ବାରିପଦା ଅଫିସ,୧୯ା୫- କରୋନା ପାଇଁ ଲକ୍ଡାଉନ ଯୋଗୁ ରବି ଚାଷରେ କ୍ଷତି ସହିଥିବା ମୟୂରଭଞ୍ଜ ଜିଲାର ଚାଷୀ ଏବେ ଖରିଫ ଚାଷ ପାଇଁ ପାଗ ଭିଡ଼ିଲେଣି।…
କପ୍ତିପଦା,୧୮ା୫(ଡି.ଏନ୍.ଏ)- ମୟୂରଭଞ୍ଜ ଜିଲାର ୧୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସୋମବାର ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନେ ପୁରୁଷ ଓ କପ୍ତିପଦା…
ଖୁଣ୍ଟା,୧୮ା୫(ଡି.ଏନ୍.ଏ.)- ଶିମିଳିପାଳ ଅଭୟାରଣ୍ୟର ଡୁକୁରା ୱାଇଲ୍ଡ ଲାଇଫ୍ ରେଞ୍ଜ ଅଞ୍ଚଳରୁ ରବିବାର ରାତିରେ ୨ ଶିକାରୀଙ୍କୁ ବନ ବିଭାଗ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ଭୋଳାଗଡ଼ିଆ…
ବାରିପଦା ଅଫିସ,୧୮ା୫: ସମ୍ଭାବ୍ୟ ବାତ୍ୟା ଅମ୍ଫନ ପାଇଁ ମୟୂରଭଞ୍ଜ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏନେଇ ରବିବାର ଜିଲାପାଳ ବିନୀତ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ ଏହି…
ବେତନଟୀ/ବୈଶିଙ୍ଗା,୧୮ା୫(ଡି.ଏନ୍.ଏ.)- ପ୍ରବାସୀଙ୍କୁ ବାଇକ୍ରେ ବସାଇ ଆଣିଥିବା ଜଣେ ଯୁବକ ହୋମ୍ କ୍ୱାରାଣ୍ଟାଇନ୍ରେ ନ ରହିବାରୁ ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଅଁଳା ପଞ୍ଚାୟତରେ ଉତ୍ତେଜନା ଦେଖା…
କପ୍ତିପଦା,୧୭ା୫(ଡି.ଏନ୍.ଏ.)- କରେନାର ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପ୍ରତ୍ୟେକ ବ୍ଲକ୍ ଓ ପଞ୍ଚାୟତସ୍ତରରେ କ୍ୱାରାଣ୍ଟାଇନ କେନ୍ଦ୍ର ଖୋଲାଯାଇଛି। ଏଥିପାଇଁ ଆର୍ଥିକ ସହାୟତା ମଧ୍ୟ…
ବାରିପଦା ଅଫିସ, ୧୭ା୫-ଯାଜପୁର ଜିଲାର ଏକ ଇଟାଭାଟିରେ କାମ କରୁଥିଲେ ଶ୍ରମିକ ରୂପାଇ ଟୁଡ଼ୁ । ଘର ତାଙ୍କର ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ବଳଦିଆ ଗ୍ରାମରେ।…
ବାରିପଦା ଅଫିସ,୧୬ା୫: ମୟୂରଭଞ୍ଜ ଜିଲାରେ ଶନିବାର ଆଉ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜଣେ କପ୍ତିପଦା ବ୍ଳକ ପିଙ୍ଗୁ ଗ୍ରାମର ୧୬ ବର୍ଷର ବାଳକ ହୋଇଥିବା…
ରାଇରଙ୍ଗପୁର,୧୬ା୫(ଡି.ଏନ୍.ଏ.)-ଲକ୍ଡାଉନ ଯୋଗୁ ଗୁଜରାଟ ଓ ତାମିଲନାଡୁରେ ଫସି ରହିଥିବା ୨୩ ପ୍ରବାସୀ ଓଡ଼ିଆ ଶୁକ୍ରବାର ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳକୁ ଫେରି ଆସିଛନ୍ତି। ଶ୍ରମିକ ଟ୍ରେନ୍ ଯୋଗେ…
କପ୍ତିପଦା,୧୬ା୫(ଡି.ଏନ.ଏ)- ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ପାଣିବାଗ ବିଭାଗ ସୂଚନା ଦେଇଛି। ଏହାକୁ ଲକ୍ଷ୍ୟରଖି ମୟୂରଭଞ୍ଜ…