ମୟୂରଭଞ୍ଜ

ବିନା ଏଷ୍ଟିମେଟରେ ଚାଲିଛି ପକ୍କାଗୃହ ନିର୍ମାଣ

ବାରିପଦା ଅଫିସ,୨୪।୪: ମୟୂରଭଞ୍ଜ ଜିଲା ପୂର୍ତ୍ତବିଭାଗ ଅଧୀନରେ ହେଉଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ମନମୁଖି ଭାବେ ଚାଲିଛି। ବିନା ଏଷ୍ଟିମେଟରେ ଲକ୍ଷ ଲକ୍ଷ ଟଙ୍କାର କାର୍ଯ୍ୟ କରାଯାଉଥିବା…

4 years ago

ଦୁର୍ଘଟଣା ପରେ ସର୍ଭେ ସଂସ୍ଥାର ଅଫିସରଙ୍କୁ ପିଟି ମାରିଥିଲେ, ଚଢ଼ାଉ କରି ୪ ଜଣଙ୍କୁ ବାନ୍ଧିଲା ପୋଲିସ

ବାଙ୍ଗିରିପୋଷି,୨୨।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଜାତୀୟ ରାଜପଥ ୪୯ କତରା ଛକ ନିକଟରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଥିଲା।…

4 years ago

ମହୁଲଡ଼ିହା ଥାନା ଏଏସ୍‌ଆଇ ନିଲମ୍ବିତ

ଠାକୁରମୁଣ୍ଡା,୨୧ା୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ଅଞ୍ଚଳରେ ଅଣ୍ଟା ବ୍ୟଥା ହେଉଥିବା ରୋଗୀଙ୍କୁ ଜଣେ କ୍ୱାକ୍‌ ପ୍ରାଣୀ ଇଞ୍ଜେକ୍ସନ ଦେବା ଘଟଣା ଭିନ୍ନମୋଡ଼ ନେଇଛି। କାର୍ଯ୍ୟରେ ଅବହେଳା…

4 years ago

ମା’କୁ କୁରାଢ଼ିରେ ହାଣିଲା ପୁଅ

ବାରିପଦା ଅଫିସ,୨୧ା୪: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଚକୁଳିଆ ଗ୍ରାମରେ ଜନ୍ମ କଲା ମା’ଙ୍କୁ କୁରାଢ଼ିରେ ହାଣିଛି ପୁଅ। ଅଭିଯୁକ୍ତ ପୁଅ ହେଲେ ଲୋସ ହେମ୍ବ୍ରମ। ମୃତକ…

4 years ago

୮ଦିନ ମଧ୍ୟରେ ଯୋଗାଣ ନ ହେଲେ ଆନ୍ଦୋଳନ

ବାରିପଦା ଅଫିସ, ୨୧।୪: ମୟୂରଭଞ୍ଜ ଜିଲା ଶାମାଖୁଣ୍ଟା ବ୍ଲକ ଧନପୁର ଗ୍ରାମରେ ପାନୀୟ ଜଳ ସଙ୍କଟକୁ ନେଇ ବୁଧବାର ଶତାଧିକ ମହିଳା ଗରା, ବାଲ୍‌ତି ଧରି ରାସ୍ତା ଅବରୋଧ…

4 years ago

ଦୁର୍ଘଟଣା ପରେ ପିଟି ମାରିଦେଲେ

ବାରିପଦା ଅଫିସ/ବାଙ୍ଗିରିପୋଷି,୨୦।୪(ଡି.ଏନ.ଏ.): ଦୁର୍ଘଟଣାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁକୁ କେନ୍ଦ୍ରକରି ମଙ୍ଗଳବାର ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଞ୍ଚଳରେ ଘଟିଛି ତୁମୁଳକାଣ୍ଡ। ଦୁର୍ଘଟଣା ଘଟାଇ ସ୍କର୍ପିଓ ଡ୍ରାଇଭର…

4 years ago

ମେ’ ୨୦ରୁ ରବି ଧାନ କିଣା

ବାରିପଦା ଅଫିସ,୧୯।୪ ମୟୂରଭଞ୍ଜ ଜିଲାର ଚାଷୀଙ୍କଠାରୁ ଚଳିତ ୨୦୨୧-୨୨ବର୍ଷ ପାଇଁ ରବି ଧାନ କ୍ରୟ ନିମନ୍ତେ ଜିଲାସ୍ତରୀୟ ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ କମିଟି ବୈଠକ ବାରିପଦା…

4 years ago

ଗୋରୁ ବେପାରୀଙ୍କ ଉପରେ ଓଲଟି ପଡ଼ିଲା ସିମେଣ୍ଟ ବୋଝେଇ ଟ୍ରକ୍‌: ୩ ମୃତ, ଜଣେ ଗୁରୁତର

ବିଶୋଇ,୧୮ା୪(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ୪୯ ନଂ. ଜାତୀୟ ରାଜପଥସ୍ଥିତ ନୂଆଗାଁ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

4 years ago

୩ ଜଙ୍ଗଲୀ ବିରାଡ଼ି ଚମଡା ଜବତ: ଜଣେ ଗିରଫ

ବିଶୋଇ,୧୭।୪ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ବନଖଣ୍ଡ ଅନ୍ତର୍ଗତ ମଣଦା ବନାଞ୍ଚଳ ଅଧୀନରେ ଶନିବାର ୩ ଜଙ୍ଗଲୀ ବିରାଡ଼ି ଚମଡା ଜବତ କରାଯାଇଥିବା ବେଳେ ଏହି ଘଟଣାରେ ସଂପୃକ୍ତ…

4 years ago

ପଥର ବାନ୍ଧି ମୃତଦେହ ଡ୍ୟାମ୍‌ରେ ଫିଙ୍ଗିବା ଘଟଣା: ୩ ଅଭିଯୁକ୍ତ କୋର୍ଟ ଚାଲାଣ

ବାରିପଦା ଅଫିସ,୧୭।୪: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଦେବାନବାହାଳୀ ଗ୍ରାମର ରାମାୟା ସିଂ ନାମକ ବୃଦ୍ଧଙ୍କୁ ହତ୍ୟା କରି ମୃତଦେହକୁ ପଥର ବାନ୍ଧି ସୋନ ଡ୍ୟାମ୍‌ରେ ଫିଙ୍ଗିବା…

4 years ago