀମାନେ ଗୁଡ଼ରା…

ଯବାନଙ୍କୁ ଅପହରଣ ପରେ ହତ୍ୟା

ମାଲକାନଗିରି, ୨୧ା୩ : ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ମାଓବାଦୀମାନେ ଜଣେ ଯବାନଙ୍କୁ ହତ୍ୟା କରିଛନ୍ତି। ମାଓବାଦୀମାନେ ତାଙ୍କୁ ଅପହରଣ ପରେ ଗୁଳିକରି ହତ୍ୟା କରିଥିବା ଜଣାପଡିଛି। ମୃତ ଯବାନ ଜଣକ ହେଲେ ସୋନୁ ପୁନମ୍‌। ସେ ଡିଆର୍‌ଜିରେ…

ମାଲକାନଗିରିରେ ବିଏସ୍‌ଏଫ୍‌ ଏଡିଜି

ମାଲକାନଗିରି,୧୯ା୩: ବିଏସ୍‌ଏଫ୍‌ ଏଡିଜି ଡ. ଏସ୍‌.ଏଲ୍‌. ଥାଓସେନ୍‌ ଶୁକ୍ରବାର ମାଲକାନଗିରି ଜିଲା ବଣ୍ଡାଘାଟିର ଅଣ୍ଡ୍ରାହାଲ ଓ ମୁଦୁଲିପଡା ବିଏସ୍‌ଏଫ କ୍ୟାମ୍ପ ପରିଦର୍ଶନ କରିଥିଲେ। ଏପରି କି ସେ ମୁଦୁଲିପଡାରେ ନୂତନ ଭାବେ ପ୍ରତିଷ୍ଠା ହୋଇଥିବା ବିଏସ୍‌ଏଫ କ୍ୟାମ୍ପର କାର୍ଯ୍ୟ ସମୀକ୍ଷା କରିଛନ୍ତି।…

ବୈଠକ ବର୍ଜନ କଲେ ମୃତ୍ୟୁଦଣ୍ଡ

ମାଲକାନଗିରି,୧୬।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଲାଲ୍‌ବାହିନୀ ଧୀରେ ଧୀରେ ସକ୍ରିୟ ହେବାରେ ଲାଗିଛି। ସେମାନେ ବହୁ ସ୍ଥାନରେ ବିଭିନ୍ନ ସମୟରେ ବୈଠକମାନ କରି ନିଜ ଶକ୍ତି ବଢ଼ାଉଛନ୍ତି। ଏଥିରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣଙ୍କୁ ଜୋର ଜବରଦସ୍ତ ସାମିଲ କରୁଛନ୍ତି। କେହି ଯଦି ସେମାନଙ୍କ…

ପୋଲିସକୁ ମିଳିଲା ଟିଫିନ ବୋମା ସହିତ ୨ ଡେଟୋନେଟର

ମାଲକାନଗିରି,୧୪ା୩: ଦୀର୍ଘ ଦିନର ନୀରବତା ପରେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅଞ୍ଚଳରେ ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ କେହି ମୃତାହତ ହୋଇନାହାନ୍ତି। ପୋଲିସ ଟିଫିନ ବୋମା ସହ ଅନେକ ମାଓବାଦୀ ବ୍ୟବହୃତ ସାମଗ୍ରୀ ଜବତ…

ଅସ୍ତ୍ରୋପଚାର ପରେ ଚାଲିଗଲା ଝିଅର ଜୀବନ, ମୃତଦେହ ରଖି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ମାଲକାନଗିରି,୧୦।୩(ଡି.ଏନ୍‌.ଏ.): ମାଲକାନଗିରି ସଦର ମହକୁମାସ୍ଥିତ ଭାମ୍ବେ କଲୋନୀରେ ରହୁଥିବା ସହଦେବ ନାଗଙ୍କ ଝିଅ ଏଲିସା ନାଗ (୯) ସ୍ଥନୀୟ ତୁମୁଟିଗୁଡ଼ା ପ୍ରାଥମିକ ବିଦ୍ୟାଳୟରେ ୩ୟ ଶ୍ରେଣୀରେ ପାଠ ପଢୁଥିବା ବେଳେ କଟକ ମେଡିକାଲରେ ଡାହାଣ ହାତ ଅସ୍ତ୍ରୋପଚାର କରାଯାଇଥିଲା। ମାତ୍ର ଡାକ୍ତରଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri