ମାଲକାନଗିରି

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ଶେଷରେ ଆଖିବୁଜିଲେ ପୀଡ଼ିତା

କୋରୁକୋଣ୍ଡା,୮୪(ଡି.ଏନ୍‌. ଏ.): ବଳାତ୍କାରର ଶୀକାର ହୋଇଛନ୍ତି ଜଣେ ନାବାଳିକା। ଏଭଳି ଲଜ୍ଜାଜନକ ଘଟଣା ଘଟିଛି ମାଲକାନଗିରି ଜିଲାରେ। ଗତ କିଛିଦିନ ତଳେ ଏହି ଜିଲାରେ ଏକ ବିବାହ ଅନୁଷ୍ଠିତ ହୋଇଥିଲା। ଉକ୍ତ ବିବାହରେ ଜଣେ ନାବାଳିକା ନାଚ ଗୀତରେ ମସ୍‌ଗୁଲ ଥିଲେ।…

ଦେଢ଼ କୋଟି ଟଙ୍କାର ଗଞ୍ଜେଇ ଜବତ

ଚିତ୍ରକୋଣ୍ଡା,୮।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ବଡ଼ପଦର ପଞ୍ଚାୟତ ପଳାସପଦର ଗ୍ରାମ ନିକଟରୁ ୧୭ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଏହାର ଆନୁମାନିକ ମୂଲ୍ୟ ଦେଢ଼ ଗୋଟି ଟଙ୍କା। ଏ ନେଇ ଥାନା ଅଧିକାରୀ ସୂର୍ଯ୍ୟ ପ୍ରକାଶ ନାୟକ ସୂଚନା…

ପାଣି ପାଇଁ ହାଣ୍ଡି, ମାଠିଆଧରି ବ୍ଲକ ଆଗରେ ଧାରଣା ଦେଲେ ଗ୍ରାମବାସୀ

ଚିତ୍ରକୋଣ୍ଡା, ୫।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ କୁରୁମାନୁର ପଞ୍ଚାୟତ କୁରୁମାନୁର ଗ୍ରାମର ଶତାଧିକ ଗ୍ରାମବାସୀ ପାଣି ସମସ୍ୟା ନେଇ ସୋମବାର ଚିତ୍ରକୋଣ୍ଡା ବ୍ଲକ ଆଗରେ ଧାରଣା ଦେଇଥିଲେ। ୭୫ ପରିବାରର ଶତାଧିକ ମହିଳା ଓ ପୁରୁଷ ହାତରେ ହାଣ୍ଡି,…

ପୋଲିସ ଟୋପି ପିନ୍ଧି ଫଟୋ ଭାଇରାଲ: ଥାନାକୁ ଟଣାହେଲେ ଯନ୍ତ୍ରୀ

ମାଲକାନଗିରି,୩।୪ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦର କନିଷ୍ଠ ଯନ୍ତ୍ରୀ ସୁଶୀଲ କୁମାର ବେହେରା ପୋଲିସ ଟୋପି ପିନ୍ଧି ହଟହଟା ହୋଇଛନ୍ତି। ଟୋପିର ଅପବ୍ୟବହାର ଏବଂ ଅବମାନନା କରିଥିବାରୁ ତାଙ୍କୁ ଥାନାକୁ ଯିବାକୁ ପଡ଼ିଥିଲା। ବିଜ୍ଞାପିତ ଅଞ୍ଚଳ ପରିଷଦ…

ପୋଲିସ ଟୋପି ପିନ୍ଧି ହଟହଟା ହେଲେ ଯନ୍ତ୍ରୀ

ମାଲକାନଗିରି,୨ା୪: ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦର କନିଷ୍ଠ ଯନ୍ତ୍ରୀ ସୁଶୀଲ କୁମାର ବେହେରା ପୋଲିସ ଟୋପି ପିନ୍ଧି ହଟହଟା ହୋଇଛନ୍ତି। ଟୋପିର ଅପବ୍ୟବହାର ଏବଂ ଅବମାନନା କରିଥିବାରୁ ତାଙ୍କୁ ଥାନାକୁ ଯିବାକୁ ପଡ଼ିଛି। ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ…

ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀ

ମାଲକାନଗିରି,୩୧ା୩: ମାଲକାନଗିରି ଏସ୍‌ପିଙ୍କ କାର୍ଯ୍ୟାଳୟରେ ବୁଧବାର ୩ଜଣ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ଛତିଶଗଡ଼ ବିଜାପୁର ଜିଲା ବାସେଗୁଡ଼ା ଥାନା ଅନ୍ତର୍ଗତ ଚିନାତେରେମ ଗ୍ରାମର ମଇନୁ ଓରଫ ଶମ୍ଭୁ ଦୋଡି (୨୫), ଗାଙ୍ଗୁଲୁର ଥାନା ଅନ୍ତର୍ଗତ କର୍ନାଲ ଗ୍ରାମର…

