ମୟୂରଭଞ୍ଜ

ହାତୀ ପାଇଁ ତେଜୁଛି ଅସନ୍ତୋଷ

କୁଆମରା ,୧୭ା୧(ଡି.ଏନ୍‌.ଏ.)- ହାତୀ ପାଇଁ ୧୫ ଦିନ ହେଲା ରାତି ସାରା ବିଦ୍ୟୁତ୍‌କାଟ କରାଯାଉଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ପ୍ରଶାସନ ପଦକ୍ଷେପ ଗ୍ରହଣ ନ କଲେ…

6 years ago

୩ ଯୁବକଙ୍କୁ ଆକ୍ରମଣ ପ୍ରତିବାଦରେ ରାସ୍ତାରୋକୋ

ବାରିପଦା ଅଫିସ,୧୭।୧- ବାରିପଦା ସହରର ତକତପୁର ଛକରେ ଗୁରୁବାର ଅପରାହ୍ନରେ ୩ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଆହତ ବିଦୁ କିସ୍କୁ ଓ ମାଟୁ…

6 years ago

ଭୀମକୁଣ୍ଡ ମକର ମେଳାରେ ଶ୍ରଦ୍ଧାଳୁଙ୍କ ଭିଡ଼

ଠାକୁରମୁଣ୍ଡା,୧୬ା୧(ଡ଼ି.ଏନ୍‌.ଏ.)-ମୟୂରଭଞ୍ଜ ଜିଲାର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଠାକୁରମୁଣ୍ଡା ବ୍ଲକ ଅଧୀନ ଭୀମକୁଣ୍ଡରେ ମକର ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଲକ୍ଷାଧିକ ଶ୍ରଦ୍ଧାଳୁ ଯୋଗ ଦେଇଥିଲେ। ଏଥି ସହିତ…

6 years ago

ଆରମ୍ଭ ହେଲା ମକର ମଉଜ

ବାରିପଦା ଅଫିସ,୧୬।୧- ଆଦିବାସୀ ବହୁଳ ମୟୂରଭଞ୍ଜ ଜିଲରେ ଗଣପର୍ବ ଭାବେ ଖ୍ୟାତି ଲାଭ କରିଥିବା ମକର ପର୍ବ ବୁଧବାର ଠାରୁ ମହାସମାରୋହରେ ଆରମ୍ଭ ହୋଇଛି। ବିଶେଷ କରି…

6 years ago

ହାତୀ ପାଇଁ ବିଦ୍ୟୁତ୍‌ କାଟ୍‌ ପ୍ରତିବାଦରେ ରାସ୍ତାରୋକୋ

ବଡ଼ସାହି,୭ା୧(ସ୍ବ.ପ୍ର): ବଡ଼ସାହି-ସୁହାଗପୁର ଜଙ୍ଗଲରେ କିଛି ଦିନ ହେଲା ଏକ ଦନ୍ତା ହାତୀ ବୁଲୁଥିବାରୁ ସେହି ଅଞ୍ଚଳରେ ସନ୍ଧ୍ୟାରୁ ସକାଳ ପର୍ଯ୍ୟନ୍ତ ନିୟମିତ ବିଦ୍ୟୁତକାଟ୍‌ କରାଯାଉଛି। ଏହାର ପ୍ରତିବାଦରେ…

6 years ago

ଅଜଣା ମୃତଦେହ ଉଦ୍ଧାର

ବଡ଼ସାହି,୧୫।୧(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଦେଉଳିଆ ରାସ୍ତାର ଭାଲୁବସାଠାରେ ଜନୈକ ବାଇକ ଚାଳକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ମିଳି ନ ଥିବାବେଳେ…

6 years ago

ଯୁବକଙ୍କୁ ହତ୍ୟା ଘଟଣାରେ ୨ ଗିରଫ

ରାଇରଙ୍ଗପୁର,୧୫ା୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ବଡ଼ମଣଦା ଗ୍ରାମର ଟୀକାଚରଣ ନାଏକ(୨୦)ଙ୍କୁ ନିର୍ମମ ଭାବେ ହତ୍ୟା ଘଟଣାରେ ପୋଲିସ ୨ ଯୁବକଙ୍କୁ ସୋମବାର ସନ୍ଧ୍ୟାରେ ଗିରଫ…

6 years ago

ପୋଷ୍ଟାଲ ଇନ୍ସପେକ୍ଟରଙ୍କୁ ଗିରଫ କଲା ସିବିଆଇ

ରାଇରଙ୍ଗପୁର,୧୫ା୧(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁରସ୍ଥିତ ଜଣେ ପୋଷ୍ଟାଲ ଇନ୍ସପେକ୍ଟର ଲାଞ୍ଚ ମାମଲାରେ ସିବିଆଇ ଦ୍ୱାରା ମଙ୍ଗଳବାର ଗିରଫ ହୋଇଥିବା ଜଣାପଡ଼ିଛି। ଭୁବନେଶ୍ୱର ସିବିଆଇ ଅଫିସର ଏକ ୮…

6 years ago

କାଠ ବୋଝେଇ ଗାଡ଼ି ଜବତ

କୁଆମରା,୧୨ା୧(ଡି.ଏନ୍‌.ଏ.): ଖୁଣ୍ଟା-ବାଲେଶ୍ୱର ରାସ୍ତାର ଦାମାସାହି ଛକ ନିକଟରେ ଉଦଳା ବନବିଭାଗ ପକ୍ଷରୁ ଚଢାଉ କରାଯାଇ ଚୋରା କାଠ ବୋଝେଇ ଏକ ଟାଟା ଏସି ଗାଡ଼ି ଜବତ କରାଯାଇଛି।…

6 years ago

ଆନ୍ଦୋଳନ ପାଇଁ ବିଦ୍ୟୁତ୍‌ କର୍ମଚାରୀ ସଂଘର ସଜବାଜ

ବାରିପଦା ଅଫିସ,୧୨ା୧- ବାରିପଦା ସହର ରଘୁନାଥପୁରସ୍ଥିତ ଗଣେଶ ମଣ୍ଡପଠାରେ ପାୱାର ଏମ୍ପ୍ଲଇଜ୍‌ ସଂଘର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ସଂଘର ଜିଲା ସଭାପତି ସୁବ୍ରମଣ୍ୟମ ମହାନ୍ତିଙ୍କ…

6 years ago