ମୟୂରଭଞ୍ଜ

ବଜ୍ରପାତରେ ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

ଉଦଳା,୨୩ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ଥାନା ଅନ୍ତର୍ଗତ ସୋନନଦୀର ଜିରିଡାଘାଟ ନିକଟରେ ମଙ୍ଗଳବାର ରାତିରେ ବଜ୍ରପାତରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି।…

6 years ago

ନଦୀ ସାଜିଛି ପ୍ରତିବନ୍ଧକ

ଉଦଳା,୨୩ା୧୦(ଡି.ଏନ୍‌.ଏ.)- ବର୍ଷା ଆସିଲେ ଛାତିରେ ଛନକା ପଶେ। ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯିବା ଆଶଙ୍କା ଘାରେ। ବର୍ଷା ହେଉ କିମ୍ବା ଅନ୍ୟ ଦିନଗୁଡ଼ିକରେ ନଦୀ ପ୍ରତିବନ୍ଧକ ସାଜିଥାଏ।…

6 years ago

ରାଜ୍ୟସ୍ତରୀୟ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା: ମୟୂରଭଞ୍ଜରୁ ୨୦ ଖେଳାଳି

ବାରିପଦା ଅଫିସ,୨୨ା୧୦- ରାଜ୍ୟସ୍ତରୀୟ ୧୪ ଓ ୧୭ ବର୍ଷରୁ କମ୍‌ ବାଳକ ଓ ବାଳିକା ବର୍ଗର ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ୨୩ ରୁ ୨୬ ତାରିଖ ପର୍ଯ୍ୟନ୍ତ ସମ୍ବଲପୁର…

6 years ago

ବଜ୍ରକାପ୍ତା କାତି ଜବତ : ୬ ଗିରଫ

ଉଦଳା,୨୨ା୧୦(ଡି.ଏନ୍‌.ଏ.)- ବଜ୍ରକାପ୍ତା ଚୋରା ଚାଲାଣର ପେଣ୍ଠସ୍ଥଳୀ ପାଲଟିଛି ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଏରିଆ ା କିଛିମାସ ପୂର୍ବେ ବଜ୍ରକାପ୍ତା ଚୋରା ଚାଲାଣ ନିମନ୍ତେ ଡିଲ୍‌ ହେଉଥିବା…

6 years ago

ଅଭିଯୋଗ ରଖୁନି ପୋଲିସ: ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ କଲେଜ ଛାତ୍ର

ବାରିପଦା ଅଫିସ/କୁଆମରା,୨୨ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ଛାତ୍ର ଦେବାଶିଷ ମହନ୍ତଙ୍କ ସହିତ କଲେଜ କର୍ତ୍ତୃପକ୍ଷଙ୍କ ଗଣ୍ଡଗୋଳ…

6 years ago

ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ: ପରୀକ୍ଷା ଫି’ ବୃଦ୍ଧିକୁ ଛାତ୍ରୀଛାତ୍ରଙ୍କ ବିରୋଧ ଜାରି

ବାରିପଦା ଅଫିସ,୨୨ା୧୦- ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ପରିସରରେ କିଛିଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ପରୀକ୍ଷା ଫି’ ବୃଦ୍ଧିକୁ ନେଇ ଗତ ଶନିବାର…

6 years ago

ନକଲି ବନ୍ଧୁକ ଜବତ,୩ ଅଭିଯୁକ୍ତ ଗିରଫ

ବାଙ୍ଗିରିପୋଷି,୨୧ା୧୦(ଡି.ଏନ୍‌.ଏ.): ବାଙ୍ଗିରିପୋଷି ଥାନା ପୋଲିସ ରବିବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ଏକ ନକଲି ବନ୍ଧୁକ ଜବତ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ୩ ଜଣ…

6 years ago

ସ୍ବାସ୍ଥ୍ୟସେବା ପରଖିଲେ କେନ୍ଦ୍ରୀୟ ପ୍ରତିନିଧି ଦଳ

ବଡ଼ସାହି, ୨୦।୧୦ (ସ୍ବ.ପ୍ର.)- ମୟୂରଭଞ୍ଜ ଗସ୍ତରେ ଆସିଥିବା କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କମନ ରିଭ୍ୟୁ ମିଶନର ଏକ ପ୍ରତିନିଧି ଦଳ…

6 years ago

ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୁଆମରା,୧୯ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟ ଜଣେ ଛାତ୍ର ଟିସି ନେବା ଘଟଣାକୁ ନେଇ କଲେଜ ପରିସରରେ ଶୁକ୍ରବାର…

6 years ago

ମଞ୍ଚାବନ୍ଧା ଜଙ୍ଗଲରୁ ୪ ଜୁଆଡ଼ି ଗିରଫ

ବାରିପଦା ଅଫିସ,୧୯ା୧୦- ବାରିପଦା ଟାଉନ ଥାନା ପୋଲିସ ଗୁରୁବାର ରାତିରେ ମଞ୍ଚାବନ୍ଧା ଜଙ୍ଗଲରେ ଚଢ଼ାଉ କରି ୪ ଜୁଆଡିଙ୍କୁ ଗିରଫ କରିଛି। ତେବେ ପୋଲିସର ଅବହେଳା କାରଣରୁ…

6 years ago