ବାରିପଦା ଅଫିସ,୮ା୧୦- ବାରିପଦାର ଇଷ୍ଟଦେବୀ ମା’ ଅମ୍ବିକାଙ୍କ ପୀଠରେ ପାର୍ବଣ ଉପଲକ୍ଷେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଉଛି। ସୋମବାର ମା’ ସିଦ୍ଧିଦାତା ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଥିଲେ। ଦେବୀଙ୍କ…
କପ୍ତିପଦା, ୭।୧୦ (ଡି.ଏନ.ଏ) - ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ମଝିଗଡ଼ିଆ ପଞ୍ଚାୟତ ଛାଞ୍ଚୁଣିଆ ଗ୍ରାମର ଏକ ଦମ୍ପତି ରବିବାର ସନ୍ଧ୍ୟାଠାରୁ ନିଖୋଜ ଅଛନ୍ତି। ସେମାନେ…
ବହଳଦା, ୭।୧୦ (ଡି.ଏନ.ଏ) - ମୟୂରଭଞ୍ଜ ଜିଲା ତିରିଂ ଥାନା ଅଧୀନ ରାଞ୍ଚି ବିଜୟୱ୍ବାଡା ୨୨୦ ନଂ. ଜାତୀୟ ରାଜପଥର ମାକିଡିଘାଟି ନିକଟରେ ଏକ ଡ୍ୟାନ୍ସ ଗ୍ରୁପକୁ…
ବାରିପଦା ଅଫିସ, ୭।୧୦- ମୋବାଇଲ ଟାଓ୍ବାର ସ୍ଥାପନ ନଁ।ରେ ଠକେଇ ଅଭିଯୋଗରେ ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ପୋଲିସ ସୋମବାର ୪ ଜଣଙ୍କୁ ଗିରଫ କରିଛି। ସେମାନେ…
ବୈଶିଙ୍ଗା, ୭।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ୧୭ ପଞ୍ଚାୟତରେ ଚଳିତବର୍ଷ ୧୮ଟି ମଣ୍ଡପରେ ମା’ ଦୁର୍ଗା ପୂଜା ପାଉଛନ୍ତି। ସୋମବାର ନବମୀ ଅବସରରେ ମା’ଙ୍କ…
ବାରିପଦା ଅଫିସ,୭ା୧୦- ମୟୂରଭଞ୍ଜ ଜିଲା ରରଁୁଆ ଥାନା ଅଧୀନ ସିଙ୍ଗଡ଼ା ଜଙ୍ଗଲରୁ ରବିବାର ଜଣେ ନବଜାତ ଶିଶୁ କନ୍ୟା ଉଦ୍ଧାର ହୋଇଛନ୍ତି। ଶିଶୁ କନ୍ୟା କରଞ୍ଜିଆ ଚିକିତ୍ସାଳୟରେ…
ବାଙ୍ଗିରିପୋଷି,୭ା୧୦(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ହାଣଦା ଗ୍ରାମର ଜଣେ ଗର୍ଭବତୀଙ୍କୁ ନେଇ ଡାକ୍ତରଖାନା ଯିବା ବାଟରେ ଆମ୍ବୁଲାନ୍ସରୁ ତେଲ ସରିଯାଇଥିଲା। ଆମ୍ବୁଲାନ୍ସଟି ଅଧାବାଟରେ ଅଟକି…
ବାରିପଦା ଅଫିସ,୬।୧୦- ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାର ଶିମିଳିପାଳ ବନାଞ୍ଚଳବାସୀଙ୍କୁ ଜରୁରୀ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ପରିଚାଳିତ, ଜାତୀୟ…
ବାରିପଦା ଅଫିସ,୬।୧୦- ମୟୂରଭଞ୍ଜ ଜିଲାରେ ଏଥର ୧୭୮ ମଣ୍ଡପରେ ଜଗଜ୍ଜନନୀ ମା’ ଦୁର୍ଗାଙ୍କ ଶାରଦୀୟ ପୂଜା ଅନୁଷ୍ଠିତ ହେଉଛି। କେବଳ ବାରିପଦା ସହରରେ ୨୬ ଟି ସ୍ଥାନରେ…
ବାରିପଦା ଅଫିସ,୫।୧୦: ଡାକ୍ତରଖାନା ଯିବା ରାସ୍ତାରେ ଆମ୍ବୁଲାନ୍ସରୁ ତେଲ ସରିଯିବାରୁ ଗର୍ଭବତୀ ମହିଳା ଏବଂ ତାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ। ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ…