ମୟୂରଭଞ୍ଜ

ମଝିଗଡ଼ିଆରୁ ହରିଣ ଉଦ୍ଧାର

କପ୍ତିପଦା,୨୦।୫(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ ଅଧୀନ ମଝିଗଡ଼ିଆ ଗ୍ରାମରେ ମଙ୍ଗଳବାର ଏକ ହରିଣକୁ ଉଦ୍ଧାର କରାଯାଇଛି ା ଉଦ୍ଧାର ହରିଣଟିକୁ ଶିମିଳିପାଳ ଅଭୟାରଣ୍ୟ ସଂଲଗ୍ନ ଜାମୁଦଲକି…

6 years ago

ଜିଲାପାଳଙ୍କ କାର୍ଯ୍ୟାଳୟରେ ଧସେଇ ପଶିଲେ ମହିଳା: ୮ ଗିରଫ

ବାରିପଦା ଅଫିସ,୧୯ା୫- ପିଆରଏମ୍‌ ମେଡିକାଲରେ ଶିଶୁ ବଦଳ ଘଟଣାକୁ ସପ୍ତାହେ ବିତି ଯାଇଥିବା ବେଳେ ଏ ଦିଗରେ ମେଡ଼ିକାଲ କର୍ତ୍ତୃପକ୍ଷ କିମ୍ବା ଜିଲାପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ…

6 years ago

ଆଦିବାସୀ ଯୁବନେତାଙ୍କ ପରଲୋକ

ଠାକୁରମୁଣ୍ଡା,୧୯ା୫(ଡି.ଏନ୍‌.ଏ.)- ଆଦିବାସୀ ଯୁବ ନେତା ତଥା ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ପଞ୍ଚାୟତ ସମିତି ଅଧୀନ ସାଲେଇବେଡା ପଞ୍ଚାୟତର ସମିତି ସଭ୍ୟ ଅଜୟ କଳୁଣ୍ଡିଆ(୪୬)ଙ୍କ ସୋମବାର ପରଲୋକ ଘଟିଛି।…

6 years ago

ପାଗ ଭିଡ଼ିଲେଣି ଚାଷୀ : ଖରିଫ ଋତୁରେ ୪ ଲକ୍ଷ ୩୭ ହଜାର ହେକ୍ଟର ଜମିରେ ହେବ ଚାଷ

  ବାରିପଦା ଅଫିସ,୧୯ା୫- କରୋନା ପାଇଁ ଲକ୍‌ଡାଉନ ଯୋଗୁ ରବି ଚାଷରେ କ୍ଷତି ସହିଥିବା ମୟୂରଭଞ୍ଜ ଜିଲାର ଚାଷୀ ଏବେ ଖରିଫ ଚାଷ ପାଇଁ ପାଗ ଭିଡ଼ିଲେଣି।…

6 years ago

ମୟୂରଭଞ୍ଜର ୪ କରୋନା ଆକ୍ରାନ୍ତ ସୁସ୍ଥ

କପ୍ତିପଦା,୧୮ା୫(ଡି.ଏନ୍‌.ଏ)- ମୟୂରଭଞ୍ଜ ଜିଲାର ୧୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସୋମବାର ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତମାନେ ପୁରୁଷ ଓ କପ୍ତିପଦା…

6 years ago

ଶିମିଳିପାଳରୁ ୨ ଶିକାରୀ ଗିରଫ 

ଖୁଣ୍ଟା,୧୮ା୫(ଡି.ଏନ୍‌.ଏ.)- ଶିମିଳିପାଳ ଅଭୟାରଣ୍ୟର ଡୁକୁରା ୱାଇଲ୍ଡ ଲାଇଫ୍‌ ରେଞ୍ଜ ଅଞ୍ଚଳରୁ ରବିବାର ରାତିରେ ୨ ଶିକାରୀଙ୍କୁ ବନ ବିଭାଗ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ଭୋଳାଗଡ଼ିଆ…

6 years ago

ବାତ୍ୟା ପାଇଁ ଖୋଲିଲା କଣ୍ଟ୍ରୋଲ ରୁମ୍‌

ବାରିପଦା ଅଫିସ,୧୮ା୫: ସମ୍ଭାବ୍ୟ ବାତ୍ୟା ଅମ୍ଫନ ପାଇଁ ମୟୂରଭଞ୍ଜ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏନେଇ ରବିବାର ଜିଲାପାଳ ବିନୀତ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ ଏହି…

6 years ago

ଅଁଳା ପଞ୍ଚାୟତ ସରପଞ୍ଚଙ୍କୁ ଅଟକ ରଖିଲେ ଗ୍ରାମବାସୀ

ବେତନଟୀ/ବୈଶିଙ୍ଗା,୧୮ା୫(ଡି.ଏନ୍‌.ଏ.)- ପ୍ରବାସୀଙ୍କୁ ବାଇକ୍‌ରେ ବସାଇ ଆଣିଥିବା ଜଣେ ଯୁବକ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ନ ରହିବାରୁ ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଅଁଳା ପଞ୍ଚାୟତରେ ଉତ୍ତେଜନା ଦେଖା…

6 years ago

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଅବ୍ୟବସ୍ଥା: ପ୍ରତିବାଦ କଲେ ଅନ୍ତେବାସୀ

କପ୍ତିପଦା,୧୭ା୫(ଡି.ଏନ୍‌.ଏ.)- କରେନାର ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପ୍ରତ୍ୟେକ ବ୍ଲକ୍‌ ଓ ପଞ୍ଚାୟତସ୍ତରରେ କ୍ୱାରାଣ୍ଟାଇନ କେନ୍ଦ୍ର ଖୋଲାଯାଇଛି। ଏଥିପାଇଁ ଆର୍ଥିକ ସହାୟତା ମଧ୍ୟ…

6 years ago

କରୋନା ଦୁଃଖ: ଭାରରେ ବୁହା ହେଲେ ଦୁଇ ସନ୍ତାନ

ବାରିପଦା ଅଫିସ, ୧୭ା୫-ଯାଜପୁର ଜିଲାର ଏକ ଇଟାଭାଟିରେ କାମ କରୁଥିଲେ ଶ୍ରମିକ ରୂପାଇ ଟୁଡ଼ୁ । ଘର ତାଙ୍କର ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ବଳଦିଆ ଗ୍ରାମରେ।…

6 years ago