ମୟୂରଭଞ୍ଜ

ଭୁଶୁଡିଲା ପୁରୁଣା ପୋଲ: ୩ ପଞ୍ଚାୟତ ବାହ୍ୟ ଜଗତରୁ ବିଛିନ୍ନ

ଖୁଣ୍ଟା,୧୨ା୯(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକର ବଡଫେଣି ପଞ୍ଚାୟତ ଅଧୀନ ଛତ୍ରମା ଓ ବଡ଼ ସାତଶୋଲ ଗ୍ରାମ ମଧ୍ୟବର୍ତ୍ତୀ ଆରଡି ରାସ୍ତାର ଗଙ୍ଗାହାର ନଦୀ ଉପରେ ଥିବା…

6 years ago

ବହଳଦାର ପ୍ରସିଦ୍ଧ ଇନ୍ଦ୍ରଉତ୍ସବ ଆରମ୍ଭ

ବହଳଦା,୧୨ା୯(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବହଳଦାର ପ୍ରସିଦ୍ଧ ଇନ୍ଦ୍ରଉତ୍ସବ ମଙ୍ଗଳବାର ରାତିରେ ଆରମ୍ଭ ହୋଇଛି । ରାଜାରାଜୁଡା ସମୟରୁ ଆରମ୍ଭ ହୋଇଥିବା ଏହି ନିଆରା ଓ ସ୍ବତନ୍ତ୍ର ଉତ୍ସବ…

6 years ago

ଶିକ୍ଷକ ବଦଳିକୁ ନେଇ ଉତ୍ତେଜନା: ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ଖୁଣ୍ଟା,୧୧ା୯(ଡି.ଏନ୍‌.ଏ.)- ଖୁଣ୍ଟା ବ୍ଲକ ଅଧୀନ ସୋନପୋଖରୀ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କ ବଦଳିକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ଏହାର ପ୍ରତିବାଦରେ ମଙ୍ଗଳବାର ଗ୍ରାମବାସୀମାନେ ବିଦ୍ୟାଳୟ…

6 years ago

ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ବେଖାତିର: ବାଇକ୍‌ ଚାଳକଙ୍କୁ ଜରିମାନା ୧୮,୫୦୦ ଟଙ୍କା

ବେତନଟୀ,୧୧ା୯(ଡି.ଏନ୍‌.ଏ.)- ନୂଆ ମୋଟରଯାନ ଆଇନ ଅନୁଯାୟୀ ଜରିମାନା ଆଦାୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ମାସ ପାଇଁ କୋହଳ କରିଛନ୍ତି। ମାତ୍ର ଏହି ଘୋଷଣାର ଦିନକ ପରେ…

6 years ago

ପଲ୍ୟୁସନ ଟେଷ୍ଟିଂ ଗାଡ଼ିିକୁ ହଟାଇଲେ ଲୋକେ

ବାରିପଦା ଅଫିସ,୧୧ା୯- ନୂତନ ମୋଟରଯାନ ଆଇନରେ ପରିବର୍ତ୍ତନ ହେବା ପରେ ଜରିମାନା ଭୟରେ ଗାଡ଼ି ଚାଳକଙ୍କ ମଧ୍ୟରେ କୋକୁଆ ଭୟ ଖେଳିଯାଇଛି। ରାଜ୍ୟ ସରକାର ଲୋକଙ୍କ ଦାବିକୁ…

6 years ago

ଅବହେଳିତ ବୈଦ୍ୟନାଥ ପୀଠ: ସୌନ୍ଦର୍ଯ୍ୟ ଅଛି, ବିକାଶ ନାହିଁ

ବଡ଼ସାହି,୧୦-୯:(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ମାଣତ୍ରୀଠାରେ ବହୁ ପୁରାତନ ପ୍ରସିଦ୍ଧ ଶୈବପୀଠ ବାବା କଖାରୁଆ ବୈଦ୍ୟନାଥ ମନ୍ଦିର ଅବସ୍ଥିତ। ଐତିହ୍ୟପୂର୍ଣ୍ଣ ପ୍ରାକୃତିକ ସୌନ୍ଦଯର୍‌ୟ ଓ ଆଧ୍ୟାମତ୍ିକ ପରିବେଶ…

6 years ago

ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ସମାଧି ପୀଠରେ ଜେସିବି ମେଶିନ: ମଧୁବନରେ ଖୋଳାଖୋଳି ନେଇ ଉତ୍ତେଜନା

ବାରିପଦା ଅଫିସ,୯ା୯- ବାରିପଦା ସହର ପାର୍ଶ୍ୱ ଦେଇ ପ୍ରବାହିତ ବୁଢ଼ାବଳଙ୍ଗ ନଦୀକୂଳରେ ରହିଛି ମଧୁବନ। ସେଠାରେ ନବ ଉତ୍କଳର ନିର୍ମାତା ମୟୂରଭଞ୍ଜ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ…

6 years ago

ନକଲି ପ୍ରଦୂଷଣ ଯାଞ୍ଚ ପ୍ରମାଣପତ୍ର କାରବାର: ୩ ଗିରଫ

ରାଇରଙ୍ଗପୁର,୯।୯(ଡି.ଏନ.ଏ.)-ନୂଆ ମୋଟର ଯାନ ଆଇନ ଲାଗୁ ପରେ ବିଭିନ୍ନ ଗାଡିର ନକଲି ପ୍ରମାଣପତ୍ର କାରବାର ବୃଦ୍ଧି ପାଇଛି। ଗାଡି ଚାଳକଙ୍କୁ ନକଲି ପ୍ରଦୂଷଣ ଯାଞ୍ଚ ପ୍ରମାଣପତ୍ର ଯୋଗାଇବା…

6 years ago

ରାସ୍ତାରେ ନାବାଳିକାଙ୍କୁ ଅସଦାଚରଣ: ପୋଲିସ କର୍ମଚାରୀ ଗିରଫ

ବାରିପଦା ଅଫିସ,୯ା୯- ଲୋକଙ୍କୁ ସୁରକ୍ଷା ଓ ସହାୟତା ଦେଇ ଅପରାଧ ନିୟନ୍ତ୍ରଣ କରିବା ଦାୟିତ୍ୱରେ ରହିଛି ପୋଲିସ । ଏହି ବିଭାଗର କେତେକ କର୍ମଚାରୀଙ୍କ ମାତ୍ରାଧିକ ତଥା…

6 years ago

ମହିଳାଙ୍କ ମୁଣ୍ଡ କାଟି ହତ୍ୟା

ଠାକୁରମୁଣ୍ଡା, ୮ା୯(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅନ୍ତର୍ଗତ ମିରିଗିନେଣ୍ଡି ପଞ୍ଚାୟତର ପଟୁଳିଡ଼ିହି ବନ୍ଧସାହିରେ ଶୁକ୍ରବାର ରାତିରେ ଘରେ ଏକୁଟିଆ ଥିବା ଜଣେ ବିଧବା ମହିଳାଙ୍କ ମୁଣ୍ଡ…

6 years ago