ଚିତ୍ରଡା, ୧୨।୪(ଡି.ଏନ.ଏ.)-କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ବ୍ଲକ ପ୍ରଶାସନ ତରଫରୁ ଶନିବାର କିଷାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସାନିଟାଇଜ କରାଯାଇଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା କରୋନା…
ବାରିପଦା ଅଫିସ, ୧୧ା୪: ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ କଚେରୀ ବଜାର ପରିବା ମାର୍କେଟକୁ ଶନିବାର ବ୍ୟବସାୟୀମାନେ ବନ୍ଦ କରି ଦେଇଥିଲେ। ଫଳରେ…
ବାରିପଦା ଅଫିସ, ୧୧ା୪-ମୟୂରଭଞ୍ଜ ଜିଲା ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଜିଲାର ବିିଭିନ୍ନ ସ୍ଥାନରେ ଅସହାୟ ଲୋକମାନଙ୍କୁ ରନ୍ଧା ଓ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି।…
ବାରିପଦା ଅଫିସ, ୧୧ା୪-କରୋନା ସଂକ୍ରମଣକୁ ରୋକିବା ଲାଗି ସାରା ଦେଶରେ ଲକ୍ଡ଼ାଉନ ଜାରି ରହିଛି। ଏଥିଯୋଗୁ ଜନଜୀବନ ପ୍ରଭାବିତ ହେଉଥିବା ବେଳେ ଚାଷୀମାନେ ଚିନ୍ତାରେ ପଡ଼ିଛନ୍ତି। ଅଭାବୀ…
ବାରିପଦା ଅଫିସ, ୧୦ା୪- କରୋନାକୁ ନେଇ ଲକଡାଉନ ହୋଇଥିବାରୁ ବିଭିନ୍ନ ସ୍ଥାନରେ ରକ୍ତଦାନ କାର୍ଯ୍ୟକ୍ରମ ହୋଇପାରୁ ନାହିଁ। ଫଳରେ ଜିଲାରେ ଥିବା ବ୍ଲଡ ବ୍ୟାଙ୍କରେ ରକ୍ତର ଅଭାବ…
ବାରିପଦା ଅଫିସ, ୧୦ା୪- କରୋନା ମୁକାବିଲା ଲାଗି ଡିଭାଇନ ଓ ଏମଏସଇ କଲେଜ ଅଫ ଇଞ୍ଜିିନିୟରିଂ ସହାୟତାର ହାତ ବଢାଇଛି। ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୧ ଲକ୍ଷ…
ରାଇରଙ୍ଗପୁର, ୧୦।୪(ଡି.ଏନ୍.ଏ.) : ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସହରାଞ୍ଚଳରେ ପୋଲିସ ସଫେଇ କର୍ମଚାରୀଙ୍କ ଜଣେ ସୁପରଭାଇଜରଙ୍କୁ ମାଡ଼ ମାରିବା ପ୍ରତିବାଦରେ ଗୁରୁବାର ସଫେଇ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ…
ରାଇରଙ୍ଗପୁର,୯ା୪(ଡି.ଏନ୍.ଏ.): କରୋନା ସଂକ୍ରମଣ ରୋକିବା ଲାଗି ସାରା ଭାରତରେ ଲକ୍ ଡାଉନ କରାଯାଇଥିବା ବେଳେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସବ୍ ଡିଭିଜନର ବିଭିନ୍ନ ସ୍ଥାନରେ ଅମାନିଆ ଗାଡ଼ି…
ଠାକୁରମୁଣ୍ଡା,୯ା୪(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ନାରୀ ଶକ୍ତି ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ବୁଧବାର କରୋନା ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦,୦୫୧…
ବଡ଼ସାହି,୯ା୪(ସ୍ବ.ପ୍ର.)-କରୋନା ମୁକାବିଲା ପାଇଁ ସାରା ଦେଶ ଲକ୍ଡାଉନରେ ରହିଛି। ସରକାରଙ୍କ ନିୟମକୁ ଊଲ୍ଲଂଘନ କରି କେତେକ ଅସାମାଜିକ ଯୁବକ ବାଇକ ଯୋଗେ ଏଣେ ତେଣେ ବୁଲୁଥିବା ବେଳେ…