ମୟୂରଭଞ୍ଜ

ଏନ୍‌ଜିଟି ୪ଜଣିଆ ଟିମ୍‌ର ତଦନ୍ତ

ବାରିପଦା ଅଫିସ,୭ା୪: ମୟୂରଭଞ୍ଜ ଜିଲା ବୁଢ଼ାବଳଙ୍ଗ ନଦୀର ଆରପଟା ଓ ଡିଙ୍ଗିରା ବାଲି ସଇରାତରୁ ଲଘୁ ଖଣିଜ ଦ୍ରବ୍ୟର ବେଆଇନ ଉତ୍ତୋଳନ ଓ ପରିବହନକୁ ନେଇ ତଦନ୍ତ ଆରମ୍ଭ…

4 years ago

ବଳାତ୍କାରୀଙ୍କୁ ୨୦ବର୍ଷ ଜେଲ

ବାରିପଦା ଅଫିସ,୭ା୪: ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟରେ ବୁଧବାର ଏକ ନାବାଳିକା ବଳାକତ୍ାର ମାମଲାର ରାୟ ପ୍ରକାଶ ପାଇଛି ା ଜଜ୍‌…

4 years ago

ଭୁଶୁଡ଼ି ପଡିଲା ଜମ୍ଭୀରା ଡ୍ୟାମ୍‌ର ମୁଖ୍ୟ କେନାଲ

ବାରିପଦା ଅଫିସ,୫।୪: ମୟୂରଭଞ୍ଜ ଜିଲା ଶୁଲିଆପଦା ବ୍ଲକ ଦେଉଳିସ୍ଥିତ ଜମ୍ଭୀରା ଡ୍ୟାମର ମୁଖ୍ୟ କେନାଲର ଖଇକିଆଠାରେ ୩୦ଫୁଟର ଘାଇ ସୃଷ୍ଟି ହୋଇଛି। ସୋମବାର ବିଳମ୍ବିତ ରାତିରେ କେନାଲର…

4 years ago

ଜଙ୍ଗଲରେ ନିଅଆଁ : ଗାଁ ମୁହାଁ ହରିଣପଲ

ଠାକୁରମୁଣ୍ଡା,୨।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଅଞ୍ଚଳ ନିହଣଗଣ୍ଡି ଗ୍ରାମ ଭିତରକୁ ଶନିବାର ସକାଳେ ହରିଣପଲ ପଶି ଆସିଥିଲେ। ସେଥିମଧ୍ୟରୁ ଗୋଟିଏ ହରିଣକୁ ଗ୍ରାମବାସୀ…

5 years ago

ଅସ୍ଥାୟୀ ପୋଲରେ ବାଲି ଚାଲାଣ

ବାରିପଦା ଅଫିସ,୨ ।୪ ମୟୂରଭଞ୍ଜ ଜିଲାରେ ଲଘୁ ଖଣିଜ ଦ୍ରବ୍ୟର ଚୋରା ଚାଲାଣ ଓ ନିୟମ ଉଲ୍ଲଂଘନକୁ ନେଇ ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟ)ରେ ମାମଲା ରୁଜୁ ହୋଇଛି।…

5 years ago

ୟୁନିଭର୍ସାଲ ୱାଲର୍‌ଡ ରେକଡର୍‌ସରେ ଶ୍ରେୟାଂଶୀ

ବିଶୋଇ,୨ା୪(ଡି.ଏନ.ଏ.): ମାତ୍ର ୨ ବର୍ଷ ୭ ମାସ ବୟସରେ ପ୍ରଥମେ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସଓ ୩ ବର୍ଷ ବୟସରେ ଇଣ୍ଟରନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ…

5 years ago

ରାସ୍ତାରୋକୋ ପରେ ଆଲୁଅ ଜଳିଲା

ବାରିପଦା ଅଫିସ,୩୧।୩: ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ଉପଭୋକ୍ତାଙ୍କୁ ବାର୍ଷିକ ବିଦ୍ୟୁତ୍‌ ବିଲ୍‌ ପ୍ରଦାନରେ ବିଳମ୍ବ କରାଯିବା ଓ ବିଲ୍‌ ପୈଠ ନ କରିବାରୁ ବିଭାଗ…

5 years ago

ଢୁଢୁଆ ବାରୁଣୀ ଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁ

ଖୁଣ୍ଟା/କୁଆମରା,୩୧।୩(ଡି.ଏନ.ଏ.):  ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ଖୁଣ୍ଟା ନିକଟ ବାଲିଡ଼ିହା ଗ୍ରାମ ଦେଇ ପ୍ରବାହିତ ଗଙ୍ଗାହାର ନଦୀ କୂଳରେ ଥିବା ବାବା ଢୁଢେଶ୍ବର ମହାଦେବଙ୍କ…

5 years ago

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଟାଙ୍ଗିଆ, ଧନୁତୀରରେ ଆକ୍ରମଣ; ଜଣେ ଗୁରୁତର

ଠାକୁରମୁଣ୍ଡା,୩୦ା୩(ଡି.ଏନ୍‌.ଏ.): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କ ଟାଙ୍ଗିଆ ଓ ଧନୁତୀର ଆକ୍ରମଣରେ ଜଣେ ଗୁରୁତର ହୋଇ କଟକ ସ୍ଥାନାନ୍ତର ହୋଇଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ,…

5 years ago

ନିଶା ନିବାରଣ କେନ୍ଦ୍ରକୁ ନେବା ବାଟରେ ଯୁବକଙ୍କୁ ହତ୍ୟା

ବାରିପଦା ଅଫିସ,୩୦।୩: ମୟୂରଭଞ୍ଜ ଜିଲା ଯଶିପୁର ଥାନା ଅଞ୍ଚଳର ଏକ ଜଙ୍ଗଲରୁ ଜନୈକ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଅଭିଯୁକ୍ତମାନେ ଉକ୍ତ…

5 years ago