ମୟୂରଭଞ୍ଜ

ତେଲ ଟ୍ୟାଙ୍କର-ଟ୍ରକ୍‌ ମୁହାଁମୁହିଁ: ଜିଅନ୍ତା ଜଳିଗଲେ ଡ୍ରାଇଭର

ବାରିପଦା,୪ା୧: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଘାଟି ଉପରେ ଗୁରୁବାର ସକାଳୁ ଏକ ତେଲ ଟ୍ୟାଙ୍କର ସହ ଟ୍ରକ୍‌ର ମୁହାଁମୁହିଁ ଧକ୍କା ହେବାରୁ ଟ୍ୟାଙ୍କର ଡ୍ରାଇଭର ଜିଅନ୍ତା ଜଳିଯାଇଛନ୍ତି।…

4 months ago

ଆଜିଠୁ ବୈଶିଙ୍ଗା ମହୋତ୍ସବ

ବୈଶିଙ୍ଗା,୨ା୧(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅନ୍ତର୍ଗତ ବୈଶିଙ୍ଗାଠାରେ ମଙ୍ଗଳବାରଠାରୁ ‘ବୈଶିଙ୍ଗା ମହୋତ୍ସବ’ ମହୋତ୍ସବ ଆରମ୍ଭ ହେବ। ଏହି ମହୋତ୍ସବରେ ଚଳିତ ବର୍ଷ ଛଉ ନୃତ୍ୟ…

4 months ago

ବ୍ୟବସାୟୀଙ୍କ ଘରେ ଜିଏସ୍‌ଟି ଟିମ୍‌

ମୋରଡ଼ା,୨୮।୧୨(ସ୍ମାରକ ମାଜୀ): ଟିକସ୍‌ ଫାଙ୍କିବା ଅଭିଯୋଗରେ ମୟୁରଭଞ୍ଜ ଜିଲା ମୋରଡ଼ା ବ୍ଲକର ପ୍ରତିଷ୍ଠିତ ବ୍ୟବସାୟୀଙ୍କ ଘରେ ଜିଏସ୍‌ଟି ଏନ୍‌ଫୋର୍ସମେଣ୍ଟର ଟିମ୍‌ ଚଢ଼ାଉ କରିଛି l ସୂଚନା ଅନୁଯାୟୀ,…

4 months ago

ପ୍ରଧାନ ଶିକ୍ଷୟିତ୍ରୀଙ୍କୁ କାରଣ ଦର୍ଶାଅ ନୋଟିସ

ବୈଶିଙ୍ଗା,୨୨ା୧୨(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ  ବାଛୁରୀପଡ଼ା କ୍ଲଷ୍ଟର ଅନ୍ତର୍ଗତ ନୂଆଗାଁ ପ୍ରାଥମିକ ବିଦ୍ୟାଳୟରେ ଅନିୟମିତତା ନେଇ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ  କାରଣ ଦର୍ଶାଅ ନୋଟିସ ଜାରି …

4 months ago

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ବିଧାୟକ

ବାରିପଦା,୨୨ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ରେଲଓ୍ବେର ବିକାଶ ନିମନ୍ତେ ବିଧାୟକମାନେ ରେଳମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ବାରିପଦା ବିଧାୟକ ପ୍ରକାଶ ସୋରେନ, ବଡ଼ସାହି ବିଧାୟକ ସନାତନ…

4 months ago

ଆକାଉଣ୍ଟରୁ ଟଙ୍କା ହଡ଼ପ କରି ଗିରଫ ହେଲେ ଦମ୍ପତି

ମୋରଡ଼ା,୨୦ା୧୨(ସ୍ମାରକ ମାଜୀ): ଆକାଉଣ୍ଟରୁ କୌଶଳ କ୍ରମେ ଟଙ୍କା ଉଠାଇ ହଡ଼ପ କରିଥିବା ଦମ୍ପତିଙ୍କୁ ମୋରଡ଼ା ଥାନା ପୋଲିସ ଗିରଫ କରି ଅଧିକ ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି।…

4 months ago

ରାସ୍ତା ନିର୍ମାଣ ନେଇ ବନାଞ୍ଚଳ ଅଧିକାରୀଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ରାଇରଙ୍ଗପୁର,୨୦ା୧୨(ମନୋରଞ୍ଜନ ତିରିଆ): ବାମନଘାଟୀ ଉପଖଣ୍ଡ ଅଧୀନସ୍ଥ ବିଜାତଳା ବ୍ଲକ ଚଢ଼େଇପାହାଡ଼ି ପଞ୍ଚାୟତର ୪ ଗ୍ରାମ ଯଥା- ବଡ଼ଜାରୀ, କିତାବେଡ଼ା, ଡାହୁପାଣି ଏବଂ ଫୁଲବାଡ଼ିଆର ଲୋକମାନେ ବଡ଼ଜାରୀଠାରୁ କିତାବେଡ଼ା…

4 months ago

‘ଲଢ଼ିବାକୁ ଦୃଢ଼ ଆତ୍ମବିଶ୍ବାସ ଦରକାର’

ବାରିପଦା,୧୯ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବଡ଼ ମଣିଷ ହେବା ପାଇଁ ଛାତ୍ରୀଛାତ୍ରଙ୍କୁ ଲଢ଼ିବାକୁ ପଡ଼ିବ। ଏଥିପାଇଁ ଦୃଢ ଆତ୍ମବିଶ୍ୱାସ ଦରକାର ବୋଲି ମଙ୍ଗଳବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସି…

4 months ago

ଦ୍ୱାରଶୁଣି ଘାଟିରେ ଦୁର୍ଘଟଣା: ୧୫ ପୋଲିସ କର୍ମଚାରୀ ଆହତ

ବାଙ୍ଗିରିପୋଷି,୧୮ା୧୨(ସଞ୍ଜୟ କୁମାର ଅଗ୍ରୱାଲ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଦେଇ ଯାଇଥିବା ୪୯ନଂ.ଜାତୀୟ ରାଜପଥର ଦ୍ୱାରଶୁଣି ଘାଟି ରାସ୍ତାରେ ସୋମବାର ଏକ ପୋଲିସ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ ହେବାରୁ…

4 months ago

ଶିମିଳିପାଳରେ ଦୁଇ ମହାବଳ ବାଘଙ୍କ ଲଢ଼େଇ

ବାରିପଦା,୧୮ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଦୁଇ ମହାବଳ ବାଘଙ୍କ ମଧ୍ୟରେ ଲଢ଼େଇ ହୋଇଥିବା ଜଣାପଡ଼ିଛି। ଅଞ୍ଚଳ ଦଖଲ ପାଇଁ ଦୁଇ ବାଘଙ୍କ ମଧ୍ୟରେ…

4 months ago