ଆତ୍ମସମର୍ପଣ କଲେ ୩ ହାଡକୋର ମାଓବାଦୀ

ମାଲକାନଗିରି,୩୧।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମା ଏସ୍‌ପିଙ୍କ କାର୍ଯ୍ୟାଳୟରେ ବୁଧବାର ୩ ହାଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏ ନେଇ ଏକ ଖବରଦାତା ସମ୍ମିଳନୀରେ ମାଲକାନଗିରି ଏସ୍‌ପି. ରିଷିକେଶ ଡି ଖିଲାରି ସୂଚନା ଦେଇଛନ୍ତି। ଏହି ତିନିଜଣଙ୍କ ମଧ୍ୟରୁ ଜଣେ ଛତିଶଗଡ଼…

କଂଗ୍ରେସ ନେତାଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି, ୨୮।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡରେ ମାଓବାଦୀମାନେ ଜଣେ କଂଗ୍ରେସ ନେତାଙ୍କୁ ଗୁଳିକରି ହତ୍ୟା କରିଥିବା ସୂଚନା ମିଳିଛି। ସେ ହେଲେ ଛତିଶଗଡ ରାଜ୍ୟ ବିଜାପୁର ଜିଲା ମିରତୁର ଅଞ୍ଚଳର ଜିଲା ପଞ୍ଚାୟତ ସଦସ୍ୟ ବୁଦ୍ଧରାମ କଶ୍ୟପ। ତେବେ ଏହି…

ପୋଖରୀରେ ବୁଡ଼ି ୨ ଶିଶୁଙ୍କ ଜୀବନ ଗଲା

କୋରୁକୋଣ୍ଡା,୨୪ା୩: ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ୍‌ ତାରଲାକୋଟା ପଞ୍ଚାୟତର ସି-କଲୋନୀରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡ଼ି ୨ ଶିଶୁଙ୍କ ଜୀବନ ଯାଇଛି। ସେମାନେ ହେଲେ ସି-କଲୋନୀର ଧାନୁ ଗୋଲରୀଙ୍କ ଝିଅ ରଞ୍ଜିତା(୭) ଏବଂ ଗୋପୀ ଖରାଙ୍କ ପୁଅ…

ବାହାର ରାଜ୍ୟରୁ ଆସିଲେ ହୋମ୍‌ ଆଇସୋଲେଶନ ବାଧ୍ୟତାମୂଳକ

ମାଲକାନଗିରି,୨୪।୩(ଡି.ଏନ୍‌.ଏ.): ବାହାର ରାଜ୍ୟରୁ ମାଲକାନଗିରି ଜିଲାକୁ ଆସିବା ବ୍ୟକ୍ତିଙ୍କ ପାଇଁ ଆଜିଠାରୁ ହୋମ୍‌ ଆଇସୋଲେଶନରେ ରହିବାକୁ ଜିଲା ପ୍ରଶାସନ ପକ୍ଷରୁ ନିୟମ ଲାଗୁ କରାଯାଇଛି ା ବାହାର ରାଜ୍ୟରୁ ଆସୁଥିବା ବ୍ୟକ୍ତିମାନଙ୍କୁ ୭ ଦିନ ଗୃହ ସଙ୍ଗରୋଧରେ ରହିବାକୁ ଜିଲାପାଳ ଡଃ.ଓ୍ବାଇ.…

ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ: ୫ ଯବାନ ଶହୀଦ

ମାଲକାନଗିରି,୨୪ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲାର କନହର ଜଙ୍ଗଲ ରାସ୍ତାରେ ମାଓବାଦୀମାନେ ଯବାନଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟାଇଛନ୍ତି। ଫଳରେ ୫ଜଣ ଯବାନ ଶହୀଦ ହେବା ସହ ୮ଜଣ ଗୁରୁତର ହୋଇଛନ୍ତି। ୨୧ଜଣ ସାମାନ୍ୟ ଆହତ ହୋଇଥିବା…

ପୁଣି ଓଡ଼ିଶାକୁ ଫେରିଲା ନାଇଟ୍‌ କର୍ଫ୍ୟୁ

ମାଲକାନଗିରି,୨୨।୩(ଡି.ଏନ୍‌.ଏ.): ପୁଣି କରୋନା ଚିନ୍ତା ବଢ଼ାଇ ଦେଇଛି। ଏହାକୁ ଦୃଷ୍ଟିରେ ରଖି ଦେଶର ବିଭିନ୍ନ ସ୍ଥାନରେ ନାଇଟ କର୍ଫ୍ୟୁ ଓ ଲକ୍‌ଡାଉନ ଲାଗୁ କରାଯାଉଛି। ନାଇଟ କର୍ଫ୍ୟୁ ବର୍ତ୍ତମାନ ଓଡ଼ିଶାକୁ ଫେରିଛି। ମାଲକାନଗିରି ଜିଲାରେ ନାଇଟ କର୍ଫ୍ୟୁ ଘୋଷଣା କରାଯାଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?