ମୟୂରଭଞ୍ଜ

ପୋଲ ତଳକୁ ଖସିଲା ଧାନ ବୋଝେଇ ଟ୍ରକ

ଠାକୁରମୁଣ୍ଡା/ଯଶିପୁର,୭ା୨(ଡ଼ି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଯଶୀପୁର-ରରୁଆଁ ରାସ୍ତାର ମଉଦି ଗ୍ରାମ ନିକଟରେ ଗୁରବାର ସାରେ ଏକ ଧାନ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ପୋଲ ଉପରୁ ପ୍ରାୟ ୩୦…

6 years ago

ରେଳ ବଜେଟରେ ମୟୂରଭଞ୍ଜକୁ ଅବହେଳା ନେଇ ବିକ୍ଷୋଭ

ବାରିପଦା ଅଫିସ, ୭ା୨- ରେଳବଜେଟରେ ଓଡ଼ିଶାର ବିଭିନ୍ନ ରେଳପ୍ରକଳ୍ପ ଲାଗି ୪୩୭୩ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି। ଓଡ଼ିଶାର ଅନ୍ୟାନ୍ୟ ରେଳ ପ୍ରକଳ୍ପ ଲାଗି ଟଙ୍କା…

6 years ago

ଗୁଣ୍ଡୁରିଆ ଶହୀଦ ଦିବସ ସମାବେଶ

ରାଇରଙ୍ଗପୁର,୭ା୨(ଡି.ଏନ୍‌.ଏ.): ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚା(ଜେଏମ୍‌ଏମ୍‌) ପକ୍ଷରୁ ଗୁରୁବାର ଗୁଣ୍ଡୁରିଆ ଶହୀଦ ଦିବସ ସମାବେଶ ଅନୁଷ୍ଠିତ ହୋଇଯାଇଛି। ରାଇରଙ୍ଗପୁର କଚେରୀ ପଡ଼ିଆ ପରିସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ…

6 years ago

ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଛାତ୍ର ଅଶାନ୍ତି

ଖୁଣ୍ଟା,୭ା୨(ଡ଼ି.ଏନ୍‌.ଏ.): ଖୁଣ୍ଟା ବ୍ଲକ ଅଧୀନ ଧାନଘେରା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଗୁରୁବାର କେତେକ ସମସ୍ୟାକୁ ନେଇ ଛାତ୍ର ଅଶାନ୍ତି ଦେଖା ଦେଇଥିଲା। ଉଦଳା ଆଇଟିଡିଏ ପ୍ରକଳ୍ପ…

6 years ago

କନ୍ୟାଶ୍ରମ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁ:ରାସ୍ତା ଅବରୋଧ

ରାସଗୋବିନ୍ଦପୁର,୭।୨(ଡି.ଏନ.ଏ)- ରାସଗୋବିନ୍ଦପୁର ବ୍ଲକ ଅଧୀନ ଦେବଶୋଳସ୍ଥିତ କନ୍ୟାଶ୍ରମର ଜଣେ ଆଦିବାସୀ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁକୁ ନେଇ ରାସଗୋବିନ୍ଦପୁର ପେସା କମିଟି ପକ୍ଷରୁ ରାସ୍ତାରୋକ କରାଯାଇଥିଲା। ସାମାନ୍ୟ ଥଣ୍ଡାଜ୍ୱରରେ…

6 years ago

ବ୍ରାଉନ ସୁଗାର ଜବତ: ଜଣେ ଗିରଫ

ରାଇରଙ୍ଗପୁର,୬ା୨(ଡି.ଏନ୍‌.ଏ.)- ରାଇରଙ୍ଗପୁର ପୋଲିସ ବୁଧବାର ଚଢାଉ କରି ୧୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସର୍କଲ ଏସ୍‌ଡିପିଓ ସ୍ନେହାଶିଷ ସାହୁଙ୍କ ନେତୃତ୍ୱରେ…

6 years ago

ବେକାରମୁକ୍ତ ମୟୂରଭଞ୍ଜ ଗଠନ ପାଇଁ ଦାବିପତ୍ର

ବାରିପଦା ଅଫିସ, ୬ା୨- ଅଣରାଜନୈତିକ ଯୁବ ସଂଗଠନ ଭଞ୍ଜ ସେନା ପକ୍ଷରୁ ବୁଧବାର ବେକାରମୁକ୍ତ ମୟୂରଭଞ୍ଜ ଗଠନ ଦାବିରେ ଜିଲା ପ୍ରଶାସନ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଦାବିପତ୍ର…

6 years ago

ଦନ୍ତା ଆକ୍ରମଣରେ ଦୁଇ ଆହତ

ବଡ଼ସାହି,୫ା୨(ସ୍ବ.ପ୍ର)- ବଡ଼ସାହି ଥାନା ଅଧୀନ ଦେଉଳିଆ ପଞ୍ଚାୟତ ଗଦଗଦି ଗ୍ରାମର ଦୁଇ ମହିଳା ଦନ୍ତା ଆକ୍ରମଣରେ ଆହତ ହୋଇଛନ୍ତି ା ମହିଳା ଦ୍ୱୟ ହେଲେ ସେହି ଗ୍ରାମର…

6 years ago

ବିଦ୍ୟୁତ୍‌ ଖୁଣ୍ଟ , ଗଛ ନ ଉଠିବାରୁ ଧାରଣା

ବେତନଟୀ, ୫ା୨(ଡି.ଏନ୍‌.ଏ.)- ବେତନଟୀ ବଜାରରେ ନୂତନ ରାସ୍ତା ନିର୍ମାଣ ଚାଲିଥିବା ବେଳେ ବିଦ୍ୟୁତ୍‌ ଖୁଣ୍ଟ ଓ ଗଛ ନ ଉଠିବାରୁ ବେତନଟୀ ସିଭିଲ୍‌ ସୋସାଇଟି ସଂଗଠନ ପକ୍ଷରୁ…

6 years ago

 ୮୦ ବର୍ଷୀୟା ମହିଳାଙ୍କୁୁ ମିଳୁନି ଭତ୍ତା 

ବଡ଼ସାହି,୫ା୨(ସ୍ବ.ପ୍ର)-୩୦ ବର୍ଷ ତଳେ ସ୍ବାମୀ ଆର ପାରିକୁ ଚାଲି ଗଲେଣି। ବୟସ  ୮୦ ଛୁଇଁଲାଣି ା ଅଣ୍ଟାରେ ବଳ ନ ଥିବା ବେଳେ ଚାଲିବାକୁ ଅକ୍ଷମ ା…

6 years ago