ମୟୂରଭଞ୍ଜ

ଅପହୃତା ନାବାଳିକା ଉଦ୍ଧାର

ବଡ଼ସାହି,୯ା୧୨(ସ୍ବ.ପ୍ର)-ବଡ଼ସାହି ଥାନା ଅଞ୍ଚଳରୁ ନଭେମ୍ବର ୨୪ତାରିଖରେ ଅପହୃତା ଜଣେ ନାବାଳିକାଙ୍କୁ ପୋଲିସ ଉଦ୍ଧାର କରିବା ସହ ଅପହରଣକାରୀ ଯୁବକଙ୍କୁ କାବୁ କରିଛି। ଅଷ୍ଟମ ଶ୍ରେଣୀରେ ପଢୁଥିବା ଉକ୍ତ…

4 years ago

କାମରେ ଆସୁନି ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଯାନ

ବାରିପଦା ଅଫିସ,୯ା୧୨- ରକ୍ତ ଅଭାବରୁ ରୋଗୀମାନେ ଯେଭଳି ମୃତ୍ୟୁବରଣ ନ କରନ୍ତି, ତାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଯାନର ବ୍ୟବସ୍ଥା କରିଛନ୍ତି।…

4 years ago

ସୋନ ନଦୀରୁ ବେଆଇନ ବାଲି ଉଠାଣ

କୁଆମରା,୯ା୧୨(ଡି.ଏନ୍‌.ଏ.)- ଗୋପବନ୍ଧୁ ନଗର ବ୍ଲକ ଦେଇ ପ୍ରବାହିତ ସୋନ ନଦୀରୁ ବେଆଇନ ବାଲି ଉଠାଣ ଚାଲିଥିବା ଅଭିଯୋଗ ହୋଇଛି। ପ୍ରତ୍ୟହ ଦଶ ଚକିଆ ଟ୍ରକ ଓ ଟ୍ରାକ୍ଟର…

4 years ago

କାଠ ଚୋରା ଚାଲାଣ ବେଳେ ଚଢ଼ାଉ: ୬ ଗିରଫ

ବାଙ୍ଗିରିପୋଷି,୮।୧୨(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନ ବିଭାଗ କର୍ମଚାରୀ ଏହି ବନାଞ୍ଚଳର ଶୀର୍ଷା ବିଟ୍‌ ଅଧୀନ ଝାରପୋଖରିଆ-ସାରସକଣା ରାସ୍ତାରେ ଶନିବାର ଚଢାଉ କରି ସୀମାନ୍ତ ମହାବିଦ୍ୟାଳୟ ସମ୍ମୁଖରୁ…

4 years ago

ବୁଢାବଳଙ୍ଗ ନଦୀପଠାରୁ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ବଡ଼ସାହି,୭।୧୨(ସ୍ବ.ପ୍ର): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଡିଙ୍ଗିରା ଗ୍ରାମର ବୁଢାବଳଙ୍ଗ ନଦୀପଠାରେ ଶନିବାର ଏକ ଅର୍ଦ୍ଧଦଗ୍ଧ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଏ ନେଇ ଗ୍ରାମବାସୀ…

4 years ago

ହାତୀ ଭୟରେ ବନ୍ଦ ହେଲା ସ୍କୁଲ, ଜଣେ ଆହତ

ବାଙ୍ଗିରିପୋଷି,୭ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଜାରି ରହିଛି। ଶୁକ୍ରବାର ଝିଙ୍କପାହାଡି ଗ୍ରାମରେ ହାତୀ ପଶି ବ୍ୟାପକ ଫସଲ ନଷ୍ଟ…

4 years ago

ଛାତ୍ରୀନିବାସର ୯ ଅନ୍ତେବାସୀ ଅସୁସ୍ଥ

କପ୍ତିପଦା,୭ା୧୨(ଡି.ଏନ୍‌.ଏ.) - ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଶାଳଚୁଆ ଉଚ୍ଚବିଦ୍ୟାଳୟର ୯ ଅନ୍ତେବାସିନୀ ଅସୁସ୍ଥ ହୋଇ ପଡ଼ିଛନ୍ତି। ଗୁରୁବାର ଏହି ଛାତ୍ରୀମାନେ ଝାଡ଼ାରେ ଆକ୍ରାନ୍ତ ହୋଇଥିଲେ।…

4 years ago

ପୋଖରୀରେ ବୁଡି ଯୁବକ ମୃତ

ଠାକୁରମୁଣ୍ଡା,୬ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ଉପଖଣ୍ଡ ରରୁଆଁ ଥାନା ଅନ୍ତର୍ଗତ ଜାମୁଦାପାଳ ଗ୍ରାମ ପୋଖରୀରେ ବୁଡ଼ି ଶୁକ୍ରବାର ସକାଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ…

4 years ago

ପିଆରଏମ୍‌ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ: ରୋଗୀଙ୍କୁ ଇଞ୍ଜେକ୍ସନ ଦେଲେ ରୋଷେଇ କର୍ମଚାରୀ

ବାରିପଦା ଅଫିସ,୬ା୧୨- ଆଦିବାସୀ ବହୁଳ ମୟୂରଭଞ୍ଜ ଜିଲାରେ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ କେନ୍ଦ୍ରୀୟ ଅନୁଦାନରେ ରାଜ୍ୟ ସରକାର ପଣ୍ଡିତ ରଘୁନାଥ ମୁର୍ମୁ…

4 years ago

ବିଶେଷଜ୍ଞ ଡାକ୍ତର ନିଯୁକ୍ତି ଦାବିରେ ଧାରଣା

ବଡ଼ସାହି,୬ା୧୨(ସ୍ବ.ପ୍ର)-ବଡ଼ସାହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ଡାକ୍ତର ନିଯୁକ୍ତି ଦାବିରେ ବ୍ଲକ କଂଗ୍ରେସ ପକ୍ଷରୁ ଗୁରୁବାର ଡାକ୍ତରଖାନା ସମ୍ମୁଖରେ ଧାରଣା ଦିଆଯାଇଥିଲା। ବରିଷ୍ଠ କଂଗ୍ରେସ ନେତା ପ୍ରକାଶ କର…

4 years ago