ମୟୂରଭଞ୍ଜ

ଝରଣାସାହି ଚୋରି ଘଟଣାରେ ୪ ଗିରଫ

ଉଦଳା,୫ା୮(ଡି.ଏନ୍‌.ଏ.)-ଉଦଳା ଥାନା ଅଧୀନ ଝରଣାସାହି ଗ୍ରାମ ଚୋରି ଘଟଣାର ୩ ସପ୍ତାହ ପରେ ପୋଲିସ୍‌ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନଙ୍କଠାରୁ ଦୁଇଟି ମୋବାଇଲ୍‌…

5 years ago

ଖୁଣ୍ଟା ବ୍ଲକରେ ବର୍ଷାଭାବ : ଚାଷ କାମ ବିଳମ୍ବ, ଚିନ୍ତାରେ ଚାଷୀ

ଖୁଣ୍ଟା ,୫ା୮(ଡି.ଏନ୍‌.ଏ.): କେବଳ ବର୍ଷା ପାଣି ଉପରେ ନିର୍ଭର କରି ଖରିଫ ଋତୁରେ ଧାନ ଚାଷ କରି ଆସୁଥିବା ଖୁଣ୍ଟା ବ୍ଲକର ଚାଷୀ ଏବେ ଚିନ୍ତାରେ ପଡ଼ିଛନ୍ତି।…

5 years ago

ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ଏକାଡେମିକ କାଉନସିଲ ବୈଠକ

ବାରିପଦା ଅଫିସ,୫ା୮: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଏକାଡେମିକ କାଉନସିଲ ବୈଠକ ଅନୁଷ୍ଠିତ ହୋଇଯାଇଛି। କୁଳପତି ପ୍ରଫେସର ଡ.ପ୍ରଦୀପ କୁମାର ଚାନ୍ଦ ଏଥିରେ ଅଧ୍ୟକ୍ଷତା…

5 years ago

ବସ୍‌ରୁ ଓହ୍ଲାଇବା ବେଳେ ଯାତ୍ରୀଙ୍କ ମୃତ୍ୟୁ

ରାଇରଙ୍ଗପୁର,୫ା୮(ଡି.ଏନ୍‌.ଏ.): ରାଇରଙ୍ଗପୁର ଟାଉନ ଥାନା ବଡ଼ବଜାର ନିକଟସ୍ଥ ବସଷ୍ଟାଣ୍ଡରେ ସକାଳ ୫ଟା ବେଳେ ରାଉରକେଲାରୁ ବାରିପଦା ଯାଉଥିବା ଏକ ଘରୋଇ ବସ୍‌ରୁ ଓହ୍ଲାଇଥିବା ଜଣେ ଯାତ୍ରୀ ଗୁରୁତର…

5 years ago

ବାରିପଦାରେ ମଦମୃତ୍ୟୁ : ରାସ୍ତାକଡ଼ରୁ ୨ ମୃତଦେହ ଉଦ୍ଧାର

ବାରିପଦା ଅଫିସ,୫ା୮- ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଓ ସଦର ଥାନା ଅଞ୍ଚଳରେ ମଦ୍ୟପାନ ଯୋଗୁଁ ଗୋଟିଏ ଦିନରେ ୨ ଜଣଙ୍କର ମୃତ୍ୟୁ ଘଟଛି। ବାରିପଦା…

5 years ago

ଭିନ୍ନକ୍ଷମ ଯୁବତୀଙ୍କୁୁ ବଳାତ୍କାର, ଅଭିଯୁକ୍ତ ଗିରଫ

କପ୍ତିପଦା,୪ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଶରତ ଥାନା ଅଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାକତ୍ାର କରିବା ଅଭିଯୋଗରେ ଶନିବାର ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ…

5 years ago

ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ

ବାରିପଦା ଅଫିସ,୪।୮- ବାରିପଦା ପୌର ପରିଷଦର କଚେରି ବଜାର ପରିସରରେ ଦୋକାନ ଘର ଲାଗି ଜାଗା ଓ ଲାଇସେନ୍ସ ପ୍ରଦାନରେ ଅନିୟମିତା ହେବା ଘଟଣା ପଦାକୁ ଆସିବା…

5 years ago

ବନ୍ଧୁ ପାଇଁ ଦିନଟିଏ

ବାରିପଦା ଅଫିସ, ୪।୮- ଅଗଷ୍ଟ ମାସର ପ୍ରଥମ ରବିବାରକୁ ‘ବନ୍ଧୁତ୍ୱ ଦିବସ’ ପାଳନ ଲାଗି ଯୁବପିଢି ମଧ୍ୟରେ ଉତ୍ସାହ ପ୍ରକାଶ ପାଇଛି। ଏହି ଦିନ ବନ୍ଧୁଙ୍କୁ ମନ…

5 years ago

ରାଷ୍ଟ୍ରପତି ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର

ବେତନଟୀ,୩ା୮(ଡି.ଏନ୍‌.ଏ.)- ସଂସଦ ଅଧିବେଶନରେ ଉଭୟ ଲୋକସଭା ଓ ରାଜ୍ୟସଭାରେ ପାରିତ ହୋଇଥିବା ୨୦୧୯ ସୂଚନା ଅଧିକାର ଆଇନ୍‌ ସଂଶୋଧନ ଚିଠା ବିଲ୍‌କୁ ରାଷ୍ଟ୍ରପତି ଅନୁମୋଦନ ନ କରିବାକୁ…

5 years ago

ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ନୂତନ ପରୀକ୍ଷା ନିୟନ୍ତ୍ରକ

ବାରିପଦା ଅଫିସ,୩।୮- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନୂତନ ପରୀକ୍ଷା ନିୟନ୍ତ୍ରକ ଭାବେ ଡ.ଲକ୍ଷ୍ମୀଧର ଗିରି କାର୍ଯ୍ୟରେ ଯୋଗ ଦେଇଛନ୍ତି। ଡ. ଗିରି…

5 years ago