ମୟୂରଭଞ୍ଜ

ରେଞ୍ଜର ନିଲମ୍ବିତ, ଡାଟା ଏଣ୍ଟ୍ରି ଅପରେଟର ଗିରଫ

କରଞ୍ଜିଆ,୭।୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଦୁଧିଆଣି ରେଞ୍ଜର ସରୋଜ ପଣ୍ଡାଙ୍କୁ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି । କାର୍ଯ୍ୟରେ ଅବହେଳା ପାଇଁ କରଞ୍ଜିଆ ବନଖଣ୍ଡ ଅଧିକାରୀ ତାଙ୍କୁ ନିଲମ୍ବନ କରାଯାଇଛି।…

5 years ago

ହାଟ ମଝିରେ ସତ୍କାର

ବିଶୋଇ, ୭।୧୧(ଡି.ଏନ.ଏ.): ଜମି ବିବାଦକୁ କେନ୍ଦ୍ର କରି ଅନ୍ତିମ ସଂସ୍କାର କରାଇ ନ ଦେବାରୁ ଗ୍ରାମରେ ଜଣେ ବୃଦ୍ଧାଙ୍କ ମୃତଦେହ ୨୪ ଘଣ୍ଟା ପଡ଼ିରହିଲା। ଶେଷରେ ପୋଲିସ…

5 years ago

ଘରକୁ ଫେରିଲେ ଅପହୃତା ଦଶମ ଶ୍ରେଣୀ ଛାତ୍ରୀ

କୁଳିଅଣା,୩ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଯଶିପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଥିଲା। ମଙ୍ଗଳବାର ପୋଲିସ ଉକ୍ତ ନାବାଳିକାଙ୍କୁ ତାଙ୍କ ପରିବାର ଲୋକଙ୍କୁ…

5 years ago

ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୨।୧୧ ବର୍ଷା ଯୋଗୁ ଜୁନ୍‌ ୧୫ରୁ ବନ୍ଦ ଥିବା ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ସୋମବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି। ପ୍ରଥମ ଦିବସରେ ବାରିପଦାର ପିଠାବଟା…

5 years ago

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୧ା୧୧: ସୋମବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଅଭୟାରଣ୍ୟ। ପର୍ଯ୍ୟଟକମାନେ ସକାଳ ୬ରୁ ୯ଟା ମଧ୍ୟରେ ନିଜ ଗାଡ଼ି ଏବଂ ନାଁ ଠିକଣା ଗେଟ୍‌ରେ ଦାଖଲ…

5 years ago

ଧାନକ୍ଷେତରେ ହାତୀପଲ

ବାରିପଦା ଅଫିସ/ଠାକୁରମୁଣ୍ଡା, ୩୧।୧୦ଡି.ଏନ.ଏ.)  ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନରେ ଥିବା ଦୁଧିଆଣୀ ଓ କରଞ୍ଜିଆ ରେଞ୍ଜରେ ହାତୀପଲ ପଶି ବ୍ୟାପକ କ୍ଷୟକ୍ଷତି ଚଳାଇଛନ୍ତି। ଖାଦ୍ୟ ଅନ୍ବେଷଣରେ ଆସିଥିବା…

5 years ago

ଅନ୍ୟ ମହିଳାଙ୍କ ସହ ସମ୍ପର୍କ ରଖିବାରୁ…

ବାଙ୍ଗିରିପୋଷି,୨୮।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ଶିମିଳାରେ ଏକ ହତ୍ୟାକାଣ୍ଡ ଘଟିଛି। ପରକୀୟା ପ୍ରୀତି ପାଇଁ ବଚସାକୁ କେନ୍ଦ୍ରକରି ନିଜ କକାଙ୍କୁ ହାଣି ହତ୍ୟା କରିଛନ୍ତି…

5 years ago

ନାବାଳିକାଙ୍କୁ ଅପହରଣ

ବୈଶିଙ୍ଗା,୨୭ା୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳର ଜନୈକା ୧୭ ବର୍ଷୀୟା ନାବାଳିକା ଗ୍ରାମ ପୋଖରୀକୁ ପାଣି ଆଣିବାକୁ ଯାଇ ଘରକୁ ଫେରିନାହାନ୍ତି। ପରିବାର ଲୋକେ ବହୁ…

5 years ago

ନାଳ ପାର୍‌ ହେଉଥିବା ବେଳେ ବୁଡ଼ିଗଲେ

ଠାକୁରମୁଣ୍ଡା,୨୪।୧୦(ଡି.ଏନ.ଏ.): ନାଳ ପାର୍‌ ହେଉଥିବା ବେଳେ ଜଣେ ବ୍ୟକ୍ତି ବୁଡ଼ିଯାଇ ପ୍ରାଣ ହରାଇଛନ୍ତି। ମୃତକ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ଚମ୍ପାଝର ପଞ୍ଚାୟତ କିରିକିଚିପାଳ…

5 years ago

୨୫ରେ ମୟୂରଭଞ୍ଜ ବନ୍ଦ

ବାରିପଦା ଅଫିସ,୨୪।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାରିପଦା ଗସ୍ତ ସମୟରେ ଶୁକ୍ରବାର ଭାଜପା କର୍ମୀମାନଙ୍କୁ ମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ ଭାଜପା ପକ୍ଷରୁ ସୋମବାର…

5 years ago